Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Monday, April 20, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଏସବୁ ଖାଦ୍ୟ ହାର୍ଟ ପାଇଁ ସାଜିଥାଏ କାଳ

  • ଡେପୁଟି କମିଶନରଙ୍କ ବାସଭବନରେ ଇଡି ଚଢାଉ

  • ଦ୍ୱିତୀୟ ସନ୍ତାନ ଅପେକ୍ଷାରେ ଅଭିନେତ୍ରୀ ...

  • ଇଟାଲୀରେ ଦୁଇ ଭାରତୀୟଙ୍କୁ ଗୁଳି କରି ...

  • ହର୍ମୁଜ ପାରି ଉଦ୍ୟମ ବେଳେ ଦୁଇଟି ଜାହାଜ ...

  • ରାହୁଲ ଗାନ୍ଧୀଙ୍କ ବାସଭବନ ସାମ୍ନାରେ ...

  • ସମ୍ବିଧାନ (୧୩୧ତମ ସଂଶୋଧନ) ବିଲ୍‌ ୨୦୨୬: ...

  • ୱାର୍କ-ଇଟ୍-ସ୍ଲିପ୍ ସାଇକଲ ଫଲୋ କରି ଶ୍ରମିକ ...

  • ସର୍ବନିମ୍ନ ମଜୁରୀ ବଢ଼ାଇଲେ ଉତ୍ତରପ୍ରଦେଶ ...

  • ଜର୍ମାନ ମଡେଲଙ୍କ ଫଟୋ ଲାଇକ୍ କରି ଟ୍ରୋଲର ...

Home ›› ››ନନ୍ଦନକାନନକୁ ଆସିଲେ ଦୁଇ ନୂଆ ଜନ୍ତୁ

ନନ୍ଦନକାନନକୁ ଆସିଲେ ଦୁଇ ନୂଆ ଜନ୍ତୁ

2024-03-18 06:28:20
14327
Share:
Facebook
Twitter
E-Mail
WhatsApp
Telegram
ନନ୍ଦନକାନନକୁ ଆସିଲେ ଦୁଇ ନୂଆ ଜନ୍ତୁ

ଭୁବନେଶ୍ବର : ନନ୍ଦନକାନନ ପ୍ରାଣୀଉଦ୍ୟାନକୁ ଶନିବାର ରାତିରେ ଦୁଇ ପ୍ରଜାତିର ଦୁଇ ଜନ୍ତୁ ଆସିଛନ୍ତି। ହାଇଦ୍ରାବାଦର ଏକ ଘରୋଇ ସଂସ୍ଥାର କ୍ବାରେଣ୍ଟାଇନରୁ ଗୋଟିଏ ଅଣ୍ଡିରା ଓ୍ବାଲାବି ଓ ଗୋଟିଏ ମାଈ ଲିଭିଙ୍ଗଷ୍ଟୋନ ଟୁରାକୋ ଉପହାର ସ୍ବରୂପ ପ୍ରାଣୀଉଦ୍ୟାନକୁ ଅଣାଯାଇଛି। ଏମାନଙ୍କୁ ପ୍ରାଣୀଉଦ୍ୟାନର ଚିକିତ୍ସକଙ୍କ ଦ୍ବାରା ପ୍ରାଥମିକ ସ୍ବାସ୍ଥ୍ୟ ପରୀକ୍ଷା କରାଯାଇ କ୍ବାରେଣ୍ଟାଇନରେ ରଖାଯାଇଛି ବୋଲି ନନ୍ଦନକାନନର ଜନ୍ତୁ ବିଭାଗର ଜଣେ ଅଧିକାରୀ କହିଛନ୍ତି। ସୂଚନାଯୋଗ୍ୟଯେ,ଗତ ୨୦୨୩ ଡିସେମ୍ବର ୨୨ରେ ନନ୍ଦନକାନନ କର୍ତ୍ତୃପକ୍ଷ ଏହି ଘରୋଇ ସଂସ୍ଥାରୁ ଗୋଟିଏ ମାଈ ଅଣ୍ଡିରା ଓ୍ବାଲାବି ଓ ଗୋଟିଏ ମାଈ ଅଣ୍ଡିରା ଲିଭିଙ୍ଗଷ୍ଟୋନ ଟୁରାକୋ କ୍ରୟକରି ପ୍ରାଣୀଉଦ୍ୟାନକୁ ଆଣିଥିଲେ। ସେମାନଙ୍କ ମଧ୍ୟରୁ ପ୍ରଥମେ ଗୋଟିଏ ଲିଭିଙ୍ଗଷ୍ଟୋନ ଟୁରାକୋ ଓ ପରେ ଗତ ୧୧ତାରିଖରେ ଗୋଟିଏ ଅଣ୍ଡିରା ଓ୍ବାଲାବି ମୃତ୍ୟୁ ଘଟିଥିଲା। ଦୁଇ ଜନ୍ତୁଙ୍କର ମୃତ୍ୟୁ ପରେ ନନ୍ଦନକାନନ କର୍ତ୍ତୃପକ୍ଷ ହାଇଦ୍ରାବାଦ ଘରୋଇ ସଂସ୍ଥା ସହ କଥାହେବା ପରେ ସେଠାକାର ସଂସ୍ଥା ନନ୍ଦନକାନନରେ ମୃତ୍ୟୁ ଘଟିଥିବା ଦୁଇ ଜନ୍ତୁଙ୍କ ବଦଳରେ ଉପହାର ଭାବେ ପୁଣି ଗୋଟିଏ ଓ୍ବାଲାବି ଓ ଗୋଟିଏ ଲିଭିଙ୍ଗଷ୍ଟୋନ ଟୁରାକୋ ଦେଇଛନ୍ତି।

