Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Saturday, September 19, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଭାରତ ଉପରେ ୧୦୦% ଟାରିଫ୍‌ର ଟେନସନ୍, ...

  • ନାଳରେ ଭାସିଗଲା କାର୍‌, ୭ ମୃତ

  • ନାବାଳିକାଙ୍କୁ ଗଣଦୁଷ୍କର୍ମ ପରେ ନିର୍ମମ ...

  • ମାଓବାଦୀର ବଡ଼ ନେତାଙ୍କୁ ଗିରଫ

  • ଗାଡ଼ିର ବୀମା ନ ଥିଲେ ଟାଙ୍କିରେ ମିଳିବ ...

  • ଅଫିସ ବ୍ୟାଗ୍ ରଖନ୍ତୁ ଏହି ସ୍ଥାନରେ

  • ପ୍ରେମିକର ଋଣ ସୁଝିବାକୁ ପ୍ରେମିକା ...

  • UPSC ଆଶାୟୀଙ୍କୁ ଅସଲାମ୍ ୱାଲିକୁମ୍ କହିବାରୁ ...

  • ପୁଣି ଟାଟା ସନ୍ସର ଅଧ୍ୟକ୍ଷ ହେବେ ଏନ୍. ...

  • ସମସ୍ତ ଅଙ୍ଗ ଦାନ କରିବାକୁ ନିଷ୍ପତ୍ତି ...

ମନୋରଞ୍ଜନ
Home ›› ମନୋରଞ୍ଜନ ››ଶ୍ରୀକୃଷ୍ଣଙ୍କ ପାରିବାରିକ ଝଡ଼ ଥମୁନି : ‘କହିଲେ ମୋ ଝିଅ ମୋତେ ବାପା ଡାକୁନି, ଘୃଣା କରୁଛି’

ଶ୍ରୀକୃଷ୍ଣଙ୍କ ପାରିବାରିକ ଝଡ଼ ଥମୁନି : ‘କହିଲେ ମୋ ଝିଅ ମୋତେ ବାପା ଡାକୁନି, ଘୃଣା କରୁଛି’

2024-03-09 20:30:28
16477
Share:
Facebook
Twitter
E-Mail
WhatsApp
Telegram
ଶ୍ରୀକୃଷ୍ଣଙ୍କ ପାରିବାରିକ ଝଡ଼ ଥମୁନି : ‘କହିଲେ ମୋ ଝିଅ ମୋତେ ବାପା ଡାକୁନି, ଘୃଣା କରୁଛି’

'ମହାଭାରତ'ର ଶ୍ରୀକୃଷ୍ଣ ଅର୍ଥାତ୍ ନୀତୀଶ ଭରଦ୍ୱାଜ ଲୋକଙ୍କୁ ବୁଝାଇଥିଲେ ଯେ ପରିବାର ଛଡା ଆଉ କିଛି ଗୁରୁତ୍ୱପୂର୍ଣ୍ଣ ନୁହେଁ। କୃଷ୍ଣ ଯାହାକୁ ଥରେ ନିଜର ବୋଲି ଗ୍ରହଣ କରିଦେଉଥିଲେ, ସେ ତାଙ୍କୁ ଜୀବନସାରା ସମର୍ଥନ କରୁଥିଲେ। କିନ୍ତୁ, ବାସ୍ତବ ଜୀବନରେ ନୀତୀଶ ଭରଦ୍ୱାଜ ଏହାକୁ ସାର୍ଥକ କରିବାରେ ଅସମର୍ଥ ହୋଇଛନ୍ତି।

ନୀତୀଶ ଭରଦ୍ୱାଜ ତାଙ୍କ ଦ୍ୱିତୀୟ ପତ୍ନୀ ସ୍ମିତାଙ୍କ ବିରୋଧରେ ପୋଲିସ ଅଭିଯୋଗ ଦାଖଲ କରିବା ପରେ ନିକଟରେ ଚର୍ଚ୍ଚାର ବିଷୟ ପାଲଟିଛନ୍ତି। ନିକଟରେ ସେ ନିଜର ଯନ୍ତ୍ରଣା ବ୍ୟକ୍ତ କରିଛନ୍ତି ଏବଂ କହିଛନ୍ତି ଯେ କିପରି ତାଙ୍କ ଝିଅମାନେ ତାଙ୍କ ସହ ବ୍ୟବହାର କରୁଛନ୍ତି ଯାହା ଦ୍ୱାରା ସେ ସମ୍ପୂର୍ଣ୍ଣ ଭାଙ୍ଗି ପଡ଼ିଛନ୍ତି।

