Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Thursday, November 12, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • କୋଲକାତା ବିମାନବନ୍ଦରରେ ଆଲର୍ଟ, ଶୌଚାଳୟ ...

  • ଆମେରିକାରେ କୋଭିଡ୍-୧୯ର ନୂଆ ଭାରିଆଣ୍ଟ ...

  • ନାଗା ସମ୍ପ୍ରଦାୟଠୁ ନେଇଥିବା ୩୯ ଜଣଙ୍କ ...

  • ନକଲି ନୁହେଁ ଅସଲି ସୁନା, ହୀରାରେ ରଙ୍ଗୋଲି

  • ହନି ଟ୍ରାପ୍‌ରେ Nvidia ର ସିଇଓ ଜେନସେନ୍ ...

  • ଆବୁଧାବିରେ ରୁଷ୍-ୟୁକ୍ରେନ ଯୁଦ୍ଧର ...

  • କଲକାତା-ସାଇରଙ୍ଗ ଏକ୍ସପ୍ରେସ”ର ଇଞ୍ଜିନ ...

  • କଂଗ୍ରେସକୁ ମିଳୁଥିବା ଚାନ୍ଦା ରାଶିରେ ...

  • ସାମୟିକ ଭାବେ ଲକ୍‌ଡାଉନ୍‌ ହେଲା ...

  • ଇରାନ ସହ ଯୁଦ୍ଧ ସାମରିକ ଦୃଷ୍ଟିକୋଣରୁ ...

ରାଜ୍ୟ
Home ›› ରାଜ୍ୟ ››ଜୁନ ୪ରେ ସାରା ଦେଶରେ ଭୋଟ ଗଣତି

ଜୁନ ୪ରେ ସାରା ଦେଶରେ ଭୋଟ ଗଣତି

2024-03-16 10:38:00
13853
Share:
Facebook
Twitter
E-Mail
WhatsApp
Telegram
ଜୁନ ୪ରେ ସାରା ଦେଶରେ ଭୋଟ ଗଣତି

ଭୁବନେଶ୍ୱର: ସରିଲା ପ୍ରତୀକ୍ଷା । ବାଜିଲା ୨୦୨୪ ନିର୍ବାଚନ ବିଗୁଲ । ନେତା ଓ ଭୋଟର ଯେଉଁ ତାରିଖକୁ ଦୀର୍ଘଦିନ ହେଲା ଅପେକ୍ଷା କରି ବସିଥିଲେ ତାହା ଏବେ ସାମନାକୁ ଆସିଛି । ସାଧାରଣ ନିର୍ବାଚନ ପାଇଁ ତାରିଖ ଘୋଷଣା କରିଛନ୍ତି ଭାରତୀୟ ନିର୍ବାଚନ ଆୟୋଗ(ଇସିଆଇ) । ନୂଆଦିଲ୍ଲୀସ୍ଥିତ ବିଜ୍ଞାନ ଭବନରେ ଆୟୋଜିତ ଏକ ସାମ୍ବାଦିକ ସମ୍ମିଳନୀରେ ଇସିଆଇ ନିର୍ବାଚନ ତାରିଖ ଘୋଷଣା କରିଛନ୍ତି ।  ଆଉ କେବେ ଓ କେତୋଟି ପର୍ଯ୍ୟାୟରେ ନିର୍ବାଚନ ଅନୁଷ୍ଠିତ ହେବ ତାହା ସ୍ପଷ୍ଟ କରିଛନ୍ତି । ମୁଖ୍ୟ ନିର୍ବାଚନ ଆୟୁକ୍ତ ରାଜୀବ କୁମାରଙ୍କ ସହିତ ଅନ୍ୟ ଦୁଇ ଆୟୁକ୍ତ ଜ୍ଞାନେଶ କୁମାର ଏବଂ ସୁଖବୀର ସିଂହ ସାନ୍ଧୁ ନିର୍ବାଚନ କାର୍ଯ୍ୟସୂଚୀ ଘୋଷଣା କରିଛନ୍ତି । ତଦନୁଯାୟୀ ଓଡ଼ିଶାରେ ଆସନ୍ତା ମେ ୧୩ରେ ଭୋଟ ଗ୍ରହଣ କରାଯିବ । ୪ଟି ପର୍ଯ୍ୟାୟରେ ଓଡ଼ିଶାରେ ଭୋଟ ଗ୍ରହଣ କରାଯିବ । ମେ ୧୩, ମେ ୨୦, ମେ ୨୫ ଓ ଜୁନ ୧ ତାରିଖରେ ଭୋଟ ଗ୍ରହଣ କରାଯିବ ।

