Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Tuesday, June 03, 2025, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
Breaking News

‘ରାମାୟଣ’ରେ ମୋହିତ : ସୁପରଷ୍ଟାରଙ୍କ ଉପରେ ...

ରାଜ୍ୟ
Home ›› ରାଜ୍ୟ ››ମେୟରଙ୍କ ଦରମା ୫୦ ହଜାର ଟଙ୍କାକୁ ବୃଦ୍ଧି

ମେୟରଙ୍କ ଦରମା ୫୦ ହଜାର ଟଙ୍କାକୁ ବୃଦ୍ଧି

2024-03-13 08:47:28
15187
Share:
Facebook
Twitter
E-Mail
WhatsApp
Telegram
ମେୟରଙ୍କ ଦରମା ୫୦ ହଜାର ଟଙ୍କାକୁ ବୃଦ୍ଧି

ଭୁବନେଶ୍ୱର: ଗତ କିଛି ଦିନ ହେଲା ବିଭିନ୍ନ ବର୍ଗର କର୍ମଚାରୀଙ୍କ ପାଇଁ ରାଜ୍ୟ ସରକାର କିଛି ନା କିଛି ଘୋଷଣା କରୁଛନ୍ତି । ଏହି କ୍ରମରେ  ବୁଧବାର ରାଜ୍ୟ ସରକାର ଏକ ବଡ଼ ନିଷ୍ପତ୍ତି ଗ୍ରହଣ କରିଛନ୍ତି । ମେୟରଙ୍କ ଦରମା ୫୦ ହଜାର ଟଙ୍କାକୁ ବୃଦ୍ଧି କରିଛନ୍ତି ରାଜ୍ୟ ସରକାର ।

ସେହିପରି ରାଜ୍ୟ ସରକାର ଡେପୁଟି ମେୟରଙ୍କ ଦରମା ୨୦ ହଜାର ଟଙ୍କାକୁ ବୃଦ୍ଧି କରିଛନ୍ତି । ଏହାଛଡ଼ା ପୌରପରିଷଦ ଅଧ୍ୟକ୍ଷଙ୍କ ଦରମା ୧୫ ହଜାରକୁ ବୃଦ୍ଧି କରାଯାଇଛି । 

ସେହିପରି ପୌରପରିଷଦ ଉପାଧ୍ୟକ୍ଷ ଏଣିକି ୧୦ ହଜାର ଟଙ୍କା ପାଇବେ ବୋଲି ରାଜ୍ୟ ସରକାର ଘୋଷଣା କରିଛନ୍ତି ।  ଅନ୍ୟପକ୍ଷରେ ଏନଏସି ଅଧ୍ୟକ୍ଷଙ୍କ ଦରମା ୧୦ ହଜାର ଓ ଏନଏସି ଉପାଧ୍ୟକ୍ଷଙ୍କ ଦରମା ୭ ହଜାର ୫୦୦ ଟଙ୍କାକୁ ବୃଦ୍ଧି କରାଯାଇଛି । 

ପ୍ରକାଶ ଯେ  ରାଜ୍ୟର ୫ଟି ମହାନଗର ନିଗମ, ୪୮ଟି ପୌର ପରିଷଦ ଓ ୬୮ଟି ବିଜ୍ଞପିତ ଅଞ୍ଚଳ ପରିଷଦର ମେୟର, ଡେପୁଟି ମେୟର, ଅଧ୍ୟକ୍ଷ, ଉପାଧ୍ୟକ୍ଷ, କର୍ପୋରେଟର ଓ କାଉନସିଲରଙ୍କ ପାରିତୋଷିକ ଓ ଭତ୍ତାରେ ବୃଦ୍ଧି ବିଷୟ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଘୋଷଣା କରିଛନ୍ତି।

