Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Friday, March 13, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ରାଜ୍ୟଗୁଡିକୁ ୪୦,୦୦୦ ଲିଟର କିରାସିନି ...

  • ଏଲଓସି ନିକଟରୁ ଜବତ ହେଲା ୮ କୋଟିର ହେରୋଇନ

  • ନେତାଙ୍କ ଘରୁ ୫୫ ସିଲିଣ୍ଡର ଜବତ, ପ୍ରତି ...

  • ଭାରତରେ ପର୍ଯ୍ୟାପ୍ତ ଅଶୋଧିତ ତୈଳ ଅଛି : ...

  • ସେଲିବ୍ରେଶନ ସମୟରେ ଜାତୀୟ ପତାକାକୁ ...

  • ମାଲାୟଲମ ଅଭିନେତା ହରି ମୁରଲୀଙ୍କ ...

  • ହର୍ମୁଜ୍ ପ୍ରଣାଳୀରୁ ମୁମ୍ବାଇ ପହଞ୍ଚିଲା ...

  • ସପ୍ତାହରେ ତିନିରୁ ଚାରି ଥର ପିଅନ୍ତୁ ଚା

  • ପେଇଂ ଗେଷ୍ଟଙ୍କୁ ଦିନରେ କେବଳ ୨ ଥର ଖାଦ୍ୟ ...

  • ମୋଦୀଙ୍କ ପରାମର୍ଶ: ରନ୍ଧନ ଗ୍ୟାସ ଅଭାବକୁ ...

Home ›› ›› ମେଣ୍ଟ: ଆଜି ସନ୍ଧ୍ୟା ସୁଦ୍ଧା ଚୂଡାନ୍ତ ନିଷ୍ପତି ଆସିପାରେ

ମେଣ୍ଟ: ଆଜି ସନ୍ଧ୍ୟା ସୁଦ୍ଧା ଚୂଡାନ୍ତ ନିଷ୍ପତି ଆସିପାରେ

2024-03-13 07:16:05
14957
Share:
Facebook
Twitter
E-Mail
WhatsApp
Telegram
 ମେଣ୍ଟ: ଆଜି ସନ୍ଧ୍ୟା ସୁଦ୍ଧା ଚୂଡାନ୍ତ ନିଷ୍ପତି ଆସିପାରେ

ଭୁବନେଶ୍ୱର: ବିଜେଡି-ବିଜେପି ମେଣ୍ଟ ଚର୍ଚ୍ଚାକୁ ନେଇ ଥମୁନି ଚର୍ଚ୍ଚା। ଏବେ ବି ଭିନ୍ନ ଭିନ୍ନ ମହଲରେ ଭିନ୍ନ ଭିନ୍ନ ଆଲୋଚନା ହେଉଛି । ଚା’ ଖଟିରୁ ଆରମ୍ଭ କରି ଦୋକାନ ବଜାର ହେଉ କି ଗାଁର ଭାଗବତ ଟୁଙ୍ଗୀ। କାହିଁକି ମେଣ୍ଟ ଘୋଷଣାରେ ବିଳମ୍ବ ହେଉଛି କିମ୍ବା ଆସନ ଭାଗବଣ୍ଟା କଣ ହୋଇପାରେ, ତାକୁ ନେଇ ସୋସିଆଲ ମିଡିଆରେ ବିଭିନ୍ନ ଆକଳନ କରାଯାଉଛି । ସବୁଠି କିନ୍ତୁ ଗୋଟିଏ କଥା ଆଲୋଚନା ହେଉଛି ଯେ ଦିଲ୍ଲୀରେ ମେଣ୍ଟ ଡିଲ ସରିଛି, କେବଳ ସିଟ ବୁଝାମଣାକୁ ନେଇ କେଉଁଠି ଟିକିଏ କେଁ ଥିବାରୁ, ଘୋଷଣା ହୋଇପାରୁନି ।

ତେବେ କୁହାଯାଉଛି କି, ଦିଲ୍ଲୀରୁ ହୋଇପାରେ ବିଜେପି-ବିଜେଡି ମେଣ୍ଟ ସମ୍ପର୍କିତ ଘୋଷଣା । ପୂରା ଓଡ଼ିଶାର ନଜର ଅଟକିଛି ଦିଲ୍ଲୀ ଉପରେ । କାରଣ ବିଗତ କିଛି ଦିନ ଧରି ଦିଲ୍ଲୀରେ ବିଜେପିର ଶୀର୍ଷ ନେତତ୍ୱ ଘନ ଘନ ବୈଠକ କରୁଛନ୍ତି। ତେବେ ମେଣ୍ଟ ନେଇ ଯେତିକି ବିଳମ୍ବ ହେଉଛି ନିଜ ଅଞ୍ଚଳରେ ଦଖଲ ରଖିଥିବା ନେତାଙ୍କ ଛାତି ମଧ୍ୟ କମ୍ପୁଛି। ବିଜେପି-ବିଜେଡି କଣ୍ଟା ସାଜୁଛି ପୁରୀ-ଭୁବନେଶ୍ୱର। ପୁରୀରେ ସମ୍ବିତ ପାତ୍ର ଓ ଭୁବନେଶ୍ୱରରେ ଅପରାଜିତା ଷଡଙ୍ଗୀଙ୍କୁ ନେଇ ଏବେ ବି ଦ୍ୱନ୍ଦ ଲାଗି ରହିଛି। ଏହି ମେଣ୍ଟ ଭିତରେ ଦୁହିଁଙ୍କ ଆସନ ସ୍ଥିର ରହିବ ନା ଏ ଆସନ ବିଜେଡି ହାତକୁ ଚାଲିଯିବ ତାକୁ ନେଇ ସସପେନ୍ସ ଜାରି ରହିଛି।

 ଆଶା କରାଯାଉଛି ଆଜି ସନ୍ଧ୍ୟା ସୁଦ୍ଧା ଚୂଡାନ୍ତ ନିଷ୍ପତି ଆସିପାରେ । ଏବେ ସଭିଁଙ୍କ ନଜର ଶୀର୍ଷ ନେତୃତ୍ୱଙ୍କ ଉପରେ ରହିଛି । ଆସନ୍ତା ନିର୍ବାଚନରେ ଦଳ ଏକାକୀ ଲଢିବ ନା ବିଜେଡି ସହ ମେଣ୍ଟ କରି ମୈଦାନକୁ ଓହ୍ଲାଇବ, ଏନେଇ ଚୂଡାନ୍ତ ନିଷ୍ପତି ନେବେ ଦଳର ଶୀର୍ଷ ନେତା ।

ଏହା ପୂର୍ବରୁ ଗତ ଦୁଇ ଦିନ ହେବ ନୂଆଦିଲ୍ଲୀରେ ରାଜ୍ୟ ବିଜେପି ନେତାଙ୍କ ମଧ୍ୟରେ ଘନ ଘନ ବୈଠକ ସରିଛି । କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଦିଲ୍ଲୀ ସ୍ଥିତ ସରକାରୀ ବାସଭବନରେ ଏହି ବୈଠକରେ ରାଜ୍ୟ ସଭାପତି ମନମୋହନ ସାମଲ, ସଂଗଠନ ସମ୍ପାଦକ ମାନସ ମହାନ୍ତି, ନିର୍ବାଚନ ପ୍ରଭାରୀ ବିଜୟପାଲ ସିଂ ତୋମାର, ସହ ପ୍ରଭାରୀ ଲତା ଉସେଣ୍ଡିଙ୍କ ସହ ପ୍ରମୁଖ ନେତା ମାନେ ସାମିଲ ହୋଇଥିଲେ । ଏହି ବୈଠକରେ ରାଜ୍ୟର ସମସ୍ତ ଲୋକସଭା ଓ ବିଧାନସଭା ଆସନରୁ ନେଇ ରିପୋର୍ଟ ପ୍ରସ୍ତୁତ ହୋଇଥିବା ବେଳେ କେନ୍ଦ୍ରୀୟ ନେତୃତ୍ୱଙ୍କ ନିକଟରେ ଏହାକୁ ଉପସ୍ଥାପନ କରାଯାଇଛି ।

