Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Wednesday, February 25, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଘରେ ଘରେ ଡେଲିଭରି କରୁଛି ଏଆଇ ରୋବୋଟ୍

  • ଦିଲ୍ଲୀ ଯାଉଥିବା ଏୟାର ଆମ୍ବୁଲାନ୍ସ ...

  • ସଂସଦୀୟ ମୈତ୍ରୀ ଗୋଷ୍ଠୀ ଗଠନ କଲେ ...

  • ତାମିଲନାଡୁର ଚୂଡ଼ାନ୍ତ ଭୋଟର ତାଲିକା ...

  • ରାଷ୍ଟ୍ରପତି ଭବନରେ ରାଜଗୋପାଳଚାରୀଙ୍କ ...

  • ନିଭାୟେଙ୍ଗେ ଅଲୱେଜ: ଖିମଜୀ ଜୁଏଲର୍ସ ...

  • ତେଜସ୍ ଯୁଦ୍ଧବିମାନ ଲ୍ୟାଣ୍ଡିଂ ବେଳେ ...

  • ସଂଘର୍ଷ: ମେକ୍ସିକୋରେ ପୋଡ଼ିଦେଲେ ବସ୍

  • ଦିଲ୍ଲୀର ଏହି ଦୁଇଟି ସେନା ସ୍କୁଲକୁ ବୋମା ...

  • ନାକରୁ ପାଣି ବାହାରୁଥିଲେ ଏହା କଲେ ତୁରନ୍ତ ...

Home ›› ›› ଏହି ବର୍ଷ ମହାଶିବରାତ୍ରୀରେ ମିଳିବ ଅତ୍ୟନ୍ତ ଶୁଭଫଳ

ଏହି ବର୍ଷ ମହାଶିବରାତ୍ରୀରେ ମିଳିବ ଅତ୍ୟନ୍ତ ଶୁଭଫଳ

2024-03-08 05:33:23
14330
Share:
Facebook
Twitter
E-Mail
WhatsApp
Telegram
 ଏହି ବର୍ଷ ମହାଶିବରାତ୍ରୀରେ ମିଳିବ ଅତ୍ୟନ୍ତ ଶୁଭଫଳ

ମହାଶିବରାତ୍ରୀ ପର୍ବ ଭକ୍ତଙ୍କ ପାଇଁ ଏକ ମହତ୍ତ୍ୱପୂର୍ଣ୍ଣ ପର୍ବ। ଏହି ଦିନ ପୂଜାର୍ଚ୍ଚନା ଦ୍ୱାରା ପ୍ରଭୁ ପ୍ରସନ୍ନ ହୋଇଥାଆନ୍ତି। ମାନ୍ୟତା ଅନୁଯାୟୀ, ମହାଶିବରାତ୍ରୀ ଦିନ ଭଗବାନ ଭୋଳା ଶଙ୍କର ଧରାପୃଷ୍ଠରେ ଥିବା ସମସ୍ତ ଶିବଲିଙ୍ଗରେ ବିରାଜମାନ ହୋଇଥାଆନ୍ତି। ଏହି ଦିନ ଶିବଶଙ୍କର ଓ ମା’ପାର୍ବତୀଙ୍କ ବିବାହ ହୋଇଥିଲା। ଏହି ପବିତ୍ର ଦିନରେ ଭକ୍ତ ବ୍ରତ-ଉପବାସ କରିବା ସହ ଶିବଶଙ୍କରଙ୍କ ସହ ମା’ପାର୍ବତୀଙ୍କ ପୂଜାର୍ଚ୍ଚନା କରାଯାଏ।ଏହି ବର୍ଷ ମହାଶିବରାତ୍ରୀର ଖୁବ ମହତ୍ତ୍ୱ ରହିଛି। କାରଣ ଚଳିତ ବର୍ଷ ମହାଶିବରାତ୍ରୀରେ ଅନେକ ଶୁଭ ଯୋଗ ସୃଷ୍ଟି ହେବାକୁ ଯାଉଛି। ତେଣୁ ଅତ୍ୟନ୍ତ ଶୁଭଫଳ ମିଳିବ। ଜାଣନ୍ତୁ ଏହା ବିଷୟରେ..

