Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Wednesday, August 19, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ବିଧାୟକଙ୍କ ପାଇଁ ମୁଖ୍ୟମନ୍ତ୍ରୀ ବିଜୟଙ୍କ ...

  • ସୋନିଆଙ୍କ ସହ ଗାନ୍ଧୀ ପରିବାର ବିରୋଧରେ ...

  • ପ୍ରାଣୀ ଚିକିତ୍ସକ ନିଯୁକ୍ତିରେ ...

  • ମିଡ୍-ଡେ ମିଲ୍‌ରେ ଡିଟରଜେଣ୍ଟ, ୪୦ ...

  • ନ୍ୟୁ ମାର୍କେଟ୍ ରେ ଜଳିଲା ହୋଟେଲ, ...

  • ସିଜରିଆନ୍ ପରେ ମହିଳାଙ୍କ ପେଟରେ ...

  • ଏହି ଆପ୍ ଦେବ ସବୁଠୁ ଶସ୍ତା, ଉତ୍ତମ ...

  • ୫ ବର୍ଷର ପୁଅ ସହ ବାପାର ସନ୍ଦେହଜନକ ମୃତ୍ୟୁ

  • ୧୬ ବର୍ଷ ବୟସରେ ଚାର୍ଟର୍ଡ ଆକାଉଣ୍ଟାଣ୍ଟ

  • ଜଜ୍ ଙ୍କ ରେକର୍ଡ, ୯ ମାମଲାରେ ୨୨ ଦୋଷୀଙ୍କୁ ...

ଦେଶ-ଦେଶାନ୍ତର
Home ›› ଦେଶ-ଦେଶାନ୍ତର ››ନିର୍ବାଚନୀ ବଣ୍ଡ ମାମଲାର ଆଜି ଶୁଣାଣି କରିବେ ସୁପ୍ରିମକୋର୍ଟ

ନିର୍ବାଚନୀ ବଣ୍ଡ ମାମଲାର ଆଜି ଶୁଣାଣି କରିବେ ସୁପ୍ରିମକୋର୍ଟ

2024-03-11 07:11:32
14843
Share:
Facebook
Twitter
E-Mail
WhatsApp
Telegram
ନିର୍ବାଚନୀ ବଣ୍ଡ ମାମଲାର ଆଜି ଶୁଣାଣି କରିବେ ସୁପ୍ରିମକୋର୍ଟ


