Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Tuesday, March 03, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଗ୍ରହଣ ଦିନ ଜନ୍ମିତ ଶିଶୁ ହୋଇଥାନ୍ତି ...

  • ନିୟମିତ ମିଶ୍ରି ଖାଇଲେ ଦୃଷ୍ଟିଶକ୍ତିଜନିତ ...

  • ଯୁକ୍ତରାଷ୍ଟ୍ରର ପୃଥିବୀର ସବୁଠାରୁ ...

  • ଟେଲିଫୋନରେ ନେତାନ୍ୟାହୁ ଓ ମୋଦୀଙ୍କ ...

  • ନାଗରିକଙ୍କ ସୁରକ୍ଷା ଆମର ପ୍ରାଥମିକତା: ...

  • ରଶ୍ମିକାଙ୍କୁ ଶାଢ଼ୀ ଉପହାର

  • ଅରିଜିତଙ୍କ ପ୍ରଥମ ଇଣ୍ଡିପେଣ୍ଡେଣ୍ଟ ଗୀତ ...

  • ଦୁବାଇରେ ଫସିଛନ୍ତି ଷ୍ଟାର ପିଭି ସିନ୍ଧୁ

  • କମ୍ ଦୃଶ୍ୟମାନତା ଯୋଗୁଁ ଅଜିତ୍ ଙ୍କ ବିମାନ ...

  • କୁନୋ ନ୍ୟାସନାଲ ପାର୍କରେ ବଢ଼ିଲେ ଚିତା ...

ରାଜ୍ୟ
Home ›› ରାଜ୍ୟ ››ଯୁବଗୋଷ୍ଠୀଙ୍କ ଦକ୍ଷତାକୁ ସାକାର କରିବା ରାଜ୍ୟ ସରକାରଙ୍କ ମୂଳ ଲକ୍ଷ୍ୟ: ମୁଖ୍ୟମନ୍ତ୍ରୀ

