Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Wednesday, June 24, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଟେଲିଗ୍ରାମ ଉପରୁ ହଟିଲା ପ୍ରତିବନ୍ଧକ

  • ୨ ଫାଳ ଉଦ୍ଧବସେନା : ‘ଅପରେଶନ ଟାଇଗର’ ...

  • କେନ୍ଦ୍ରମନ୍ତ୍ରୀ ଜର୍ଜ କୁରିଅନ୍‌ଙ୍କ ...

  • କୋଚିଂ ସେଣ୍ଟରରେ ନିଆଁ ଲାଗି ଜୀଅନ୍ତା ...

  • ଇରାନ କେବେ ଆମେରିକୀୟମାନଙ୍କୁ ବିଶ୍ୱାସ ...

  • ଅପରାଧୀଙ୍କୁ ମୁଖ୍ୟମନ୍ତ୍ରୀ ଯୋଗୀଙ୍କ ...

  • ୫୨ ବର୍ଷରେ ପାଦ ଥାପିଲେ ବିଜୟ

  • ଟ୍ରେନରେ ଧୁମ୍ରପାନ କଲେ ଜରିମାନା

  • ସି-ଫୁଡ୍ ଫ୍ୟାକ୍ଟ୍ରିରେ ଗ୍ୟାସ ଲିକ୍, ...

  • ଇନଷ୍ଟାମାର୍ଟରେ ଚା’ ଅର୍ଡର କରିବାରେ ...

Home ›› ››ଜୁଲାଇ ୧ ତାରିଖ ପର୍ଯ୍ୟନ୍ତ ବଢ଼ିଲା ପଶ୍ଚିମବଙ୍ଗ ଲକଡାଉନ

ଜୁଲାଇ ୧ ତାରିଖ ପର୍ଯ୍ୟନ୍ତ ବଢ଼ିଲା ପଶ୍ଚିମବଙ୍ଗ ଲକଡାଉନ

2021-06-14 19:11:19
14213
Share:
Facebook
Twitter
E-Mail
WhatsApp
Telegram
ଜୁଲାଇ ୧ ତାରିଖ ପର୍ଯ୍ୟନ୍ତ ବଢ଼ିଲା ପଶ୍ଚିମବଙ୍ଗ ଲକଡାଉନ

ପଶ୍ଚିମବଙ୍ଗ ସରକାର ରାଜ୍ୟରେ ଲକଡାଉନ ବଢାଇଛନ୍ତି । ହେଲେ  ଅନେକ କ୍ଷେତ୍ରରେ ମଧ୍ୟ କଟକଣା କୋହଳ କରିଛନ୍ତି । ବିଧାନସଭା ନିର୍ବାଚନ ପରେ ସଂକ୍ରମଣ ହୁହୁ ହୋଇ ବଢିବାରେ ଲାଗିଥିଲା । ଏହି କାରଣରୁ ଲକଡାଉନ କରାଯାଇଥିଲା । ସେଠାକାର ସରକାର ପୁନଶ୍ଚ ଜୁଲାଇ ୧ ତାରିଖ ପର୍ଯ୍ୟନ୍ତ ଲକଡାଉନର ଅବଧିକୁ ବଢାଇଛନ୍ତି । ଏନେଇ ସୋମବାର ଦିନ ନୂଆ ଗାଇଡଲାଇନ ଜାରି କରାଯାଇଛି ।

ଜାରି ହୋଇଥିବା ନୂଆ ଗାଇଡ୍‌ଲାଇନ୍ ଅନୁସାରେ, ରାଜ୍ୟରେ ଟ୍ରେନ୍‌,ବସ୍ ସେବା ପୂର୍ବପରି ବନ୍ଦ ରହିବାକୁ ଥିବା ବେଳେ ପ୍ରାଇଭେଟ ଗାଡ଼ି କିମ୍ବା କ୍ୟାବ୍ସ ଜରୁରୀ ପରିସ୍ଥିତିରେ ଅନୁମତି ମିଳିବ। ସେହିପରି ଦିନ ୧୦ଟା ଠାରୁ ଦିନ ୧ଟା ପର୍ଯ୍ୟନ୍ତ ବ୍ୟାଙ୍କ ଖୋଲିବାକୁ ଅନୁମତି ଦିଆଯାଇଛି। ସରକାରୀ ଓ ଘରୋଇ ଅଫିସଗୁଡ଼ିକ ମାତ୍ର ୨୫ ପ୍ରତିଶତ ଷ୍ଟାଫ ସହିତ ସକାଳ ୧୦ରୁ ଅପରାହ୍ନ ୪ ପର୍ଯ୍ୟନ୍ତ କାର୍ଯ୍ୟ କରିପାରିବେ।

