Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Tuesday, November 03, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ବଲିଉଡ୍ ଅଭିନେତ୍ରୀ ନୋରା ଫତେହିଙ୍କୁ ...

  • ୟୁକ୍ରେନର ସହାୟତା ବଣ୍ଟନ କେନ୍ଦ୍ର ଏବଂ ...

  • ନେପାଳର ଏଭରେଷ୍ଟ ବେସ୍ କ୍ୟାମ୍ପରେ ...

  • ହେଲମେଟ ବ୍ୟବହାର ନ କରିବା ଅଭିଯୋଗରେ ଅଟୋ ...

  • ନୋରାଙ୍କୁ ପୁଣି ସମନ ଜାରି

  • ସିଙ୍ଗଲ୍ ଙ୍କ ପାଇଁ ଫିନଲାଣ୍ଡ ଆଣିଛି ...

  • ଏଭରେଷ୍ଟ ବେସ୍ କ୍ୟାମ୍ପରେ ୨ ହେଲିକପ୍ଟର ...

  • ପତ୍ନୀଙ୍କୁ ‘ମୂର୍ଖ’ କହିବା ସ୍ୱାମୀଙ୍କର ...

  • ମାରାଥନରେ ଭାଗ ନେଇଥିବା ସଫ୍ଟୱେୟାର ...

  • ୧୦ ବର୍ଷୀୟ ପୁଅକୁ ଦେବୀଙ୍କ ସାମ୍ନାରେ ...

ମନୋରଞ୍ଜନ
Home ›› ମନୋରଞ୍ଜନ ››ମା’ ହେବେ ଦୀପିକା

ମା’ ହେବେ ଦୀପିକା

2024-03-16 19:50:48
15805
Share:
Facebook
Twitter
E-Mail
WhatsApp
Telegram
ମା’ ହେବେ ଦୀପିକା

ଦୀପିକା ପାଦୁକୋନ ଏବଂ ରଣବୀର ସିଂଙ୍କ ପ୍ରଶଂସକଙ୍କୁ ଖୁସି ଖବର ଦେଇଛନ୍ତି। ସୋସିଆଲ ମିଡିଆରେ ଏକ ପୋଷ୍ଟ ସେୟାର କରି ସେ ଗର୍ଭବତୀ ଥିବା ଘୋଷଣା କରିଛନ୍ତି। ସେପ୍ଟେମ୍ବରରେ ସେ ସନ୍ତାନ ପ୍ରସବ କରିବେ ବୋଲି କହିଛନ୍ତି ।

ବଲିଉଡ୍ର ମସ୍ତାନୀ ଦୀପିକା ପାଦୁକୋନ ତାଙ୍କ ପର୍ସନାଲ ଲାଇଫ୍ ନେଇ ଚର୍ଚ୍ଚାରେ ଅଛନ୍ତି। ଯେତେବେଳେ ଦୀପିକା ଏବଂ ରଣବୀର ସମସ୍ତଙ୍କୁ ଏହି ଖୁସି ଖବର ଦେଇଥିଲେ, ପ୍ରଶଂସକମାନେ ଖୁସି ଝୁମି ଉଠିଥିଲେ।

ରିପୋର୍ଟ ଅନୁଯାୟୀ, ଦୀପିକା ବର୍ତ୍ତମାନ ସମୟରେ ଅଧିକ କାମ କରିବାକୁ ଚାହୁଁନାହାଁନ୍ତି। ସେ କେବଳ ଏହି ମୁହୂର୍ତ୍ତକୁ ଉପଭୋଗ କରିବାକୁ ଚାହୁଁଛନ୍ତି ଏବଂ ତାଙ୍କର ଶାରୀରିକ ଏବଂ ମାନସିକ ସ୍ଵାସ୍ଥ୍ୟ ଉପରେ ଧ୍ୟାନ ଦେବାକୁ ଚାହୁଁଛନ୍ତି। ଏଥିପାଇଁ ସେ ଅଧିକ ଭ୍ରମଣ କରୁ ନାହାଁନ୍ତି ଏବଂ କେବଳ ବେଙ୍ଗାଲୁରୁରେ ଥିବା ତାଙ୍କ ପିତାମାତାଙ୍କ ଘରକୁ ଯାଉଛନ୍ତି । କେବଳ ଏତିକି ନୁହେଁ, ରଣବୀର ମଧ୍ୟ ଏହି ସମୟରେ ଦୀପିକାଙ୍କର ବହୁତ ଯତ୍ନ ନେଉଛନ୍ତି।