ଯୁବଗୋଷ୍ଠୀଙ୍କ ଦକ୍ଷତାକୁ ସାକାର କରିବା ରାଜ୍ୟ ସରକାରଙ୍କ ମୂଳ ଲକ୍ଷ୍ୟ: ମୁଖ୍ୟମନ୍ତ୍ରୀ

2024-03-06 06:18:43
15166
Share:
Facebook
Twitter
E-Mail
WhatsApp
Telegram
ଯୁବଗୋଷ୍ଠୀଙ୍କ ଦକ୍ଷତାକୁ ସାକାର କରିବା ରାଜ୍ୟ ସରକାରଙ୍କ ମୂଳ ଲକ୍ଷ୍ୟ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ପୂର୍ବତନ ମୁଖ୍ୟମନ୍ତ୍ରୀ ସ୍ବର୍ଗତ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଙ୍ଗଳବାର ନବୀନ ଓଡ଼ିଶା ମ୍ୟାଜିକ୍‌ କାର୍ଡ ପଞ୍ଜୀକରଣ ପାଇଁ ମାଲକାନଗିରି ଜିଲାରେ ଓ୍ବେବ୍‌ ପୋର୍ଟାଲ ଶୁଭାରମ୍ଭ କରିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଯୁବକମାନେ ହେଉଛନ୍ତି ରାଷ୍ଟ୍ରର ସମ୍ପତ୍ତି। ଦେଶ ତଥା ଜାତି ପାଇଁ ଯୁବଗୋଷ୍ଠୀଙ୍କର ଦକ୍ଷତାକୁ ସାକାର କରିବା ରାଜ୍ୟ ସରକାରଙ୍କ ମୂଳ ଲକ୍ଷ୍ୟ। ଏହି ଲକ୍ଷ୍ୟ ହାସଲ କରିବା ପାଇଁ ରାଜ୍ୟ ସରକାର ନୂଆ-ଓ କାର୍ୟ୍ୟକ୍ରମ ଏବଂ ନୂଆ-ଓ ଛାତ୍ରବୃତ୍ତି କାର୍ୟ୍ୟକାରୀ କରିଛନ୍ତି। ଯୁବଗୋଷ୍ଠୀଙ୍କୁ ସଶକ୍ତ କରିବା ପାଇଁ ପରବର୍ତ୍ତୀ ପଦକ୍ଷେପ ସ୍ବରୂପ ନବୀନ ଓଡ଼ିଶା ମ୍ୟାଜିକ୍‌ କାର୍ଡ ଭଳି ବୈପ୍ଲବିକ ପଦକ୍ଷେପ ନିଆଯାଇଛି। ଏହା ସେମାନଙ୍କର ବ୍ୟକ୍ତିତ୍ୱ ବିକାଶ କରିବା ସହ ମାତାପିତାଙ୍କର ଆର୍ଥିକ ବୋଝକୁ ଲାଘବ କରିବ ଏବଂ କ୍ୟାରିୟର ଅଭିବୃଦ୍ଧି ସହ ନୂତନ ନିଯୁକ୍ତି ସୁଯୋଗ ସୃଷ୍ଟି କରିବ। ରାଜ୍ୟର ସରକାରୀ, ସରକାରୀ ଅନୁଦାନପ୍ରାପ୍ତ, ସାମ୍ସ ପୋର୍ଟାଲ ଜରିଆରେ ଆବେଦନ କରିଥିବା ଘରୋଇ ଶିକ୍ଷାନୁଷ୍ଠାନର ସମସ୍ତ ୟୁଜି ଓ ପିଜି ଛାତ୍ରୀଛାତ୍ରମାନେ ଏହି କାର୍ଡ ପାଇବା ପାଇଁ ଙ୍ଗଙ୍ଗଙ୍ଗ.ଜ୍ଞବଶସମମବକ୍ସୟ.କ୍ଟୟସଗ୍ଦଷବ.ଶକ୍ଟଙ୍ଖ.ସଦ୍ଭରେ ଆବେଦନ କରିପାରିବେ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।
ମଙ୍ଗଳବାର ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ କ୍ରମେ ୫-ଟି ଓ ନବୀନ ଓଡ଼ିଶା ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ ମାଲକାନଗିରି ଜିଲା ପରିଦର୍ଶନ କରିଛନ୍ତି। ଜିଲାର କ୍ରୀଡ଼ା କମ୍ପ୍ଲେକ୍ସଠାରେ ଆୟୋଜିତ ନୂଆ-ଓ ଛାତ୍ରବୃତ୍ତି କାର୍ୟ୍ୟକ୍ରମରେ ଯୋଗଦେଇ ଛାତ୍ରୀଛାତ୍ରମାନଙ୍କୁ ନୂଆ-ଓ ଛାତ୍ରବୃତ୍ତି ମଞ୍ଜୁରୀ ପତ୍ର ପ୍ରଦାନ କରିଛନ୍ତି। ଜିଲାର ୧୦ଟି କଲେଜର ୫,୦୬୯ ଛାତ୍ରୀଛାତ୍ର ଏହି ଛାତ୍ରବୃତ୍ତି ପାଇବାକୁ ଯୋଗ୍ୟ ବିବେଚିତ ହୋଇଛନ୍ତି। ସେମାନଙ୍କ ପାଇଁ ୫.୧୯ କୋଟି ଟଙ୍କା ମଞ୍ଜୁର କରାଯାଇଛି ବୋଲି ସୂଚନା ଦେଇଛନ୍ତି। ନବୀନ ଓଡ଼ିଶା ମ୍ୟାଜିକ୍‌ କାର୍ଡ ସମ୍ପର୍କରେ ପାଣ୍ଡିଆନ କହିଛନ୍ତି ଯେ, ଏହା ହେଉଛି ପଏଣ୍ଟ ଆଧାରିତ ସ୍ମାର୍ଟକାର୍ଡ। ଏହା ଯୁବଗୋଷ୍ଠୀଙ୍କୁ ନିଜର ଏକାଡେମିକ କ୍ୟାରିୟର, ବ୍ୟକ୍ତିଗତ ଦକ୍ଷତା ବିକାଶ କ୍ଷେତ୍ରରେ ସହାୟତା କରିବା ସହ ନିଯୁକ୍ତି ସୁଯୋଗ ସୃଷ୍ଟି କରିବ। ମୁଖ୍ୟମନ୍ତ୍ରୀଙ୍କ ବାର୍ତ୍ତା ଦେଇ ପାଣ୍ଡିଆନ କହିଛନ୍ତି ଯେ, ଯୁବକମାନେ ବଡ଼ ସ୍ବପ୍ନ ଦେଖନ୍ତୁ। ତାକୁ କାର୍ୟ୍ୟକାରୀ କରିବା ପାଇଁ କଠିନ ପରିଶ୍ରମ କରିବା ଆବଶ୍ୟକ। ପରେ ପାଣ୍ଡିଆନ ଉତ୍କଳ ବିଶ୍ୱବିଦ୍ୟାଳୟ, ରମାଦେବୀ ବିଶ୍ୱବିଦ୍ୟାଳୟ ଓ ବିଜେବି ସ୍ବୟଂଶାସିତ କଲେଜରେ ଅନୁଷ୍ଠିତ ନୂଆ-ଓ ଛାତ୍ରବୃତ୍ତି କାର୍ୟ୍ୟକ୍ରମରେ ଯୋଗଦେଇ ମଞ୍ଜୁରୀ ପତ୍ର ବଣ୍ଟନ କରିଥିଲେ। ଏହି ସବୁ ବିଶ୍ୱବିଦ୍ୟାଳୟ ଓ କଲେଜର ୮୪୮୦ ପିଲାଙ୍କୁ ଛାତ୍ରବୃତ୍ତି ଦେବାକୁ ୮.୫୩ କୋଟି ଟଙ୍କା ମଞ୍ଜୁର କରାଯାଇଛି ବୋଲି ସୂଚନା ଦେଇଛନ୍ତି। ଆସନ୍ତା ଅଗଷ୍ଟ ୧୫ ତାରିଖରେ କାର୍ଡ ବଣ୍ଟନ କରାଯିବ ବୋଲି ସେ ସୂଚନା ଦେଇଛନ୍ତି।

