Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Wednesday, March 11, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଏହି ରୋଗୀ ଖାଆନ୍ତୁନି ତରଭୁଜ

  • ଇଚ୍ଛାମୃତ୍ୟୁକୁ ସୁପ୍ରିମକୋର୍ଟଙ୍କ ...

  • ପୁଣି ଦୁବାଇ ବିମାନବନ୍ଦର ଉପରେ ଡ୍ରୋନ୍ ...

  • ଅତ୍ୟାବଶ୍ୟକ ସାମଗ୍ରୀ ଆଇନ ଲାଗୁ କଲେ ...

  • ଫୋନରେ କଥା ହେଲେ ଭାରତର ବୈଦେଶିକ ମନ୍ତ୍ରୀ ...

  • ବ୍ୟକ୍ତିଗତ କାରଣ ଦର୍ଶାଇ ବିଜେଡି ...

  • କୋଭିଡ୍ ଭ୍ୟାକସିନ୍‌ର ପାର୍ଶ୍ୱ ...

  • LPG ସିଲିଣ୍ଡର ସଙ୍କଟ, ଦେଶବ୍ୟାପୀ ଏସମା ଲାଗୁ

  • ଯୁଦ୍ଧ ଯୋଗୁଁ ପାକିସ୍ତାନରେ ସ୍କୁଲ ଦୁଇ ...

  • 'ଦୁର୍ନୀତିଗ୍ରସ୍ତ ନ୍ୟାୟପାଳିକା' ଚାପ୍ଟର ...

Home ›› ››ମେୟରଙ୍କ ଦରମା ୫୦ ହଜାର ଟଙ୍କାକୁ ବୃଦ୍ଧି

ମେୟରଙ୍କ ଦରମା ୫୦ ହଜାର ଟଙ୍କାକୁ ବୃଦ୍ଧି

2024-03-13 08:47:28
15247
Share:
Facebook
Twitter
E-Mail
WhatsApp
Telegram
ମେୟରଙ୍କ ଦରମା ୫୦ ହଜାର ଟଙ୍କାକୁ ବୃଦ୍ଧି

ଭୁବନେଶ୍ୱର: ଗତ କିଛି ଦିନ ହେଲା ବିଭିନ୍ନ ବର୍ଗର କର୍ମଚାରୀଙ୍କ ପାଇଁ ରାଜ୍ୟ ସରକାର କିଛି ନା କିଛି ଘୋଷଣା କରୁଛନ୍ତି । ଏହି କ୍ରମରେ  ବୁଧବାର ରାଜ୍ୟ ସରକାର ଏକ ବଡ଼ ନିଷ୍ପତ୍ତି ଗ୍ରହଣ କରିଛନ୍ତି । ମେୟରଙ୍କ ଦରମା ୫୦ ହଜାର ଟଙ୍କାକୁ ବୃଦ୍ଧି କରିଛନ୍ତି ରାଜ୍ୟ ସରକାର ।

ସେହିପରି ରାଜ୍ୟ ସରକାର ଡେପୁଟି ମେୟରଙ୍କ ଦରମା ୨୦ ହଜାର ଟଙ୍କାକୁ ବୃଦ୍ଧି କରିଛନ୍ତି । ଏହାଛଡ଼ା ପୌରପରିଷଦ ଅଧ୍ୟକ୍ଷଙ୍କ ଦରମା ୧୫ ହଜାରକୁ ବୃଦ୍ଧି କରାଯାଇଛି । 

ସେହିପରି ପୌରପରିଷଦ ଉପାଧ୍ୟକ୍ଷ ଏଣିକି ୧୦ ହଜାର ଟଙ୍କା ପାଇବେ ବୋଲି ରାଜ୍ୟ ସରକାର ଘୋଷଣା କରିଛନ୍ତି ।  ଅନ୍ୟପକ୍ଷରେ ଏନଏସି ଅଧ୍ୟକ୍ଷଙ୍କ ଦରମା ୧୦ ହଜାର ଓ ଏନଏସି ଉପାଧ୍ୟକ୍ଷଙ୍କ ଦରମା ୭ ହଜାର ୫୦୦ ଟଙ୍କାକୁ ବୃଦ୍ଧି କରାଯାଇଛି । 