Powered by Froala Editor

Tags nandankanan

Related articles Odisha News Lens 4.1

  • ଜର୍ମାନ ମଡେଲଙ୍କ ଫଟୋ ଲାଇକ୍ କରି ଟ୍ରୋଲର ଶିକାର ହେଲେ ବିରାଟ
    ଦେଶ-ଦେଶାନ୍ତର

    ଜର୍ମାନ ମଡେଲଙ୍କ ଫଟୋ ଲାଇକ୍ କରି ଟ୍ରୋଲର ଶିକାର ହେଲେ ବିରାଟ

    15815
    Apr 18, 2026
  • ଏସବୁ ଖାଦ୍ୟ ହାର୍ଟ ପାଇଁ ସାଜିଥାଏ କାଳ
    ବିଶେଷ

    ଏସବୁ ଖାଦ୍ୟ ହାର୍ଟ ପାଇଁ ସାଜିଥାଏ କାଳ

    13327
    Apr 20, 2026
  •  ହର୍ମୁଜ ପାରି ଉଦ୍ୟମ ବେଳେ ଦୁଇଟି ଜାହାଜ ଉପରେ ଗୁଳିମାଡ଼
    ଦେଶ-ଦେଶାନ୍ତର

    ହର୍ମୁଜ ପାରି ଉଦ୍ୟମ ବେଳେ ଦୁଇଟି ଜାହାଜ ଉପରେ ଗୁଳିମାଡ଼

    14860
    Apr 18, 2026
  • ଇଟାଲୀରେ ଦୁଇ ଭାରତୀୟଙ୍କୁ ଗୁଳି କରି ହତ୍ୟା
    ଦେଶ-ଦେଶାନ୍ତର

    ଇଟାଲୀରେ ଦୁଇ ଭାରତୀୟଙ୍କୁ ଗୁଳି କରି ହତ୍ୟା

    14410
    Apr 19, 2026
  • ୱାର୍କ-ଇଟ୍-ସ୍ଲିପ୍ ସାଇକଲ ଫଲୋ କରି ଶ୍ରମିକ ହେଲେ ବଡିବିଲ୍ଡର
    ଦେଶ-ଦେଶାନ୍ତର

    ୱାର୍କ-ଇଟ୍-ସ୍ଲିପ୍ ସାଇକଲ ଫଲୋ କରି ଶ୍ରମିକ ହେଲେ ବଡିବିଲ୍ଡର

    14488
    Apr 18, 2026
  • ସର୍ବନିମ୍ନ ମଜୁରୀ ବଢ଼ାଇଲେ ଉତ୍ତରପ୍ରଦେଶ ସରକାର
    ଦେଶ-ଦେଶାନ୍ତର

    ସର୍ବନିମ୍ନ ମଜୁରୀ ବଢ଼ାଇଲେ ଉତ୍ତରପ୍ରଦେଶ ସରକାର

    15303
    Apr 18, 2026
  • ଡେପୁଟି କମିଶନରଙ୍କ ବାସଭବନରେ ଇଡି ଚଢାଉ
    ଦେଶ-ଦେଶାନ୍ତର

    ଡେପୁଟି କମିଶନରଙ୍କ ବାସଭବନରେ ଇଡି ଚଢାଉ

    13604
    Apr 19, 2026
  • ସମ୍ବିଧାନ (୧୩୧ତମ ସଂଶୋଧନ) ବିଲ୍‌ ୨୦୨୬: ଶାସକ ଓ ବିରୋଧୀ ଦଳ ଦେଲେ ଏମିତି ପ୍ରତିକ୍ରିୟା
    ଦେଶ-ଦେଶାନ୍ତର

    ସମ୍ବିଧାନ (୧୩୧ତମ ସଂଶୋଧନ) ବିଲ୍‌ ୨୦୨୬: ଶାସକ ଓ ବିରୋଧୀ ଦଳ ଦେଲେ ଏମିତି ପ୍ରତିକ୍ରିୟା

    15179
    Apr 18, 2026
  • ରାହୁଲ ଗାନ୍ଧୀଙ୍କ ବାସଭବନ ସାମ୍ନାରେ ବିକ୍ଷୋଭ ପ୍ରଦର୍ଶନ ସହ କୁଶପୁତ୍ତଳିକା ଦାହ କଲା ...
    ଦେଶ-ଦେଶାନ୍ତର

    ରାହୁଲ ଗାନ୍ଧୀଙ୍କ ବାସଭବନ ସାମ୍ନାରେ ବିକ୍ଷୋଭ ପ୍ରଦର୍ଶନ ସହ କୁଶପୁତ୍ତଳିକା ଦାହ କଲା ...

