Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Thursday, August 20, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ୟୁକେ ଫେରିବେ ପ୍ରିନ୍ସ ହ୍ୟାରି ଏବଂ ମେଘାନ

  • ବୃଦ୍ଧ ବାପା-ମାଆଙ୍କୁ ଅସମ୍ମାନ କଲେ ...

  • ପ୍ରିନ୍ସପାଲଙ୍କୁ ଛୁରୀ ଭୂସି ମାରିଦେଲେ ୨ ...

  • ୪୬ ପଇସା ପାଇଁ ୧୨୦୦ ଟଙ୍କାର ଜରିମାନା

  • ଅଲଗା ହେବାର ପ୍ରଶ୍ନ ନାହିଁ : ସୁନିତା ଆହୁଜା

  • ଶାହରୁଖ, ସଲମାନଙ୍କୁ ଟକ୍କର ଦେବେ ଟମ୍ ...

  • ବେଦାନ୍ତ ଆଲୁମିନିୟମ୍ କୋଇଲା ଖଣି: ...

  • ବିଧାୟକଙ୍କ ପାଇଁ ମୁଖ୍ୟମନ୍ତ୍ରୀ ବିଜୟଙ୍କ ...

  • ସୋନିଆଙ୍କ ସହ ଗାନ୍ଧୀ ପରିବାର ବିରୋଧରେ ...

  • ପ୍ରାଣୀ ଚିକିତ୍ସକ ନିଯୁକ୍ତିରେ ...

ଦେଶ-ଦେଶାନ୍ତର
Home ›› ଦେଶ-ଦେଶାନ୍ତର ›› ୫ ବର୍ଷୀୟା ଶିଶୁକନ୍ୟାକୁ ଦୁଷ୍କର୍ମ ପରେ ହତ୍ୟା କରି ଫିଙ୍ଗିଦେଲା ନଦୀ କୂଳରେ

୫ ବର୍ଷୀୟା ଶିଶୁକନ୍ୟାକୁ ଦୁଷ୍କର୍ମ ପରେ ହତ୍ୟା କରି ଫିଙ୍ଗିଦେଲା ନଦୀ କୂଳରେ

2024-03-13 10:59:31
14201
Share:
Facebook
Twitter
E-Mail
WhatsApp
Telegram
 ୫ ବର୍ଷୀୟା ଶିଶୁକନ୍ୟାକୁ ଦୁଷ୍କର୍ମ ପରେ ହତ୍ୟା କରି ଫିଙ୍ଗିଦେଲା ନଦୀ କୂଳରେ

ଲକ୍ଷ୍ନୌ: ଉତ୍ତରପ୍ରଦେଶରୁ ହୃଦୟ ବିଦାରକ ଘଟଣା ସାମ୍ନାକୁ ଆସିଛି । ଯୌନ ଲାଳସା ଚରିତାର୍ଥ କରିବା ପାଇଁ ରାକ୍ଷାସ ପାଲଟିଲା ଯୁବକ । ୫ ବର୍ଷୀୟା ନିରୀହ ଶିଶୁକନ୍ୟାକୁ ଦୁଷ୍କର୍ମ କରିବା ପରେ ହତ୍ୟା କରି ନଦୀ କୂଳରେ ଫିଙ୍ଗିଦେଲା । ଲକ୍ଷ୍ନୌର ଚିନହଟ ଅଞ୍ଚଳରେ ଏଭଳି ଦୁଷ୍କର୍ମ ଓ ହତ୍ୟା ଅଭିଯୋଗ ହୋଇଛି ।  ଏଠାରେ ଏକ ଗ୍ରାମରେ ରହୁଥିବା ୫ ବର୍ଷର ଶିଶୁକୁ ଦୁଷ୍କର୍ମ କରାଯାଇ ହତ୍ୟା କରାଯାଇଥିବା ଖବର ପାଇବା ପରେ ସ୍ଥାନୀୟ ଲୋକେ ଉକ୍ତ ଦୁର୍ବୃତ୍ତକୁ ମାଡ ମାରିବା ସହିତ ପୋଲିସକୁ ହସ୍ତାନ୍ତର କରିଛନ୍ତି । 

