Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Tuesday, May 12, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଏପରି କଲେ ଜୀବନରେ ମିଳେ ଅନେକ ସଫଳତା

  • ପାକିସ୍ତାନରେ ପାର୍କିଂ ହୋଇଛି ଇରାନୀ ...

  • ବିକାଶମୂଳକ କାମ ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ...

  • ପାଣିଟାଙ୍କିରୁ ବାହାରିଲେ ୧୧ ସାପ

  • ଜୁଲାଇ ୧ରୁ ଲାଗୁ ହେବ 'ଭିବି-ଜି ରାମ ଜି'

  • ପୁଣି ଏକ ବଡ଼ ନିଷ୍ପତ୍ତି : ସ୍କୁଲ, ମନ୍ଦିର ...

  • ଆସାମ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ...

  • AIADMKରେ ଆଭ୍ୟନ୍ତରୀଣ ଦ୍ୱନ୍ଦ୍ୱ, TVK କୁ ସମର୍ଥନ ...

  • ବର୍ଷେ ପାଇଁ ସୁନା କିଣିବା ବନ୍ଦ କରିବାକୁ ...

  • ଶୁଭେନ୍ଦୁ ଅଧିକାରୀଙ୍କ ପିଏ ହତ୍ୟାକାଣ୍ଡ ...

Home ›› ››ସରକାରଙ୍କ ମିଛ କୋଭିଡ ମୃତ୍ୟୁ ତାଲିକାର ଖୁଲାସା କଲା କଂଗ୍ରେସ

ସରକାରଙ୍କ ମିଛ କୋଭିଡ ମୃତ୍ୟୁ ତାଲିକାର ଖୁଲାସା କଲା କଂଗ୍ରେସ

2021-06-14 11:49:37
13620
Share:
Facebook
Twitter
E-Mail
WhatsApp
Telegram
ସରକାରଙ୍କ ମିଛ କୋଭିଡ ମୃତ୍ୟୁ ତାଲିକାର ଖୁଲାସା କଲା କଂଗ୍ରେସ

 କୋଭିଡ ମୃତ୍ୟୁର ସ୍ୱତନ୍ତ ଅଡିଟ କରାଯାଉ

 ମୃତ୍ୟୁର ସଠିକ ତଥ୍ୟ ନଥାଇ ମୃତକଙ୍କ ପରିବାରକୁ ଥଇଥାନ କରିବେ କେମିତି

 ଏକ ନମ୍ବର ହେବା ପାଇଁ କୋଭିଡ ମୃତ୍ୟୁର ତଥ୍ୟ ଚାପିଛନ୍ତି ସରକାର


ଭୁବନେଶ୍ୱର - ରାଜ୍ୟ ସରକାର କୋଭିଡରେ ମୃତ୍ୟୁବରଣ କରିଥିବା ପରିବାରର ମୁଖ୍ୟ ବିଧବା ପତ୍ନିଙ୍କୁ ସାମାଜିକ ସୁରକ୍ଷା ନିରାପତା ଯୋଜନାରେ ସାମିଲ କରିବା ଏବଂ କୋଭିଡ ଯୋଗୁଁ ଅନାଥ ହୋଇଥିବା ପିଲାଙ୍କୁ ରୋଜଗାରକ୍ଷମ ହେବା ପର୍ଯ୍ୟନ୍ତ ସରକାର ଦାୟିତ୍ୱ ବହନ କରିବା ଏକ ସ୍ୱାଗତଯୋଗ୍ୟ ପଦକ୍ଷେପ । କିନ୍ତୁ କୋଭିଡ ମୃତ୍ୟୁ ସମ୍ପର୍କରେ ସଠିକ ତଥ୍ୟ ଲୁଚାଇ ମିଥ୍ୟା ତଥ୍ୟରେ ତାହା କିଭଳି ସମ୍ଭବ ହେବ ବୋଲି କଂଗ୍ରେସ ପ୍ରଶ୍ନ କରିଛି ।


