ସମ୍ବଲପୁର ଗସ୍ତରେ ଧର୍ମେନ୍ଦ୍ର ପ୍ରଧାନ
ସମ୍ବଲପୁର: କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ଓ ଉଦ୍ୟମିତା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଆଜିଠାରୁ ଦୁଇ ଦିନ ଧରି ସମ୍ବଲପୁର ଗସ୍ତ କରିବେ। ଏହି ଗସ୍ତକାଳରେ ଶ୍ରୀ ପ୍ରଧାନ ଆଇଆଇଏମ ସମ୍ବଲପୁରରେ ୧୦୦ କ୍ୟୁବ୍ ଷ୍ଟାର୍ଟଅପର ଶୁଭାରମ୍ଭ କରିବା ସହ ବିଭିନ୍ନ ସରକାରୀ ଓ ସାମାଜିକ କାର୍ଯ୍ୟକ୍ରମରେ ଯୋଗଦେବାର କାର୍ଯ୍ୟକ୍ରମ ରହିଛି।
Powered by Froala Editor