Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Wednesday, August 19, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ମିଡ୍-ଡେ ମିଲ୍‌ରେ ଡିଟରଜେଣ୍ଟ, ୪୦ ...

  • ନ୍ୟୁ ମାର୍କେଟ୍ ରେ ଜଳିଲା ହୋଟେଲ, ...

  • ସିଜରିଆନ୍ ପରେ ମହିଳାଙ୍କ ପେଟରେ ...

  • ଏହି ଆପ୍ ଦେବ ସବୁଠୁ ଶସ୍ତା, ଉତ୍ତମ ...

  • ୫ ବର୍ଷର ପୁଅ ସହ ବାପାର ସନ୍ଦେହଜନକ ମୃତ୍ୟୁ

  • ୧୬ ବର୍ଷ ବୟସରେ ଚାର୍ଟର୍ଡ ଆକାଉଣ୍ଟାଣ୍ଟ

  • ଜଜ୍ ଙ୍କ ରେକର୍ଡ, ୯ ମାମଲାରେ ୨୨ ଦୋଷୀଙ୍କୁ ...

  • ଗୁପ୍ତାଙ୍ଗ ବିକ୍ରି ଡିଲ୍ : ରିଲ୍ସ ଦେଖି ...

  • ହଜ ଯାତ୍ରୀଙ୍କ ପାଇଁ କଡ଼ା ନିର୍ଦ୍ଦେଶ, ...

  • ଆର୍ସେଲର ମିତ୍ତଲ ପ୍ଲାଣ୍ଟରେ ରୁଷିଆର ...

ଦେଶ-ଦେଶାନ୍ତର
Home ›› ଦେଶ-ଦେଶାନ୍ତର ››ବିଜ୍ଞାପନ ଜରିଆରେ ୩ ଥର ଅପରାଧିକ ବିବରଣୀ ଦେବେ ଦାଗୀ ନେତା

ବିଜ୍ଞାପନ ଜରିଆରେ ୩ ଥର ଅପରାଧିକ ବିବରଣୀ ଦେବେ ଦାଗୀ ନେତା

2024-03-16 19:43:10
13997
Share:
Facebook
Twitter
E-Mail
WhatsApp
Telegram
ବିଜ୍ଞାପନ ଜରିଆରେ ୩ ଥର ଅପରାଧିକ ବିବରଣୀ ଦେବେ ଦାଗୀ ନେତା

ସାଧାରଣ ନିର୍ବାଚନ ପାଇଁ ଏଥର ପ୍ରାର୍ଥୀଙ୍କ ପାଇଁ ନୂଆ ନିୟମ ହୋଇଛି । ଦାଗୀ ନେତାମାନେ ଟିଭି ଓ ଖବର କାଗଜରେ ବିଜ୍ଞାପନ ଜରିଆରେ ନିଜର ଅପରାଧିକ ରେକର୍ଡ ଦେଖାଇବେ। ଏଭଳି କିଛି ଘୋଷଣା କରିଛନ୍ତି ମୁଖ୍ୟ ନିର୍ବାଚନ କମିଶନର ରାଜୀବ କୁମାର। ତେବେ ୩ଥର ନିଜ ଅପରାଧିକ ବିବରଣୀ ଦେବେ ଦାଗୀ ନେତା। 

ସାରା ଦେଶରେ ନିର୍ବାଚନ ସେ ନେଇ ମୁଖ୍ୟ ନିର୍ବାଚନ କମିଶନ ତାରିଖ ଘୋଷଣା କରିଛନ୍ତି। ଦେଶରେ ମୋଟ ୭ଟି ପର୍ଯ୍ୟାୟରେ ନିର୍ବାଚନ ହେବ। ପ୍ରଥମ ପର୍ଯ୍ୟାୟରେ ୧୯ ଏପ୍ରିଲରେ ଭୋଟ ପଡିବ। ୨୬ ଏପ୍ରିଲରେ ଦ୍ୱିତୀୟ ପର୍ଯ୍ୟାୟ, ମେ' ୭ରେ ତୃତୀୟ ପର୍ଯ୍ୟାୟ, ମେ' ୧୩ରେ ଚତୁର୍ଥ ପର୍ଯ୍ୟାୟ, ମେ' ୨୦ରେ ପଞ୍ଚମ ପର୍ଯ୍ୟାୟ, ମେ' ୨୫ରେ ଷଷ୍ଠ ପର୍ଯ୍ୟାୟ ଓ ଜୁନ ୧ ତାରିଖ ଅନ୍ତିମ ପର୍ଯ୍ୟାୟ ଭୋଟ୍‌ ହେବ। ସେହିପରି ଜୁନ୍‌ ୪ ତାରିଖରେ ଫଳାଫଳ ଘୋଷଣା ହେବ।