ସେହିପରି ପ୍ରତ୍ୟକ ଦିନ ସକାଳ ୬ଟାରୁ ସକାଳ ୯ଟା ପର୍ଯ୍ୟନ୍ତ ପାର୍କ ଖୋଲିବାକୁ ଅନୁମତି ମିଳିଥିବା ବେଳେ କେବଳ ଟିକା ନେଇଥିବା ବ୍ୟକ୍ତି ହିଁ ପାର୍କକୁ ଯାଇପାରିବେ। ସକାଳ ୭ରୁ ଦିନ ୧୧ ପର୍ଯ୍ୟନ୍ତ ଦୋକାନ ବଜାର ଖୋଲା ରହିବ। ତା ସହିତ ରେଷ୍ଟୁରାଣ୍ଟ ଓ ବାରଗୁଡ଼ିକ କଟକଣା ମାନି ଗ୍ରାହକଙ୍କୁ ସେବା ଯୋଗାଇ ଦେଇପାରିବେ। କ୍ଷମତାର ୫୦% ଲୋକଙ୍କୁ ନେଇ ରେଷ୍ଟୁରାଣ୍ଟ ଓ ବାର୍‌ଗୁଡ଼ିକ ସେବା ଆରମ୍ଭ କରିପାରିବେ। ଦିନ ୧୨ଟାରୁ ରାତି ୮ଟା ଯାଏ ଏହା ଖୋଲିବ। ବିନା ଦର୍ଶକରେ କ୍ରୀଡ଼ା କାର୍ଯ୍ୟକ୍ରମ ଆୟୋଜନ କରାଯାଇପାରିବ।  ବିୟୁଟି ପାର୍ଲର ଓ ସ୍ପା ଗୁଡ଼ିକ ପୂର୍ବଭଳି ଖୋଲିବ ନାହିଁ। ବାହାଘରରେ ସର୍ବାଧିକ ୫୦ ଜଣ ଓ ଶୁଦ୍ଧିକ୍ରିୟାରେ ୨୦ ଜଣ ଲୋକ ଯୋଗଦେଇପାରିବେ।  ରାଜ୍ୟରେ ରାତି ୯ଟାରୁ ସକାଳ ୬ଟା ଯାଏ ନାଇଟ କର୍ଫ୍ୟୁ ବଳବତ୍ତର ରହିବ ବୋଲି ସରକାର କହିଛନ୍ତି। 

ରାଜ୍ୟ ସ୍ୱାସ୍ଥ୍ୟ ବିଭାଗର ସୂଚନା ଅନୁସାରେ ପଶ୍ଚିମବଙ୍ଗରେ ବର୍ତ୍ତମାନ ୧୭,୬୫୧ ସକ୍ରିୟ ମାମଲା ରହିଥିବା ବେଳେ ମୃତ୍ୟୁ ହାର ୧.୧୬ ପ୍ରତିଶତ ରହିଛି। ସେହିପରି ସୁସ୍ଥ ହାର ୯୭,୬୪ ପ୍ରତିଶତ ରହିଛି।