ପ୍ରକାଶ ଯେ  ରାଜ୍ୟର ୫ଟି ମହାନଗର ନିଗମ, ୪୮ଟି ପୌର ପରିଷଦ ଓ ୬୮ଟି ବିଜ୍ଞପିତ ଅଞ୍ଚଳ ପରିଷଦର ମେୟର, ଡେପୁଟି ମେୟର, ଅଧ୍ୟକ୍ଷ, ଉପାଧ୍ୟକ୍ଷ, କର୍ପୋରେଟର ଓ କାଉନସିଲରଙ୍କ ପାରିତୋଷିକ ଓ ଭତ୍ତାରେ ବୃଦ୍ଧି ବିଷୟ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଘୋଷଣା କରିଛନ୍ତି।

ପଞ୍ଚମ ରାଜ୍ୟ ଅର୍ଥ କମିଶନଙ୍କ ସୁପାରିଶ ତଥା ଓଡିଶା ମ୍ୟୁନିସିପାଲ କର୍ପୋରେସନ ରୁଲ୍ସ- ୨୦୦୪ ଓ ଓଡିଶା ମ୍ୟୁନିସିପାଲିଟି ରୁଲ୍ସ-୧୯୫୩ ରେ ସଂଶୋଧନ ଆଣି ଏହି ବୃଦ୍ଧି କରାଯାଇଛି।

ମହାନଗର ନିଗମମାନଙ୍କର ମେୟରମାନେ ପୂର୍ବରୁ ପାରିତୋଷିକ ଭାବରେ ୮ ହଜାର ଟଙ୍କା ପାଉଥିବା ବେଳେ ଏହାକୁ ସଂଶୋଧନ କରାଯାଇ ମାସିକ ୫୦ ହଜାର ଟଙ୍କାକୁ ବୃଦ୍ଧି କରାଯାଇଛି। ସେହିପରି ଡେପୁଟି ମେୟରମାନଙ୍କ ପାରିତୋଷିକ ମାସିକ ୫ ହଜାର ଟଙ୍କାରୁ ୨୦ ହଜାର ଟଙ୍କାକୁ ବୃଦ୍ଧି କରାଯାଇଛି। ପୌର ପରିଷଦ ଅଧ୍ୟକ୍ଷଙ୍କ ପାରିତୋଷିକ ମାସିକ ୧,୫୦୦ ରୁ  ୧୫ ହଜାର ଟଙ୍କାକୁ, ଉପଧ୍ୟକ୍ଷଙ୍କ ପାରିତୋଷିକ ମାସିକ ୧,୨୦୦ ରୁ ୧୦ ହଜାର ଟଙ୍କାକୁ ବୃଦ୍ଧି କରାଯାଇଥିବା ବେଳେ ଏନ୍‌.ଏ.ସି. ଅଧ୍ୟକ୍ଷମାନଙ୍କର ମାସିକ ପାରିତୋଷିକ ୧,୦୦୦ ଟଙ୍କାରୁ ୧୦ ହଜାର ଟଙ୍କାକୁ ଏବଂ ଉପାଧ୍ୟକ୍ଷଙ୍କ ମାସିକ ପାରିତୋଷିକ ୮୦୦ ରୁ ୭,୫୦୦ ଟଙ୍କାକୁ ବୃଦ୍ଧି ବିଷୟ ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି। 