ସେପଟେ ମେଣ୍ଟ ଘୋଷଣା ଯେତିକି ବିଳମ୍ବ ହେଉଛି, ସେହି ପରିମାଣରେ ବଢ଼ିଚାଲିଛି ଆକଳନ ଓ ଅନୁମାନ । ଉଭୟ ବିଜେପି-ବିଜେଡିର ଶୀର୍ଷ ନେତୃତ୍ୱ ମେଣ୍ଟ ନେଇ ଏପର୍ୟ୍ୟନ୍ତ ପଦଟିଏ କହୁନାହାନ୍ତି । ସୋସିଆଲ୍ ମିଡିଆରେ ବିଭିନ୍ନ କଳ୍ପନାଜଳ୍ପନା ଜୋର ଧରିବାରେ ଲାଗିଛି । କେବଳ ଓଡ଼ିଶାରେ ନୁହେଁ ଜାତୀୟ ସ୍ତରରେ ବି ଏହି ଆଲୋଚନା ଚାଲିଛି । 

Powered by Froala Editor

Tags Election

Related articles Odisha News Lens 4.1

  • ହର୍ମୁଜ୍ ପ୍ରଣାଳୀରୁ ମୁମ୍ବାଇ ପହଞ୍ଚିଲା ଭାରତ ତୈଳ ଟ୍ୟାଙ୍କର୍
    ଦେଶ-ଦେଶାନ୍ତର

    ହର୍ମୁଜ୍ ପ୍ରଣାଳୀରୁ ମୁମ୍ବାଇ ପହଞ୍ଚିଲା ଭାରତ ତୈଳ ଟ୍ୟାଙ୍କର୍

    15333
    Mar 12, 2026
  • ମାଲାୟଲମ ଅଭିନେତା ହରି ମୁରଲୀଙ୍କ ଦେହାନ୍ତ, କାରଣ ଜଣାପଡ଼ିନାହିଁ
    ଦେଶ-ଦେଶାନ୍ତର

    ମାଲାୟଲମ ଅଭିନେତା ହରି ମୁରଲୀଙ୍କ ଦେହାନ୍ତ, କାରଣ ଜଣାପଡ଼ିନାହିଁ

    14827
    Mar 12, 2026
  • ଏଲଓସି ନିକଟରୁ ଜବତ ହେଲା ୮ କୋଟିର ହେରୋଇନ
    ଦେଶ-ଦେଶାନ୍ତର

    ଏଲଓସି ନିକଟରୁ ଜବତ ହେଲା ୮ କୋଟିର ହେରୋଇନ

    14015
    Mar 13, 2026
  • ରାଜ୍ୟଗୁଡିକୁ ୪୦,୦୦୦ ଲିଟର କିରାସିନି ଯୋଗାଇ ଦେବାକୁ ନିଷ୍ପତ୍ତି
    ଦେଶ-ଦେଶାନ୍ତର

    ରାଜ୍ୟଗୁଡିକୁ ୪୦,୦୦୦ ଲିଟର କିରାସିନି ଯୋଗାଇ ଦେବାକୁ ନିଷ୍ପତ୍ତି

    13422
    Mar 13, 2026
  • ଭାରତରେ ପର୍ଯ୍ୟାପ୍ତ ଅଶୋଧିତ ତୈଳ ଅଛି : ପେଟ୍ରୋଲିୟମ ମନ୍ତ୍ରୀ
    ଦେଶ-ଦେଶାନ୍ତର

    ଭାରତରେ ପର୍ଯ୍ୟାପ୍ତ ଅଶୋଧିତ ତୈଳ ଅଛି : ପେଟ୍ରୋଲିୟମ ମନ୍ତ୍ରୀ

    14937
    Mar 12, 2026
  •  ମୋଦୀଙ୍କ ପରାମର୍ଶ: ରନ୍ଧନ ଗ୍ୟାସ ଅଭାବକୁ ନେଇ କୌଣସି ପ୍ରକାର ଆତଙ୍କିତ ହେବାର ନାହିଁ