ରାଜ୍ୟରେ ଶ୍ମସାନରେ ନିଆଁ ଲିଭୁନି । ଆମ୍ବୁଲାନ୍ସକୁ ଡେଡ୍‌ବଡ଼ି ବୋହିବାରେ ନିସ୍ତାର ନାହିଁ । କିନ୍ତୁ ସରକାର ନିଜକୁ କୋଭିଡ ମୁକାବିଲାରେ ଦେଶରେ ଏକନମ୍ବର କରିବା ପାଇଁ କୋଭିଡ ମୃତ୍ୟୁର ସଠିକ ତଥ୍ୟକୁ ଲୁଚାଇବାରେ ବ୍ୟସ୍ତ ବୋଲି ରାଜ୍ୟ କଂଗ୍ରେସ ମୁଖପାତ୍ର ନିଶିକାନ୍ତ ମିଶ୍ର ତଥ୍ୟ ଓ ପ୍ରମାଣ ସହ ସିଧାସଳଖ ଭାବରେ ଟାର୍ଗେଟ କରିଛନ୍ତି ସରକାରଙ୍କୁ । ପ୍ରକାଶଯୋଗ୍ୟ ନୟାଗଡ଼ ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀଙ୍କ ନିକଟକୁ ନୟାଗଡ଼ ଜିଲ୍ଲା ମୁଖ୍ୟ ଚିକିତ୍ସାଅଧିକାରୀଙ୍କ ଦ୍ୱାରା ଦିଆଯାଇଥିବା ତଥ୍ୟ ଏବଂ ରାଜ୍ୟ ସରକାର ତାଙ୍କ ଅଫିସିଆଲ ପୋଟାଲରେ ଦେଇଥିବା ତଥ୍ୟ ସିଧାସଳଖ ଭାବରେ ପ୍ରମାଣିତ କରୁଛି ଯେ ରାଜ୍ୟ ସରକାର ନିଜର ଭାବମୂର୍ତି ବଂଚାଇ ରଖିବା ପାଇଁ ଏବଂ କୋଭିଡ ମୁକାବିଲାରେ ହୋଇଥିବା ବିଫଳତାକୁ ଘୋଡାଇବା ପାଇଁ କୋଭିଡ ମୃତ୍ୟୁର ବାସ୍ତବ ତଥ୍ୟକୁ ଲୁଚାଇ ରଖିବା ସହିତ ରାଜ୍ୟର ୪.୫ କୋଟି ଲୋକଙ୍କୁ ଅନ୍ଧାରରେ ରଖିଛନ୍ତି । 


ପ୍ରକାଶ ଥାଉକି ନୟାଗଡ଼ ଜିଲ୍ଲା ମୁଖ୍ୟ ଚିକିତ୍ସାଅଧିକାରୀ ଯେଉଁ ତଥ୍ୟ ଦେଇଛନ୍ତି ସେଥିରେ କୁହାଯାଇଛିଯେ ନୟାଗଡ଼ ଜିଲ୍ଲାରେ ଦ୍ୱିତୀୟ ଲହରରେ ପ୍ରଥମ କୋଭିଡ ମୃତ୍ୟୁ ଚାନ୍ଦପୁର କୋଭିଡ ହସପିଟାଲ ୨୮.୪.୨୦୨୧ରେ ହୋଇଥିଲା ଏବଂ ରିପୋର୍ଟ ଦେବା ପର୍ଯ୍ୟନ୍ତ ଚାନ୍ଦପୁର କୋଭିଡ ହସପିଟାଲରେ ୧୧୭ଜଣ ଙ୍କର କୋଭିଡରେ ମୃତ୍ୟୁଘଟିଛି ସେଥିମଧ୍ୟରୁ ୨୧ଜଣ ଖୋର୍ଦ୍ଧା ଜିଲ୍ଲାରେ ହୋଇଥିବା ବେଳେ ଅନ୍ୟସମସ୍ତ ନୟାଗଡ଼ ଜିଲ୍ଲାର ଏବଂ ରାଜ୍ୟ ସରକାର ତାଙ୍କ ଟୁୃ୍ୟଟର ହ୍ୟାଣ୍ଡେଲରେ ଯେଉଁ ତଥ୍ୟ ଦେଇଛନ୍ତି ସେଥିରେ କୁହାଯାଇଛି ପ୍ରଥମ ଏବଂ ଦ୍ୱିତୀୟ ଲହରରେ ସେହି ନୟାଗଡ଼ ଜିଲ୍ଳାରେ ୫୯ଜଣ ମୃତ୍ୟୁବରଣ କରିଛନ୍ତି । ନୟାଗଡ଼ରେ ଏହି ଘଟଣା ଭାତ ହାଣ୍ଡିରୁ ଗୋଟିଏ ମାତ୍ର । ରାଜ୍ୟ ସରକାର ତଥା ତାଙ୍କ ମୁଖିଆ ମାନ୍ୟବର ମୁଖ୍ୟମନ୍ତ୍ରୀ ଯଦି କୋଭିଡର ପରବର୍ତୀ ସମୟରେ କୋଭିଡ ଦ୍ୱାରା କ୍ଷତିଗ୍ରସ୍ତ ହୋଇଥିବା ପରିବାରକୁ ପୁଃନରୁଦ୍ଧାର କରିବାରେ ଆନ୍ତରିକ ଇଛା ଥାଏ କୋଭିଡ ମୃତ୍ୟୁର ସ୍ୱତନ୍ତ୍ର ଅଡିଟ କରନ୍ତୁ ବୋଲି କଂଗ୍ରେସ ଭବନ ଠାରେ ଆୟୋଜିତ ଏକ ସାମ୍ବାଦିକ ସମ୍ମିଳନୀରେ ଶ୍ରୀ ମିଶ୍ର ଦାବୀ କରିବା ସହିତ ଆଗାମୀ ଦିନରେ କଂଗ୍ରେସ ଏହାକୁ ନେଇ ରାଜରାସ୍ତାକୁ ଯିବ । ଏହି ସାମ୍ବାଦିକ ସମ୍ମିଳନୀରେ ଅନ୍ୟମାନଙ୍କ ମଧ୍ୟରେ ନୟାଗଡ଼ ଜିଲ୍ଲା କଂଗ୍ରେସ ସଭାପତି ରଣଜିତ୍ ଦାଶ ଓ ଜିନେସ ଦାସ ପ୍ରମୁଖ ଉପସ୍ଥିତ ଥିଲେ ।