ତେବେ ତାପୂର୍ବରୁ ନେତାଙ୍କ ପାଇଁ କଠୋର ନୀତି କରିଛନ୍ତି ନିର୍ବାଚନ କମିଶନର । ଜନତା ଜାଣିବା ଦରକାର ଯେ, ସେମାନେ କାହାକୁ ନେତା ବାଛିବେ । ତେଣୁ ନିଜର କେତେ ଜଣ ଏଭଳି ଦାଗୀ ନେତା ଅଛନ୍ତି, କାହିଁକି ଏଭଳି ପ୍ରାର୍ଥୀଙ୍କୁ ଟିକେଟ୍‌ ଦିଆଗଲା ସେ ନେଇ ରାଜନୈତିକ ଦଳମାନେ ନିଜ ନିଜ କାରଣ ଦର୍ଶାଇବେ। ଅପରାଧିକ ମାମଲା ଥିଲେ ପ୍ରାର୍ଥୀମାନେ ବିଜ୍ଞାପନ ଜରିଆରେ ଜଣାଇବେ। ଖବର କାଗଜ ଓ ଟିଭିରେ ୩ଥର ନିଜ ଅପରାଧ ବିବରଣୀ ଦେବେ। ରାଜନୈତିକ ଦଳ ମଧ୍ୟ ଏନେଇ ବିସ୍ତୃତ ସୂଚନା ପ୍ରଦାନ କରିବେ। 