ପଞ୍ଚମ ରାଜ୍ୟ ଅର୍ଥ କମିଶନଙ୍କ ସୁପାରିଶ ତଥା ଓଡିଶା ମ୍ୟୁନିସିପାଲ କର୍ପୋରେସନ ରୁଲ୍ସ- ୨୦୦୪ ଓ ଓଡିଶା ମ୍ୟୁନିସିପାଲିଟି ରୁଲ୍ସ-୧୯୫୩ ରେ ସଂଶୋଧନ ଆଣି ଏହି ବୃଦ୍ଧି କରାଯାଇଛି।

ମହାନଗର ନିଗମମାନଙ୍କର ମେୟରମାନେ ପୂର୍ବରୁ ପାରିତୋଷିକ ଭାବରେ ୮ ହଜାର ଟଙ୍କା ପାଉଥିବା ବେଳେ ଏହାକୁ ସଂଶୋଧନ କରାଯାଇ ମାସିକ ୫୦ ହଜାର ଟଙ୍କାକୁ ବୃଦ୍ଧି କରାଯାଇଛି। ସେହିପରି ଡେପୁଟି ମେୟରମାନଙ୍କ ପାରିତୋଷିକ ମାସିକ ୫ ହଜାର ଟଙ୍କାରୁ ୨୦ ହଜାର ଟଙ୍କାକୁ ବୃଦ୍ଧି କରାଯାଇଛି। ପୌର ପରିଷଦ ଅଧ୍ୟକ୍ଷଙ୍କ ପାରିତୋଷିକ ମାସିକ ୧,୫୦୦ ରୁ  ୧୫ ହଜାର ଟଙ୍କାକୁ, ଉପଧ୍ୟକ୍ଷଙ୍କ ପାରିତୋଷିକ ମାସିକ ୧,୨୦୦ ରୁ ୧୦ ହଜାର ଟଙ୍କାକୁ ବୃଦ୍ଧି କରାଯାଇଥିବା ବେଳେ ଏନ୍‌.ଏ.ସି. ଅଧ୍ୟକ୍ଷମାନଙ୍କର ମାସିକ ପାରିତୋଷିକ ୧,୦୦୦ ଟଙ୍କାରୁ ୧୦ ହଜାର ଟଙ୍କାକୁ ଏବଂ ଉପାଧ୍ୟକ୍ଷଙ୍କ ମାସିକ ପାରିତୋଷିକ ୮୦୦ ରୁ ୭,୫୦୦ ଟଙ୍କାକୁ ବୃଦ୍ଧି ବିଷୟ ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି। 

ମହାନଗର ନିଗମ କର୍ପୋରେଟରମାନେ ପ୍ରତି ବୈଠକ ପାଇଁ ଭତ୍ତା ବାବଦରେ ୭,୦୦ ଟଙ୍କା ପାଉଥିବା ବେଳେ ଏବେ ଏହାକୁ ୨,୦୦୦ ଟଙ୍କାକୁ ବୃଦ୍ଧି କରାଯାଇଛି। ବିଭିନ୍ନ ପୌର ପରିଷଦ ଓ ଏନ୍‌.ଏ.ସି.ର କାଉନସିଲରଙ୍କ ଭତ୍ତା ୧୫୦ ରୁ ୫୦୦ ଟଙ୍କାକୁ ବୃଦ୍ଧି କରାଯାଇଛି। ଏତଦ୍‌ ବ୍ୟତୀତ ମହାନଗର ନିଗମର Standing Committee ର ସଦସ୍ୟମାନଙ୍କୁ ବୈଠକ ସମୟରେ ମଧ୍ୟ ଦୈନିକ ୨୦୦ ଟଙ୍କା ଭତ୍ତା ମିଳିବ।
ପୌରାଞ୍ଚଳଗୁଡିକର ନିର୍ବାଚିତ ପ୍ରତିନିଧିମାନଙ୍କ ପାଇଁ ଅନୁକମ୍ପା ସହାୟତା ଲାଗୁ କରାଯିବା ବିଷୟ ମଧ୍ୟ ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି। ମୃତ୍ୟୁ କ୍ଷେତ୍ରରେ ଏହି ସହାୟତା ରାଶି ୨ ଲକ୍ଷ ଟଙ୍କା ରଖାଯାଇଥିବା ବେଳେ ସମ୍ପୂର୍ଣ୍ଣ ଓ ଆଂଶିକ ଅକ୍ଷମତା କ୍ଷେତ୍ରରେ ଯଥାକ୍ରମେ ୨ ଲକ୍ଷ ଓ ୧ ଲକ୍ଷ ଟଙ୍କା ରଖାଯାଇଛି।
ଏଥିପାଇଁ ରାଜ୍ୟ ସରକାର ୪ କୋଟି ୭୬ ଲକ୍ଷ ୫୨ ହଜାର ଟଙ୍କା ବାର୍ଷିକ ବ୍ୟୟ ବହନ କରିବେ।