ମହାନଗର ନିଗମ କର୍ପୋରେଟରମାନେ ପ୍ରତି ବୈଠକ ପାଇଁ ଭତ୍ତା ବାବଦରେ ୭,୦୦ ଟଙ୍କା ପାଉଥିବା ବେଳେ ଏବେ ଏହାକୁ ୨,୦୦୦ ଟଙ୍କାକୁ ବୃଦ୍ଧି କରାଯାଇଛି। ବିଭିନ୍ନ ପୌର ପରିଷଦ ଓ ଏନ୍‌.ଏ.ସି.ର କାଉନସିଲରଙ୍କ ଭତ୍ତା ୧୫୦ ରୁ ୫୦୦ ଟଙ୍କାକୁ ବୃଦ୍ଧି କରାଯାଇଛି। ଏତଦ୍‌ ବ୍ୟତୀତ ମହାନଗର ନିଗମର Standing Committee ର ସଦସ୍ୟମାନଙ୍କୁ ବୈଠକ ସମୟରେ ମଧ୍ୟ ଦୈନିକ ୨୦୦ ଟଙ୍କା ଭତ୍ତା ମିଳିବ।
ପୌରାଞ୍ଚଳଗୁଡିକର ନିର୍ବାଚିତ ପ୍ରତିନିଧିମାନଙ୍କ ପାଇଁ ଅନୁକମ୍ପା ସହାୟତା ଲାଗୁ କରାଯିବା ବିଷୟ ମଧ୍ୟ ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି। ମୃତ୍ୟୁ କ୍ଷେତ୍ରରେ ଏହି ସହାୟତା ରାଶି ୨ ଲକ୍ଷ ଟଙ୍କା ରଖାଯାଇଥିବା ବେଳେ ସମ୍ପୂର୍ଣ୍ଣ ଓ ଆଂଶିକ ଅକ୍ଷମତା କ୍ଷେତ୍ରରେ ଯଥାକ୍ରମେ ୨ ଲକ୍ଷ ଓ ୧ ଲକ୍ଷ ଟଙ୍କା ରଖାଯାଇଛି।
ଏଥିପାଇଁ ରାଜ୍ୟ ସରକାର ୪ କୋଟି ୭୬ ଲକ୍ଷ ୫୨ ହଜାର ଟଙ୍କା ବାର୍ଷିକ ବ୍ୟୟ ବହନ କରିବେ।

ସୂଚନାଯୋଗ୍ୟ ଯେ ବର୍ତ୍ତମାନ ରାଜ୍ୟର ବିଭିନ୍ନ ମ୍ୟୁନିସିପାଲିଟି ଓ ଏନ୍‌.ଏ.ସି.ରେ ୧୬୯୬ କାଉନସିଲର ଏବଂ ମହାନଗର ନିଗମରେ ୨୪୪ଜଣ କର୍ପୋରେଟର ନିର୍ବାଚିତ ହୋଇ କାମ କରୁଛନ୍ତି।

