Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Thursday, October 15, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ସୁପ୍ରିମକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ...

  • କଳାହାଣ୍ଡି ଓ ରାୟଗଡ଼ାରେ ନିର୍ଭରଯୋଗ୍ୟ ...

  • ଇମ୍ରାନ ଖାନଙ୍କୁ ଅକ୍ଟୋବର ୨୮ ସୁଦ୍ଧା ...

  • ୧୧ ବର୍ଷର ସମ୍ପର୍କ ଭାଙ୍ଗି ଚାଲିଗଲା ...

  • ଦୀପାବଳି ଉପହାର : ରେଳ କର୍ମଚାରୀଙ୍କୁ ୭୮ ...

  • ମିରଟ୍ ବ୍ଲୁ ଡ୍ରମ୍ ହତ୍ୟା ମାମଲା: ମୁସ୍କାନ ...

  • ମନ୍ତ୍ରୀ ପଦ ଓ ରାଜ୍ୟସଭା ସଦସ୍ୟ ପଦରୁ ...

  • ଗଙ୍ଗା ନଦୀରେ ବୁଡ଼ିଲା ଡଙ୍ଗା, ଚାଲିଗଲା 14 ...

  • ଜୟପୁର ବିମାନବନ୍ଦରରେ ହାଇଜାକ୍ ଆଲର୍ଟ: ...

  • କେନ୍ଦୁଝରରେ ଡିଜାଷ୍ଟର ରିକଭରି ଡାଟା ...

ରାଜ୍ୟ
Home ›› ରାଜ୍ୟ ››ଓଡ଼ିଶାରେ ୩ କୋଟି ୩୪ ଲକ୍ଷରୁ ଅଧିକ ଭୋଟର ସାବ୍ୟସ୍ତ କରିବେ ମତାଧିକାର

ଓଡ଼ିଶାରେ ୩ କୋଟି ୩୪ ଲକ୍ଷରୁ ଅଧିକ ଭୋଟର ସାବ୍ୟସ୍ତ କରିବେ ମତାଧିକାର

2024-03-17 07:21:09
13920
Share:
Facebook
Twitter
E-Mail
WhatsApp
Telegram
ଓଡ଼ିଶାରେ ୩ କୋଟି ୩୪ ଲକ୍ଷରୁ ଅଧିକ ଭୋଟର ସାବ୍ୟସ୍ତ କରିବେ ମତାଧିକାର