କିଛି ଦିନ ତଳେ ସ୍ବାମୀ ତଥା ଅଭିନେତା ରଣବୀର ସିଂହଙ୍କୁ, ଦୀପିକା ଛାଡ଼ପତ୍ର ଦେବେ ବୋଲି ଚର୍ଚ୍ଚା ଜୋର ଧରିଥିଲା। ଏଭଳି ଚର୍ଚ୍ଚା ମଧ୍ୟରେ ଦୀପିକାଙ୍କ ଏକ ଭିଡିଓ ଭାଇରାଲ ହୋଇଥିଲା, ଯେଉଁଥିରେ ତାଙ୍କ ବେବି ବମ୍ପ ନଜର ଆସୁଥିବା କଥା ଲୋକେ କହିବା ଆରମ୍ଭ କରିଥିଲେ। ଚର୍ଚ୍ଚା ମଧ୍ୟରେ ଦୀପିକା ଇନଷ୍ଟାରେ ଏକ ପୋଷ୍ଟ କରି ଗର୍ଭବତୀ ଅଛନ୍ତି ବୋଲି ଜଣାଇଛନ୍ତି।


Powered by Froala Editor

Tags deepika

Related articles Odisha News Lens 4.1

  • ବଲିଉଡ୍ ଅଭିନେତ୍ରୀ ନୋରା ଫତେହିଙ୍କୁ ପୁଣି ଥରେ ସମନ୍
    ଦେଶ-ଦେଶାନ୍ତର

    ବଲିଉଡ୍ ଅଭିନେତ୍ରୀ ନୋରା ଫତେହିଙ୍କୁ ପୁଣି ଥରେ ସମନ୍

    15005
    Nov 03, 2026
  • ଏଭରେଷ୍ଟ ବେସ୍ କ୍ୟାମ୍ପରେ ୨ ହେଲିକପ୍ଟର ଧକ୍କା, ପର୍ଯ୍ୟଟକଙ୍କ ମୃତ୍ୟୁ
    ଦେଶ-ଦେଶାନ୍ତର

    ଏଭରେଷ୍ଟ ବେସ୍ କ୍ୟାମ୍ପରେ ୨ ହେଲିକପ୍ଟର ଧକ୍କା, ପର୍ଯ୍ୟଟକଙ୍କ ମୃତ୍ୟୁ

    13418
    Nov 03, 2026
  • ପତ୍ନୀଙ୍କୁ ‘ମୂର୍ଖ’ କହିବା ସ୍ୱାମୀଙ୍କର ଖରାପ ସ୍ୱଭାବ, କିନ୍ତୁ ଅପରାଧ ଭାବେ ଗ୍ରହଣ ...
    ଦେଶ-ଦେଶାନ୍ତର

    ପତ୍ନୀଙ୍କୁ ‘ମୂର୍ଖ’ କହିବା ସ୍ୱାମୀଙ୍କର ଖରାପ ସ୍ୱଭାବ, କିନ୍ତୁ ଅପରାଧ ଭାବେ ଗ୍ରହଣ ...

    15277
    Nov 03, 2026
  • ହେଲମେଟ ବ୍ୟବହାର ନ କରିବା ଅଭିଯୋଗରେ ଅଟୋ ଚାଳକଙ୍କୁ ଫାଇନ୍‌
    ଜିଲ୍ଲା ପରିକ୍ରମା

    ହେଲମେଟ ବ୍ୟବହାର ନ କରିବା ଅଭିଯୋଗରେ ଅଟୋ ଚାଳକଙ୍କୁ ଫାଇନ୍‌

    15222
    Nov 03, 2026
  •  ୟୁକ୍ରେନର ସହାୟତା ବଣ୍ଟନ କେନ୍ଦ୍ର ଏବଂ ଆଶ୍ରୟସ୍ଥଳ ଉପରେ ବୋମା ଆକ୍ରମଣ କଲା ରୁଷ୍, ୨୬ ...
    ଦେଶ-ଦେଶାନ୍ତର

    ୟୁକ୍ରେନର ସହାୟତା ବଣ୍ଟନ କେନ୍ଦ୍ର ଏବଂ ଆଶ୍ରୟସ୍ଥଳ ଉପରେ ବୋମା ଆକ୍ରମଣ କଲା ରୁଷ୍, ୨୬ ...