ଏନେଇ ଲକ୍ଷ୍ନୌ ପୋଲିସ କମିଶନରେଟ ଡିସିପି ଇଷ୍ଟ ପ୍ରବଲ ପ୍ରତାପ କହିଛନ୍ତି, "ମଙ୍ଗଳବାର ଚିନହଟର ଏକ ଗ୍ରାମରେ ଜଣେ ଶିଶୁକୁ ଦୁଷ୍କର୍ମ କରିବା ପରେ ହତ୍ୟା କରାଯାଇଥିବା ସୂଚନା ମିଳିଥିଲା । ସ୍ଥାନୀୟ ଲୋକଙ୍କ ଠାରୁ ଖବର ମିଳିବା ପରେ ଏହି ଆଧାରରେ ଆମେ ଯାଞ୍ଚ ଆରମ୍ଭ କରିଥିଲୁ । ୧୯ ବର୍ଷୀୟ ଯୁବକ ଅମରଜିତ ପାଞ୍ଚ ବର୍ଷର ନାବାଳିକାକୁ ଉଠାଇ ନେଇ ନଦୀକୂଳକୁ ନେଇଯାଇଥିଲା । ସେଠାରେ ଦୁଷ୍କର୍ମ କରିବା ପରେ ଶିଶୁର ଗଳା ଚିପି ହତ୍ୟା କରିଥିଲା । ଏହାପରେ ମୃତଦେହକୁ ନଦୀ କୂଳରେ ଫିଙ୍ଗି ଦେଇ ଚାଲି ଆସିଥିଲା ।"
ସୂଚନା ଅନୁସାରେ, ପରିବାର ଲୋକେ ଝିଅଟିର ଖବର ନପାଇବାରୁ ଖୋଜିବା ଆରମ୍ଭ କରିଥିଲେ । ଏହି ସମୟରେ ନାବାଳିକାକୁ ଅମରଜିତ ସହିତ ଦେଖିଥିବା ନେଇ ଜଣେ ବ୍ୟକ୍ତି ପରିବାର ଲୋକଙ୍କୁ ଖବର ଦେଇଥିଲେ । ଏହାପରେ ସ୍ଥାନୀୟ ଲୋକେ ଅମରଜିତକୁ ଦେଖିଥିଲେ । ନିର୍ଦ୍ଧୁମ ଛେଚିବା ପରେ ଅଭିଯୁକ୍ତ ଯୁବକ ସତ ସ୍ବୀକାର କରିଥିଲା । ଶିଶୁକନ୍ୟାକୁ ଦୁଷ୍କର୍ମ ପରେ ନଦୀରେ ଫିଙ୍ଗି ଦେଇଥିବା ନେଇ କହିବା ପରେ ନଦୀ ପଠାରେ ସ୍ଥାନୀୟ ଲୋକଙ୍କ ଭିଡ ଦେଖିବାକୁ ମିଳିଥିଲା । ସୂଚନା ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ଅମରଜିତକୁ ଗିରଫ କରିଥିଲା । ପୋଲିସ ନାବାଳିକାର ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଛି ।

Powered by Froala Editor

Tags Rape

Related articles Odisha News Lens 4.1

  • ୪୬ ପଇସା ପାଇଁ ୧୨୦୦ ଟଙ୍କାର ଜରିମାନା
    ଦେଶ-ଦେଶାନ୍ତର

    ୪୬ ପଇସା ପାଇଁ ୧୨୦୦ ଟଙ୍କାର ଜରିମାନା

    14875
    Aug 19, 2026
  • ସୋନିଆଙ୍କ ସହ ଗାନ୍ଧୀ ପରିବାର ବିରୋଧରେ ମିଥ୍ୟା ଅଭିଯୋଗ ଆଣିବା ଶାହାଙ୍କ ଅଭ୍ୟାସ: ...
    ଦେଶ-ଦେଶାନ୍ତର

    ସୋନିଆଙ୍କ ସହ ଗାନ୍ଧୀ ପରିବାର ବିରୋଧରେ ମିଥ୍ୟା ଅଭିଯୋଗ ଆଣିବା ଶାହାଙ୍କ ଅଭ୍ୟାସ: ...