ଭୁବନେଶ୍ୱର : ଆଜି ଭାରତୀୟ ନିର୍ବାଚନ ଆୟୁକ୍ତ ରାଜ୍ୟରେ ୨୧ଟି ଲୋକସଭା ଏବଂ ୧୪୭ଟି ବିଧାନସଭା ପାଇଁ ଏକକାଳୀନ ସାଧାରଣ ନିର୍ବାଚନ ପାଇଁ ତାରିଖ ଘୋଷଣା କରିଛନ୍ତି। ଏଥିସହ ସମଗ୍ର ଦେଶରେ ଆଦର୍ଶ ଆଚାରଣ ବିଧି ଲାଗୁ ହୋଇଛି। ନିର୍ବାଚନ ଘୋଷଣା ହେବା ପରେ ଏକ ବୈଠକରେ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ନିକୁଞ୍ଜ ବିହାରୀ ଧଳ ବିଭିନ୍ନ ସ୍ୱୀକୃତିପ୍ରାପ୍ତ ରାଜନୈତିକ ଦଳର ପ୍ରତିନିଧିମାନଙ୍କ ସହ ଆଲୋଚନା କରିଥିଲେ। ରାଜ୍ୟରେ ନିର୍ବାଚନକୁ ଶାନ୍ତିଶୃଙ୍ଖଳାର ସହ ପରିଚାଳନା ନିମନ୍ତେ ଶ୍ରୀ ଧଳ ସମସ୍ତ ରାଜନୈତିକ ଦଳର ସହଯୋଗ କାମନା କରିବା ସହ ଆଦର୍ଶ ଆଚାରଣ ବିଧିର କଡ଼ାକଡ଼ି ଅନୁପାଳନ କରିବାକୁ ଅନୁରୋଧ କରିଥିଲେ। ରାଜ୍ୟରେ ସ୍ୱଚ୍ଛ, ମୁକ୍ତ, ଅବାଧ ଓ ନିରପେକ୍ଷ ନିର୍ବାଚନ ନିମନ୍ତେ ସମସ୍ତ ରାଜନୈତିକ ଦଳ ପ୍ରତିବଦ୍ଧତା ପ୍ରଦର୍ଶନ କରିବେ ବୋଲି ଶ୍ରୀ ଧଳ ଆଶାବ୍ୟକ୍ତ କରିଥିଲେ।ଓଡ଼ିଶାରେ ଭୋଟରଙ୍କ ସଂଖ୍ୟା ୩ କୋଟି ୩୪ ଲକ୍ଷ ୭୩ ହଜାର ୫୬୧ ରହିଛି । ଏଥିମଧ୍ୟରୁ ପୁରୁଷ ଭୋଟରଙ୍କ ସଂଖ୍ୟା ୧ କୋଟି ୬୯ ଲକ୍ଷ ୫୫ ହଜାର ୩୬୯ ରହିଥିବା ବେଳେ ମହିଳା ଭୋଟରଙ୍କ ସଂଖ୍ୟା ହେଉଛି ୧ କୋଟି ୬୫ ଲକ୍ଷ ୧୪ ହଜାର ୭୫୪ । ତୃତୀୟ ଲିଙ୍ଗୀ ଭୋଟରଙ୍କ ସଂଖ୍ୟା ୩ ହଜାର ୪୩୮ ଥିବା ବେଳେ ଭିନ୍ନକ୍ଷମ ଭୋଟରଙ୍କ ସଂଖ୍ୟା ୫ ଲକ୍ଷ ୧୯ ହଜାର ୮୬୧ ରହିଛି । ବରିଷ୍ଠ ନାଗରିକ ଭୋଟରଙ୍କ ସଂଖ୍ୟା ୩ ଲକ୍ଷ ୨ ହଜାର ୨୭୩ । ୧୮ରୁ ୧୯ ବର୍ଷ ବୟସ୍କ ଭୋଟରଙ୍କ ସଂଖ୍ୟା ୭ ଲକ୍ଷ ୯୯ ହଜାର ୩୩୪ ରହିଛି । ସର୍ଭିସ ମତଦାତାଙ୍କ ସଂଖ୍ୟା ୪୯ ହଜାର ୫୯୯ । ପ୍ରବାସୀ ଭୋଟରଙ୍କ ସଂଖ୍ୟା ରହିଛି ୧୮୪ ।
ଓଡ଼ିଶାର ମୋଟ ୨୧ ଲୋକସଭା ଆସନ ମଧ୍ୟରୁ ଅନୁସୂଚିତ ଜାତି ପାଇଁ ୩ ଓ ଜନଜାତିଙ୍କ ପାଇଁ ୫ ଆସନ ସଂରକ୍ଷିତ ରହିଛି । ମୋଟ ୧୪୭ ବିଧାନସଭା ଆସନରୁ ଅନୁସୂଚିତ ଜାତିଙ୍କ ପାଇଁ ୨୪ ଓ ଜନଜାତିଙ୍କ ପାଇଁ ୩୩ ଆସନ ସଂରକ୍ଷିତ । ନିର୍ବାଚନକୁ ସୁରୁଖୁରୁରେ ପରିଚାଳନା ପାଇଁ ୩୦ଟି ଜିଲ୍ଲା ନିର୍ବାଚନ ଅଧିକାରୀଙ୍କୁ ନିଯୁକ୍ତ କରାଯିବ । ୨୧ ଜଣ ରିଟର୍ଣ୍ଣିଂ ଅଫିସର(ବିଧାନସଭା),୧୩୧ ଜଣ ରିଟର୍ଣ୍ଣିଂ ଅଫିସର(ବିଧାନସଭା) ଙ୍କୁ ନିଯୁକ୍ତ କରାଯାଇ ତାଲିମ ଦିଆଯାଇଛି। ୨୯୪ ଜଣ ସହକାରୀ ରିଟର୍ଣ୍ଣିଂ ଅଫିସର (ବିଧାନସଭା) ନିଯୁକ୍ତ ହୋଇଛନ୍ତି । ବିଭିନ୍ନ ବୁଥରେ ନିୟୋଜିତ ହେବାକୁ ଥିବା ପ୍ରାୟ ୨.୭୦ ଲକ୍ଷ ମତଦାନ କର୍ମଚାରୀଙ୍କୁ ତାଲିମ ଦିଆଯାଇଛି। ପ୍ରତି ମତଦାନ କେନ୍ଦ୍ରରେ ଜଣେ ପ୍ରିଜାଇଡିଂ ଅଫିସର ଓ ୫ଜଣ ଲେଖାଏଁ ପୋଲିଂ ଅଫିସର ରହିବେ ।
ମତଦାନ କେନ୍ଦ୍ରରେ ଭୋଟର ପରିଚୟ ପତ୍ର ଦେଖାଇବେ । ଆଧାରକାର୍ଡ, ପାନକାର୍ଡ, ସ୍ବତନ୍ତ୍ର ଭିନ୍ନକ୍ଷମ ପରିଚୟପତ୍ର, ଡ୍ରାଇଭିଂ ଲାଇସେନ୍ସ, ପାସପୋର୍ଟ, ମନରେଗା କାର୍ଡ ଆଦି ମଧ୍ୟରୁ ଯେ କୈାଣସି ଗୋଟିଏ ଦେଖାଇ ଭୋଟ୍ ଦେଇପାରିବେ ।