ଏକ ସାକ୍ଷାତକାରରେ ସେ ତାଙ୍କ ଝିଅମାନଙ୍କ ବିଷୟରେ କହିଛନ୍ତି ଯେଉଁଥିରେ ତାଙ୍କର ଯନ୍ତ୍ରଣା ସ୍ପଷ୍ଟ ଜଣାପଡିଛି । ସେ କହିଛନ୍ତି ଯେ, ମୁଁ ମୋ ଝିଅମାନଙ୍କ ସହ କଥା ହୋଇପାରୁନାହିଁ । ମୋତେ ବାପା ବୋଲି ଡାକିବାକୁ ସେମାନଙ୍କୁ ଲାଜ ଲାଗୁଛି ।
ଅନ୍-ସ୍କ୍ରିନ୍‌ରେ ସମ୍ପର୍କକୁ ନେଇ ଶ୍ରୀକୃଷ୍ଣ ଅନେକ ଯୁଦ୍ଧ ଲଢିଛନ୍ତି ଏବଂ ସମ୍ପର୍କ ଦ୍ୱାରା ହିଁ ଅନେକ ଯୁଦ୍ଧ ଜିତିଛନ୍ତି। କିନ୍ତୁ, ବାସ୍ତବ ଜୀବନରେ ସେ ଏକ ଗୃହଯୁଦ୍ଧରେ ଧନ୍ଦିହୋଇପଡିଛନ୍ତି। ଦ୍ୱିତୀୟ ବିବାହ ପରେ ସେ କନ୍ୟା ରତ୍ନ ପ୍ରାପ୍ତ କରିଥିଲେ, କିନ୍ତୁ ପରେ ଦିନେ ସବୁକିଛି ଓଲଟପାଲଟ ହୋଇଗଲା।

କିଛି ଦିନ ତଳେ ନୀତୀଶଙ୍କ ପତ୍ନୀ ଅଭିଯୋଗ କରିଥିଲେ ଯେ, 'ମୁଁ ଚାକିରି ଛାଡିଦିଏ ବୋଲି ନୀତୀଶ ଚାହୁଁଥିଲେ। ଯେତେବେଳେ ମୁଁ ଚାକିରି ଛାଡ଼ିବାକୁ ରାଜି ହେଲିନାହିଁ, ସେ ମୋତେ ଛାଡପତ୍ର ମାଗିଥିଲେ। ଛାଡପତ୍ର ପାଇଁ ମୁଁ ରାଜି ହୋଇଯିବାରୁ ସେ ତାଙ୍କର ସହମତି ଦେବା ପାଇଁ ମୋତେ ଟଙ୍କା ମାଗିଥିଲେ। ହେଲେ ମୁଁ ଟଙ୍କା ଦେବାକୁ ମନା କରିବାରୁ ସେ ରାଗରେ ଏଭଳି ମିଛ ଆରୋପ ଲଗାଇବା ଆରମ୍ଭ କରିଛନ୍ତି।

କିଛି ଦିନ ତଳେ ସେ ପିଲାଙ୍କୁ ଭେଟିଥିଲେ। ଫେବ୍ରୁଆରି ୧୩ରେ ସେ ପିଲାଙ୍କୁ ଭେଟିବାକୁ ଆସିବେ ବୋଲି ଯୋଜନା ଥିଲା। ହେଲେ ସେ ଜାଣିଶୁଣି ଭେଟିବାକୁ ନଆସି ଫେବ୍ରୁଆରି ୧୪ରେ ସାମ୍ବାଦିକ ସମ୍ମିଳନୀ ମୁଁ ତାଙ୍କୁ ପିଲାମାନଙ୍କ ସହ ଦେଖା କରିବାକୁ ଦେଉନାହିଁ ବୋଲି କହିଥିଲେ।'

Powered by Froala Editor

Tags nitish

Related articles Odisha News Lens 4.1

  • ସମସ୍ତ ଅଙ୍ଗ ଦାନ କରିବାକୁ ନିଷ୍ପତ୍ତି ନେଲେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ
    ଦେଶ-ଦେଶାନ୍ତର

    ସମସ୍ତ ଅଙ୍ଗ ଦାନ କରିବାକୁ ନିଷ୍ପତ୍ତି ନେଲେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ

    14878
    Sep 18, 2026
  • UPSC ଆଶାୟୀଙ୍କୁ ଅସଲାମ୍ ୱାଲିକୁମ୍ କହିବାରୁ ବଦଳିର ନିର୍ଦ୍ଦେଶ
    ଦେଶ-ଦେଶାନ୍ତର

    UPSC ଆଶାୟୀଙ୍କୁ ଅସଲାମ୍ ୱାଲିକୁମ୍ କହିବାରୁ ବଦଳିର ନିର୍ଦ୍ଦେଶ

    13629
    Sep 18, 2026
  • ଅଫିସ ବ୍ୟାଗ୍ ରଖନ୍ତୁ ଏହି ସ୍ଥାନରେ
    ବିଶେଷ

    ଅଫିସ ବ୍ୟାଗ୍ ରଖନ୍ତୁ ଏହି ସ୍ଥାନରେ

    14040
    Sep 18, 2026
  • ନାବାଳିକାଙ୍କୁ ଗଣଦୁଷ୍କର୍ମ ପରେ ନିର୍ମମ ଭାବେ ହତ୍ୟା
    ଦେଶ-ଦେଶାନ୍ତର

    ନାବାଳିକାଙ୍କୁ ଗଣଦୁଷ୍କର୍ମ ପରେ ନିର୍ମମ ଭାବେ ହତ୍ୟା

    15082
    Sep 18, 2026
  • ଗାଡ଼ିର ବୀମା ନ ଥିଲେ ଟାଙ୍କିରେ ମିଳିବ ନାହିଁ ପେଟ୍ରୋଲ ଓ ଡିଜେଲ
    ଦେଶ-ଦେଶାନ୍ତର

    ଗାଡ଼ିର ବୀମା ନ ଥିଲେ ଟାଙ୍କିରେ ମିଳିବ ନାହିଁ ପେଟ୍ରୋଲ ଓ ଡିଜେଲ

    14494
    Sep 18, 2026
  • ପୁଣି ଟାଟା ସନ୍ସର ଅଧ୍ୟକ୍ଷ ହେବେ ଏନ୍. ଚନ୍ଦ୍ରଶେଖରନ
    ଦେଶ-ଦେଶାନ୍ତର

    ପୁଣି ଟାଟା ସନ୍ସର ଅଧ୍ୟକ୍ଷ ହେବେ ଏନ୍. ଚନ୍ଦ୍ରଶେଖରନ

    15801
    Sep 18, 2026
  • ନାଳରେ ଭାସିଗଲା କାର୍‌, ୭ ମୃତ
    ଦେଶ-ଦେଶାନ୍ତର

    ନାଳରେ ଭାସିଗଲା କାର୍‌, ୭ ମୃତ

    13771
    Sep 19, 2026
  • ଭାରତ ଉପରେ ୧୦୦% ଟାରିଫ୍‌ର ଟେନସନ୍, ଟ୍ରମ୍ପଙ୍କ ସ୍ୱାକ୍ଷର ବଢାଇଲା ଚିନ୍ତା
    ଦେଶ-ଦେଶାନ୍ତର

    ଭାରତ ଉପରେ ୧୦୦% ଟାରିଫ୍‌ର ଟେନସନ୍, ଟ୍ରମ୍ପଙ୍କ ସ୍ୱାକ୍ଷର ବଢାଇଲା ଚିନ୍ତା

    13523
    Sep 19, 2026
  • ପ୍ରେମିକର ଋଣ ସୁଝିବାକୁ ପ୍ରେମିକା ଲୁଟିନେଲେ ୪୧.୭୦ ଲକ୍ଷ ଟଙ୍କା
    ଅପରାଧ

    ପ୍ରେମିକର ଋଣ ସୁଝିବାକୁ ପ୍ରେମିକା ଲୁଟିନେଲେ ୪୧.୭୦ ଲକ୍ଷ ଟଙ୍କା

    14130
    Sep 18, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ପୁଣି ଟାଟା ସନ୍ସର ଅଧ୍ୟକ୍ଷ ହେବେ ଏନ୍. ଚନ୍ଦ୍ରଶେଖରନ

    15801
    Sep 18, 2026
  • ଦେଶ-ଦେଶାନ୍ତର

    ନାବାଳିକାଙ୍କୁ ଗଣଦୁଷ୍କର୍ମ ପରେ ନିର୍ମମ ଭାବେ ହତ୍ୟା

    15082
    Sep 18, 2026
  • ଦେଶ-ଦେଶାନ୍ତର

    ଗାଡ଼ିର ବୀମା ନ ଥିଲେ ଟାଙ୍କିରେ ମିଳିବ ନାହିଁ ପେଟ୍ରୋଲ ଓ ଡିଜେଲ

    14494
    Sep 18, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17106
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17790
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17770
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18178
    Sep 06, 2023