ନୂଆଦିଲ୍ଲୀ: ନିର୍ବାଚନୀ ବଣ୍ଡ ସମ୍ବନ୍ଧୀୟ ସବିଶେଷ ତଥ୍ୟ ଦେବାକୁ ଏସ୍‌ବିଆଇକୁ ନିର୍ଦ୍ଦେଶ ଦେଇଥିଲେ ସୁପ୍ରିମକୋର୍ଟ । ମାର୍ଚ୍ଚ ୬ ତାରିଖ ସୁଦ୍ଧା ତଥ୍ୟ ଦାଖଲ କରିବା ପାଇଁ କୋର୍ଟ କହିଥିବାବେଳେ ଏହି ସମୟ ସୀମାକୁ ଜୁନ ୩୦କୁ ବୃଦ୍ଧି କରିବାକୁ ସୁପ୍ରିମକୋର୍ଟରେ ଆବେଦନ କରିଥିଲା ଷ୍ଟେଟବ୍ୟାଙ୍କ । ଯାହାର ଆଜି ଶୁଣାଣି କରିବେ କୋର୍ଟ । ପ୍ରଧାନ ବିଚାରପତି ଡି.ୱାଇ ଚନ୍ଦ୍ରଚୂଡଙ୍କ ନେତୃତ୍ୱରେ ଗଠିତ ୫ ଜଣିଆ ଖଣ୍ଡପୀଠ ଏହାର ଶୁଣାଣି କରିବେ । ଅନ୍ୟପଟେ ନିର୍ବାଚନୀ ବଣ୍ଡ ସମ୍ବନ୍ଧୀୟ ତଥ୍ୟ ଦେବାକୁ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶକୁ ଏସବିଆଇ ଅବମାନନା କରିଥିବା ଅଭିଯୋଗ ଆଣିଥିଲା ଆସୋସିଏସନ ଫର ଡେମୋକ୍ରାଟିକ୍ ରିଫର୍ମସ୍ । ଏନେଇ କୋର୍ଟରେ ଏକ ଆବେଦନ ହୋଇଥିବାବେଳେ ଆଜି ଏହା ଉପରେ ମଧ୍ୟ ଶୁଣାଣି ହେବ ।
ନିର୍ବାଚନୀ ବଣ୍ଡ ଯୋଜନାକୁ ସର୍ବୋଚ୍ଚ କୋର୍ଟ ନିକଟରେ ଅବୈଧ ଘୋଷଣା କରିଥିଲେ । ଏହା ସୂଚନା ଅଧିକାର ଅଧିନିୟମର ବିରୋଧୀ ବୋଲି କୋର୍ଟ କହିବା ସହ କାର୍ୟ୍ୟକାରିତା ଉପରେ ସମ୍ପୂର୍ଣ୍ଣ ରୋକ ଲଗାଇଥିଲେ । ଏହି ଯୋଜନା ଅଧୀନରେ କେତେ ବଣ୍ଡ ବିକ୍ରି ହୋଇଛି ଓ କେଉଁ ରାଜନୈତିକ ଦଳକୁ କେତେ ପରିମାଣର ଦାନ ମିଳିଛି, ସେ ସମ୍ପର୍କରେ ମାର୍ଚ୍ଚ ୬ ତାରିଖ ମଧ୍ୟରେ ତଥ୍ୟ ଦେବାକୁ କୋର୍ଟ ଭାରତୀୟ ଟେଷ୍ଟବ୍ୟାଙ୍କକୁ ନିର୍ଦ୍ଦେଶ ଦେଇଥିଲେ । ହେଲେ ଏହି ତଥ୍ୟ ଦାଖଲ କରିବା ପାଇଁ କୋର୍ଟଙ୍କୁ ଅଧିକ ସମୟ ମାଗିଥିଲା ଷ୍ଟେଟ ବ୍ୟାଙ୍କ । ସବିଶେଷ ଦାଖଲ ସମୟ ସୀମା ମାର୍ଚ୍ଚ ୬ ପରିବର୍ତ୍ତେ ଜୁନ ୩୦କୁ ବୃଦ୍ଧି କରିବା ପାଇଁ ମାର୍ଚ୍ଚ ୪ ତାରିଖରେ ସୁପ୍ରିମକୋର୍ଟରେ ଷ୍ଟେଟବ୍ୟାଙ୍କ ଆବେଦନ କରିଥିଲା ।
ଆବେଦନରେ ଏସ୍‌ବିଆଇ କହିଥିଲା ଯେ, ଏପ୍ରିଲ ୧୨, ୨୦୧୯ରୁ ଫେବୃଆରୀ ୧୫, ୨୦୨୪ ମଧ୍ୟରେ ବିଭିନ୍ନ ଦଳକୁ ଡୋନେସନ ଦେବା ପାଇଁ ୨୨,୨୧୭ ନିର୍ବାଚନୀ ବଣ୍ଡ ଜାରି କରାଯାଇଥିଲା । ଏହି ବଣ୍ଡଗୁଡିକ ମୁମ୍ବାଇର ମୁଖ୍ୟ ଶାଖାରେ, ଦେଶବ୍ୟାପୀ ପ୍ରାଧିକୃତ ଶାଖାଗୁଡିକ ଦ୍ୱାରା ମୁଦା ଲଫାପା ମାଧ୍ୟମରେ ଜମା କରାଯାଇଥିଲା । ଦୁଇଟି ଭିନ୍ନ ପ୍ରକାରର ସୂଚନା ଥିବାରୁ ମୋଟ ୪୪,୪୩୪ ସୂଚନା ସେଟକୁ ଡିକୋଡ ମାଧ୍ୟମରେ ସଂକଳନ ଓ ତର୍ଜମା କରିବାକୁ ପଡିବ । ତେଣୁ ଏହି ପ୍ରକ୍ରିୟା ପାଇଁ ଅଧିକ ସମୟ ଲାଗିବ । ଏଥିପାଇଁ ପୂର୍ବରୁ ମିଳିଥିବା ସମୟକୁ ଜୁନ ୩୦ ତାରିଖ ପର୍ୟ୍ୟନ୍ତ ବୃଦ୍ଧି କରାଯାଉ ।

Powered by Froala Editor

Tags Supreme court

Related articles Odisha News Lens 4.1

  • ମିଡ୍-ଡେ ମିଲ୍‌ରେ ଡିଟରଜେଣ୍ଟ, ୪୦ ଛାତ୍ରଛାତ୍ରୀ ଅସୁସ୍ଥ
    ଦେଶ-ଦେଶାନ୍ତର

    ମିଡ୍-ଡେ ମିଲ୍‌ରେ ଡିଟରଜେଣ୍ଟ, ୪୦ ଛାତ୍ରଛାତ୍ରୀ ଅସୁସ୍ଥ

    15245
    Aug 19, 2026
  • ବିଧାୟକଙ୍କ ପାଇଁ ମୁଖ୍ୟମନ୍ତ୍ରୀ ବିଜୟଙ୍କ ବଡ ଉପହାର, ଜାଣନ୍ତୁ କ’ଣ ?
    ଦେଶ-ଦେଶାନ୍ତର

    ବିଧାୟକଙ୍କ ପାଇଁ ମୁଖ୍ୟମନ୍ତ୍ରୀ ବିଜୟଙ୍କ ବଡ ଉପହାର, ଜାଣନ୍ତୁ କ’ଣ ?