Powered by Froala Editor

Tags Election

Related articles Odisha News Lens 4.1

  • କଳାହାଣ୍ଡି ଓ ରାୟଗଡ଼ାରେ ନିର୍ଭରଯୋଗ୍ୟ ଆଲୋକ ଓ ପାନୀୟ ଜଳ ବ୍ୟବସ୍ଥା ପାଇଁ ବେଦାନ୍ତ ...
    ବାଣିଜ୍ୟ

    କଳାହାଣ୍ଡି ଓ ରାୟଗଡ଼ାରେ ନିର୍ଭରଯୋଗ୍ୟ ଆଲୋକ ଓ ପାନୀୟ ଜଳ ବ୍ୟବସ୍ଥା ପାଇଁ ବେଦାନ୍ତ ...

    14127
    Oct 15, 2026
  • କେନ୍ଦୁଝରରେ ଡିଜାଷ୍ଟର ରିକଭରି ଡାଟା ସେଣ୍ଟର ପ୍ରସ୍ତାବକୁ କ୍ୟାବିନେଟ ମୋହର
    ଦେଶ-ଦେଶାନ୍ତର

    କେନ୍ଦୁଝରରେ ଡିଜାଷ୍ଟର ରିକଭରି ଡାଟା ସେଣ୍ଟର ପ୍ରସ୍ତାବକୁ କ୍ୟାବିନେଟ ମୋହର

    14020
    Oct 14, 2026
  • ମିରଟ୍ ବ୍ଲୁ ଡ୍ରମ୍ ହତ୍ୟା ମାମଲା: ମୁସ୍କାନ ରସ୍ତୋଗୀ ଓ ପ୍ରେମିକଙ୍କୁ ମୃତ୍ୟୁଦଣ୍ଡ
    ଅପରାଧ

    ମିରଟ୍ ବ୍ଲୁ ଡ୍ରମ୍ ହତ୍ୟା ମାମଲା: ମୁସ୍କାନ ରସ୍ତୋଗୀ ଓ ପ୍ରେମିକଙ୍କୁ ମୃତ୍ୟୁଦଣ୍ଡ

    15319
    Oct 15, 2026
  • ଦୀପାବଳି ଉପହାର : ରେଳ କର୍ମଚାରୀଙ୍କୁ ୭୮ ଦିନର ବୋନସ୍
    ଦେଶ-ଦେଶାନ୍ତର

    ଦୀପାବଳି ଉପହାର : ରେଳ କର୍ମଚାରୀଙ୍କୁ ୭୮ ଦିନର ବୋନସ୍

    15043
    Oct 15, 2026
  • ଗଙ୍ଗା ନଦୀରେ ବୁଡ଼ିଲା ଡଙ୍ଗା, ଚାଲିଗଲା 14 ଜୀବନ
    ଦେଶ-ଦେଶାନ୍ତର

    ଗଙ୍ଗା ନଦୀରେ ବୁଡ଼ିଲା ଡଙ୍ଗା, ଚାଲିଗଲା 14 ଜୀବନ

    15079
    Oct 14, 2026
  •  ଇମ୍ରାନ ଖାନଙ୍କୁ  ଅକ୍ଟୋବର ୨୮ ସୁଦ୍ଧା ଭାରତ ଛାଡିବାକୁ ନିର୍ଦ୍ଦେଶ
    ଦେଶ-ଦେଶାନ୍ତର

    ଇମ୍ରାନ ଖାନଙ୍କୁ ଅକ୍ଟୋବର ୨୮ ସୁଦ୍ଧା ଭାରତ ଛାଡିବାକୁ ନିର୍ଦ୍ଦେଶ

    14449
    Oct 15, 2026
  •  ସୁପ୍ରିମକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ରାୟ: ଧର୍ମ ପରିବର୍ତ୍ତନ କଲାମାତ୍ରେ ସଂରକ୍ଷଣର ...
    ଦେଶ-ଦେଶାନ୍ତର

    ସୁପ୍ରିମକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ରାୟ: ଧର୍ମ ପରିବର୍ତ୍ତନ କଲାମାତ୍ରେ ସଂରକ୍ଷଣର ...

    15276
    Oct 15, 2026
  • ମନ୍ତ୍ରୀ ପଦ ଓ ରାଜ୍ୟସଭା ସଦସ୍ୟ ପଦରୁ ଇସ୍ତଫା ଦେଲେ ସଂସଦୀୟ ବ୍ୟାପାର ...
    ଦେଶ-ଦେଶାନ୍ତର

    ମନ୍ତ୍ରୀ ପଦ ଓ ରାଜ୍ୟସଭା ସଦସ୍ୟ ପଦରୁ ଇସ୍ତଫା ଦେଲେ ସଂସଦୀୟ ବ୍ୟାପାର ...

    13701
    Oct 14, 2026
  • ୧୧ ବର୍ଷର ସମ୍ପର୍କ ଭାଙ୍ଗି ଚାଲିଗଲା ଷ୍ଟେଫି
    ଦେଶ-ଦେଶାନ୍ତର

    ୧୧ ବର୍ଷର ସମ୍ପର୍କ ଭାଙ୍ଗି ଚାଲିଗଲା ଷ୍ଟେଫି

    13629
    Oct 15, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଅପରାଧ

    ମିରଟ୍ ବ୍ଲୁ ଡ୍ରମ୍ ହତ୍ୟା ମାମଲା: ମୁସ୍କାନ ରସ୍ତୋଗୀ ଓ ପ୍ରେମିକଙ୍କୁ ମୃତ୍ୟୁଦଣ୍ଡ

    15319
    Oct 15, 2026
  • ବାଣିଜ୍ୟ

    କଳାହାଣ୍ଡି ଓ ରାୟଗଡ଼ାରେ ନିର୍ଭରଯୋଗ୍ୟ ଆଲୋକ ଓ ପାନୀୟ ଜଳ ବ୍ୟବସ୍ଥା ପାଇଁ ବେଦାନ୍ତ ଆଲୁମିନିୟମ୍ ଦ୍ୱାରା ସୌର ଭିତ୍ତିଭୂମି ...

    14127
    Oct 15, 2026
  • ଦେଶ-ଦେଶାନ୍ତର

    ଇମ୍ରାନ ଖାନଙ୍କୁ ଅକ୍ଟୋବର ୨୮ ସୁଦ୍ଧା ଭାରତ ଛାଡିବାକୁ ନିର୍ଦ୍ଦେଶ

    14449
    Oct 15, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17183
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17876
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17826
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18246
    Sep 06, 2023

ବିଶେଷ

  • ମୂଳାଷ୍ଟମୀ କାହିଁକି ହୁଏ ପାଳନ, କ'ଣ ରହିଛି ତାତ୍ପର୍ଯ୍ୟ ଜାଣନ୍ତୁ.....

