Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Thursday, October 01, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ନିଜ ଜୀବନକୁ ବାଜି ଲଗାଇ ୧୮୦ ଯାତ୍ରୀଙ୍କୁ ...

  • ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଓ ...

  • ରବି ଫସଲର MSP ବଢିଲା, କୁସୁମ ପାଇଁ ସର୍ବାଧିକ ...

  • ଟମାଟୋ, କାଜୁ, ଗୁଡ଼ ସବୁ ଫିମ୍ପି : ସେଭେନ ...

  • ୫୨୬ କିଲୋଗ୍ରାମ ହେରୋଇନ ଓ ...

  • ଭୀଷଣ ଗୁଳିବିନିମୟ, ଏନକାଉଣ୍ଟରରେ ଲସ୍କର ...

  • ଅଭାବ ନା ମାନସିକ ବିକୃତ: ୭ ବର୍ଷ ପୁଅକୁ ...

  • କଳହ ପରେ ଆଖିବୁଜା ଫାୟାରିଂ, ୪ ଯବାନ ମୃତ

  • ରୋଗ ସହ ଯୁଝୁଛନ୍ତି ପୂର୍ବତନ କ୍ରିକେଟର୍‌ ...

  • ମହିଳାଙ୍କ ଗଳା କାଟି ୯ ଖଣ୍ଡ କରି କେନାଲକୁ ...

ରାଜ୍ୟ
Home ›› ରାଜ୍ୟ ››ଅଭୟାରଣ୍ୟକୁ ସିଙ୍ଗଲ ୟୁଜ୍‌ ପଲିଥିନ୍‌ ଓ ପ୍ଲାଷ୍ଟିକ୍‌ ମନା, ଏପ୍ରିଲ ପହିଲାରୁ କଟକଣା ଲାଗୁ

ଅଭୟାରଣ୍ୟକୁ ସିଙ୍ଗଲ ୟୁଜ୍‌ ପଲିଥିନ୍‌ ଓ ପ୍ଲାଷ୍ଟିକ୍‌ ମନା, ଏପ୍ରିଲ ପହିଲାରୁ କଟକଣା ଲାଗୁ

2024-03-04 19:44:48
13953
Share:
Facebook
Twitter
E-Mail
WhatsApp
Telegram
ଅଭୟାରଣ୍ୟକୁ ସିଙ୍ଗଲ ୟୁଜ୍‌ ପଲିଥିନ୍‌ ଓ ପ୍ଲାଷ୍ଟିକ୍‌ ମନା, ଏପ୍ରିଲ ପହିଲାରୁ  କଟକଣା ଲାଗୁ

ଅଭୟାରଣ୍ୟ, ଜାତୀୟ ଉଦ୍ୟାନ, ବ୍ୟାଘ୍ର ସଂରକ୍ଷଣ ଅଞ୍ଚଳକୁ ସିଙ୍ଗଲ ୟୁଜ୍‌ ପଲିଥିନ୍‌ ଓ ପ୍ଲାଷ୍ଟିକ୍‌ ମନା। ସିଙ୍ଗଲ ୟୁଜ୍‌ ପ୍ଲାଷ୍ଟିକ ଉପରେ ସୋମବାର ଏହି କଟକଣା ଜାରି ହୋଇଛି। ଯଦି କୌଣସି ପର୍ଯ୍ୟଟକ ଲୁଚାଇ ଛପାଇ ନେଇ ଧରାପଡ଼ନ୍ତି, ତାହାହେଲେ ୩ ବର୍ଷ ଜେଲ ଓ ଜରିମାନା କରାଯିବ। ବନ୍ୟପ୍ରାଣୀ ପିସିସିଏଫ୍‌ ଆଜି ଏପରି ନିର୍ଦ୍ଦେଶନାମା ଜାରି କରିଛନ୍ତି। ଏହି କଟକଣା ଏପ୍ରିଲ ପହିଲାରୁ ଲାଗୁ କରାଯିବ।