ପଞ୍ଜିକା ଅନୁସାରେ ଫାଲଗୁଣ ମାସ କୃଷ୍ଣପକ୍ଷର ଚତୁର୍ଦଶୀ ତିଥି ୮ ମାର୍ଚ୍ଚରେ ରାତ୍ରି ୯ଟା୫୭ରୁ ଆରମ୍ଭ ହୋଇ ପରଦିନ ମାର୍ଚ୍ଚ ୯ ସନ୍ଧ୍ୟା ୬ଟା ୧୭ରେ ଶେଷ ହେଉଛି।
ମହାଶିବରାତ୍ରୀରେ ପୂଜା ମୁହୂର୍ତ୍ତ – ରାତି ୧୨ଟା ୦୭ ମିନିଟ୍‌‌ ରୁ ୧୨ଟା ୫୬ ମିନିଟ୍‌‌
ସର୍ବାର୍ଥ ସିଦ୍ଧି ଯୋଗ – ସକାଳ ୬ଟା ୩୮ ମିନିଟ୍‌‌ ରୁ ୧୦ଟା ୪୧ ମିନିଟ୍‌‌
ଶିବ ଯୋଗ – ୯ ମାର୍ଚ୍ଚ ସୂର୍ୟ୍ୟୋୟଦ ରାତ୍ରୀ ୧୨ଟା ୪୬ ମିନିଟ୍‌‌ ପର୍ୟ୍ୟନ୍ତ
ସିଦ୍ଧ ଯୋଗ – ୯ ମାର୍ଚ୍ଚ ରାତ୍ରୀ ୧୨ଟା ୪୬ ମିନିଟ୍‌‌ରୁ ୮ଟା ୩୨ ମିନିଟ୍‌‌
ଶ୍ରବଣ ନକ୍ଷତ୍ର ଯୋଗ – ସକାଳ ୧୦ଟା ୪୧ ମିନିଟ୍‌‌
ସର୍ବାର୍ଥ ସିଦ୍ଧି ଯୋଗକୁ ଖୁବ ଶୁଭ ଯୋଗ ବୋଲି କୁହାଯାଏ। ଏହି ଯୋଗରେ ପ୍ରତ୍ୟେକ କାର୍ୟ୍ୟରେ ସଫଳତା ମିଳିଥାଏ।
ଶିବ ଯୋଗ – ମହାଶିବରାତ୍ରୀ ଅବସରରେ ଶିବ ଯୋଗ ହେବା ଅତ୍ୟନ୍ତ ଶୁଭଙ୍କର। ଏହି ଯୋଗରେ ଧ୍ୟାନ କରିବା ଓ ମନ୍ତ୍ରଜପ କରିବା ଦ୍ୱାରା ଅତ୍ୟନ୍ତ ଶୁଭଫଳ ପ୍ରାପ୍ତି ହୋଇଥାଏ। ଏହି ସମୟରେ ଭୋଳାଶଙ୍କରଙ୍କୁ ପୂଜା କରିବା ଦ୍ୱାରା ଜୀବନରେ ସୁଖସମୃଦ୍ଧି ପ୍ରାପ୍ତି ହୋଇଥାଏ।
ମାନ୍ୟତା ଅନୁଯାୟୀ, ସିଦ୍ଧ ଯୋଗ ଭଗବାନ ଗଣେଶଙ୍କ ସହ ଜଡିତ। ଏହି ଯୋଗ ଦ୍ୱାରା ପ୍ରତ୍ୟେକ କାର୍ୟ୍ୟରେ ସଫଳତା ପ୍ରାପ୍ତି ହୋଇଥାଏ।
ଶ୍ରବଣ ନକ୍ଷତ୍ର ଯୋଗ – ଶ୍ରବଣ ନକ୍ଷତ୍ରର ସ୍ୱାମୀ ଶନି ଦେବଙ୍କୁ କୁହାଯାଏ। ଏହା ଏହି ନକ୍ଷତ୍ର ନିଜ ଶୁଭ ଗୁଣ ଯୋଗୁଁ ଅନେକ ମାନ୍ୟତା ମଧ୍ୟ ରହିଛି। ଶ୍ରବଣ ନକ୍ଷତ୍ରରେ କରାଯାଇଥିବା କାର୍ୟ୍ୟର ଫଳ ଅତ୍ୟନ୍ତ ଶୁଭ। ଏହି ନକ୍ଷତ୍ରରେ ଜନ୍ମ ଗ୍ରହଣ କରିଥିବା ବ୍ୟକ୍ତି ବିଶେଷ ଧନୀ, ପ୍ରସିଦ୍ଧ ଓ ସୁଖୀ ହୋଇଥାଆନ୍ତି।