    14599
    Oct 06, 2026
  • କେଶ ପାଇଁ ବ୍ୟବହାର କରନ୍ତୁ ଅଣ୍ଡା ତେଲ

    14705
    Oct 04, 2026
  • ଏମିତି ଘରକୁ ରଖନ୍ତୁ ଥଣ୍ଡା.....

    15708
    Sep 29, 2026
  • ବାରମ୍ବାର ରୋଗ ଗ୍ରସ୍ତ ହେଉଥିଲେ କରନ୍ତୁ ଏହି ଉପାୟ.......

    14383
    Sep 27, 2026
  • ଘରୁ ବାହାରକୁ ଗଲେ କାର୍ଯ୍ୟରେ ସଫଳତା ପ୍ରାପ୍ତି ପାଇଁ କରନ୍ତୁ ଏହି ଉପାୟ, ମିଳିବ ସଫଳତା

    16117
    Sep 23, 2026

ବାଣିଜ୍ୟ

କଳାହାଣ୍ଡି ଓ ରାୟଗଡ଼ାରେ ନିର୍ଭରଯୋଗ୍ୟ ଆଲୋକ ଓ ପାନୀୟ ଜଳ ବ୍ୟବସ୍ଥା ପାଇଁ ବେଦାନ୍ତ ଆଲୁମିନିୟମ୍ ଦ୍ୱାରା ସୌର ଭିତ୍ତିଭୂମି ସ୍ଥାପନ

ଅନେକ ଗ୍ରାମରେ ସୌର ଶକ୍ତି ଚାଳିତ ପାନୀୟ ଜଳ ସୁବିଧା ସହିତ କଳାହାଣ୍ଡି ଏବଂ ରାୟଗଡ଼ାରେ ୧୪୬ରୁ ଅଧିକ ସୌର ଶକ୍ତି ଚାଳିତ ଷ୍ଟ୍ରିଟ୍ ଲାଇଟ୍ ଲଗାଯାଇଛି

ଭୁବନେଶ୍ୱର: ଭାରତର ସର୍ବବୃହତ ଆଲୁମିନିୟମ ଉତ୍ପା ...

  • BSE ସେନ୍‌ସେକ୍ସ ୧୧୦୯ ପଏଣ୍ଟ ବଢ଼ିଲା

    13839
    Oct 14, 2026
  • ବେଦାନ୍ତ ଆଲୁମିନିୟମ ୧୦୦ରୁ ଅଧିକ ଏସ୍ଏଚ୍‍ଜି ମହିଳାମାନଙ୍କୁ ଲାଞ୍ଜିଗଡ଼ରେ ମାଣ୍ଡିଆ ଭିତ୍ତିକ ଉଦ୍ୟୋଗୀ ସୁବିଧା ଯୋଗାଇ ଦେଇଛି

    15100
    Oct 09, 2026
  • ଡଲାର ତୁଳନାରେ ଟଙ୍କା ବିନିମୟ ଦୁର୍ବଳ

    15806
    Oct 08, 2026
  • ରେପୋ ରେଟ୍‌ ୨୫ ବେସିସ୍‌ ପଏଣ୍ଟ ବୃଦ୍ଧି

    15040
    Oct 08, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଦୀପାବଳି ଉପହାର : ରେଳ କର୍ମଚାରୀଙ୍କୁ ୭୮ ଦିନର ବୋନସ୍

    15043
    Oct 15, 2026
  • ଜୟପୁର ବିମାନବନ୍ଦରରେ ହାଇଜାକ୍ ଆଲର୍ଟ: ଜରୁରୀକାଳୀନ ଅବତରଣ କଲା ଏୟାର ଇଣ୍ଡିଆ ବିମାନ

    15753
    Oct 14, 2026
  • କେନ୍ଦୁଝରରେ ଡିଜାଷ୍ଟର ରିକଭରି ଡାଟା ସେଣ୍ଟର ପ୍ରସ୍ତାବକୁ କ୍ୟାବିନେଟ ମୋହର

    14020
    Oct 14, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In