Powered by Froala Editor

Tags neta

Related articles Odisha News Lens 4.1

  • ମିଡ୍-ଡେ ମିଲ୍‌ରେ ଡିଟରଜେଣ୍ଟ, ୪୦ ଛାତ୍ରଛାତ୍ରୀ ଅସୁସ୍ଥ
    ଦେଶ-ଦେଶାନ୍ତର

    ମିଡ୍-ଡେ ମିଲ୍‌ରେ ଡିଟରଜେଣ୍ଟ, ୪୦ ଛାତ୍ରଛାତ୍ରୀ ଅସୁସ୍ଥ

    15218
    Aug 19, 2026
  • ହଜ ଯାତ୍ରୀଙ୍କ ପାଇଁ କଡ଼ା ନିର୍ଦ୍ଦେଶ, ଉଲ୍ଲଂଘନ କଲେ ମିଳିବ ଏହି ଦଣ୍ଡ
    ଦେଶ-ଦେଶାନ୍ତର

    ହଜ ଯାତ୍ରୀଙ୍କ ପାଇଁ କଡ଼ା ନିର୍ଦ୍ଦେଶ, ଉଲ୍ଲଂଘନ କଲେ ମିଳିବ ଏହି ଦଣ୍ଡ

    15079
    Aug 18, 2026
  • ଏହି ଆପ୍ ଦେବ ସବୁଠୁ ଶସ୍ତା, ଉତ୍ତମ ଗୁଣବତ୍ତାଯୁକ୍ତ ଔଷଧ
    ଦେଶ-ଦେଶାନ୍ତର

    ଏହି ଆପ୍ ଦେବ ସବୁଠୁ ଶସ୍ତା, ଉତ୍ତମ ଗୁଣବତ୍ତାଯୁକ୍ତ ଔଷଧ

    15180
    Aug 19, 2026
  • ଆର୍ସେଲର ମିତ୍ତଲ ପ୍ଲାଣ୍ଟରେ ରୁଷିଆର ମିଶାଇଲ ଆକ୍ରମଣରେ ୨ ମୃତ
    ଦେଶ-ଦେଶାନ୍ତର

    ଆର୍ସେଲର ମିତ୍ତଲ ପ୍ଲାଣ୍ଟରେ ରୁଷିଆର ମିଶାଇଲ ଆକ୍ରମଣରେ ୨ ମୃତ

    13656
    Aug 18, 2026
  • ଗୁପ୍ତାଙ୍ଗ ବିକ୍ରି ଡିଲ୍ : ରିଲ୍ସ ଦେଖି କିଶୋରଙ୍କୁ ମାରିଦେଲେ
    ଅପରାଧ

    ଗୁପ୍ତାଙ୍ଗ ବିକ୍ରି ଡିଲ୍ : ରିଲ୍ସ ଦେଖି କିଶୋରଙ୍କୁ ମାରିଦେଲେ

    14874
    Aug 18, 2026
  • ଜଜ୍ ଙ୍କ ରେକର୍ଡ, ୯ ମାମଲାରେ ୨୨ ଦୋଷୀଙ୍କୁ ମୃତ୍ୟୁଦଣ୍ଡ
    ଦେଶ-ଦେଶାନ୍ତର

    ଜଜ୍ ଙ୍କ ରେକର୍ଡ, ୯ ମାମଲାରେ ୨୨ ଦୋଷୀଙ୍କୁ ମୃତ୍ୟୁଦଣ୍ଡ

    14999
    Aug 18, 2026
  • ସିଜରିଆନ୍ ପରେ ମହିଳାଙ୍କ ପେଟରେ ଛାଡିଦେଲେ ଗ୍ଲୋଭ୍ସ ଓ ନାପକିନ୍
    ଦେଶ-ଦେଶାନ୍ତର

    ସିଜରିଆନ୍ ପରେ ମହିଳାଙ୍କ ପେଟରେ ଛାଡିଦେଲେ ଗ୍ଲୋଭ୍ସ ଓ ନାପକିନ୍

    15084
    Aug 19, 2026
  • ନ୍ୟୁ ମାର୍କେଟ୍ ରେ ଜଳିଲା ହୋଟେଲ, ଶିଶୁଙ୍କ ସମେତ ୯ ଜୀବନ୍ତ ଦଗ୍ଧ
    ଦେଶ-ଦେଶାନ୍ତର

    ନ୍ୟୁ ମାର୍କେଟ୍ ରେ ଜଳିଲା ହୋଟେଲ, ଶିଶୁଙ୍କ ସମେତ ୯ ଜୀବନ୍ତ ଦଗ୍ଧ

    14875
    Aug 19, 2026
  • ୫ ବର୍ଷର ପୁଅ ସହ ବାପାର ସନ୍ଦେହଜନକ ମୃତ୍ୟୁ
    ଦେଶ-ଦେଶାନ୍ତର

    ୫ ବର୍ଷର ପୁଅ ସହ ବାପାର ସନ୍ଦେହଜନକ ମୃତ୍ୟୁ

    14568
    Aug 18, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଜଜ୍ ଙ୍କ ରେକର୍ଡ, ୯ ମାମଲାରେ ୨୨ ଦୋଷୀଙ୍କୁ ମୃତ୍ୟୁଦଣ୍ଡ

    14999
    Aug 18, 2026
  • ଦେଶ-ଦେଶାନ୍ତର

    ସିଜରିଆନ୍ ପରେ ମହିଳାଙ୍କ ପେଟରେ ଛାଡିଦେଲେ ଗ୍ଲୋଭ୍ସ ଓ ନାପକିନ୍

    15084
    Aug 19, 2026
  • ଦେଶ-ଦେଶାନ୍ତର

    ନ୍ୟୁ ମାର୍କେଟ୍ ରେ ଜଳିଲା ହୋଟେଲ, ଶିଶୁଙ୍କ ସମେତ ୯ ଜୀବନ୍ତ ଦଗ୍ଧ

    14875
    Aug 19, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17038
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17657
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17707
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18107
    Sep 06, 2023