Powered by Froala Editor

Tags congress , inc

Related articles Odisha News Lens 4.1

  • ପାଣିଟାଙ୍କିରୁ ବାହାରିଲେ ୧୧ ସାପ
    ଦେଶ-ଦେଶାନ୍ତର

    ପାଣିଟାଙ୍କିରୁ ବାହାରିଲେ ୧୧ ସାପ

    14863
    May 12, 2026
  • ବିକାଶମୂଳକ କାମ ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ସହଯୋଗ କରିବାକୁ କହିଲେ ବିରୋଧୀ ଦଳ ନେତା ...
    ଦେଶ-ଦେଶାନ୍ତର

    ବିକାଶମୂଳକ କାମ ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ସହଯୋଗ କରିବାକୁ କହିଲେ ବିରୋଧୀ ଦଳ ନେତା ...

    13416
    May 12, 2026
  • ଏପରି କଲେ ଜୀବନରେ ମିଳେ ଅନେକ ସଫଳତା
    ବିଶେଷ

    ଏପରି କଲେ ଜୀବନରେ ମିଳେ ଅନେକ ସଫଳତା

    15325
    May 12, 2026
  • ପାକିସ୍ତାନରେ ପାର୍କିଂ ହୋଇଛି ଇରାନୀ ସାମରିକ ବିମାନ
    ଦେଶ-ଦେଶାନ୍ତର

    ପାକିସ୍ତାନରେ ପାର୍କିଂ ହୋଇଛି ଇରାନୀ ସାମରିକ ବିମାନ

    14827
    May 12, 2026
  • AIADMKରେ ଆଭ୍ୟନ୍ତରୀଣ ଦ୍ୱନ୍ଦ୍ୱ, TVK କୁ ସମର୍ଥନ ଘୋଷଣା
    ଦେଶ-ଦେଶାନ୍ତର

    AIADMKରେ ଆଭ୍ୟନ୍ତରୀଣ ଦ୍ୱନ୍ଦ୍ୱ, TVK କୁ ସମର୍ଥନ ଘୋଷଣା

    13770
    May 12, 2026
  • ବର୍ଷେ ପାଇଁ ସୁନା କିଣିବା ବନ୍ଦ କରିବାକୁ ନିବେଦନ କଲେ ମୋଦୀ
    ଦେଶ-ଦେଶାନ୍ତର

    ବର୍ଷେ ପାଇଁ ସୁନା କିଣିବା ବନ୍ଦ କରିବାକୁ ନିବେଦନ କଲେ ମୋଦୀ

    15136
    May 11, 2026
  • ଜୁଲାଇ ୧ରୁ ଲାଗୁ ହେବ 'ଭିବି-ଜି ରାମ ଜି'
    ଦେଶ-ଦେଶାନ୍ତର

    ଜୁଲାଇ ୧ରୁ ଲାଗୁ ହେବ 'ଭିବି-ଜି ରାମ ଜି'