Powered by Froala Editor

Tags Maha shivratri

Related articles Odisha News Lens 4.1

  •  ସଂସଦୀୟ ମୈତ୍ରୀ ଗୋଷ୍ଠୀ ଗଠନ କଲେ ବାଚସ୍ପତି
    ଦେଶ-ଦେଶାନ୍ତର

    ସଂସଦୀୟ ମୈତ୍ରୀ ଗୋଷ୍ଠୀ ଗଠନ କଲେ ବାଚସ୍ପତି

    13507
    Feb 24, 2026
  • ନିଭାୟେଙ୍ଗେ ଅଲୱେଜ: ଖିମଜୀ ଜୁଏଲର୍ସ ପକ୍ଷରୁ ଚିରକାଳ ପ୍ରତିଶ୍ରୁତିର ଉତ୍ସବ ପାଳନ
    ବାଣିଜ୍ୟ

    ନିଭାୟେଙ୍ଗେ ଅଲୱେଜ: ଖିମଜୀ ଜୁଏଲର୍ସ ପକ୍ଷରୁ ଚିରକାଳ ପ୍ରତିଶ୍ରୁତିର ଉତ୍ସବ ପାଳନ

    15230
    Feb 23, 2026
  • ସଂଘର୍ଷ: ମେକ୍ସିକୋରେ ପୋଡ଼ିଦେଲେ ବସ୍
    ଦେଶ-ଦେଶାନ୍ତର

    ସଂଘର୍ଷ: ମେକ୍ସିକୋରେ ପୋଡ଼ିଦେଲେ ବସ୍

    15181
    Feb 23, 2026
  • ତାମିଲନାଡୁର ଚୂଡ଼ାନ୍ତ ଭୋଟର ତାଲିକା ଜାରି, ୭୪ ଲକ୍ଷରୁ ଅଧିକ ଭୋଟର ପଡିଛନ୍ତି ବାଦ
    ଦେଶ-ଦେଶାନ୍ତର

    ତାମିଲନାଡୁର ଚୂଡ଼ାନ୍ତ ଭୋଟର ତାଲିକା ଜାରି, ୭୪ ଲକ୍ଷରୁ ଅଧିକ ଭୋଟର ପଡିଛନ୍ତି ବାଦ

    13540
    Feb 24, 2026
  • ରାଷ୍ଟ୍ରପତି ଭବନରେ ରାଜଗୋପାଳଚାରୀଙ୍କ ମୂର୍ତ୍ତି ସ୍ଥାପନ
    ଦେଶ-ଦେଶାନ୍ତର

    ରାଷ୍ଟ୍ରପତି ଭବନରେ ରାଜଗୋପାଳଚାରୀଙ୍କ ମୂର୍ତ୍ତି ସ୍ଥାପନ

    15109
    Feb 24, 2026
  • ଦିଲ୍ଲୀର ଏହି ଦୁଇଟି ସେନା ସ୍କୁଲକୁ ବୋମା ଧମକ
    ଦେଶ-ଦେଶାନ୍ତର

    ଦିଲ୍ଲୀର ଏହି ଦୁଇଟି ସେନା ସ୍କୁଲକୁ ବୋମା ଧମକ

    15038
    Feb 23, 2026
  • ନାକରୁ ପାଣି ବାହାରୁଥିଲେ ଏହା କଲେ ତୁରନ୍ତ ମିଳିବ ଆରାମ୍
    ବିଶେଷ

    ନାକରୁ ପାଣି ବାହାରୁଥିଲେ ଏହା କଲେ ତୁରନ୍ତ ମିଳିବ ଆରାମ୍

    15485
    Feb 23, 2026
  • ତେଜସ୍ ଯୁଦ୍ଧବିମାନ ଲ୍ୟାଣ୍ଡିଂ ବେଳେ ଦୁର୍ଘଟଣାଗ୍ରସ୍ତ
    ଦେଶ-ଦେଶାନ୍ତର

    ତେଜସ୍ ଯୁଦ୍ଧବିମାନ ଲ୍ୟାଣ୍ଡିଂ ବେଳେ ଦୁର୍ଘଟଣାଗ୍ରସ୍ତ

    14748
    Feb 23, 2026
  • ଘରେ ଘରେ ଡେଲିଭରି କରୁଛି ଏଆଇ ରୋବୋଟ୍
    ଦେଶ-ଦେଶାନ୍ତର

    ଘରେ ଘରେ ଡେଲିଭରି କରୁଛି ଏଆଇ ରୋବୋଟ୍

    15366
    Feb 24, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ତାମିଲନାଡୁର ଚୂଡ଼ାନ୍ତ ଭୋଟର ତାଲିକା ଜାରି, ୭୪ ଲକ୍ଷରୁ ଅଧିକ ଭୋଟର ପଡିଛନ୍ତି ବାଦ

