Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Wednesday, March 25, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ସୋନିଆ ଗାନ୍ଧି ଅସୁସ୍ଥ, ହସ୍ପିଟାଲରେ ...

  • ପଞ୍ଜାବୀ ଅଭିନେତ୍ରୀଙ୍କୁ ଦ୍ୱିତୀୟ ବିବାହ ...

  • ସିଗାରେଟ ଧୂଆଁ ନୁହେଁ, ଭୁଲ ବୁଝାମଣା

  • ଧର୍ମ ପରିବର୍ତ୍ତନ କଲେ କରିପାରିବନି ଏହି ...

  • ୧୩ ବର୍ଷର ସଂଘର୍ଷ ପରେ ଆଖି ବୁଜିଲେ ହରିଶ

  • ଯୁଦ୍ଧର ପ୍ରଭାବକୁ ହ୍ରାସ କରିବା ପାଇଁ ...

  • ପୁଣି କମିଲା ସୁନା ଦର, ଜାଣନ୍ତୁ କେତେ ?

  • ବିମାନ ଦୁର୍ଘଟଣାଗ୍ରସ୍ତ: ୬୬ ଯବାନଙ୍କ ...

  • କିଡ୍‌ନୀକୁ ସୁସ୍ଥ ରଖିବାର ଉପାୟ ...

  • ଇରାନ କେବଳ ଇସ୍ରାଏଲ ପାଇଁ ବିପଦ ନୁହେଁ ବରଂ ...

ରାଜ୍ୟ
Home ›› ରାଜ୍ୟ ››ଶିମିଳିପାଳ ଅଭୟାରଣ୍ୟରେ ଦେଢ ଲକ୍ଷରୁ ଅଧିକ ଟଙ୍କାର ଅଫିମ ଗଛ ଜବତ

ଶିମିଳିପାଳ ଅଭୟାରଣ୍ୟରେ ଦେଢ ଲକ୍ଷରୁ ଅଧିକ ଟଙ୍କାର ଅଫିମ ଗଛ ଜବତ

2024-03-17 05:37:38
15251
Share:
Facebook
Twitter
E-Mail
WhatsApp
Telegram
ଶିମିଳିପାଳ ଅଭୟାରଣ୍ୟରେ ଦେଢ ଲକ୍ଷରୁ ଅଧିକ ଟଙ୍କାର ଅଫିମ ଗଛ ଜବତ

କରଞ୍ଜିଆ: ଅଫିମ ଚାଷର ହବ୍ ପାଲଟିଛି ଶିମିଳିପାଳ ଅଭୟାରଣ୍ୟ। ଯଶୀପୁର ପୁଲିସ୍, ଅବକାରୀ ବନ ବିଭାଗ ଓ ତହସିଲଦାରଙ୍କ ମିଳିତ ଉଦ୍ୟମରେ ଅଭୟାରଣ୍ୟରେ ବଡଧରଣର ରେଡ୍ କରାଯାଇଛି। ରେଡ୍ ବେ‌ଳେ ଅଭୟାରଣ୍ୟ ମଧ୍ୟରେ ଥିବା ଯୋଜବଡା ଏବଂ ଫୁଲବାଡି ଗାଁ ନିକଟରୁ ଦେଢ ଲକ୍ଷରୁ ଅଧିକ ଟଙ୍କାର ଅଫିମ ଗଛ ଜବତ କରାଯାଇଛି। ପ୍ରାୟ ୩ କୋଟି ଟଙ୍କାର ଅଫିମ ନଷ୍ଟ କରିଛି ପୁଲିସ। ଏହା ପୂର୍ବରୁ ଗତ ୧୦ ତାରିଖରେ ବନବିଭାଗ, ପୁଲିସ ଏବଂ ଅବକାରୀ ବିଭାଗ ଶିମିଳିପାଳ ଅଭୟାରଣ୍ୟରେ ଚାଲିଥିବା ଅଫିମ ଚାଷ ଉପରେ ବଡ଼ ଧରଣର ଚଢାଉ କରିଥିଲା। ମାତ୍ର ଦୁଇ ମାସ ମଧ୍ୟରେ ପାଖାପାଖି ୨୦ କୋଟି ଟଙ୍କାର ଅଫିମ ନଷ୍ଟ ହେଲାଣି।