ତେବେ ଜୁନ ୪ରେ ସାରା ଦେଶରେ ଭୋଟ ଗଣତି କରାଯିବ । ଉକ୍ତ ଦିନ ଉଭୟ ଲୋକସଭା ଓ ରାଜ୍ୟସଭା ଭୋଟ ଗଣତି କରାଯିବ ।

ଏହି ଅବସରରେ ମୁଖ୍ୟ ନିର୍ବାଚନ ଆୟୁକ୍ତ ରାଜୀବ କୁମାର କହିଛନ୍ତି ଯେ ଦେଶରେ ମୋଟ ୯୭ କୋଟି ପଞ୍ଜିକୃତ ଭୋଟର ରହିଛନ୍ତି । ୯୭ କୋଟି ଭୋଟରଙ୍କ ପାଇଁ  ୧୦.୫ ଲକ୍ଷ ପୋଲିଂ ବୁଥ ରହିଛି । ଭୋଟ ଗ୍ରହଣ ପାଇଁ ଦେଢ କୋଟି ପୋଲିଂ ଅଫିସର ପ୍ରସ୍ତୁତ ହୋଇ ରହିଛନ୍ତି । ଭୋଟ ଗ୍ରହଣ ପାଇଁ ୫୫ଲକ୍ଷ ଇଭିଏମ ପ୍ରସ୍ତୁତ ହୋଇ ରହିଛି । ୧୮ରୁ ୨୯ ବର୍ଷର ବର୍ଗର ଭୋଟରଙ୍କ ସଂଖ୍ୟା ୨୧ କୋଟି ରହିଛି ।  ୮୫ ବର୍ଷରୁ ଅଧିକ ବୟସ୍କ ଭୋଟରଙ୍କ ସଂଖ୍ୟା ୮ ୨ଲକ୍ଷ । ୧୦୦ବର୍ଷରୁ ଅଧିକ ବୟସ୍କ ଭୋଟରଙ୍କ ସଂଖ୍ୟା ୨ ଲକ୍ଷ ୧୮ ହଜାର । ଦେଶରେ ୪୯.୭  କୋଟି ପୁରୁଷ ଓ ୪୭.୧ କୋଟି ମହିଳା ଭୋଟର ରହିଛନ୍ତି ।  ପ୍ରଥମ ଥର ପାଇଁ ୧କୋଟି ୮୨ ଲକ୍ଷ ନୂଆଭୋଟର ଭୋଟ ଦେବେ ବୋଲି ରାଜୀବ କୁମାର ସୂଚନା ଦେଇଛନ୍ତି । 