    13975
    Aug 19, 2026
  • ୧୬ ବର୍ଷ ବୟସରେ ଚାର୍ଟର୍ଡ ଆକାଉଣ୍ଟାଣ୍ଟ
    ଦେଶ-ଦେଶାନ୍ତର

    ୧୬ ବର୍ଷ ବୟସରେ ଚାର୍ଟର୍ଡ ଆକାଉଣ୍ଟାଣ୍ଟ

    14871
    Aug 18, 2026
  • ଏହି ଆପ୍ ଦେବ ସବୁଠୁ ଶସ୍ତା, ଉତ୍ତମ ଗୁଣବତ୍ତାଯୁକ୍ତ ଔଷଧ
    ଦେଶ-ଦେଶାନ୍ତର

    ଏହି ଆପ୍ ଦେବ ସବୁଠୁ ଶସ୍ତା, ଉତ୍ତମ ଗୁଣବତ୍ତାଯୁକ୍ତ ଔଷଧ

    15205
    Aug 19, 2026
  • ସିଜରିଆନ୍ ପରେ ମହିଳାଙ୍କ ପେଟରେ ଛାଡିଦେଲେ ଗ୍ଲୋଭ୍ସ ଓ ନାପକିନ୍
    ଦେଶ-ଦେଶାନ୍ତର

    ସିଜରିଆନ୍ ପରେ ମହିଳାଙ୍କ ପେଟରେ ଛାଡିଦେଲେ ଗ୍ଲୋଭ୍ସ ଓ ନାପକିନ୍

    15109
    Aug 19, 2026
  • ଜଜ୍ ଙ୍କ ରେକର୍ଡ, ୯ ମାମଲାରେ ୨୨ ଦୋଷୀଙ୍କୁ ମୃତ୍ୟୁଦଣ୍ଡ
    ଦେଶ-ଦେଶାନ୍ତର

    ଜଜ୍ ଙ୍କ ରେକର୍ଡ, ୯ ମାମଲାରେ ୨୨ ଦୋଷୀଙ୍କୁ ମୃତ୍ୟୁଦଣ୍ଡ

    15020
    Aug 18, 2026
  • ନ୍ୟୁ ମାର୍କେଟ୍ ରେ ଜଳିଲା ହୋଟେଲ, ଶିଶୁଙ୍କ ସମେତ ୯ ଜୀବନ୍ତ ଦଗ୍ଧ
    ଦେଶ-ଦେଶାନ୍ତର

    ନ୍ୟୁ ମାର୍କେଟ୍ ରେ ଜଳିଲା ହୋଟେଲ, ଶିଶୁଙ୍କ ସମେତ ୯ ଜୀବନ୍ତ ଦଗ୍ଧ

    14900
    Aug 19, 2026
  • ୫ ବର୍ଷର ପୁଅ ସହ ବାପାର ସନ୍ଦେହଜନକ ମୃତ୍ୟୁ
    ଦେଶ-ଦେଶାନ୍ତର

    ୫ ବର୍ଷର ପୁଅ ସହ ବାପାର ସନ୍ଦେହଜନକ ମୃତ୍ୟୁ

    14589
    Aug 18, 2026
  •  ପ୍ରାଣୀ ଚିକିତ୍ସକ ନିଯୁକ୍ତିରେ ଅନିୟମିତତା ଅଭିଯୋଗ: କର୍ଣ୍ଣାଟକ ଓ ଅହମଦାବାଦ୍‌ର ୨୧ ...
    ଦେଶ-ଦେଶାନ୍ତର

    ପ୍ରାଣୀ ଚିକିତ୍ସକ ନିଯୁକ୍ତିରେ ଅନିୟମିତତା ଅଭିଯୋଗ: କର୍ଣ୍ଣାଟକ ଓ ଅହମଦାବାଦ୍‌ର ୨୧ ...

    13856
    Aug 19, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ବିଧାୟକଙ୍କ ପାଇଁ ମୁଖ୍ୟମନ୍ତ୍ରୀ ବିଜୟଙ୍କ ବଡ ଉପହାର, ଜାଣନ୍ତୁ କ’ଣ ?