Powered by Froala Editor

Tags Similipala

Related articles Odisha News Lens 4.1

  • ବିମାନ ଦୁର୍ଘଟଣାଗ୍ରସ୍ତ: ୬୬ ଯବାନଙ୍କ ମୃତ୍ୟୁ
    ଦେଶ-ଦେଶାନ୍ତର

    ବିମାନ ଦୁର୍ଘଟଣାଗ୍ରସ୍ତ: ୬୬ ଯବାନଙ୍କ ମୃତ୍ୟୁ

    14670
    Mar 24, 2026
  • କିଡ୍‌ନୀକୁ ସୁସ୍ଥ ରଖିବାର ଉପାୟ ଜାଣନ୍ତୁ....
    ବିଶେଷ

    କିଡ୍‌ନୀକୁ ସୁସ୍ଥ ରଖିବାର ଉପାୟ ଜାଣନ୍ତୁ....

    14718
    Mar 23, 2026
  • ଧର୍ମ ପରିବର୍ତ୍ତନ କଲେ କରିପାରିବନି ଏହି ଅଭିଯୋଗ
    ଦେଶ-ଦେଶାନ୍ତର

    ଧର୍ମ ପରିବର୍ତ୍ତନ କଲେ କରିପାରିବନି ଏହି ଅଭିଯୋଗ

    13391
    Mar 24, 2026
  • ସୋନିଆ ଗାନ୍ଧି ଅସୁସ୍ଥ, ହସ୍ପିଟାଲରେ ଭର୍ତ୍ତି
    ଦେଶ-ଦେଶାନ୍ତର

    ସୋନିଆ ଗାନ୍ଧି ଅସୁସ୍ଥ, ହସ୍ପିଟାଲରେ ଭର୍ତ୍ତି

    14533
    Mar 25, 2026
  • ଯୁଦ୍ଧର ପ୍ରଭାବକୁ ହ୍ରାସ କରିବା ପାଇଁ ପ୍ରୟାସ କରାଯାଉଛି: ମୋଦୀ
    ଦେଶ-ଦେଶାନ୍ତର

    ଯୁଦ୍ଧର ପ୍ରଭାବକୁ ହ୍ରାସ କରିବା ପାଇଁ ପ୍ରୟାସ କରାଯାଉଛି: ମୋଦୀ

    13854
    Mar 24, 2026
  • ପୁଣି କମିଲା ସୁନା ଦର, ଜାଣନ୍ତୁ କେତେ ?
    ଦେଶ-ଦେଶାନ୍ତର

    ପୁଣି କମିଲା ସୁନା ଦର, ଜାଣନ୍ତୁ କେତେ ?

    15186
    Mar 24, 2026
  • ୧୩ ବର୍ଷର ସଂଘର୍ଷ ପରେ ଆଖି ବୁଜିଲେ ହରିଶ
    ଦେଶ-ଦେଶାନ୍ତର

    ୧୩ ବର୍ଷର ସଂଘର୍ଷ ପରେ ଆଖି ବୁଜିଲେ ହରିଶ

    15375
    Mar 24, 2026
  • ଇରାନ କେବଳ ଇସ୍ରାଏଲ ପାଇଁ ବିପଦ ନୁହେଁ ବରଂ ଏହା ସମଗ୍ର ବିଶ୍ବ ପାଇଁ ବିପଦ: ନେତାନ୍ୟାହୁ
    ଦେଶ-ଦେଶାନ୍ତର

    ଇରାନ କେବଳ ଇସ୍ରାଏଲ ପାଇଁ ବିପଦ ନୁହେଁ ବରଂ ଏହା ସମଗ୍ର ବିଶ୍ବ ପାଇଁ ବିପଦ: ନେତାନ୍ୟାହୁ

    14788
    Mar 23, 2026
  • ପଞ୍ଜାବୀ ଅଭିନେତ୍ରୀଙ୍କୁ ଦ୍ୱିତୀୟ ବିବାହ କଲେ ବାଦଶାହ
    ମନୋରଞ୍ଜନ

    ପଞ୍ଜାବୀ ଅଭିନେତ୍ରୀଙ୍କୁ ଦ୍ୱିତୀୟ ବିବାହ କଲେ ବାଦଶାହ

    13859
    Mar 24, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ୧୩ ବର୍ଷର ସଂଘର୍ଷ ପରେ ଆଖି ବୁଜିଲେ ହରିଶ

    15375
    Mar 24, 2026
  • ଦେଶ-ଦେଶାନ୍ତର

    ସୋନିଆ ଗାନ୍ଧି ଅସୁସ୍ଥ, ହସ୍ପିଟାଲରେ ଭର୍ତ୍ତି

    14533
    Mar 25, 2026
  • ଦେଶ-ଦେଶାନ୍ତର

    ବିମାନ ଦୁର୍ଘଟଣାଗ୍ରସ୍ତ: ୬୬ ଯବାନଙ୍କ ମୃତ୍ୟୁ

    14670
    Mar 24, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17383
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17448
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17794
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16267
    Apr 03, 2021

ବିଶେଷ

  • କିଡ୍‌ନୀକୁ ସୁସ୍ଥ ରଖିବାର ଉପାୟ ଜାଣନ୍ତୁ....

