Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Monday, October 05, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଏଭରେଷ୍ଟ ଜିରା ପାଉଡରର ଅସୁରକ୍ଷିତ ଘୋଷଣା, ...

  • ରୁଷରେ ବ୍ୟାପିଲା ନ୍ୟୁମୋନିକ୍ ପ୍ଲେଗ୍, ...

  • ସବୁ ସତ କହିଲା ଓମାନୀ ପାଇଲଟ ହମ୍ମାନି, ...

  • ‘ଏଭରେଷ୍ଟ ଜିରା ପାଉଡର’ରେ FSSAI ର ବଡ଼ ...

  • ଏହି ଦେଶରେ ଲୋକଙ୍କ ଜୀବନ ଆୟୁଷ କମ

  • ଆଣ୍ଡିଜ୍‌ ପର୍ବତମାଳାରେ ନୂଆ ପ୍ରଜାତି ...

  • ପ୍ରେସର୍ କୁକର୍, ପଥର, ଲାପଟପ୍ ଚାର୍ଜର ...

  • ଦୃଶ୍ୟମ୍ ଦେଖି ବାପାକୁ ହତ୍ୟା, ଗୋଟିଏ ଫୋନ୍ ...

  • ବେଦ ପଢି ଇସ୍ରୋ ବୈଜ୍ଞାନିକ

  • ସ୍ମିତଙ୍କ ସ୍ବାସ୍ଥ୍ୟାବସ୍ଥା ପଚାରି ...

ଦେଶ-ଦେଶାନ୍ତର
Home ›› ଦେଶ-ଦେଶାନ୍ତର ››ଏମିତି କହି ପୁଣି ଏସବିଆଇ ଉପରେ ବର୍ଷିଲେ ସୁପ୍ରିମକୋର୍ଟ

ଏମିତି କହି ପୁଣି ଏସବିଆଇ ଉପରେ ବର୍ଷିଲେ ସୁପ୍ରିମକୋର୍ଟ

2024-03-18 09:41:24
14434
Share:
Facebook
Twitter
E-Mail
WhatsApp
Telegram
ଏମିତି କହି ପୁଣି ଏସବିଆଇ ଉପରେ ବର୍ଷିଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ:  ସୁପ୍ରିମକୋର୍ଟରୁ ଏସବିଆଇକୁ ପୁଣି ଝଟକା । ନିର୍ବାଚନୀ ବଣ୍ଡ ମାମଲାରେ ସୁପ୍ରିମକୋର୍ଟରେ ଶୁଣାଣି । ପୁଣି ଏସବିଆଇ ଉପରେ ବର୍ଷିଲେ ସୁପ୍ରିମକୋର୍ଟ । କଣ ପାଇଁ ପୂରା ତଥ୍ୟ ଦେଲନାହିଁ ବୋଲି କଲେ ପ୍ରଶ୍ନ । ତଥ୍ୟ ନଲୁଚାଇ ସାର୍ବଜନୀନ କରିବାକୁ ନିର୍ଦ୍ଦେଶ । ସମସ୍ତ ନିର୍ଦ୍ଦେଶ ପାଳନ କରିବାକୁ ଏସବିଆଇକୁ ନିର୍ଦ୍ଦେଶ ଦେଇଛନ୍ତି ସୁପ୍ରିମକୋର୍ଟ । ଗୁରୁବାର ସନ୍ଧ୍ୟା ୫ଟା ସୁଦ୍ଧା ସମସ୍ତ ତଥ୍ୟ ଦେବ ଏସବିଆଇ । ତଥ୍ୟ ସହ ସତ୍ୟପାଠ ଦାଖଲ କରିବାକୁ ନିର୍ଦ୍ଦେଶ ସର୍ବୋଚ୍ଚ ଅଦାଲତ । ବଣ୍ଡର ସମସ୍ତ ୟୁନିକ୍ ନମ୍ବର ନିର୍ବାଚନ କମିସନଙ୍କୁ ଦେବ ଏସବିଆଇ । ୱେବସାଇଟରେ ସମସ୍ତ ତଥ୍ୟ ପ୍ରଦାନ କରିବେ ନିର୍ବାଚନ କମିସନ ।

ସୁପ୍ରିମକୋର୍ଟ ଏହି ମାମଲାର ଶୁଣାଣି କରିବା ସହ କହିଛନ୍ତି, ନିର୍ବାଚନୀ ବଣ୍ଡ ସମ୍ପର୍କିତ କୌଣସି ତଥ୍ୟକୁ ଲୁଚା ଯାଇପାରିବ ନାହିଁ । ସବୁତଥ୍ୟକୁ ସାବର୍ଜନୀନ କରିବ ବ୍ୟାଙ୍କ । ସୁପ୍ରିମକୋର୍ଟର ମୁଖ୍ୟ ବିଚାପତି କହିଛନ୍ତି, ନିର୍ଦ୍ଦେଶ ଦିଆଯିବା ସତ୍ତେ୍ୱ ମଧ୍ୟ କାହିଁକି ସମସ୍ତ ତଥ୍ୟ ଦିଆଗଲା ନାହିଁ । କୌଣସି ତଥ୍ୟକୁ ନ ଲୁଚାଇବାକୁ ନିର୍ଦ୍ଦେଶ ଦିଆଯାଇଥିଲା । ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶକୁ ଏସବିଆଇ ମାନିବାକୁ ବାଧ୍ୟ ।