    14679
    Aug 19, 2026
  • ୟୁକେ ଫେରିବେ ପ୍ରିନ୍ସ ହ୍ୟାରି ଏବଂ ମେଘାନ
    ଦେଶ-ଦେଶାନ୍ତର

    ୟୁକେ ଫେରିବେ ପ୍ରିନ୍ସ ହ୍ୟାରି ଏବଂ ମେଘାନ

    13784
    Aug 20, 2026
  • ଅଲଗା ହେବାର ପ୍ରଶ୍ନ ନାହିଁ : ସୁନିତା ଆହୁଜା
    ମନୋରଞ୍ଜନ

    ଅଲଗା ହେବାର ପ୍ରଶ୍ନ ନାହିଁ : ସୁନିତା ଆହୁଜା

    13825
    Aug 19, 2026
  • ବେଦାନ୍ତ ଆଲୁମିନିୟମ୍ କୋଇଲା ଖଣି: ପ୍ରତିଭାର ଶକ୍ତିରେ ପ୍ରଗତିର ପଥେ
    ବାଣିଜ୍ୟ

    ବେଦାନ୍ତ ଆଲୁମିନିୟମ୍ କୋଇଲା ଖଣି: ପ୍ରତିଭାର ଶକ୍ତିରେ ପ୍ରଗତିର ପଥେ

    15604
    Aug 19, 2026
  • ବୃଦ୍ଧ ବାପା-ମାଆଙ୍କୁ ଅସମ୍ମାନ କଲେ ସମ୍ପତ୍ତିରୁ ବେଦଖଲ
    ଦେଶ-ଦେଶାନ୍ତର

    ବୃଦ୍ଧ ବାପା-ମାଆଙ୍କୁ ଅସମ୍ମାନ କଲେ ସମ୍ପତ୍ତିରୁ ବେଦଖଲ

    14519
    Aug 20, 2026
  •  ପ୍ରାଣୀ ଚିକିତ୍ସକ ନିଯୁକ୍ତିରେ ଅନିୟମିତତା ଅଭିଯୋଗ: କର୍ଣ୍ଣାଟକ ଓ ଅହମଦାବାଦ୍‌ର ୨୧ ...
    ଦେଶ-ଦେଶାନ୍ତର

    ପ୍ରାଣୀ ଚିକିତ୍ସକ ନିଯୁକ୍ତିରେ ଅନିୟମିତତା ଅଭିଯୋଗ: କର୍ଣ୍ଣାଟକ ଓ ଅହମଦାବାଦ୍‌ର ୨୧ ...

    14076
    Aug 19, 2026
  • ପ୍ରିନ୍ସପାଲଙ୍କୁ ଛୁରୀ ଭୂସି ମାରିଦେଲେ ୨ ଛାତ୍ର
    ଦେଶ-ଦେଶାନ୍ତର

    ପ୍ରିନ୍ସପାଲଙ୍କୁ ଛୁରୀ ଭୂସି ମାରିଦେଲେ ୨ ଛାତ୍ର

    13389
    Aug 20, 2026
  • ଶାହରୁଖ, ସଲମାନଙ୍କୁ ଟକ୍କର ଦେବେ ଟମ୍ ହଲାଣ୍ଡ
    ମନୋରଞ୍ଜନ

    ଶାହରୁଖ, ସଲମାନଙ୍କୁ ଟକ୍କର ଦେବେ ଟମ୍ ହଲାଣ୍ଡ

    13926
    Aug 19, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ମନୋରଞ୍ଜନ

    ଶାହରୁଖ, ସଲମାନଙ୍କୁ ଟକ୍କର ଦେବେ ଟମ୍ ହଲାଣ୍ଡ

    13926
    Aug 19, 2026
  • ଦେଶ-ଦେଶାନ୍ତର

    ବିଧାୟକଙ୍କ ପାଇଁ ମୁଖ୍ୟମନ୍ତ୍ରୀ ବିଜୟଙ୍କ ବଡ ଉପହାର, ଜାଣନ୍ତୁ କ’ଣ ?