    ଦେଶ-ଦେଶାନ୍ତର

    ମୋଦୀଙ୍କ ପରାମର୍ଶ: ରନ୍ଧନ ଗ୍ୟାସ ଅଭାବକୁ ନେଇ କୌଣସି ପ୍ରକାର ଆତଙ୍କିତ ହେବାର ନାହିଁ

    15684
    Mar 12, 2026
  • ନେତାଙ୍କ ଘରୁ ୫୫ ସିଲିଣ୍ଡର ଜବତ, ପ୍ରତି ସିଲିଣ୍ଡରକୁ ୨୦୦୦ ଟଙ୍କା ମୂଲ୍ୟରେ ବିକ୍ରି ...
    ଦେଶ-ଦେଶାନ୍ତର

    ନେତାଙ୍କ ଘରୁ ୫୫ ସିଲିଣ୍ଡର ଜବତ, ପ୍ରତି ସିଲିଣ୍ଡରକୁ ୨୦୦୦ ଟଙ୍କା ମୂଲ୍ୟରେ ବିକ୍ରି ...

    15497
    Mar 13, 2026
  • ପେଇଂ ଗେଷ୍ଟଙ୍କୁ  ଦିନରେ କେବଳ ୨ ଥର ଖାଦ୍ୟ ଦେବାପାଇଁ ନିଷ୍ପତ୍ତି
    ଦେଶ-ଦେଶାନ୍ତର

    ପେଇଂ ଗେଷ୍ଟଙ୍କୁ ଦିନରେ କେବଳ ୨ ଥର ଖାଦ୍ୟ ଦେବାପାଇଁ ନିଷ୍ପତ୍ତି

    15410
    Mar 12, 2026
  • ସେଲିବ୍ରେଶନ ସମୟରେ ଜାତୀୟ ପତାକାକୁ ଅସମ୍ମାନ
    ଖେଳ ଖବର

    ସେଲିବ୍ରେଶନ ସମୟରେ ଜାତୀୟ ପତାକାକୁ ଅସମ୍ମାନ

    13727
    Mar 12, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ନେତାଙ୍କ ଘରୁ ୫୫ ସିଲିଣ୍ଡର ଜବତ, ପ୍ରତି ସିଲିଣ୍ଡରକୁ ୨୦୦୦ ଟଙ୍କା ମୂଲ୍ୟରେ ବିକ୍ରି କରୁଥିଲେ

    15497
    Mar 13, 2026
  • ଦେଶ-ଦେଶାନ୍ତର

    ମାଲାୟଲମ ଅଭିନେତା ହରି ମୁରଲୀଙ୍କ ଦେହାନ୍ତ, କାରଣ ଜଣାପଡ଼ିନାହିଁ

    14827
    Mar 12, 2026
  • ବିଶେଷ

    ସପ୍ତାହରେ ତିନିରୁ ଚାରି ଥର ପିଅନ୍ତୁ ଚା

    13510
    Mar 12, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17365
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17429
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17776
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16249
    Apr 03, 2021