ସୂଚନାଯୋଗ୍ୟ ଯେ ବର୍ତ୍ତମାନ ରାଜ୍ୟର ବିଭିନ୍ନ ମ୍ୟୁନିସିପାଲିଟି ଓ ଏନ୍‌.ଏ.ସି.ରେ ୧୬୯୬ କାଉନସିଲର ଏବଂ ମହାନଗର ନିଗମରେ ୨୪୪ଜଣ କର୍ପୋରେଟର ନିର୍ବାଚିତ ହୋଇ କାମ କରୁଛନ୍ତି।

Powered by Froala Editor

Tags Naveen pattanaik

Related articles Odisha News Lens 4.1

  • କୋହଲିଙ୍କ ବାଙ୍ଗାଲୁରୁ ରେଷ୍ଟୁରାଣ୍ଟ ବିରୋଧରେ ରୁଜୁ ହେଲା ମାମଲା
    ଦେଶ-ଦେଶାନ୍ତର

    କୋହଲିଙ୍କ ବାଙ୍ଗାଲୁରୁ ରେଷ୍ଟୁରାଣ୍ଟ ବିରୋଧରେ ରୁଜୁ ହେଲା ମାମଲା

    14906
    Jun 02, 2025
  • ଜେଇଇ ଆଡଭାନ୍ସଡ ଫଳ: ସର୍ବଭାରତୀୟ ଟପ୍ପର ଦିଲ୍ଲୀର ରଜିତ ଗୁପ୍ତା
    ଦେଶ-ଦେଶାନ୍ତର

    ଜେଇଇ ଆଡଭାନ୍ସଡ ଫଳ: ସର୍ବଭାରତୀୟ ଟପ୍ପର ଦିଲ୍ଲୀର ରଜିତ ଗୁପ୍ତା

    15080
    Jun 02, 2025
  • ପୁଣି ପରଦାକୁ ଫେରୁଛନ୍ତି ଚକ୍ରବର୍ତ୍ତୀ ସମ୍ରାଟ ପୃଥ୍ୱୀରାଜ
    ମନୋରଞ୍ଜନ

    ପୁଣି ପରଦାକୁ ଫେରୁଛନ୍ତି ଚକ୍ରବର୍ତ୍ତୀ ସମ୍ରାଟ ପୃଥ୍ୱୀରାଜ

    15119
    Jun 02, 2025
  • ‘ରାମାୟଣ’ରେ ମୋହିତ : ସୁପରଷ୍ଟାରଙ୍କ ଉପରେ ଭାରୀ ପଡ଼ିବେ ଟେଲି ଅଭିନେତା
    ମନୋରଞ୍ଜନ

    ‘ରାମାୟଣ’ରେ ମୋହିତ : ସୁପରଷ୍ଟାରଙ୍କ ଉପରେ ଭାରୀ ପଡ଼ିବେ ଟେଲି ଅଭିନେତା

    15394
    Jun 02, 2025
  • ପ୍ରଥମେ ଡାକିଲେ, ଦୁଇ ଦିନ ପରେ କହିଲେ କମ୍ପ୍ରୋମାଇଜ୍ କର : ପୂଜା
    ମନୋରଞ୍ଜନ

    ପ୍ରଥମେ ଡାକିଲେ, ଦୁଇ ଦିନ ପରେ କହିଲେ କମ୍ପ୍ରୋମାଇଜ୍ କର : ପୂଜା

    13643
    Jun 02, 2025
  • ହ୍ରାସ ପାଇବ ଗୃହ ଋଣ ଏବଂ କାର ଋଣର ମାସିକ କିସ୍ତି
    ଦେଶ-ଦେଶାନ୍ତର