ବିଶେଷ

  • ଅଫିସ ବ୍ୟାଗ୍ ରଖନ୍ତୁ ଏହି ସ୍ଥାନରେ

    14040
    Sep 18, 2026
  • ବିବାହ ପରେ ଏହି ଦୁଇ ରାଶିର ଲୋକ ହୋଇଯାଆନ୍ତି କୋଟିପତି

    14621
    Sep 11, 2026
  • ଖଜୁରିରେ ଭରି ରହିଛି ଅନେକ ପ୍ରକାର ଉପକାରୀ ଗୁଣ, ଜାଣନ୍ତୁ କ’ଣ ?

    16244
    Sep 09, 2026
  • ମଧୁମେହ ରୋଗୀ କାକୁଡିକୁ ଦୈନନ୍ଦିନ ଖାଦ୍ୟ ତାଲିକାରେ ସାମିଲ କରିବା ନିହାତି ଦରକାର

    14772
    Sep 06, 2026
  • ଛାଡି ଦିଅନ୍ତୁ ଆଳୁ ଖାଇବା, ନିୟନ୍ତ୍ରଣ ହୋଇପାରିବ ଓଜନ

    14081
    Sep 03, 2026

ବାଣିଜ୍ୟ

ଆଇଆଇଏ ଓଡ଼ିଶା ଚାପ୍ଟରର ନୂଆ ଏକଜିକ୍ୟୁଟିଭ କମିଟି ୨୦୨୬-୨୮ ନିମନ୍ତେ ଦାୟିତ୍ଵ ଗ୍ରହଣ କଲେ

ଭୁବନେଶ୍ୱର : ଇଣ୍ଡିଆନ ଇନଷ୍ଟିଚ୍ୟୁଟ ଅଫ ଆର୍କିଟେକ୍ଟସ୍ (ଆଇଆଇଏ), ଓଡ଼ିଶା ଚାପ୍ଟରର ୨୦୨୬-୨୮ ନିମନ୍ତେ ନବ ନିର୍ବାଚିତ ଏକଜିକ୍ୟୁଟିଭ କମିଟି (କାର୍ଯ୍ୟନିର୍ବାହୀ କମିଟି) ନିର୍ବାଚନ ଫଳ  ସେପ୍ଟେମ୍ବର ୪, ୨୦୨୬ ...

  • EPFOରେ ବଡ଼ ପରିବର୍ତ୍ତନ, ୧୫,୦୦୦ ଟଙ୍କାରୁ ୨୫,୦୦୦ ବଢ଼ିଲା ଟଙ୍କା ସୀମା

    15464
    Sep 17, 2026
  • ବେଦାନ୍ତ ଆଲୁମିନିୟମର ପ୍ରକଳ୍ପ ସଙ୍ଗମ କଳାହାଣ୍ଡିର ଗ୍ରାମାଞ୍ଚଳରେ ଜଳସେଚନ ସୁବିଧାକୁ ସୁଦୃଢ଼ କରିଛି

    15223
    Sep 16, 2026
  • ୯ ଅକ୍ଟୋବରରୁ ଫ୍ଲିପକାର୍ଟର Big Billion Days Sale !

    14651
    Sep 12, 2026
  • ବେଦାନ୍ତ ଆଲୁମିନିୟମ କୋଇଲା ଖଣି ଦ୍ୱାରା ଷଷ୍ଠ ସିଏଲଆଇ ଏକ୍ସପୋ ୨୦୨୬ରେ ପରବର୍ତ୍ତୀ ପିଢ଼ିର ଖଣି ପ୍ରଯୁକ୍ତିବିଦ୍ୟା ପ୍ରଦର୍ଶିତ

    14323
    Sep 09, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ନାବାଳିକାଙ୍କୁ ଗଣଦୁଷ୍କର୍ମ ପରେ ନିର୍ମମ ଭାବେ ହତ୍ୟା

    15082
    Sep 18, 2026
  • ପ୍ରେମିକର ଋଣ ସୁଝିବାକୁ ପ୍ରେମିକା ଲୁଟିନେଲେ ୪୧.୭୦ ଲକ୍ଷ ଟଙ୍କା

    14130
    Sep 18, 2026
  • ପୁଣି ଟାଟା ସନ୍ସର ଅଧ୍ୟକ୍ଷ ହେବେ ଏନ୍. ଚନ୍ଦ୍ରଶେଖରନ

    15801
    Sep 18, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In