    13509
    Nov 03, 2026
  • ସିଙ୍ଗଲ୍ ଙ୍କ ପାଇଁ ଫିନଲାଣ୍ଡ ଆଣିଛି ଆକର୍ଷଣୀୟ ଅଫର
    ଦେଶ-ଦେଶାନ୍ତର

    ସିଙ୍ଗଲ୍ ଙ୍କ ପାଇଁ ଫିନଲାଣ୍ଡ ଆଣିଛି ଆକର୍ଷଣୀୟ ଅଫର

    14778
    Nov 03, 2026
  • ମାରାଥନରେ ଭାଗ ନେଇଥିବା ସଫ୍ଟୱେୟାର ଇଞ୍ଜିନିୟରଙ୍କ ହୃଦଘାତ
    ଦେଶ-ଦେଶାନ୍ତର

    ମାରାଥନରେ ଭାଗ ନେଇଥିବା ସଫ୍ଟୱେୟାର ଇଞ୍ଜିନିୟରଙ୍କ ହୃଦଘାତ

    13562
    Nov 02, 2026
  • ନେପାଳର ଏଭରେଷ୍ଟ ବେସ୍ କ୍ୟାମ୍ପରେ ଭୟଙ୍କର ଦୁର୍ଘଟଣା, ଜଣେ ମୃତ
    ଦେଶ-ଦେଶାନ୍ତର

    ନେପାଳର ଏଭରେଷ୍ଟ ବେସ୍ କ୍ୟାମ୍ପରେ ଭୟଙ୍କର ଦୁର୍ଘଟଣା, ଜଣେ ମୃତ

    15142
    Nov 03, 2026
  • ୧୦ ବର୍ଷୀୟ ପୁଅକୁ ଦେବୀଙ୍କ ସାମ୍ନାରେ ହତ୍ୟା
    ଦେଶ-ଦେଶାନ୍ତର

    ୧୦ ବର୍ଷୀୟ ପୁଅକୁ ଦେବୀଙ୍କ ସାମ୍ନାରେ ହତ୍ୟା

    13733
    Nov 02, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଜିଲ୍ଲା ପରିକ୍ରମା

    ହେଲମେଟ ବ୍ୟବହାର ନ କରିବା ଅଭିଯୋଗରେ ଅଟୋ ଚାଳକଙ୍କୁ ଫାଇନ୍‌

    15222
    Nov 03, 2026
  • ଦେଶ-ଦେଶାନ୍ତର

    ମାରାଥନରେ ଭାଗ ନେଇଥିବା ସଫ୍ଟୱେୟାର ଇଞ୍ଜିନିୟରଙ୍କ ହୃଦଘାତ

    13562
    Nov 02, 2026
  • ମନୋରଞ୍ଜନ

    ନୋରାଙ୍କୁ ପୁଣି ସମନ ଜାରି

    14071
    Nov 03, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17246
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17944
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17886
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18308
    Sep 06, 2023