ଏହାଛଡ଼ା ସେ କହିଛନ୍ତି ଯେ ୮୫ ବର୍ଷରୁ ଅଧିକ ବୟସ୍କ ଭୋଟରଙ୍କ ପାଇଁ ସ୍ୱତନ୍ତ୍ର ସୁବିଧା କରାଯାଇଛି ।  ବୟସ୍କ ଭୋଟରମାନେ ଏଣିକି ଘରେ ରହି ଭୋଟ ଦେଇପାରିବ । ଘରେ ଫର୍ମ ପହଞ୍ଚାଇ ଦିଆଯିବ, ପରେ ସଂଗ୍ରହ କରାଯିବ ବୋଲି ମୁଖ୍ୟ ନିର୍ବାଚନ ଆୟୁକ୍ତ ରାଜୀବ କୁମାର କହିଛନ୍ତି ।
ଏହାଛଡ଼ା ଅପରାଧିକ ମାମଲା ଥିଲେ ନିର୍ବାଚନ ମଇଦାନକୁ ଓହ୍ଲାଉଥିବା ପ୍ରାର୍ଥୀ ସେ ସମ୍ପର୍କରେ ବିଜ୍ଞାପନ ଜରିଆରେ ଜଣାଇବେ । ଖବରକାଗଜ, ଟିଭିରେ ୩ଥର ନିଜ ଅପରାଧ ବିବରଣୀ ଦେବେ । ରାଜନୈତିକ ଦଳ ମଧ୍ୟ ଏନେଇ ବିସ୍ତୃତ ସୂଚନା ଦେବେ । କାହିଁକି ଏଭଳି ପ୍ରାର୍ଥୀଙ୍କୁ ଟିକେଟ ଦେଲେ ରାଜନୈତିକ ଦଳଗୁଡ଼ିକୁ କାରଣ ଦର୍ଶାଇବେ ବୋଲି ରାଜୀବ କୁମାର କହିଛନ୍ତି ।

Powered by Froala Editor

Tags Election

Related articles Odisha News Lens 4.1

  • ନକଲି ନୁହେଁ ଅସଲି ସୁନା, ହୀରାରେ ରଙ୍ଗୋଲି
    ଦେଶ-ଦେଶାନ୍ତର

    ନକଲି ନୁହେଁ ଅସଲି ସୁନା, ହୀରାରେ ରଙ୍ଗୋଲି

    14124
    Nov 11, 2026
  • କୋଲକାତା ବିମାନବନ୍ଦରରେ ଆଲର୍ଟ, ଶୌଚାଳୟ ଆଇନା ଉପରେ ଲିପଷ୍ଟିକରେ ଲେଖାଥିଲା ...
    ଦେଶ-ଦେଶାନ୍ତର

    କୋଲକାତା ବିମାନବନ୍ଦରରେ ଆଲର୍ଟ, ଶୌଚାଳୟ ଆଇନା ଉପରେ ଲିପଷ୍ଟିକରେ ଲେଖାଥିଲା ...

