Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Wednesday, May 27, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • କକ୍ରୋଚ ଜନତା ପାର୍ଟିକୁ ସମର୍ଥନ ଜଣାଇଲେ ...

  • ଏଆଇଏଡିଏମ୍‌କେର ୩ ବିଧାୟକ ଟିଭିକେରେ ...

  • ଏଣିକି ୫ ଟଙ୍କାରେ ଖାଇପାରିବେ ମାଛ ତରକାରୀ ...

  • ପେଟ୍ରୋଲ ଏବଂ ଡିଜେଲ ପରେ CNG ମହଙ୍ଗା

  • ଧର୍ମେନ୍ଦ୍ରଙ୍କୁ ମରଣୋତ୍ତର ପଦ୍ମ ବିଭୂଷଣ ...

  • ଡିଜିଟାଲ ଆରେଷ୍ଟ କରି ଲୁଟିନେଲେ ୨୪ କୋଟି

  • ନିଜ ମନ ପସନ୍ଦର ଗୀତ ଶୁଣିଲେ ବୃଦ୍ଧି ହୁଏ ...

  • ତ୍ୱିଶା ଶର୍ମା ମାମଲାର ଶୁଣାଣି: ଏହା କହିଲେ ...

  • ହ୍ବାଇଟ ହାଉସ ନିରାପତ୍ତା ଚେକ୍‌ ପୋଷ୍ଟ ...

  • ସୁପ୍ରିମକୋର୍ଟରେ କକ୍ରୋଚ୍ ଜନତା ପାର୍ଟି ...

ରାଜ୍ୟ
Home ›› ରାଜ୍ୟ ›› ଆଦର୍ଶ ଆଚରଣ ବିଧି ଲାଗୁ କରିବାକୁ ମୁଖ୍ୟ ଶାସନ ସଚିବଙ୍କ ଜିଲ୍ଲାପାଳଙ୍କୁ ପତ୍ର

ଆଦର୍ଶ ଆଚରଣ ବିଧି ଲାଗୁ କରିବାକୁ ମୁଖ୍ୟ ଶାସନ ସଚିବଙ୍କ ଜିଲ୍ଲାପାଳଙ୍କୁ ପତ୍ର

2024-03-17 07:11:33
14723
Share:
Facebook
Twitter
E-Mail
WhatsApp
Telegram
 ଆଦର୍ଶ ଆଚରଣ ବିଧି ଲାଗୁ କରିବାକୁ ମୁଖ୍ୟ ଶାସନ ସଚିବଙ୍କ ଜିଲ୍ଲାପାଳଙ୍କୁ ପତ୍ର

ଭୁବନେଶ୍ୱର : ରାଜ୍ୟରେ ସାଧାରଣ ନିର୍ବାଚନ ତାରିଖ ଘୋଷଣା କରିବା ପରେ ସମସ୍ତ ଜିଲ୍ଲାରେ ଆଦର୍ଶ ଆଚରଣ ବିଧି ଲାଗୁ କରିବାକୁ ରାଜ୍ୟର ମୁଖ୍ୟ ଶାସନ ସଚିବ ପ୍ରଦୀପ କୁମାର ଜେନା ସମସ୍ତ ଜିଲ୍ଲାର ଜିଲ୍ଲାପାଳମାନଙ୍କୁ ପତ୍ର ମାଧ୍ୟମରେ ଅବଗତ କରାଇଛନ୍ତି। ପତ୍ରରେ ଉଲ୍ଲେଖ କରାଯାଇଛି ଯେ, ନିର୍ବାଚନ ତାରିଖ ଘୋଷଣା ହେବା ମାତ୍ରେ ତୁରନ୍ତ ଆଦର୍ଶ ଆଚରଣ ବିଧି ଲାଗୁକରାଗଲା। ଏହି ବ୍ୟବସ୍ଥା ସାଧାରଣ ନିର୍ବଚନ ଏବଂ ବିଧାନସଭା ନିର୍ବାଚନ ଶେଷ ହେବା ପର୍ୟ୍ୟନ୍ତ ବଳବତ୍ତର ରହିବ। ତେବେ ଏହି ସମୟ ମଧ୍ୟରେ କୌଣସି ଜିଲ୍ଲା ସ୍ତରରେ ଜନଶୁଣାଣି ହେବ ନାହିଁ। ସୋମବାର ଜିଲ୍ଲାପାଳ ଏବଂ ଜିଲ୍ଲା ଏସ୍‌ପିଙ୍କ ଦ୍ୱାରା କରାଯାଉଥିବା ଜନଶୁଣାଣି ନିର୍ବାଚନ ପ୍ରକ୍ରିୟା ଶେଷ ନ ହେବା ପର୍ୟ୍ୟନ୍ତ ହେବ ନାହିଁ ବୋଲି ଚିଠିରେ ଉଲ୍ଲେଖ ରହିଛି।