    13975
    Aug 19, 2026
  • ଦେଶ-ଦେଶାନ୍ତର

    ୧୬ ବର୍ଷ ବୟସରେ ଚାର୍ଟର୍ଡ ଆକାଉଣ୍ଟାଣ୍ଟ

    14871
    Aug 18, 2026
  • ଦେଶ-ଦେଶାନ୍ତର

    ଏହି ଆପ୍ ଦେବ ସବୁଠୁ ଶସ୍ତା, ଉତ୍ତମ ଗୁଣବତ୍ତାଯୁକ୍ତ ଔଷଧ

    15205
    Aug 19, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17039
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17658
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17708
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18108
    Sep 06, 2023

ବିଶେଷ

  • ଏହା କଲେ ହେବ ନାହିଁ ଗ୍ୟାସ୍

    15762
    Aug 17, 2026
  • ଟୟେଲେଟ୍ ଯିବାବେଳେ ବଦଳାନ୍ତୁ ଏହିସବୁ ଅଭ୍ୟାସ

    13837
    Aug 16, 2026
  • ରୋଗର ପ୍ରଥମ ସଙ୍କେତ ଦିଏ ଓଠର ରଙ୍ଗ

    14868
    Aug 13, 2026
  • ଝିଅମାନେ କାହିଁକି ଲୁଚାନ୍ତି ତାଙ୍କ ପାଖରେ ଥିବା ଏହି ଗୁଣ ଜାଣନ୍ତୁ....

    14640
    Aug 10, 2026
  • ଏହି ଉପାୟ ଆପଣାଇଲେ ଘର ଖାଦ୍ୟ ଖାଇବେ ପିଲା

    14479
    Aug 07, 2026

ବାଣିଜ୍ୟ

ଆଇଟିସି ଆଶୀର୍ବାଦ ସଲ୍ଟ ୬ ଲକ୍ଷ ପିଲାଙ୍କ ଭୋଜନକୁ ଆୟୋଡିନ ପୋଷଣ ଯୋଗାଉଛି

ପୁରୀ ରଥ ଯାତ୍ରାରେ ଏହାର ‘ଆୟୋଡିନ କା ତିଲକ୍‌’ ପ୍ରୟାସ ପରେ ଏହି ବ୍ରାଣ୍ଡ୍‌ ପିଲାମାନଙ୍କ ନିମନ୍ତେ ଆୟୋଡିନ ପୋଷଣ ଯୋଗାଇବାକୁ ଚିଲ୍‌ଡ୍ରେନ୍ସ ଫାଉଣ୍ଡେସନଗୁଡିକ ସହିତ ସହଭାଗୀତା କରି ...

  • ବେଦାନ୍ତ ଆଲୁମିନିୟମ ସମ୍ପ୍ରଦାୟର ଯୋଗଦାନ ମାଧ୍ୟମରେ ବିଶ୍ୱ ଜନଜାତି ଦିବସ ପାଳନ କରିଛି

    14249
    Aug 12, 2026
  • ଆଶୀର୍ବାଦ ଅଟ୍ଟାର ଗୁଣାତ୍ମକ ପରମ୍ପରା ପୁରୀରେ ରଥ ନିର୍ମାଣକୁ ଜୀବନ୍ତ କରି ଗଢିତୋଳିଲା

    14376
    Aug 09, 2026
  • ବେଦାନ୍ତ ଆଲୁମିନିୟର ପ୍ରକଳ୍ପ ସଙ୍ଗମ କଳାହାଣ୍ଡିରେ ୪୦୦ରୁ ଉର୍ଦ୍ଧ କୃଷକଙ୍କୁ ନିରାପଦ ଏବଂ ଦୀର୍ଘସ୍ଥାୟୀ କୃଷି ପଦ୍ଧତି ଉପରେ ତାଲିମ ପ୍ରଦାନ କରିଛି

    15274
    Aug 09, 2026
  • ସୁଗନ୍ଧ ଉତ୍କର୍ଷର ୭୭ ବର୍ଷ ପାଳନ କରୁଛି, ସାଇକଲ ପିୟୋର୍‌ ଅଗରବତୀ ଭୁବନେଶ୍ୱରରେ ପାର୍ବଣ କାଳୀନ ନବସୃଜନ ଉନ୍ମୋଚନ କଲା

    14648
    Aug 07, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ୫ ବର୍ଷର ପୁଅ ସହ ବାପାର ସନ୍ଦେହଜନକ ମୃତ୍ୟୁ

    14589
    Aug 18, 2026
  • ସୋନିଆଙ୍କ ସହ ଗାନ୍ଧୀ ପରିବାର ବିରୋଧରେ ମିଥ୍ୟା ଅଭିଯୋଗ ଆଣିବା ଶାହାଙ୍କ ଅଭ୍ୟାସ: ଖଡ୍‌ଗେ

    14447
    Aug 19, 2026
  • ସିଜରିଆନ୍ ପରେ ମହିଳାଙ୍କ ପେଟରେ ଛାଡିଦେଲେ ଗ୍ଲୋଭ୍ସ ଓ ନାପକିନ୍

    15109
    Aug 19, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In