Powered by Froala Editor

Tags Naveen pattanaik

Related articles Odisha News Lens 4.1

  •  ଫୋନରେ କଥା ହେଲେ ଭାରତର ବୈଦେଶିକ ମନ୍ତ୍ରୀ ଓ ଇରାନ ବୈଦେଶିକ ମନ୍ତ୍ରୀ
    ଦେଶ-ଦେଶାନ୍ତର

    ଫୋନରେ କଥା ହେଲେ ଭାରତର ବୈଦେଶିକ ମନ୍ତ୍ରୀ ଓ ଇରାନ ବୈଦେଶିକ ମନ୍ତ୍ରୀ

    15369
    Mar 11, 2026
  • ଏହି ରୋଗୀ ଖାଆନ୍ତୁନି ତରଭୁଜ
    ବିଶେଷ

    ଏହି ରୋଗୀ ଖାଆନ୍ତୁନି ତରଭୁଜ

    13756
    Mar 11, 2026
  • କୋଭିଡ୍ ଭ୍ୟାକସିନ୍‌ର ପାର୍ଶ୍ୱ ପ୍ରତିକ୍ରିୟା ପାଇଁ କ୍ଷତିପୂରଣ ନୀତି ପ୍ରସ୍ତୁତ ହେବ
    ଦେଶ-ଦେଶାନ୍ତର

    କୋଭିଡ୍ ଭ୍ୟାକସିନ୍‌ର ପାର୍ଶ୍ୱ ପ୍ରତିକ୍ରିୟା ପାଇଁ କ୍ଷତିପୂରଣ ନୀତି ପ୍ରସ୍ତୁତ ହେବ

    14843
    Mar 11, 2026
  • LPG ସିଲିଣ୍ଡର ସଙ୍କଟ, ଦେଶବ୍ୟାପୀ ଏସମା ଲାଗୁ
    ଦେଶ-ଦେଶାନ୍ତର

    LPG ସିଲିଣ୍ଡର ସଙ୍କଟ, ଦେଶବ୍ୟାପୀ ଏସମା ଲାଗୁ

    13668
    Mar 11, 2026
  • ଯୁଦ୍ଧ ଯୋଗୁଁ ପାକିସ୍ତାନରେ ସ୍କୁଲ ଦୁଇ ସପ୍ତାହ ପାଇଁ ବନ୍ଦ
    ଦେଶ-ଦେଶାନ୍ତର

    ଯୁଦ୍ଧ ଯୋଗୁଁ ପାକିସ୍ତାନରେ ସ୍କୁଲ ଦୁଇ ସପ୍ତାହ ପାଇଁ ବନ୍ଦ

    13443
    Mar 11, 2026
  • 'ଦୁର୍ନୀତିଗ୍ରସ୍ତ ନ୍ୟାୟପାଳିକା' ଚାପ୍ଟର ପାଇଁ ଭୁଲ ମାଗିଲା NCERT
    ଦେଶ-ଦେଶାନ୍ତର

    'ଦୁର୍ନୀତିଗ୍ରସ୍ତ ନ୍ୟାୟପାଳିକା' ଚାପ୍ଟର ପାଇଁ ଭୁଲ ମାଗିଲା NCERT

    15131
    Mar 11, 2026
  • ଅତ୍ୟାବଶ୍ୟକ ସାମଗ୍ରୀ ଆଇନ ଲାଗୁ କଲେ ସରକାର
    ଦେଶ-ଦେଶାନ୍ତର

    ଅତ୍ୟାବଶ୍ୟକ ସାମଗ୍ରୀ ଆଇନ ଲାଗୁ କଲେ ସରକାର

    14238
    Mar 11, 2026
  • ବ୍ୟକ୍ତିଗତ କାରଣ ଦର୍ଶାଇ ବିଜେଡି ଛାଡ଼ିଲେ ରବୀନ୍ଦ୍ର ଜେନା
    ରାଜନୀତି

    ବ୍ୟକ୍ତିଗତ କାରଣ ଦର୍ଶାଇ ବିଜେଡି ଛାଡ଼ିଲେ ରବୀନ୍ଦ୍ର ଜେନା

    14111
    Mar 11, 2026
  • ଇଚ୍ଛାମୃତ୍ୟୁକୁ ସୁପ୍ରିମକୋର୍ଟଙ୍କ ଅନୁମତି ପ୍ରଦାନ
    ଦେଶ-ଦେଶାନ୍ତର

    ଇଚ୍ଛାମୃତ୍ୟୁକୁ ସୁପ୍ରିମକୋର୍ଟଙ୍କ ଅନୁମତି ପ୍ରଦାନ

    14272
    Mar 11, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ପୁଣି ଦୁବାଇ ବିମାନବନ୍ଦର ଉପରେ ଡ୍ରୋନ୍ ଆକ୍ରମଣ କଲା ଇରାନ, ୪ଆହତ

    14768
    Mar 11, 2026
  • ଦେଶ-ଦେଶାନ୍ତର

    ଯୁଦ୍ଧ ଯୋଗୁଁ ପାକିସ୍ତାନରେ ସ୍କୁଲ ଦୁଇ ସପ୍ତାହ ପାଇଁ ବନ୍ଦ

    13443
    Mar 11, 2026
  • ଦେଶ-ଦେଶାନ୍ତର

    ଅତ୍ୟାବଶ୍ୟକ ସାମଗ୍ରୀ ଆଇନ ଲାଗୁ କଲେ ସରକାର

    14238
    Mar 11, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17364
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17428
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17775
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16248
    Apr 03, 2021