ପର୍ଯ୍ୟଟକମାନଙ୍କ ପାଇଁ ପର୍ଯ୍ୟାପ୍ତ ପାନୀୟ ଜଳ ବ୍ୟବସ୍ଥା କରାଯିବାକୁ ମଧ୍ୟ ନିର୍ଦ୍ଦେଶ ହୋଇଛି। ପ୍ଲାଷ୍ଟିକ ଖୋଳରେ ଖାଦ୍ୟ ନେଉଥିଲେ, ଏଣେତେଣେ ପକାଇବାକୁ ବାରଣ କରାଯାଇଛି। ବ୍ୟବହୃତ ପ୍ଲାଷ୍ଟିକ ଖୋଳକୁ ଉଦ୍ଦିଷ୍ଟ ଗାର୍ବେଜ ଡଷ୍ଟବିନ୍‌ରେ ପକାଇବାକୁ ନିର୍ଦ୍ଦେଶ ଦିଆଯାଇଛି। ନିୟମ ନ ମାନିଲେ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ।

ବନ୍ୟପ୍ରାଣୀ ପିସିସିଏଫ୍‌ଙ୍କ କହିବା ଅନୁସାରେ ସିଙ୍ଗଲ ୟୁଜ ପଲିଥିନ୍‌ ଓ ପ୍ଲାଷ୍ଟିକ୍‌ ବୋତଲ ବ୍ୟବହାର ଯୋଗୁ ପରିବେଶ ଉପରେ ତା’ର କୁପ୍ରଭାବ ପଡୁଛି। ଅନ୍ୟପକ୍ଷରେ ସେହି ସବୁ ସାମଗ୍ରୀକୁ ବନ୍ୟ ଜୀବଯନ୍ତୁମାନେ ଖାଇ ରୋଗାଗ୍ରସ୍ତ ହେଉଛନ୍ତି। ତେଣୁ ଏପ୍ରିଲ୍‌ ୧ ତାରିଖରୁ ଅଭୟାରଣ୍ୟ ପ୍ରବେଶ ପଥରେ ଚେକିଂ ବେଳେ ସିଙ୍ଗଲ ୟୁଜ ପଲିଥିନ୍‌ ଓ ପ୍ଲାଷ୍ଟିକ୍‌ ନେବା ପାଇଁ ଅନୁମତି ଦିଆଯିବ ନାହିଁ। ଯଦି କୌଣସି ପର୍ଯ୍ୟଟକ ଅଜାଣତରେ ପ୍ଲାଷ୍ଟିକ୍‌ ପାଣି ବୋତଲ ନେଇ ଆସିଛନ୍ତି, ତାହାହେଲେ ପ୍ରବେଶ ପଥରେ ସେମାନଙ୍କ ବୋତଲ ଉପରେ ଗୋଟିଏ ଷ୍ଟିକର ମରାଯିବ। ଏଥିସହ ସେମାନଙ୍କଠାରୁ ବୋତଲ ପିଛା ୨୦୦ ଟଙ୍କା ଲେଖାଏଁ ରଖାଯିବ। ଫେରିଲା ବେଳେ ପର୍ଯ୍ୟଟକମାନେ ସେହି ବୋତଲ ଦେଲେ, ସେମାନଙ୍କଠାରୁ ନିଆଯାଇଥିବା ୨୦୦ ଟଙ୍କା ଫେରାଯିବ ବୋଲି ପିସିସିଏଫ୍‌ କହିଛନ୍ତି।


Powered by Froala Editor

Tags plastic

Related articles Odisha News Lens 4.1

  • ଅଭାବ ନା ମାନସିକ ବିକୃତ: ୭ ବର୍ଷ ପୁଅକୁ କାମୁଡ଼ି କ୍ଷତାକ୍ତ କରୁଛି ମା’
    ଜିଲ୍ଲା ପରିକ୍ରମା

    ଅଭାବ ନା ମାନସିକ ବିକୃତ: ୭ ବର୍ଷ ପୁଅକୁ କାମୁଡ଼ି କ୍ଷତାକ୍ତ କରୁଛି ମା’

    14778
    Sep 30, 2026
  • ଟମାଟୋ, କାଜୁ, ଗୁଡ଼ ସବୁ ଫିମ୍ପି : ସେଭେନ ସିଜ ହସ୍ପିଟାଲିଟିର ଲାଇସେନ୍ସ ସସପେଣ୍ଡ
    ଦେଶ-ଦେଶାନ୍ତର

    ଟମାଟୋ, କାଜୁ, ଗୁଡ଼ ସବୁ ଫିମ୍ପି : ସେଭେନ ସିଜ ହସ୍ପିଟାଲିଟିର ଲାଇସେନ୍ସ ସସପେଣ୍ଡ

    15563
    Oct 01, 2026
  • ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଓ ମୋଦୀଙ୍କ ଟେଲିଫୋନରେ ବାର୍ତ୍ତାଳପ
    ଦେଶ-ଦେଶାନ୍ତର

    ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଓ ମୋଦୀଙ୍କ ଟେଲିଫୋନରେ ବାର୍ତ୍ତାଳପ

    14416
    Oct 01, 2026
  •  ନିଜ ଜୀବନକୁ ବାଜି ଲଗାଇ ୧୮୦ ଯାତ୍ରୀଙ୍କୁ ବଞ୍ଚାଇଲେ ସ୍ମିତ, ଚାରିଆଡୁ ଛୁଟୁଛି ...
    ଦେଶ-ଦେଶାନ୍ତର

    ନିଜ ଜୀବନକୁ ବାଜି ଲଗାଇ ୧୮୦ ଯାତ୍ରୀଙ୍କୁ ବଞ୍ଚାଇଲେ ସ୍ମିତ, ଚାରିଆଡୁ ଛୁଟୁଛି ...

    15330
    Oct 01, 2026
  • ରୋଗ ସହ ଯୁଝୁଛନ୍ତି ପୂର୍ବତନ କ୍ରିକେଟର୍‌ ବିନୋଦ କାମ୍ବଲି
    ଦେଶ-ଦେଶାନ୍ତର

    ରୋଗ ସହ ଯୁଝୁଛନ୍ତି ପୂର୍ବତନ କ୍ରିକେଟର୍‌ ବିନୋଦ କାମ୍ବଲି

    14466
    Sep 30, 2026
  • ୫୨୬ କିଲୋଗ୍ରାମ ହେରୋଇନ ଓ ମେଥାମ୍ଫେଟାମାଇନ୍‌ ଜବତ, ୫ ପାକିସ୍ତାନୀ ଗିରଫ
    ଦେଶ-ଦେଶାନ୍ତର

    ୫୨୬ କିଲୋଗ୍ରାମ ହେରୋଇନ ଓ ମେଥାମ୍ଫେଟାମାଇନ୍‌ ଜବତ, ୫ ପାକିସ୍ତାନୀ ଗିରଫ

    15054
    Sep 30, 2026
  • ରବି ଫସଲର MSP ବଢିଲା, କୁସୁମ ପାଇଁ ସର୍ବାଧିକ ବୃଦ୍ଧି
    ଦେଶ-ଦେଶାନ୍ତର

    ରବି ଫସଲର MSP ବଢିଲା, କୁସୁମ ପାଇଁ ସର୍ବାଧିକ ବୃଦ୍ଧି

    15113
    Oct 01, 2026
  • ମହିଳାଙ୍କ ଗଳା କାଟି ୯ ଖଣ୍ଡ କରି କେନାଲକୁ ଫିଙ୍ଗିଲା
    ଅପରାଧ

    ମହିଳାଙ୍କ ଗଳା କାଟି ୯ ଖଣ୍ଡ କରି କେନାଲକୁ ଫିଙ୍ଗିଲା

    15349
    Sep 30, 2026
  • କଳହ ପରେ ଆଖିବୁଜା ଫାୟାରିଂ, ୪ ଯବାନ ମୃତ
    ଦେଶ-ଦେଶାନ୍ତର

    କଳହ ପରେ ଆଖିବୁଜା ଫାୟାରିଂ, ୪ ଯବାନ ମୃତ

    14963
    Sep 30, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଜିଲ୍ଲା ପରିକ୍ରମା

    ଅଭାବ ନା ମାନସିକ ବିକୃତ: ୭ ବର୍ଷ ପୁଅକୁ କାମୁଡ଼ି କ୍ଷତାକ୍ତ କରୁଛି ମା’

    14778
    Sep 30, 2026
  • ଦେଶ-ଦେଶାନ୍ତର

    ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଓ ମୋଦୀଙ୍କ ଟେଲିଫୋନରେ ବାର୍ତ୍ତାଳପ

    14416
    Oct 01, 2026
  • ଦେଶ-ଦେଶାନ୍ତର

    କଳହ ପରେ ଆଖିବୁଜା ଫାୟାରିଂ, ୪ ଯବାନ ମୃତ

    14963
    Sep 30, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17140
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17829
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17794
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18210
    Sep 06, 2023

ବିଶେଷ

  • ଏମିତି ଘରକୁ ରଖନ୍ତୁ ଥଣ୍ଡା.....