Powered by Froala Editor

Tags Naveen pattanaik

Related articles Odisha News Lens 4.1

  • କୁନୋ ନ୍ୟାସନାଲ ପାର୍କରେ ବଢ଼ିଲେ ଚିତା ସଂଖ୍ୟା
    ଦେଶ-ଦେଶାନ୍ତର

    କୁନୋ ନ୍ୟାସନାଲ ପାର୍କରେ ବଢ଼ିଲେ ଚିତା ସଂଖ୍ୟା

    14627
    Mar 01, 2026
  • କମ୍ ଦୃଶ୍ୟମାନତା ଯୋଗୁଁ ଅଜିତ୍ ଙ୍କ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଥିଲା
    ଦେଶ-ଦେଶାନ୍ତର

    କମ୍ ଦୃଶ୍ୟମାନତା ଯୋଗୁଁ ଅଜିତ୍ ଙ୍କ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଥିଲା

    15348
    Mar 01, 2026
  • ନିୟମିତ ମିଶ୍ରି ଖାଇଲେ ଦୃଷ୍ଟିଶକ୍ତିଜନିତ ସମସ୍ୟା କମିଥାଏ
    ବିଶେଷ

    ନିୟମିତ ମିଶ୍ରି ଖାଇଲେ ଦୃଷ୍ଟିଶକ୍ତିଜନିତ ସମସ୍ୟା କମିଥାଏ

    13495
    Mar 02, 2026
  • ଦୁବାଇରେ ଫସିଛନ୍ତି ଷ୍ଟାର ପିଭି ସିନ୍ଧୁ
    ଦେଶ-ଦେଶାନ୍ତର

    ଦୁବାଇରେ ଫସିଛନ୍ତି ଷ୍ଟାର ପିଭି ସିନ୍ଧୁ

    14447
    Mar 01, 2026
  • ଟେଲିଫୋନରେ ନେତାନ୍ୟାହୁ ଓ ମୋଦୀଙ୍କ କଥାବାର୍ତ୍ତା
    ଦେଶ-ଦେଶାନ୍ତର

    ଟେଲିଫୋନରେ ନେତାନ୍ୟାହୁ ଓ ମୋଦୀଙ୍କ କଥାବାର୍ତ୍ତା

    14007
    Mar 02, 2026
  • ଅରିଜିତଙ୍କ ପ୍ରଥମ ଇଣ୍ଡିପେଣ୍ଡେଣ୍ଟ ଗୀତ
    ମନୋରଞ୍ଜନ

    ଅରିଜିତଙ୍କ ପ୍ରଥମ ଇଣ୍ଡିପେଣ୍ଡେଣ୍ଟ ଗୀତ "ରୈନା" ରିଲିଜ୍

    15032
    Mar 01, 2026
  • ଯୁକ୍ତରାଷ୍ଟ୍ରର ପୃଥିବୀର ସବୁଠାରୁ ଶକ୍ତିଶାଳୀ ସାମରିକ ବାହିନୀ ଅଛି
    ଦେଶ-ଦେଶାନ୍ତର

    ଯୁକ୍ତରାଷ୍ଟ୍ରର ପୃଥିବୀର ସବୁଠାରୁ ଶକ୍ତିଶାଳୀ ସାମରିକ ବାହିନୀ ଅଛି

    14434
    Mar 02, 2026
  • ନାଗରିକଙ୍କ ସୁରକ୍ଷା ଆମର ପ୍ରାଥମିକତା: ମୋଦୀ
    ଦେଶ-ଦେଶାନ୍ତର

    ନାଗରିକଙ୍କ ସୁରକ୍ଷା ଆମର ପ୍ରାଥମିକତା: ମୋଦୀ

    15569
    Mar 02, 2026
  • ରଶ୍ମିକାଙ୍କୁ ଶାଢ଼ୀ ଉପହାର
    ମନୋରଞ୍ଜନ

    ରଶ୍ମିକାଙ୍କୁ ଶାଢ଼ୀ ଉପହାର

    15306
    Mar 01, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ନାଗରିକଙ୍କ ସୁରକ୍ଷା ଆମର ପ୍ରାଥମିକତା: ମୋଦୀ

    15569
    Mar 02, 2026
  • ଦେଶ-ଦେଶାନ୍ତର

    ଦୁବାଇରେ ଫସିଛନ୍ତି ଷ୍ଟାର ପିଭି ସିନ୍ଧୁ

    14447
    Mar 01, 2026
  • ମନୋରଞ୍ଜନ