    14718
    Mar 23, 2026
  • ବୟସ ବୃଦ୍ଧିକୁ ହ୍ରାସ କରେ ଏହି ଫଳ

    13920
    Mar 22, 2026
  • ‘ପଖାଳ’ ହେଉଛି ଓଡ଼ିଆଙ୍କ ସହ ଜଡ଼ିତ ଭାବପ୍ରବଣତା

    15071
    Mar 20, 2026
  • ସ୍ତ୍ରୀଙ୍କ ପାଖରେ ଏପରି ଗୁଣ ଥିଲେ ହୋଇଯାଆନ୍ତି ବରବାଦ

    15620
    Mar 19, 2026
  • ଗୋଟେ ଗ୍ଲାସ କମଳା ରସ ସହିତ ଆରମ୍ଭ କରନ୍ତୁ ସକାଳ

    15529
    Mar 18, 2026

ବାଣିଜ୍ୟ

ସୁନା୬,୭୦୦ ଟଙ୍କା କମିଲା

ଘରୋଇ ଫ୍ୟୁଚର୍ସ ବଜାରରେ ସୁନା ଏବଂ ରୂପାର ମୂଲ୍ୟରେ ହ୍ରାସ ହୋଇଛି । ସୋମବାର, ୨୩  ରିପୋର୍ଟ ଲେଖାଯିବା ସମୟରେ, ସୁନା ଫ୍ୟୁଚର୍ସ ମଲ୍ଟି କମୋଡିଟି ଏକ୍ସଚେଞ୍ଜ (MCX) ରେ ପ୍ରାୟ ୬,୭୦୬ ହ୍ରାସ ପାଉଥିଲା।

MCX ରେ, ସୁନା ୧,୪୦,୧୫୮ (ପ୍ରତି ୧୦ ଗ୍ରାମ) ରେ ଖୋଲିଥିଲା। ପୂର୍ବ MCX ରେ ସୁନା ୧,୪୪,୪୯୨ ରେ କା ...

  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

    15013
    Mar 22, 2026
  • ସୁନାରେ ବଡ଼ ହ୍ରାସ, ମଧ୍ୟବିତ୍ତଙ୍କ ପାଇଁ ଖୁସି

    15523
    Mar 22, 2026
  • ୨୭୮୦ ଟଙ୍କା ଶସ୍ତା ହେଲା ସୁନା

    13819
    Mar 20, 2026
  • ୟୁନିଭରସିଟି ଅଫ୍‌ ୱେଷ୍ଟର୍ଣ୍ଣ ଅଷ୍ଟ୍ରେଲିଆ ଏବଂ ସାଇନ୍ସ ଆଣ୍ଡ ଟେକ୍‌ନୋଲୋଜି (ଏସ୍‌ ଆଣ୍ଡ ଟି) କ୍ଲଷ୍ଟର୍ସ ବିଜ୍ଞାନ ଓ ନବସୃଜନ ସହଯୋଗୀତା ମଜଭୁତ କରିବାକୁ ରଣକୋ÷ଶଳାତ୍ମକ ଏମ୍‌ଓୟୁରେ ସ୍ୱାକ୍ଷର କଲେ

    14263
    Mar 05, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ପୁଣି କମିଲା ସୁନା ଦର, ଜାଣନ୍ତୁ କେତେ ?

    15186
    Mar 24, 2026
  • ପଞ୍ଜାବୀ ଅଭିନେତ୍ରୀଙ୍କୁ ଦ୍ୱିତୀୟ ବିବାହ କଲେ ବାଦଶାହ

    13859
    Mar 24, 2026
  • ଇରାନ କେବଳ ଇସ୍ରାଏଲ ପାଇଁ ବିପଦ ନୁହେଁ ବରଂ ଏହା ସମଗ୍ର ବିଶ୍ବ ପାଇଁ ବିପଦ: ନେତାନ୍ୟାହୁ

    14788
    Mar 23, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In