    15159
    Sep 29, 2026
  • ବାରମ୍ବାର ରୋଗ ଗ୍ରସ୍ତ ହେଉଥିଲେ କରନ୍ତୁ ଏହି ଉପାୟ.......

    14010
    Sep 27, 2026
  • ଘରୁ ବାହାରକୁ ଗଲେ କାର୍ଯ୍ୟରେ ସଫଳତା ପ୍ରାପ୍ତି ପାଇଁ କରନ୍ତୁ ଏହି ଉପାୟ, ମିଳିବ ସଫଳତା

    15749
    Sep 23, 2026
  • ବ୍ରଶ୍‌‌ କରିବା ପରେ ତୁରନ୍ତ ଖାଇବା ଦ୍ୱାରା ହୋଇଥାଏ ଏହି ଅସୁବିଧା

    15315
    Sep 21, 2026
  • ଅଫିସ ବ୍ୟାଗ୍ ରଖନ୍ତୁ ଏହି ସ୍ଥାନରେ

    14690
    Sep 18, 2026

ବାଣିଜ୍ୟ

ଭାରତରେ ‘Apple Pay’ ପ୍ରବେଶ

ପ୍ରାୟ ୧୨ ବର୍ଷର ଦୀର୍ଘ ଅପେକ୍ଷା ପରେ ଭାରତୀୟ ବଜାରରେ ‘ଆପଲ୍ ପେ’ ପ୍ରବେଶ କରିଛି । ଏହି ସେବା ଆସିବା ପରେ ଏବେ ଦେଶର ଆଇଫୋନ୍, ଆଇପ୍ୟାଡ୍ ଏବଂ ଆପଲ୍ ୱାଚ୍ ୟୁଜର୍ସମାନେ ଅତି ସହଜରେ ଡିଜିଟାଲ୍ ପେମେଣ୍ଟ କରିପାରିବେ । ବର୍ତ୍ତମାନ ପାଇଁ ଏହା କେବଳ ଏକ୍ସିସ୍ ବ୍ୟାଙ୍କର ଭିସା ଏବଂ ମାଷ୍ଟରକାର୍ଡ କ୍ରେଡିଟ୍ ...

  • ଏଣିକି ୩୦ ଦିନର ରିଚାର୍ଜ ପ୍ଲାନ୍

    14385
    Sep 28, 2026
  • ଆକ୍ସନ ଟେସା ଜାତୀୟ ବଢେଇ ଦିବସ ପାଳନ କଲା, ବଢେଇମାନଙ୍କ ନିମନ୍ତେ ବୃହତ୍‌ କଲ୍ୟାଣକାରୀ କାର୍ଯ୍ୟକ୍ରମ ଘୋଷଣା କଲା

    14340
    Sep 26, 2026
  • ବେଦାନ୍ତ ଆଲୁମିନିୟମର ଦକ୍ଷତା ବିକାଶ ପଦକ୍ଷେପ କାଳାହାଣ୍ଡିର ୧୦୦୦ ରୁ ଅଧିକ ଯୁବକଯୁବତୀଙ୍କ ଦକ୍ଷତା ବୃଦ୍ଧି ସହିତ ଜୀବିକା ନିର୍ବାହରେ ସହାୟକ ହୋଇଛି

    15953
    Sep 23, 2026
  • ଆଇଆଇଏ ଓଡ଼ିଶା ଚାପ୍ଟରର ନୂଆ ଏକଜିକ୍ୟୁଟିଭ କମିଟି ୨୦୨୬-୨୮ ନିମନ୍ତେ ଦାୟିତ୍ଵ ଗ୍ରହଣ କଲେ

    14437
    Sep 17, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଭୀଷଣ ଗୁଳିବିନିମୟ, ଏନକାଉଣ୍ଟରରେ ଲସ୍କର ଆତଙ୍କୀ ହାଶିମ ମୂସା ନିହତ

    15014
    Sep 30, 2026
  • ଟମାଟୋ, କାଜୁ, ଗୁଡ଼ ସବୁ ଫିମ୍ପି : ସେଭେନ ସିଜ ହସ୍ପିଟାଲିଟିର ଲାଇସେନ୍ସ ସସପେଣ୍ଡ

    15563
    Oct 01, 2026
  • ରବି ଫସଲର MSP ବଢିଲା, କୁସୁମ ପାଇଁ ସର୍ବାଧିକ ବୃଦ୍ଧି

    15113
    Oct 01, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In