ବିଶେଷ

  • କଦଳୀପତ୍ରରେ ଖାଇଲେ ସୁସ୍ଥ ରହିଥାଏ ଶରୀର ଓ ମନ

    14775
    Nov 01, 2026
  • ଶୀତଦିନରେ କେମିତି ନେବେ ମେକଅପ ଜାଣନ୍ତୁ.....

    15760
    Oct 30, 2026
  • ଅଫିସ ଚାପରୁ ମୁକ୍ତି ପାଇବେ କିପରି, ଫୋଲୋ କରନ୍ତୁ ଏହି ଟିପ୍ସ....

    14931
    Oct 27, 2026
  • ଶୀତରେ ଶରୀରକୁ ଗରମ ରଖିବ ଏହି ଖାଦ୍ୟ, ଆଜି ହିଁ ଡାଇଟ୍‌ରେ କରନ୍ତୁ ସାମିଲ

    16132
    Oct 26, 2026
  • ଏଭଳି ନେତାଙ୍କୁ ଚିହ୍ନିଥାଏ ସାରା ବିଶ୍ଵ

    15057
    Oct 25, 2026

ବାଣିଜ୍ୟ

୨୦ ପ୍ରତିଶତ ଶସ୍ତା ହେଲା ସୁନା

ଧନତେରସରେ ସୁନା ବଜାରରେ ଆସିଥିବା ବଡ଼ କରେକ୍ସନ୍ ଗ୍ରାହକ ଓ ନିବେଶକଙ୍କ ପାଇଁ ନୂଆ ସୁଯୋଗ ସୃଷ୍ଟି କରିଛି। ୨୪ କ୍ୟାରେଟ୍ ସୁନାର ଦାମ ପ୍ରତି ୧୦ ଗ୍ରାମ ୧,୪୦,୦୫୪ ଟଙ୍କା ରହିଛି। ୨୯ ଜାନୁଆରୀରେ ଏହି ଦାମ ୧,୭୫,୩୪୦ ଟଙ୍କା ଥିଲା। ଅର୍ଥାତ୍ ରେକର୍ଡ ସ୍ତରରୁ ସୁନା ପ୍ରାୟ ୨୦ ପ୍ରତିଶତ ଶସ୍ତା ହୋଇଛି।

ଜାନୁଆରୀର ...

  • ଲାଞ୍ଜିଗଡ଼ ସ୍ଥିତ ଭିଏଏମ୍ଏଲ୍ ଦକ୍ଷତା କେନ୍ଦ୍ରର ସଦ୍ୟତମ ବ୍ୟାଚ୍ ଅଗ୍ରଣୀ କମ୍ପାନୀଗୁଡ଼ିକରେ ନିଯୁକ୍ତି ସୁନିଶ୍ଚିତ କରିଛି

    15847
    Oct 31, 2026
  • ଖିମଜୀ ଜୁଏଲର୍ସ ପକ୍ଷରୁ ‘ଧନତେରସ୍ ଧନବର୍ଷା’ ଉନ୍ମୋଚିତ, ସମଗ୍ର କଲେକ୍ସନସ୍ ଉପରେ ଉତ୍ସବ ଅଫର ବର୍ଷା

    14101
    Oct 31, 2026
  • ଶିଶୁମାନଙ୍କ ପାଇଁ ମୌଳିକ ଭେଣ୍ଟିଲେସନ୍‌ କର୍ମଶାଳା- ଆଇଏପି ଓଡ଼ିପେଡିକନ୍‌ ୨୦୨୬ର ଏକ ପ୍ରାକ୍‌-ସମ୍ମିଳନୀ କର୍ମଶାଳା

    13849
    Oct 31, 2026
  • କିଓରବେ ଦ୍ଵାରା ପରିଚାଳିତ ଶ୍ରୀ ଉଷା ଡାଏଗ୍ନୋଷ୍ଟିକ୍ସ ସ୍ତନ କର୍କଟ ସଚେତନତା ମାସ ନିମନ୍ତେ ଟଙ୍କପାଣି ରୋଡ କୋଠାକୁ ଗୋଲାପି ରଙ୍ଗରେ ଆଲୋକିତ କଲା

    15180
    Oct 26, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ନେପାଳର ଏଭରେଷ୍ଟ ବେସ୍ କ୍ୟାମ୍ପରେ ଭୟଙ୍କର ଦୁର୍ଘଟଣା, ଜଣେ ମୃତ

    15142
    Nov 03, 2026
  • ମାରାଥନରେ ଭାଗ ନେଇଥିବା ସଫ୍ଟୱେୟାର ଇଞ୍ଜିନିୟରଙ୍କ ହୃଦଘାତ

    13562
    Nov 02, 2026
  • ସିଙ୍ଗଲ୍ ଙ୍କ ପାଇଁ ଫିନଲାଣ୍ଡ ଆଣିଛି ଆକର୍ଷଣୀୟ ଅଫର

    14778
    Nov 03, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In