Powered by Froala Editor

Tags lockdown

Related articles Odisha News Lens 4.1

  • କେନ୍ଦ୍ରମନ୍ତ୍ରୀ ଜର୍ଜ କୁରିଅନ୍‌ଙ୍କ ଇସ୍ତଫା
    ରାଜନୀତି

    କେନ୍ଦ୍ରମନ୍ତ୍ରୀ ଜର୍ଜ କୁରିଅନ୍‌ଙ୍କ ଇସ୍ତଫା

    15659
    Jun 23, 2026
  • କୋଚିଂ ସେଣ୍ଟରରେ ନିଆଁ ଲାଗି ଜୀଅନ୍ତା ଜଳିଗଲେ ୧୫ ପିଲା
    ଦେଶ-ଦେଶାନ୍ତର

    କୋଚିଂ ସେଣ୍ଟରରେ ନିଆଁ ଲାଗି ଜୀଅନ୍ତା ଜଳିଗଲେ ୧୫ ପିଲା

    13595
    Jun 23, 2026
  • ୨ ଫାଳ ଉଦ୍ଧବସେନା  : ‘ଅପରେଶନ ଟାଇଗର’ ସମ୍ପୂର୍ଣ୍ଣ
    ରାଜନୀତି

    ୨ ଫାଳ ଉଦ୍ଧବସେନା : ‘ଅପରେଶନ ଟାଇଗର’ ସମ୍ପୂର୍ଣ୍ଣ

    13944
    Jun 23, 2026
  • ଇରାନ କେବେ ଆମେରିକୀୟମାନଙ୍କୁ ବିଶ୍ୱାସ କରିନାହିଁ
    ଦେଶ-ଦେଶାନ୍ତର

    ଇରାନ କେବେ ଆମେରିକୀୟମାନଙ୍କୁ ବିଶ୍ୱାସ କରିନାହିଁ

    15010
    Jun 23, 2026
  • ୫୨ ବର୍ଷରେ ପାଦ ଥାପିଲେ ବିଜୟ
    ଦେଶ-ଦେଶାନ୍ତର

    ୫୨ ବର୍ଷରେ ପାଦ ଥାପିଲେ ବିଜୟ

    15525
    Jun 22, 2026
  • ଟେଲିଗ୍ରାମ ଉପରୁ ହଟିଲା ପ୍ରତିବନ୍ଧକ
    ଦେଶ-ଦେଶାନ୍ତର

    ଟେଲିଗ୍ରାମ ଉପରୁ ହଟିଲା ପ୍ରତିବନ୍ଧକ

    13887
    Jun 23, 2026
  • ଅପରାଧୀଙ୍କୁ ମୁଖ୍ୟମନ୍ତ୍ରୀ ଯୋଗୀଙ୍କ କଡ଼ା ଚେତାବନୀ: ଝିଅମାନଙ୍କୁ ଦୁର୍ବ୍ୟବହାର ...
    ଦେଶ-ଦେଶାନ୍ତର

    ଅପରାଧୀଙ୍କୁ ମୁଖ୍ୟମନ୍ତ୍ରୀ ଯୋଗୀଙ୍କ କଡ଼ା ଚେତାବନୀ: ଝିଅମାନଙ୍କୁ ଦୁର୍ବ୍ୟବହାର ...

    14781
    Jun 22, 2026
  • ସି-ଫୁଡ୍ ଫ୍ୟାକ୍ଟ୍ରିରେ ଗ୍ୟାସ ଲିକ୍, ଓଡ଼ିଶାର ୨ ମହିଳା ମୃତ
    ଦେଶ-ଦେଶାନ୍ତର

    ସି-ଫୁଡ୍ ଫ୍ୟାକ୍ଟ୍ରିରେ ଗ୍ୟାସ ଲିକ୍, ଓଡ଼ିଶାର ୨ ମହିଳା ମୃତ

    14970
    Jun 22, 2026
  • ଇନଷ୍ଟାମାର୍ଟରେ ଚା’ ଅର୍ଡର କରିବାରେ ଭୁବନେଶ୍ୱର ଆଗରେ
    ଦେଶ-ଦେଶାନ୍ତର

    ଇନଷ୍ଟାମାର୍ଟରେ ଚା’ ଅର୍ଡର କରିବାରେ ଭୁବନେଶ୍ୱର ଆଗରେ

    15041
    Jun 22, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଅପରାଧୀଙ୍କୁ ମୁଖ୍ୟମନ୍ତ୍ରୀ ଯୋଗୀଙ୍କ କଡ଼ା ଚେତାବନୀ: ଝିଅମାନଙ୍କୁ ଦୁର୍ବ୍ୟବହାର କଲେ ସିଧା ଯମରାଜଙ୍କ ପାଖକୁ ଯିବ