ବିଶେଷ

  • ସପ୍ତାହରେ ତିନିରୁ ଚାରି ଥର ପିଅନ୍ତୁ ଚା

    13510
    Mar 12, 2026
  • ଏହି ରୋଗୀ ଖାଆନ୍ତୁନି ତରଭୁଜ

    14187
    Mar 11, 2026
  • ପିଲାଙ୍କ ସୋସିଆଲ ସ୍କିଲ୍‌ ପାଇଁ ଆପଣାନ୍ତୁ ଏହିସବୁ ଟିପ୍ସ.....

    15050
    Mar 08, 2026
  • ଏହି ସ୍ଥାନରେ କଳାଜାଇ ଥିଲେ ଖୋଲେ ପୂର୍ବଜନ୍ମର ରହସ୍ୟ

    14804
    Mar 07, 2026
  • ହଠାତ୍ ଭୋକ ଲାଗିବା ବନ୍ଦ ହେଉଥିଲେ, ହୋଇପାରେ ସାଂଘାତିକ ରୋଗ

    15255
    Mar 05, 2026

ବାଣିଜ୍ୟ

ୟୁନିଭରସିଟି ଅଫ୍‌ ୱେଷ୍ଟର୍ଣ୍ଣ ଅଷ୍ଟ୍ରେଲିଆ ଏବଂ ସାଇନ୍ସ ଆଣ୍ଡ ଟେକ୍‌ନୋଲୋଜି (ଏସ୍‌ ଆଣ୍ଡ ଟି) କ୍ଲଷ୍ଟର୍ସ ବିଜ୍ଞାନ ଓ ନବସୃଜନ ସହଯୋଗୀତା ମଜଭୁତ କରିବାକୁ ରଣକୋ÷ଶଳାତ୍ମକ ଏମ୍‌ଓୟୁରେ ସ୍ୱାକ୍ଷର କଲେ

ଭୁବନେଶ୍ୱର: ଦି ୟୁନିଭରସିଟି ଅଫ୍‌ ୱେଷ୍ଟର୍ଣ୍ଣ ଅଷ୍ଟ୍ରେଲିଆ (ୟୁଡବ୍ଲୁ୍ଏ) ଏବଂ ସାଇନ୍ସ ଆଣ୍ଡ୍‌ ଟେକ୍‌ନୋଲୋଜି (ଏସ୍‌ ଆଣ୍ଡ ଟି) କ୍ଲଷ୍ଟର୍ସ (ଅଫିସ ଅଫ୍‌ ଦି ପ୍ରିନସିପାଲ ସାଇଣ୍ଟିଫିକ ...

  • ନିଭାୟେଙ୍ଗେ ଅଲୱେଜ: ଖିମଜୀ ଜୁଏଲର୍ସ ପକ୍ଷରୁ ଚିରକାଳ ପ୍ରତିଶ୍ରୁତିର ଉତ୍ସବ ପାଳନ

    15674
    Feb 23, 2026
  • ୧ ଏପ୍ରିଲରୁ ନୂତନ ଆୟକର ଆଇନ

    15135
    Feb 09, 2026
  • ଓଡ଼ିଶା ଆପାର୍ଟମେଣ୍ଟ ମାଲିକାନା ଓ ପରିଚାଳନା ଆଇନ, ୨୦୨୩ ଅଧୀନରେ ଋୟାଲ ଆର୍କେଡ, ଭୁବନେଶ୍ୱର ଏକ ମାନଦଣ୍ଡ ସ୍ଥାପନ କଲା

    14985
    Feb 08, 2026
  • ଭୁଶୁଡିଲା ସେୟାର ମାର୍କେଟ

    14497
    Feb 01, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ହର୍ମୁଜ୍ ପ୍ରଣାଳୀରୁ ମୁମ୍ବାଇ ପହଞ୍ଚିଲା ଭାରତ ତୈଳ ଟ୍ୟାଙ୍କର୍

    15333
    Mar 12, 2026
  • ମାଲାୟଲମ ଅଭିନେତା ହରି ମୁରଲୀଙ୍କ ଦେହାନ୍ତ, କାରଣ ଜଣାପଡ଼ିନାହିଁ

    14827
    Mar 12, 2026
  • ମୋଦୀଙ୍କ ପରାମର୍ଶ: ରନ୍ଧନ ଗ୍ୟାସ ଅଭାବକୁ ନେଇ କୌଣସି ପ୍ରକାର ଆତଙ୍କିତ ହେବାର ନାହିଁ

    15684
    Mar 12, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In