    13540
    Feb 24, 2026
  • ବିଶେଷ

    ନାକରୁ ପାଣି ବାହାରୁଥିଲେ ଏହା କଲେ ତୁରନ୍ତ ମିଳିବ ଆରାମ୍

    15485
    Feb 23, 2026
  • ଦେଶ-ଦେଶାନ୍ତର

    ସଂଘର୍ଷ: ମେକ୍ସିକୋରେ ପୋଡ଼ିଦେଲେ ବସ୍

    15181
    Feb 23, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17351
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17420
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17763
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16238
    Apr 03, 2021

ବିଶେଷ

  • ନାକରୁ ପାଣି ବାହାରୁଥିଲେ ଏହା କଲେ ତୁରନ୍ତ ମିଳିବ ଆରାମ୍

    15485
    Feb 23, 2026
  • ହୃଦୟ ପାଇଁ ବହୁତ ଲାଭଦାୟକ ରସୁଣ

    16104
    Feb 21, 2026
  • ସପ୍ତାହରେ ତିନିରୁ ଚାରି ଥର ଚା ପିଇଲେ କମ ହୋଇଥାଏ ହୃଦରୋଗ ଆଶଙ୍କା

    14503
    Feb 20, 2026
  • କଲରା ସହିତ ଏହିସବୁ ଖାଇଲେ କ୍ଷତିକାରକ

    15271
    Feb 18, 2026
  • ହଳଦୀରେ ଭରି ରହିଛି ସ୍ବାସ୍ଥ୍ୟୋପକାରୀ ଗୁଣ

    15987
    Feb 17, 2026

ବାଣିଜ୍ୟ

ନିଭାୟେଙ୍ଗେ ଅଲୱେଜ: ଖିମଜୀ ଜୁଏଲର୍ସ ପକ୍ଷରୁ ଚିରକାଳ ପ୍ରତିଶ୍ରୁତିର ଉତ୍ସବ ପାଳନ

ଭୁବନେଶ୍ୱର: ଖିମଜୀ ଜୁଏଲର୍ସ ପକ୍ଷରୁ ନିଜର ନୂଆ ବିବାହ ଅଭିଯାନ ‘ନିଭାୟେଙ୍ଗେ ଅଲଓ୍ୱେଜ୍’ ଉନ୍ମୋଚନ କରାଯାଇଛି। ଏହା ହେଉଛି ବିବାହର ଚିରସ୍ଥାୟୀ ପ୍ରତିଶ୍ରୁତି ପ୍ରତି ଏକ ହୃଦୟସ୍ପର୍ଶୀ ସମ୍ମାନ। ଏହା କ ...

  • ୧ ଏପ୍ରିଲରୁ ନୂତନ ଆୟକର ଆଇନ

    15114
    Feb 09, 2026
  • ଓଡ଼ିଶା ଆପାର୍ଟମେଣ୍ଟ ମାଲିକାନା ଓ ପରିଚାଳନା ଆଇନ, ୨୦୨୩ ଅଧୀନରେ ଋୟାଲ ଆର୍କେଡ, ଭୁବନେଶ୍ୱର ଏକ ମାନଦଣ୍ଡ ସ୍ଥାପନ କଲା

    14966
    Feb 08, 2026
  • ଭୁଶୁଡିଲା ସେୟାର ମାର୍କେଟ

    14478
    Feb 01, 2026
  • ହିମାଳୟ ୱେଲ୍‌ନେସ୍‌ ଏବଂ ଆର୍‌ସିବି ମହିଳା ଟିମ୍‌ ଭାରତର ଭବିଷ୍ୟତ ମହିଳା କ୍ରିକେଟର ଗଢିତୋଳିବାକୁ ହାତ ମିଳାଇଲେ

    16088
    Jan 28, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ତାମିଲନାଡୁର ଚୂଡ଼ାନ୍ତ ଭୋଟର ତାଲିକା ଜାରି, ୭୪ ଲକ୍ଷରୁ ଅଧିକ ଭୋଟର ପଡିଛନ୍ତି ବାଦ

    13540
    Feb 24, 2026
  • ଦିଲ୍ଲୀର ଏହି ଦୁଇଟି ସେନା ସ୍କୁଲକୁ ବୋମା ଧମକ

    15038
    Feb 23, 2026
  • ରାଷ୍ଟ୍ରପତି ଭବନରେ ରାଜଗୋପାଳଚାରୀଙ୍କ ମୂର୍ତ୍ତି ସ୍ଥାପନ

    15109
    Feb 24, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In