ଗୋଟିଏ ପରିବାରର ୩ଜଣଙ୍କ ସନ୍ଦେହଜନକ ମୃତ୍ୟୁ
କେନ୍ଦ୍ରାପଡା: ରାଜନଗର ତାଳଚୁଆ ସାମୁଦ୍ରିକ ଥାନା ରାଜେନ୍ଦ୍ର ନଗରରେ ଚାଞ୍ଚଲ୍ୟ। ଗୋଟିଏ ପରିବାରର ୩ଜଣଙ୍କ ସନ୍ଦେହଜନକ ମୃତ୍ୟୁ ହୋଇଛି। ବାପା , ମାଆ ଓ ୨୫ ବର୍ଷୀୟ ପୁଅର ମୃତଦେହ ଉଦ୍ଧାର କରାଯାଇଛି। ବାପାଙ୍କ ମୃତଦେହ ଘର ବାହାର ପଟୁ ଝୁଲନ୍ତା ଅବସ୍ଥାରେ ଉଦ୍ଧାର କରାଯାଇଛି। ଘର ଭିତରେ ମାଆ ଓ ପୁଅର ମୃତଦେହ ପଡିରହିଥିବା ଦେଖିବାକୁ ମିଳିଛି। ସେପଟେ ବର୍ତ୍ତମାନ୍ ପର୍ଯ୍ୟନ୍ତ ମୃତ୍ୟୁର କାରଣ ଅସ୍ପଷ୍ଟ ରହିଥିବାବେଳେ ପୁଲିସ୍ ଘଟଣାସ୍ଥଳରେ ପହଞ୍ଚି ଅଧିକ ତଦନ୍ତ ଜାରି ରଖିଛି।
Powered by Froala Editor