ବିଶେଷ

  • ଏହି ରୋଗୀ ଖାଆନ୍ତୁନି ତରଭୁଜ

    13756
    Mar 11, 2026
  • ପିଲାଙ୍କ ସୋସିଆଲ ସ୍କିଲ୍‌ ପାଇଁ ଆପଣାନ୍ତୁ ଏହିସବୁ ଟିପ୍ସ.....

    15000
    Mar 08, 2026
  • ଏହି ସ୍ଥାନରେ କଳାଜାଇ ଥିଲେ ଖୋଲେ ପୂର୍ବଜନ୍ମର ରହସ୍ୟ

    14757
    Mar 07, 2026
  • ହଠାତ୍ ଭୋକ ଲାଗିବା ବନ୍ଦ ହେଉଥିଲେ, ହୋଇପାରେ ସାଂଘାତିକ ରୋଗ

    15202
    Mar 05, 2026
  • ଗ୍ରହଣ ଦିନ ଜନ୍ମିତ ଶିଶୁ ହୋଇଥାନ୍ତି ଏମିତି

    15356
    Mar 03, 2026

ବାଣିଜ୍ୟ

ୟୁନିଭରସିଟି ଅଫ୍‌ ୱେଷ୍ଟର୍ଣ୍ଣ ଅଷ୍ଟ୍ରେଲିଆ ଏବଂ ସାଇନ୍ସ ଆଣ୍ଡ ଟେକ୍‌ନୋଲୋଜି (ଏସ୍‌ ଆଣ୍ଡ ଟି) କ୍ଲଷ୍ଟର୍ସ ବିଜ୍ଞାନ ଓ ନବସୃଜନ ସହଯୋଗୀତା ମଜଭୁତ କରିବାକୁ ରଣକୋ÷ଶଳାତ୍ମକ ଏମ୍‌ଓୟୁରେ ସ୍ୱାକ୍ଷର କଲେ

ଭୁବନେଶ୍ୱର: ଦି ୟୁନିଭରସିଟି ଅଫ୍‌ ୱେଷ୍ଟର୍ଣ୍ଣ ଅଷ୍ଟ୍ରେଲିଆ (ୟୁଡବ୍ଲୁ୍ଏ) ଏବଂ ସାଇନ୍ସ ଆଣ୍ଡ୍‌ ଟେକ୍‌ନୋଲୋଜି (ଏସ୍‌ ଆଣ୍ଡ ଟି) କ୍ଲଷ୍ଟର୍ସ (ଅଫିସ ଅଫ୍‌ ଦି ପ୍ରିନସିପାଲ ସାଇଣ୍ଟିଫିକ ...

  • ନିଭାୟେଙ୍ଗେ ଅଲୱେଜ: ଖିମଜୀ ଜୁଏଲର୍ସ ପକ୍ଷରୁ ଚିରକାଳ ପ୍ରତିଶ୍ରୁତିର ଉତ୍ସବ ପାଳନ

    15671
    Feb 23, 2026
  • ୧ ଏପ୍ରିଲରୁ ନୂତନ ଆୟକର ଆଇନ

    15131
    Feb 09, 2026
  • ଓଡ଼ିଶା ଆପାର୍ଟମେଣ୍ଟ ମାଲିକାନା ଓ ପରିଚାଳନା ଆଇନ, ୨୦୨୩ ଅଧୀନରେ ଋୟାଲ ଆର୍କେଡ, ଭୁବନେଶ୍ୱର ଏକ ମାନଦଣ୍ଡ ସ୍ଥାପନ କଲା

    14981
    Feb 08, 2026
  • ଭୁଶୁଡିଲା ସେୟାର ମାର୍କେଟ

    14495
    Feb 01, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଏହି ରୋଗୀ ଖାଆନ୍ତୁନି ତରଭୁଜ

    13756
    Mar 11, 2026
  • ଅତ୍ୟାବଶ୍ୟକ ସାମଗ୍ରୀ ଆଇନ ଲାଗୁ କଲେ ସରକାର

    14238
    Mar 11, 2026
  • 'ଦୁର୍ନୀତିଗ୍ରସ୍ତ ନ୍ୟାୟପାଳିକା' ଚାପ୍ଟର ପାଇଁ ଭୁଲ ମାଗିଲା NCERT

    15131
    Mar 11, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In