    ହ୍ରାସ ପାଇବ ଗୃହ ଋଣ ଏବଂ କାର ଋଣର ମାସିକ କିସ୍ତି

    15344
    Jun 02, 2025
  • ସିକିମରେ ଭୂସ୍ଖଳନ : ୩ ମୃତ, ୯ ଯବାନ ନିଖୋଜ
    ଦେଶ-ଦେଶାନ୍ତର

    ସିକିମରେ ଭୂସ୍ଖଳନ : ୩ ମୃତ, ୯ ଯବାନ ନିଖୋଜ

    13610
    Jun 02, 2025
  • ଫୋନ୍ ଗପି ଶିଶୁର ବୁଢ଼ା ଆଙ୍ଗୁଳି କାଟିଦେଲେ ନର୍ସ
    ଦେଶ-ଦେଶାନ୍ତର

    ଫୋନ୍ ଗପି ଶିଶୁର ବୁଢ଼ା ଆଙ୍ଗୁଳି କାଟିଦେଲେ ନର୍ସ

    14124
    Jun 02, 2025
  • ଅବସାଦ ଦୂର କରିବାର ସହଜ ଉପାୟ ଜାଣନ୍ତୁ....
    ବିଶେଷ

    ଅବସାଦ ଦୂର କରିବାର ସହଜ ଉପାୟ ଜାଣନ୍ତୁ....

    15011
    Jun 02, 2025

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ହ୍ରାସ ପାଇବ ଗୃହ ଋଣ ଏବଂ କାର ଋଣର ମାସିକ କିସ୍ତି

    15344
    Jun 02, 2025
  • ବିଶେଷ

    ଅବସାଦ ଦୂର କରିବାର ସହଜ ଉପାୟ ଜାଣନ୍ତୁ....

    15011
    Jun 02, 2025
  • ଦେଶ-ଦେଶାନ୍ତର

    ସିକିମରେ ଭୂସ୍ଖଳନ : ୩ ମୃତ, ୯ ଯବାନ ନିଖୋଜ

    13610
    Jun 02, 2025

Advertisement

ସଂସ୍କୃତି

୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

ଭୁବନେଶ୍ୱର : ଓଡ଼ିଶାର ଅଗ୍ରଣୀ ଓଡ଼ିଶୀ ନୃତ୍ୟ ଅନୁଷ୍ଠାନ ସୃଜନ ଓ ଶ୍ରୀ ଶ୍ରୀ ବିଶ୍ୱବିଦ୍ୟାଳୟର ମିଳିତ ସହଯୋଗରେ ଅନୁଷ୍ଠିତ ୨୯ତମ ଓଏମ୍‍ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଗତକାଲି  ଏକ ଭବ୍ୟ ସମାହାରରେ ଭୁବନେଶ୍ୱରର ରବିନ୍ଦ୍ର ମଣ୍ଡପରେ ଉଦ୍‍ଯାପିତ ହୋଇଯାଇଅଛି । ଚାରିଦିନ ଧରି ଅନୁଷ୍ଠିତ ଚମ ...