    14781
    Jun 22, 2026
  • ରାଜନୀତି

    ୨ ଫାଳ ଉଦ୍ଧବସେନା : ‘ଅପରେଶନ ଟାଇଗର’ ସମ୍ପୂର୍ଣ୍ଣ

    13944
    Jun 23, 2026
  • ଦେଶ-ଦେଶାନ୍ତର

    ଟେଲିଗ୍ରାମ ଉପରୁ ହଟିଲା ପ୍ରତିବନ୍ଧକ

    13887
    Jun 23, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    16940
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17557
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17607
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18004
    Sep 06, 2023

ବିଶେଷ

  • ଇଣ୍ଡକସନରେ ଖାଦ୍ୟ ରୋଷେଇ କରୁଥିଲେ ଏହିସବୁକୁ ଦିଅନ୍ତୁ ଧ୍ୟାନ

    14904
    Jun 22, 2026
  • ରାତିରେ ଶୋଇବା ପୂର୍ବରୁ ଗାଧୋଇଲେ ମିଳିଥାଏ ଏହିସବୁ ଲାଭ

    14771
    Jun 21, 2026
  • ମସ୍ତିଷ୍କକୁ ବୟସ୍କ କରିଦିଏ ରାଗ

    15605
    Jun 20, 2026
  • ଅଧିକ ପିଆଜ ଖାଇଲେ କଣ କଣ ହୋଇଥାଏ ଜାଣନ୍ତୁ....

    14467
    Jun 19, 2026
  • ସତେଜ ରହିବ ଚର୍ମ, କରନ୍ତୁ ଏହି ୫ଟି ଅଭ୍ୟାସ

    15787
    Jun 18, 2026

ବାଣିଜ୍ୟ

ଜେରାଇ ଫିଟ୍‌ନେସ୍‌ ଲିମିଟେଡ (“ଜେରାଇ ଫିଟ୍‌ନେସ୍‌”) ରିବକ୍‌ର ଭାରତର ଶକ୍ତି, ଧୈର୍ଯ୍ୟ ଓ ମାନସିକ ଦୃଢତାର ପରୀକ୍ଷା ଦ୍ୱାରା ସଶକ୍ତ ‘ଲାଷ୍ଟ ୱାନ୍‌ ଷ୍ଟାଣ୍ଡିଂ’ ଶୁଭାରମ୍ଭ କଲା

ମୁମ୍ବାଇ, ଭାରତ । ଜୁନ ୧୬, ୨୦୨୬: ଭାରତରେ ଫିଟ୍‌ନେସ୍‌ ଉପକରଣର ସ୍ୱୟଂଚାଳିତ ଉତ୍ପାଦନ କ୍ଷେତ୍ରରେ ଏକ ଅଗ୍ରଣୀ କମ୍ପାନୀ ଜେରାଇ ଫିଟ୍‌ନେସ୍‌ ଲିମିଟେଡ ରିବକ୍‌କୁ ଏହାର ପଣ୍ୟଦ୍ରବ୍ୟ ଓ ...

  • ଖିମଜୀ ଜୁଏଲର୍ସ ପକ୍ଷରୁ ମହା ଆଡ଼ମ୍ବରରେ ସହ ସାରା ଓଡ଼ିଶାରେ “ରଜ ମଉଜ’ ପାଳନ

    13782
    Jun 16, 2026
  • ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

    14872
    Apr 01, 2026
  • ସୁନା୬,୭୦୦ ଟଙ୍କା କମିଲା

    15487
    Mar 23, 2026
  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

    15237
    Mar 22, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଅପରାଧୀଙ୍କୁ ମୁଖ୍ୟମନ୍ତ୍ରୀ ଯୋଗୀଙ୍କ କଡ଼ା ଚେତାବନୀ: ଝିଅମାନଙ୍କୁ ଦୁର୍ବ୍ୟବହାର କଲେ ସିଧା ଯମରାଜଙ୍କ ପାଖକୁ ଯିବ

    14781
    Jun 22, 2026
  • ଇରାନ କେବେ ଆମେରିକୀୟମାନଙ୍କୁ ବିଶ୍ୱାସ କରିନାହିଁ

    15010
    Jun 23, 2026
  • ସି-ଫୁଡ୍ ଫ୍ୟାକ୍ଟ୍ରିରେ ଗ୍ୟାସ ଲିକ୍, ଓଡ଼ିଶାର ୨ ମହିଳା ମୃତ

    14970
    Jun 22, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In