Powered by Froala Editor

Tags Pradeep jena

Related articles Odisha News Lens 4.1

  • ସୁପ୍ରିମକୋର୍ଟରେ କକ୍ରୋଚ୍ ଜନତା ପାର୍ଟି ବିବାଦ
    ଦେଶ-ଦେଶାନ୍ତର

    ସୁପ୍ରିମକୋର୍ଟରେ କକ୍ରୋଚ୍ ଜନତା ପାର୍ଟି ବିବାଦ

    15090
    May 25, 2026
  • ପେଟ୍ରୋଲ ଏବଂ ଡିଜେଲ ପରେ CNG ମହଙ୍ଗା
    ଦେଶ-ଦେଶାନ୍ତର

    ପେଟ୍ରୋଲ ଏବଂ ଡିଜେଲ ପରେ CNG ମହଙ୍ଗା

    14459
    May 26, 2026
  • ଏଆଇଏଡିଏମ୍‌କେର ୩ ବିଧାୟକ ଟିଭିକେରେ ଯୋଗଦେଲେ
    ଦେଶ-ଦେଶାନ୍ତର

    ଏଆଇଏଡିଏମ୍‌କେର ୩ ବିଧାୟକ ଟିଭିକେରେ ଯୋଗଦେଲେ

    13395
    May 26, 2026
  •  ହ୍ବାଇଟ ହାଉସ ନିରାପତ୍ତା ଚେକ୍‌ ପୋଷ୍ଟ ନିକଟରେ ଗୁଳିକାଣ୍ଡ
    ଦେଶ-ଦେଶାନ୍ତର

    ହ୍ବାଇଟ ହାଉସ ନିରାପତ୍ତା ଚେକ୍‌ ପୋଷ୍ଟ ନିକଟରେ ଗୁଳିକାଣ୍ଡ

    14863
    May 25, 2026
  • କକ୍ରୋଚ ଜନତା ପାର୍ଟିକୁ ସମର୍ଥନ ଜଣାଇଲେ ମମତା
    ଦେଶ-ଦେଶାନ୍ତର

    କକ୍ରୋଚ ଜନତା ପାର୍ଟିକୁ ସମର୍ଥନ ଜଣାଇଲେ ମମତା

    13529
    May 26, 2026
  • ତ୍ୱିଶା ଶର୍ମା ମାମଲାର ଶୁଣାଣି: ଏହା କହିଲେ ସୁପ୍ରିମକୋର୍ଟ
    ଦେଶ-ଦେଶାନ୍ତର

    ତ୍ୱିଶା ଶର୍ମା ମାମଲାର ଶୁଣାଣି: ଏହା କହିଲେ ସୁପ୍ରିମକୋର୍ଟ

    13652
    May 25, 2026
  • ଧର୍ମେନ୍ଦ୍ରଙ୍କୁ ମରଣୋତ୍ତର ପଦ୍ମ ବିଭୂଷଣ ସମ୍ମାନ, ରାଷ୍ଟ୍ରପତିଙ୍କଠୁ ଆଓ୍ୱାର୍ଡ ...
    ଦେଶ-ଦେଶାନ୍ତର

    ଧର୍ମେନ୍ଦ୍ରଙ୍କୁ ମରଣୋତ୍ତର ପଦ୍ମ ବିଭୂଷଣ ସମ୍ମାନ, ରାଷ୍ଟ୍ରପତିଙ୍କଠୁ ଆଓ୍ୱାର୍ଡ ...