    13619
    Apr 18, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ୱାର୍କ-ଇଟ୍-ସ୍ଲିପ୍ ସାଇକଲ ଫଲୋ କରି ଶ୍ରମିକ ହେଲେ ବଡିବିଲ୍ଡର

    14488
    Apr 18, 2026
  • ଦେଶ-ଦେଶାନ୍ତର

    ଜର୍ମାନ ମଡେଲଙ୍କ ଫଟୋ ଲାଇକ୍ କରି ଟ୍ରୋଲର ଶିକାର ହେଲେ ବିରାଟ

    15815
    Apr 18, 2026
  • ଦେଶ-ଦେଶାନ୍ତର

    ଦ୍ୱିତୀୟ ସନ୍ତାନ ଅପେକ୍ଷାରେ ଅଭିନେତ୍ରୀ ଦୀପିକା ପାଦୁକୋଣ

    14441
    Apr 19, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17425
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17478
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17836
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16307
    Apr 03, 2021

ବିଶେଷ

  • ଏସବୁ ଖାଦ୍ୟ ହାର୍ଟ ପାଇଁ ସାଜିଥାଏ କାଳ

    13327
    Apr 20, 2026
  • ଅସ୍ଥି ମଜଭୁତ କରେ ଖଜୁରି

    16089
    Apr 16, 2026
  • ଅକ୍ଷୟ ତୃତୀୟାରେ କରନ୍ତୁ ମାନସିକ ଜପ, ମିଳିବ ଖାଲି ଲାଭ

    15809
    Apr 13, 2026
  • ଫ୍ରିଜରୁ ବହୁତ ଥଣ୍ଡା ପାଣି ପିଇବା ଦ୍ଵାରା ହୋଇଥାଏ ଏହି କ୍ଷତି

    16165
    Apr 12, 2026
  • ଅମୃତଭଣ୍ଡାର ଆଶ୍ଚର୍ଯ୍ୟକାରୀ ଫାଇଦା ବିଷୟରେ ଜାଣନ୍ତୁ.....

    14784
    Apr 11, 2026

ବାଣିଜ୍ୟ

ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

ଆମେରିକା ସେନା ଇରାନ ଛାଡ଼ିବା ନେଇ ଟ୍ରମ୍ପଙ୍କ ଘୋଷଣା ପରେ ଉଛୁଳିଛି ସେୟାର ବଜାର ।  ବଜାର ଖୋଲିବାରୁ ସେନ୍‌ସେକ୍ସ ୧,୬୦୦ ପଏଣ୍ଟ୍ ବୃଦ୍ଧି ପାଇଥିଲା ପରେ ଏହା ୧୮୦୦ ପଏଣ୍ଟ ବୃଦ୍ଧି ପାଇଛି । ସେହିପରି ନିଫ୍ଟି ୫୦୦ ପଏଣ୍ଟ୍ ଉପରକୁ ଉଠିଛି । ନିଫ୍ଟି ୨୨ ହଜାର ୮୦୦ ପଏଣ୍ଟ ଉପରେ ରହିଥିବା ବେଳେ ସେନସେକ୍ସ ୭ ...

  • ସୁନା୬,୭୦୦ ଟଙ୍କା କମିଲା

    15343
    Mar 23, 2026
  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

    15074
    Mar 22, 2026
  • ସୁନାରେ ବଡ଼ ହ୍ରାସ, ମଧ୍ୟବିତ୍ତଙ୍କ ପାଇଁ ଖୁସି

    15576
    Mar 22, 2026
  • ୨୭୮୦ ଟଙ୍କା ଶସ୍ତା ହେଲା ସୁନା

    13873
    Mar 20, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ସମ୍ବିଧାନ (୧୩୧ତମ ସଂଶୋଧନ) ବିଲ୍‌ ୨୦୨୬: ଶାସକ ଓ ବିରୋଧୀ ଦଳ ଦେଲେ ଏମିତି ପ୍ରତିକ୍ରିୟା

    15179
    Apr 18, 2026
  • ଏସବୁ ଖାଦ୍ୟ ହାର୍ଟ ପାଇଁ ସାଜିଥାଏ କାଳ

    13327
    Apr 20, 2026
  • ରାହୁଲ ଗାନ୍ଧୀଙ୍କ ବାସଭବନ ସାମ୍ନାରେ ବିକ୍ଷୋଭ ପ୍ରଦର୍ଶନ ସହ କୁଶପୁତ୍ତଳିକା ଦାହ କଲା ମହିଳା ମୋର୍ଚ୍ଚା

    13619
    Apr 18, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In