    15475
    May 12, 2026
  • ଶୁଭେନ୍ଦୁ ଅଧିକାରୀଙ୍କ ପିଏ ହତ୍ୟାକାଣ୍ଡ ଘଟଣା: ତିନି ସନ୍ଦିଗ୍ଧ ଗିରଫ
    ଦେଶ-ଦେଶାନ୍ତର

    ଶୁଭେନ୍ଦୁ ଅଧିକାରୀଙ୍କ ପିଏ ହତ୍ୟାକାଣ୍ଡ ଘଟଣା: ତିନି ସନ୍ଦିଗ୍ଧ ଗିରଫ

    15700
    May 11, 2026
  • ପୁଣି ଏକ ବଡ଼ ନିଷ୍ପତ୍ତି : ସ୍କୁଲ, ମନ୍ଦିର ପାଖରୁ ହଟିବ ମଦ ଦୋକାନ
    ଦେଶ-ଦେଶାନ୍ତର

    ପୁଣି ଏକ ବଡ଼ ନିଷ୍ପତ୍ତି : ସ୍କୁଲ, ମନ୍ଦିର ପାଖରୁ ହଟିବ ମଦ ଦୋକାନ

    14100
    May 12, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    AIADMKରେ ଆଭ୍ୟନ୍ତରୀଣ ଦ୍ୱନ୍ଦ୍ୱ, TVK କୁ ସମର୍ଥନ ଘୋଷଣା

    13770
    May 12, 2026
  • ଦେଶ-ଦେଶାନ୍ତର

    ବିକାଶମୂଳକ କାମ ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ସହଯୋଗ କରିବାକୁ କହିଲେ ବିରୋଧୀ ଦଳ ନେତା ଉଦୟାନିଧି ଷ୍ଟାଲିନ

    13416
    May 12, 2026
  • ଦେଶ-ଦେଶାନ୍ତର

    ପାଣିଟାଙ୍କିରୁ ବାହାରିଲେ ୧୧ ସାପ

    14863
    May 12, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17470
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17520
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17878
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16351
    Apr 03, 2021

ବିଶେଷ

  • ଏପରି କଲେ ଜୀବନରେ ମିଳେ ଅନେକ ସଫଳତା

    15325
    May 12, 2026
  • ଏହି ଉପାୟରେ ଖାଆନ୍ତୁ ଖାଦ୍ୟ, ଜୀବନ ହେବ ସୁସ୍ଥ

    16081
    May 09, 2026
  • ଅଧିକ ମୋବାଇଲ୍ ଦେଖୁଥିଲେ ଭୋଗିବେ ଏହି ସମସ୍ୟା

    14523
    May 07, 2026
  • କେମିତି ଦୂର କରିବେ ଟେନ୍‌ସନ୍‌

    15492
    May 05, 2026
  • ଘଣ୍ଟା ଘଣ୍ଟା ଧରି ଏସି ଚାଲିଲେ ହୋଇଥାଏ ଏମିତି ଅସୁବିଧା

    15229
    May 03, 2026

ବାଣିଜ୍ୟ

ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

ଆମେରିକା ସେନା ଇରାନ ଛାଡ଼ିବା ନେଇ ଟ୍ରମ୍ପଙ୍କ ଘୋଷଣା ପରେ ଉଛୁଳିଛି ସେୟାର ବଜାର ।  ବଜାର ଖୋଲିବାରୁ ସେନ୍‌ସେକ୍ସ ୧,୬୦୦ ପଏଣ୍ଟ୍ ବୃଦ୍ଧି ପାଇଥିଲା ପରେ ଏହା ୧୮୦୦ ପଏଣ୍ଟ ବୃଦ୍ଧି ପାଇଛି । ସେହିପରି ନିଫ୍ଟି ୫୦୦ ପଏଣ୍ଟ୍ ଉପରକୁ ଉଠିଛି । ନିଫ୍ଟି ୨୨ ହଜାର ୮୦୦ ପଏଣ୍ଟ ଉପରେ ରହିଥିବା ବେଳେ ସେନସେକ୍ସ ୭ ...

  • ସୁନା୬,୭୦୦ ଟଙ୍କା କମିଲା

    15395
    Mar 23, 2026
  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

    15133
    Mar 22, 2026
  • ସୁନାରେ ବଡ଼ ହ୍ରାସ, ମଧ୍ୟବିତ୍ତଙ୍କ ପାଇଁ ଖୁସି

    15625
    Mar 22, 2026
  • ୨୭୮୦ ଟଙ୍କା ଶସ୍ତା ହେଲା ସୁନା

    13947
    Mar 20, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଶୁଭେନ୍ଦୁ ଅଧିକାରୀଙ୍କ ପିଏ ହତ୍ୟାକାଣ୍ଡ ଘଟଣା: ତିନି ସନ୍ଦିଗ୍ଧ ଗିରଫ

    15700
    May 11, 2026
  • ପାକିସ୍ତାନରେ ପାର୍କିଂ ହୋଇଛି ଇରାନୀ ସାମରିକ ବିମାନ

    14827
    May 12, 2026
  • AIADMKରେ ଆଭ୍ୟନ୍ତରୀଣ ଦ୍ୱନ୍ଦ୍ୱ, TVK କୁ ସମର୍ଥନ ଘୋଷଣା

    13770
    May 12, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In