  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    16640
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    16931
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    15467
    Apr 03, 2021

ବିଶେଷ

  • ଅବସାଦ ଦୂର କରିବାର ସହଜ ଉପାୟ ଜାଣନ୍ତୁ....

    15011
    Jun 02, 2025
  • ନିୟମିତ ମଦ୍ୟପାନ କଲେ ଜିନ୍‌ରେ ଆସେ ପରିବର୍ତ୍ତନ

    15384
    Jun 02, 2025
  • ସିଝା ଅଣ୍ଡାରେ ମାଲିସ୍‌

    15207
    Jun 01, 2025
  • କଖାରୁ ଫୁଲ ଶରୀର ପାଇଁ ଭାରି ଉପକାରୀ

    15893
    Jun 01, 2025
  • ଡାଇବେଟିସ୍‌ ରୋଗୀଙ୍କ ପାଇଁ ଏହି ଫଳ ମନା

    13837
    May 31, 2025

ବାଣିଜ୍ୟ

କୃଷକଙ୍କୁ ସଶକ୍ତ କରୁଛି ହିଣ୍ଡାଲକୋର ‘ପ୍ରୋଜେକ୍ଟ ବସୁଧା’

ଭୁବନେଶ୍ୱର: ଆଦିତ୍ୟ ବିର୍ଲା ଗ୍ରୁପ୍‌ର ଏକ କମ୍ପାନୀ ହିଣ୍ଡାଲକୋ ଇଣ୍ଡଷ୍ଟ୍ରିଜ ଲିମିଟେଡ ନିକଟରେ ସମ୍ବଲପୁର ଜିଲ୍ଲାର ହୀରାକୁଦର ୧୬ଟି ଗ୍ରାମରେ ସେମାନଙ୍କ ଜୀବିକା ଉପାର୍ଜନରେ ରୂପାନ୍ତରଣ ଆଣିବା ନିମନ୍ତେ ପ୍ର ...

  • ଖିମଜୀ ଜୁଏଲର୍ସ ଆରମ୍ଭ କଲା ‘ଦି ଗ୍ରାଣ୍ଡ୍ ଅକ୍ଷୟ ତୃତୀୟା ସେଲ୍’

    15686
    Apr 18, 2025
  • ଜୁସି ଆଶୀର୍ବାଦ ସୋୟା ଚଙ୍କସ ସହିତ ଖୁସିର ମୁହୂର୍ତ୍ତ ବାଣ୍ଟିଛନ୍ତି ସେଲିବ୍ରିଟି ଦମ୍ପତି ଅର୍ଚ୍ଚିତା ଏବଂ ସବ୍ୟସାଚୀ

    16301
    Feb 21, 2025
  • ଫେବୃଆରୀରେ ସୁନା ଦର ସବୁଠୁ ଉଚ୍ଚା, ଆହୁରି ବଢ଼ିବ

    14010
    Feb 06, 2025
  • ରାଇଡର୍ସଙ୍କ ପସନ୍ଦ ହଣ୍ଟର ୩୫୦, ସୃଷ୍ଟି କଲା ନୂଆ ମାଇଲଖୁଣ୍ଟ

    14808
    Jan 28, 2025

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ପ୍ରଥମେ ଡାକିଲେ, ଦୁଇ ଦିନ ପରେ କହିଲେ କମ୍ପ୍ରୋମାଇଜ୍ କର : ପୂଜା

    13643
    Jun 02, 2025
  • ଜେଇଇ ଆଡଭାନ୍ସଡ ଫଳ: ସର୍ବଭାରତୀୟ ଟପ୍ପର ଦିଲ୍ଲୀର ରଜିତ ଗୁପ୍ତା

    15080
    Jun 02, 2025
  • କୋହଲିଙ୍କ ବାଙ୍ଗାଲୁରୁ ରେଷ୍ଟୁରାଣ୍ଟ ବିରୋଧରେ ରୁଜୁ ହେଲା ମାମଲା

    14906
    Jun 02, 2025

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In