    ଅରିଜିତଙ୍କ ପ୍ରଥମ ଇଣ୍ଡିପେଣ୍ଡେଣ୍ଟ ଗୀତ "ରୈନା" ରିଲିଜ୍

    15032
    Mar 01, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17357
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17425
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17771
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16244
    Apr 03, 2021

ବିଶେଷ

  • ଗ୍ରହଣ ଦିନ ଜନ୍ମିତ ଶିଶୁ ହୋଇଥାନ୍ତି ଏମିତି

    14279
    Mar 03, 2026
  • ନିୟମିତ ମିଶ୍ରି ଖାଇଲେ ଦୃଷ୍ଟିଶକ୍ତିଜନିତ ସମସ୍ୟା କମିଥାଏ

    13495
    Mar 02, 2026
  • ଅଜୀର୍ଣ୍ଣ ସମସ୍ୟାର ସମ୍ମୁଖୀନ ହେଉଥିଲେ ଆପଣାନ୍ତୁ ଏହି ଉପାୟ....

    14733
    Feb 28, 2026
  • ଖାଲି ପେଟରେ ଉଷୁମ ପାଣି ପିଇଲେ ମିଳେ ଏହିସବୁ ଲାଭ

    14590
    Feb 27, 2026
  • ବାସି ଭାତ ଖାଇଲେ ମିଳିଥାଏ ଏହିସବୁ ପ୍ରୋଟିନ୍

    14392
    Feb 26, 2026

ବାଣିଜ୍ୟ

ନିଭାୟେଙ୍ଗେ ଅଲୱେଜ: ଖିମଜୀ ଜୁଏଲର୍ସ ପକ୍ଷରୁ ଚିରକାଳ ପ୍ରତିଶ୍ରୁତିର ଉତ୍ସବ ପାଳନ

ଭୁବନେଶ୍ୱର: ଖିମଜୀ ଜୁଏଲର୍ସ ପକ୍ଷରୁ ନିଜର ନୂଆ ବିବାହ ଅଭିଯାନ ‘ନିଭାୟେଙ୍ଗେ ଅଲଓ୍ୱେଜ୍’ ଉନ୍ମୋଚନ କରାଯାଇଛି। ଏହା ହେଉଛି ବିବାହର ଚିରସ୍ଥାୟୀ ପ୍ରତିଶ୍ରୁତି ପ୍ରତି ଏକ ହୃଦୟସ୍ପର୍ଶୀ ସମ୍ମାନ। ଏହା କ ...

  • ୧ ଏପ୍ରିଲରୁ ନୂତନ ଆୟକର ଆଇନ

    15123
    Feb 09, 2026
  • ଓଡ଼ିଶା ଆପାର୍ଟମେଣ୍ଟ ମାଲିକାନା ଓ ପରିଚାଳନା ଆଇନ, ୨୦୨୩ ଅଧୀନରେ ଋୟାଲ ଆର୍କେଡ, ଭୁବନେଶ୍ୱର ଏକ ମାନଦଣ୍ଡ ସ୍ଥାପନ କଲା

    14974
    Feb 08, 2026
  • ଭୁଶୁଡିଲା ସେୟାର ମାର୍କେଟ

    14487
    Feb 01, 2026
  • ହିମାଳୟ ୱେଲ୍‌ନେସ୍‌ ଏବଂ ଆର୍‌ସିବି ମହିଳା ଟିମ୍‌ ଭାରତର ଭବିଷ୍ୟତ ମହିଳା କ୍ରିକେଟର ଗଢିତୋଳିବାକୁ ହାତ ମିଳାଇଲେ

    16104
    Jan 28, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଦୁବାଇରେ ଫସିଛନ୍ତି ଷ୍ଟାର ପିଭି ସିନ୍ଧୁ

    14447
    Mar 01, 2026
  • ଗ୍ରହଣ ଦିନ ଜନ୍ମିତ ଶିଶୁ ହୋଇଥାନ୍ତି ଏମିତି

    14279
    Mar 03, 2026
  • ନିୟମିତ ମିଶ୍ରି ଖାଇଲେ ଦୃଷ୍ଟିଶକ୍ତିଜନିତ ସମସ୍ୟା କମିଥାଏ

    13495
    Mar 02, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In