    14900
    Nov 11, 2026
  • ଇରାନ ସହ ଯୁଦ୍ଧ ସାମରିକ ଦୃଷ୍ଟିକୋଣରୁ ପ୍ରାୟ ଶେଷ ହୋଇଛି: ଟ୍ରମ୍ପ
    ଦେଶ-ଦେଶାନ୍ତର

    ଇରାନ ସହ ଯୁଦ୍ଧ ସାମରିକ ଦୃଷ୍ଟିକୋଣରୁ ପ୍ରାୟ ଶେଷ ହୋଇଛି: ଟ୍ରମ୍ପ

    13948
    Nov 10, 2026
  • ହନି ଟ୍ରାପ୍‌ରେ Nvidia ର ସିଇଓ ଜେନସେନ୍ ହୁଆଙ୍ଗ୍
    ଦେଶ-ଦେଶାନ୍ତର

    ହନି ଟ୍ରାପ୍‌ରେ Nvidia ର ସିଇଓ ଜେନସେନ୍ ହୁଆଙ୍ଗ୍

    13794
    Nov 11, 2026
  • ଆବୁଧାବିରେ ରୁଷ୍-ୟୁକ୍ରେନ ଯୁଦ୍ଧର ସମାଧାନ ପାଇଁ ଶାନ୍ତି କଥାବାର୍ତ୍ତା ଆରମ୍ଭ
    ଦେଶ-ଦେଶାନ୍ତର

    ଆବୁଧାବିରେ ରୁଷ୍-ୟୁକ୍ରେନ ଯୁଦ୍ଧର ସମାଧାନ ପାଇଁ ଶାନ୍ତି କଥାବାର୍ତ୍ତା ଆରମ୍ଭ

    15223
    Nov 11, 2026
  • ଆମେରିକାରେ କୋଭିଡ୍-୧୯ର ନୂଆ ଭାରିଆଣ୍ଟ ପିଜେ.୨.୧
    ଦେଶ-ଦେଶାନ୍ତର

    ଆମେରିକାରେ କୋଭିଡ୍-୧୯ର ନୂଆ ଭାରିଆଣ୍ଟ ପିଜେ.୨.୧

    13916
    Nov 11, 2026
  • ସାମୟିକ ଭାବେ ଲକ୍‌ଡାଉନ୍‌ ହେଲା ହ୍ବାଇଟ୍‌ ହାଉସ୍, ଜାଣନ୍ତୁ କାହିଁକି?
    ଦେଶ-ଦେଶାନ୍ତର

    ସାମୟିକ ଭାବେ ଲକ୍‌ଡାଉନ୍‌ ହେଲା ହ୍ବାଇଟ୍‌ ହାଉସ୍, ଜାଣନ୍ତୁ କାହିଁକି?

    14073
    Nov 10, 2026
  • ନାଗା ସମ୍ପ୍ରଦାୟଠୁ ନେଇଥିବା ୩୯ ଜଣଙ୍କ ଅବଶେଷ ଫେରାଇଲା ଅକ୍ସଫୋର୍ଡ ବିଶ୍ୱବିଦ୍ୟାଳୟ
    ଦେଶ-ଦେଶାନ୍ତର

    ନାଗା ସମ୍ପ୍ରଦାୟଠୁ ନେଇଥିବା ୩୯ ଜଣଙ୍କ ଅବଶେଷ ଫେରାଇଲା ଅକ୍ସଫୋର୍ଡ ବିଶ୍ୱବିଦ୍ୟାଳୟ

    14177
    Nov 11, 2026
  • କଲକାତା-ସାଇରଙ୍ଗ ଏକ୍ସପ୍ରେସ”ର ଇଞ୍ଜିନ ସମେତ ପାଞ୍ଚଟି କୋଚ୍ ଲାଇନଚ୍ୟୁତ
    ଦେଶ-ଦେଶାନ୍ତର

    କଲକାତା-ସାଇରଙ୍ଗ ଏକ୍ସପ୍ରେସ”ର ଇଞ୍ଜିନ ସମେତ ପାଞ୍ଚଟି କୋଚ୍ ଲାଇନଚ୍ୟୁତ

    14934
    Nov 11, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ସାମୟିକ ଭାବେ ଲକ୍‌ଡାଉନ୍‌ ହେଲା ହ୍ବାଇଟ୍‌ ହାଉସ୍, ଜାଣନ୍ତୁ କାହିଁକି?

    14073
    Nov 10, 2026
  • ଦେଶ-ଦେଶାନ୍ତର

    ଆବୁଧାବିରେ ରୁଷ୍-ୟୁକ୍ରେନ ଯୁଦ୍ଧର ସମାଧାନ ପାଇଁ ଶାନ୍ତି କଥାବାର୍ତ୍ତା ଆରମ୍ଭ

    15223
    Nov 11, 2026
  • ଦେଶ-ଦେଶାନ୍ତର

    କଂଗ୍ରେସକୁ ମିଳୁଥିବା ଚାନ୍ଦା ରାଶିରେ ବିପୁଳ ହ୍ରାସ, ଗୋଟିଏ ବର୍ଷରେ କମିଛି ୭୫ ପ୍ରତିଶତ

    15220
    Nov 10, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17269
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17971
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17917
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18338
    Sep 06, 2023