    14208
    Aug 19, 2026
  • ଦେଶ-ଦେଶାନ୍ତର

    ସୋନିଆଙ୍କ ସହ ଗାନ୍ଧୀ ପରିବାର ବିରୋଧରେ ମିଥ୍ୟା ଅଭିଯୋଗ ଆଣିବା ଶାହାଙ୍କ ଅଭ୍ୟାସ: ଖଡ୍‌ଗେ

    14679
    Aug 19, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17043
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17661
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17712
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18110
    Sep 06, 2023

ବିଶେଷ

  • ଏହା କଲେ ହେବ ନାହିଁ ଗ୍ୟାସ୍

    15946
    Aug 17, 2026
  • ଟୟେଲେଟ୍ ଯିବାବେଳେ ବଦଳାନ୍ତୁ ଏହିସବୁ ଅଭ୍ୟାସ

    13865
    Aug 16, 2026
  • ରୋଗର ପ୍ରଥମ ସଙ୍କେତ ଦିଏ ଓଠର ରଙ୍ଗ

    14896
    Aug 13, 2026
  • ଝିଅମାନେ କାହିଁକି ଲୁଚାନ୍ତି ତାଙ୍କ ପାଖରେ ଥିବା ଏହି ଗୁଣ ଜାଣନ୍ତୁ....

    14667
    Aug 10, 2026
  • ଏହି ଉପାୟ ଆପଣାଇଲେ ଘର ଖାଦ୍ୟ ଖାଇବେ ପିଲା

    14505
    Aug 07, 2026

ବାଣିଜ୍ୟ

ବେଦାନ୍ତ ଆଲୁମିନିୟମ୍ କୋଇଲା ଖଣି: ପ୍ରତିଭାର ଶକ୍ତିରେ ପ୍ରଗତିର ପଥେ

ଶିକ୍ଷା, ନେତୃତ୍ୱ ଓ ବିକାଶର ସୁଯୋଗ ମାଧ୍ୟମରେ ଭବିଷ୍ୟତ ଗଢ଼ିବା

ଭୁବନେଶ୍ୱର : ବେଦାନ୍ତ ଆଲୁମିନିୟମ କୋଇଲା ଖଣିର ପରିଚାଳନାଗତ ସଫଳତା ପଛରେ ଏକ ଦୃଢ କାର୍ଯ୍ୟବଳ ରହିଛି ଯାହା ବ୍ୟବସାୟ ସହିତ ତାଳଦେଇ ...

  • ଆଇଟିସି ଆଶୀର୍ବାଦ ସଲ୍ଟ ୬ ଲକ୍ଷ ପିଲାଙ୍କ ଭୋଜନକୁ ଆୟୋଡିନ ପୋଷଣ ଯୋଗାଉଛି

    13998
    Aug 13, 2026
  • ବେଦାନ୍ତ ଆଲୁମିନିୟମ ସମ୍ପ୍ରଦାୟର ଯୋଗଦାନ ମାଧ୍ୟମରେ ବିଶ୍ୱ ଜନଜାତି ଦିବସ ପାଳନ କରିଛି

    14261
    Aug 12, 2026
  • ଆଶୀର୍ବାଦ ଅଟ୍ଟାର ଗୁଣାତ୍ମକ ପରମ୍ପରା ପୁରୀରେ ରଥ ନିର୍ମାଣକୁ ଜୀବନ୍ତ କରି ଗଢିତୋଳିଲା

    14378
    Aug 09, 2026
  • ବେଦାନ୍ତ ଆଲୁମିନିୟର ପ୍ରକଳ୍ପ ସଙ୍ଗମ କଳାହାଣ୍ଡିରେ ୪୦୦ରୁ ଉର୍ଦ୍ଧ କୃଷକଙ୍କୁ ନିରାପଦ ଏବଂ ଦୀର୍ଘସ୍ଥାୟୀ କୃଷି ପଦ୍ଧତି ଉପରେ ତାଲିମ ପ୍ରଦାନ କରିଛି

    15277
    Aug 09, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ବୃଦ୍ଧ ବାପା-ମାଆଙ୍କୁ ଅସମ୍ମାନ କଲେ ସମ୍ପତ୍ତିରୁ ବେଦଖଲ

    14519
    Aug 20, 2026
  • ଶାହରୁଖ, ସଲମାନଙ୍କୁ ଟକ୍କର ଦେବେ ଟମ୍ ହଲାଣ୍ଡ

    13926
    Aug 19, 2026
  • ପ୍ରିନ୍ସପାଲଙ୍କୁ ଛୁରୀ ଭୂସି ମାରିଦେଲେ ୨ ଛାତ୍ର

    13389
    Aug 20, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In