ବିଶେଷ

  • ଏହା କଲେ ହେବ ନାହିଁ ଗ୍ୟାସ୍

    15741
    Aug 17, 2026
  • ଟୟେଲେଟ୍ ଯିବାବେଳେ ବଦଳାନ୍ତୁ ଏହିସବୁ ଅଭ୍ୟାସ

    13829
    Aug 16, 2026
  • ରୋଗର ପ୍ରଥମ ସଙ୍କେତ ଦିଏ ଓଠର ରଙ୍ଗ

    14864
    Aug 13, 2026
  • ଝିଅମାନେ କାହିଁକି ଲୁଚାନ୍ତି ତାଙ୍କ ପାଖରେ ଥିବା ଏହି ଗୁଣ ଜାଣନ୍ତୁ....

    14636
    Aug 10, 2026
  • ଏହି ଉପାୟ ଆପଣାଇଲେ ଘର ଖାଦ୍ୟ ଖାଇବେ ପିଲା

    14475
    Aug 07, 2026

ବାଣିଜ୍ୟ

ଆଇଟିସି ଆଶୀର୍ବାଦ ସଲ୍ଟ ୬ ଲକ୍ଷ ପିଲାଙ୍କ ଭୋଜନକୁ ଆୟୋଡିନ ପୋଷଣ ଯୋଗାଉଛି

ପୁରୀ ରଥ ଯାତ୍ରାରେ ଏହାର ‘ଆୟୋଡିନ କା ତିଲକ୍‌’ ପ୍ରୟାସ ପରେ ଏହି ବ୍ରାଣ୍ଡ୍‌ ପିଲାମାନଙ୍କ ନିମନ୍ତେ ଆୟୋଡିନ ପୋଷଣ ଯୋଗାଇବାକୁ ଚିଲ୍‌ଡ୍ରେନ୍ସ ଫାଉଣ୍ଡେସନଗୁଡିକ ସହିତ ସହଭାଗୀତା କରି ...

  • ବେଦାନ୍ତ ଆଲୁମିନିୟମ ସମ୍ପ୍ରଦାୟର ଯୋଗଦାନ ମାଧ୍ୟମରେ ବିଶ୍ୱ ଜନଜାତି ଦିବସ ପାଳନ କରିଛି

    14248
    Aug 12, 2026
  • ଆଶୀର୍ବାଦ ଅଟ୍ଟାର ଗୁଣାତ୍ମକ ପରମ୍ପରା ପୁରୀରେ ରଥ ନିର୍ମାଣକୁ ଜୀବନ୍ତ କରି ଗଢିତୋଳିଲା

    14375
    Aug 09, 2026
  • ବେଦାନ୍ତ ଆଲୁମିନିୟର ପ୍ରକଳ୍ପ ସଙ୍ଗମ କଳାହାଣ୍ଡିରେ ୪୦୦ରୁ ଉର୍ଦ୍ଧ କୃଷକଙ୍କୁ ନିରାପଦ ଏବଂ ଦୀର୍ଘସ୍ଥାୟୀ କୃଷି ପଦ୍ଧତି ଉପରେ ତାଲିମ ପ୍ରଦାନ କରିଛି

    15272
    Aug 09, 2026
  • ସୁଗନ୍ଧ ଉତ୍କର୍ଷର ୭୭ ବର୍ଷ ପାଳନ କରୁଛି, ସାଇକଲ ପିୟୋର୍‌ ଅଗରବତୀ ଭୁବନେଶ୍ୱରରେ ପାର୍ବଣ କାଳୀନ ନବସୃଜନ ଉନ୍ମୋଚନ କଲା

    14647
    Aug 07, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ୫ ବର୍ଷର ପୁଅ ସହ ବାପାର ସନ୍ଦେହଜନକ ମୃତ୍ୟୁ

    14568
    Aug 18, 2026
  • ମିଡ୍-ଡେ ମିଲ୍‌ରେ ଡିଟରଜେଣ୍ଟ, ୪୦ ଛାତ୍ରଛାତ୍ରୀ ଅସୁସ୍ଥ

    15218
    Aug 19, 2026
  • ୧୬ ବର୍ଷ ବୟସରେ ଚାର୍ଟର୍ଡ ଆକାଉଣ୍ଟାଣ୍ଟ

    14850
    Aug 18, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In