ବିଶେଷ

  • ଓଠରୁ ଜାଣନ୍ତୁ ରୋଗର ପ୍ରଥମ ସଙ୍କେତ

    14185
    Nov 09, 2026
  • ବାଦୁଡିଙ୍କ ପାଇଁ ୧୦୦ ବର୍ଷ ହେଲା ବାଣ ଫୁଟା ବ୍ୟାନ୍

    15530
    Nov 08, 2026
  • ଆସିଲା ଶୀତଦିନ, ଘରୋଇ ମଏଶ୍ଚରାଇଜର କରନ୍ତୁ ବ୍ୟବହାର

    14326
    Nov 07, 2026
  • ଶରୀରକୁ ଅନେକ ରୋଗ ସହ ଲଢିବାରେ ସହାୟକ ହୋଇଥାଏ ଏହି ସ୍ୱତନ୍ତ୍ର ଖାଦ୍ୟ

    14396
    Nov 05, 2026
  • କଦଳୀପତ୍ରରେ ଖାଇଲେ ସୁସ୍ଥ ରହିଥାଏ ଶରୀର ଓ ମନ

    15000
    Nov 01, 2026

ବାଣିଜ୍ୟ

ଭିଏଏମ୍ଏଲ୍ ନୂତନ ସିଲେଇ ତାଲିମ କେନ୍ଦ୍ର ଜରିଆରେ କଳାହାଣ୍ଡିରେ ମହିଳା ଜୀବିକା ଅଭିଯାନର ସମ୍ପ୍ରସାରଣ କରିଛି

ଭୁବନେଶ୍ୱର  : ମହିଳା ସଶକ୍ତିକରଣ ଏବଂ ଗ୍ରାମୀଣ ବିକାଶ ପ୍ରତି ନିଜର ପ୍ରତିବଦ୍ଧତାକୁ ସୁଦୃଢ଼ କରି ଭିଏଏମ୍ଏଲ୍ ଲାଞ୍ଜିଗଡ଼ ଏହାର ଫ୍ଲାଗସିପ୍ ମହିଳା ସଶକ୍ତିକରଣ କାର୍ଯ୍ୟକ୍ରମ ପ୍ରକଳ୍ପ 'ସଖୀ' ଅଧୀନରେ ...

  • ଫୁଲ ବଉଳ ବେଣୀ ସିଡନୀରେ ଓଡ଼ିଆ ଭାଷା, ସଂସ୍କୃତି ଓ ଐତିହ୍ୟକୁ ପାଳନ କଲା

    15569
    Nov 06, 2026
  • ରିଲାଏନ୍ସ ଇଣ୍ଡଷ୍ଟ୍ରିଜ୍ ସେୟାରରେ ରେକର୍ଡ ବୃଦ୍ଧି

    14156
    Nov 04, 2026
  • ଭି.ଏ.ଏମ୍.ଏଲ୍ କୋଇଲା ଖଣି ସୁରଭି ୨୦୨୬କୁ ସମର୍ଥନ କରିବା ସହିତ ଯୁବ ପ୍ରତିଭାଙ୍କ ପାଇଁ ଏକ ବ୍ୟାପକ ମଞ୍ଚ ସୃଷ୍ଟି କରିଛି

    14164
    Nov 03, 2026
  • ୨୦ ପ୍ରତିଶତ ଶସ୍ତା ହେଲା ସୁନା

    14448
    Nov 01, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ନକଲି ନୁହେଁ ଅସଲି ସୁନା, ହୀରାରେ ରଙ୍ଗୋଲି

    14124
    Nov 11, 2026
  • ହନି ଟ୍ରାପ୍‌ରେ Nvidia ର ସିଇଓ ଜେନସେନ୍ ହୁଆଙ୍ଗ୍

    13794
    Nov 11, 2026
  • କଂଗ୍ରେସକୁ ମିଳୁଥିବା ଚାନ୍ଦା ରାଶିରେ ବିପୁଳ ହ୍ରାସ, ଗୋଟିଏ ବର୍ଷରେ କମିଛି ୭୫ ପ୍ରତିଶତ

    15220
    Nov 10, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In