    13730
    May 26, 2026
  • ଏଣିକି ୫ ଟଙ୍କାରେ ଖାଇପାରିବେ ମାଛ ତରକାରୀ ଓ ଭାତ
    ଦେଶ-ଦେଶାନ୍ତର

    ଏଣିକି ୫ ଟଙ୍କାରେ ଖାଇପାରିବେ ମାଛ ତରକାରୀ ଓ ଭାତ

    14649
    May 26, 2026
  • ଡିଜିଟାଲ ଆରେଷ୍ଟ କରି ଲୁଟିନେଲେ ୨୪ କୋଟି
    ଅପରାଧ

    ଡିଜିଟାଲ ଆରେଷ୍ଟ କରି ଲୁଟିନେଲେ ୨୪ କୋଟି

    15417
    May 26, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ପେଟ୍ରୋଲ ଏବଂ ଡିଜେଲ ପରେ CNG ମହଙ୍ଗା

    14459
    May 26, 2026
  • ଦେଶ-ଦେଶାନ୍ତର

    ଏଆଇଏଡିଏମ୍‌କେର ୩ ବିଧାୟକ ଟିଭିକେରେ ଯୋଗଦେଲେ

    13395
    May 26, 2026
  • ଦେଶ-ଦେଶାନ୍ତର

    କକ୍ରୋଚ ଜନତା ପାର୍ଟିକୁ ସମର୍ଥନ ଜଣାଇଲେ ମମତା

    13529
    May 26, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    16881
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17501
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17549
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17931
    Sep 06, 2023

ବିଶେଷ

  • ନିଜ ମନ ପସନ୍ଦର ଗୀତ ଶୁଣିଲେ ବୃଦ୍ଧି ହୁଏ ସ୍ମରଣ ଶକ୍ତି

    14530
    May 26, 2026
  • ଏପରି କଲେ ନିଶାଦ୍ରବ୍ୟଠାରୁ ରହିପାରିବେ ଦୂରେଇ

    15733
    May 24, 2026
  • ଲୋ ବ୍ଲଡପ୍ରେସର ସମସ୍ୟା ଥିଲେ ଖାଆନ୍ତୁ ମିଶ୍ରି

    15024
    May 21, 2026
  • ଅନ୍ଧାରକଣା ସମସ୍ୟା ଥିବା ବ୍ୟକ୍ତି ନିୟମିତ ଖାଆନ୍ତୁ କଖାରୁ ଫୁଲ

    14434
    May 20, 2026
  • ପିଲାମାନେ ଖାଇବା ସମୟରେ ଏଭଳି ବାରମ୍ବାର କରୁଥିଲେ ଜାଣନ୍ତୁ କଣ କରିବେ?

    14557
    May 18, 2026

ବାଣିଜ୍ୟ

ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

ଆମେରିକା ସେନା ଇରାନ ଛାଡ଼ିବା ନେଇ ଟ୍ରମ୍ପଙ୍କ ଘୋଷଣା ପରେ ଉଛୁଳିଛି ସେୟାର ବଜାର ।  ବଜାର ଖୋଲିବାରୁ ସେନ୍‌ସେକ୍ସ ୧,୬୦୦ ପଏଣ୍ଟ୍ ବୃଦ୍ଧି ପାଇଥିଲା ପରେ ଏହା ୧୮୦୦ ପଏଣ୍ଟ ବୃଦ୍ଧି ପାଇଛି । ସେହିପରି ନିଫ୍ଟି ୫୦୦ ପଏଣ୍ଟ୍ ଉପରକୁ ଉଠିଛି । ନିଫ୍ଟି ୨୨ ହଜାର ୮୦୦ ପଏଣ୍ଟ ଉପରେ ରହିଥିବା ବେଳେ ସେନସେକ୍ସ ୭ ...

  • ସୁନା୬,୭୦୦ ଟଙ୍କା କମିଲା

    15424
    Mar 23, 2026
  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

    15164
    Mar 22, 2026
  • ସୁନାରେ ବଡ଼ ହ୍ରାସ, ମଧ୍ୟବିତ୍ତଙ୍କ ପାଇଁ ଖୁସି

    15655
    Mar 22, 2026
  • ୨୭୮୦ ଟଙ୍କା ଶସ୍ତା ହେଲା ସୁନା

    13991
    Mar 20, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଏଣିକି ୫ ଟଙ୍କାରେ ଖାଇପାରିବେ ମାଛ ତରକାରୀ ଓ ଭାତ

    14649
    May 26, 2026
  • ନିଜ ମନ ପସନ୍ଦର ଗୀତ ଶୁଣିଲେ ବୃଦ୍ଧି ହୁଏ ସ୍ମରଣ ଶକ୍ତି

    14530
    May 26, 2026
  • ଏଆଇଏଡିଏମ୍‌କେର ୩ ବିଧାୟକ ଟିଭିକେରେ ଯୋଗଦେଲେ

    13395
    May 26, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In