Powered by Froala Editor

Tags Supreme court

Related articles Odisha News Lens 4.1

  • ଏହି ଦେଶରେ ଲୋକଙ୍କ ଜୀବନ ଆୟୁଷ କମ
    ଦେଶ-ଦେଶାନ୍ତର

    ଏହି ଦେଶରେ ଲୋକଙ୍କ ଜୀବନ ଆୟୁଷ କମ

    14743
    Oct 05, 2026
  • ‘ଏଭରେଷ୍ଟ ଜିରା ପାଉଡର’ରେ FSSAI ର ବଡ଼ କାର୍ଯ୍ୟାନୁଷ୍ଠାନ
    ଦେଶ-ଦେଶାନ୍ତର

    ‘ଏଭରେଷ୍ଟ ଜିରା ପାଉଡର’ରେ FSSAI ର ବଡ଼ କାର୍ଯ୍ୟାନୁଷ୍ଠାନ

    15365
    Oct 05, 2026
  • ରୁଷରେ ବ୍ୟାପିଲା ନ୍ୟୁମୋନିକ୍ ପ୍ଲେଗ୍, ପାଞ୍ଚଟି ହସ୍ପିଟାଲ୍ ବନ୍ଦ
    ଦେଶ-ଦେଶାନ୍ତର

    ରୁଷରେ ବ୍ୟାପିଲା ନ୍ୟୁମୋନିକ୍ ପ୍ଲେଗ୍, ପାଞ୍ଚଟି ହସ୍ପିଟାଲ୍ ବନ୍ଦ

    14703
    Oct 05, 2026
  • ବେଦ ପଢି ଇସ୍ରୋ ବୈଜ୍ଞାନିକ
    ଦେଶ-ଦେଶାନ୍ତର

    ବେଦ ପଢି ଇସ୍ରୋ ବୈଜ୍ଞାନିକ

    14677
    Oct 05, 2026
  • ଆଣ୍ଡିଜ୍‌ ପର୍ବତମାଳାରେ ନୂଆ ପ୍ରଜାତି ଏଣ୍ଡୁଅ ସନ୍ଧାନ
    ଦେଶ-ଦେଶାନ୍ତର

    ଆଣ୍ଡିଜ୍‌ ପର୍ବତମାଳାରେ ନୂଆ ପ୍ରଜାତି ଏଣ୍ଡୁଅ ସନ୍ଧାନ

    13662
    Oct 05, 2026
  • ପ୍ରେସର୍ କୁକର୍, ପଥର, ଲାପଟପ୍ ଚାର୍ଜର କେବଲରେ ସ୍ତ୍ରୀକୁ ମାରୁଥିଲେ ସ୍ୱାମୀ
    ଅପରାଧ

    ପ୍ରେସର୍ କୁକର୍, ପଥର, ଲାପଟପ୍ ଚାର୍ଜର କେବଲରେ ସ୍ତ୍ରୀକୁ ମାରୁଥିଲେ ସ୍ୱାମୀ

    14383
    Oct 05, 2026
  • ସ୍ମିତଙ୍କ ସ୍ବାସ୍ଥ୍ୟାବସ୍ଥା ପଚାରି ବୁଝିବା ସହ ଆଶୁ ଆରୋଗ୍ୟ କାମନା କଲେ ଇସ୍ରାଏଲ ...
    ଦେଶ-ଦେଶାନ୍ତର

    ସ୍ମିତଙ୍କ ସ୍ବାସ୍ଥ୍ୟାବସ୍ଥା ପଚାରି ବୁଝିବା ସହ ଆଶୁ ଆରୋଗ୍ୟ କାମନା କଲେ ଇସ୍ରାଏଲ ...

    14345
    Oct 04, 2026
  • ଏଭରେଷ୍ଟ ଜିରା ପାଉଡରର ଅସୁରକ୍ଷିତ ଘୋଷଣା, ବଜାରରୁ ତୁରନ୍ତ ଫେରାଇ ନେବାକୁ ନିର୍ଦ୍ଦେଶ
    ଦେଶ-ଦେଶାନ୍ତର

    ଏଭରେଷ୍ଟ ଜିରା ପାଉଡରର ଅସୁରକ୍ଷିତ ଘୋଷଣା, ବଜାରରୁ ତୁରନ୍ତ ଫେରାଇ ନେବାକୁ ନିର୍ଦ୍ଦେଶ

    14034
    Oct 05, 2026
  • ସବୁ ସତ କହିଲା ଓମାନୀ ପାଇଲଟ ହମ୍ମାନି, ପ୍ଲେନ୍ କ୍ରାସ କରିବା ପାଇଁ କରିଥିଲା ଯୋଜନା
    ଦେଶ-ଦେଶାନ୍ତର

    ସବୁ ସତ କହିଲା ଓମାନୀ ପାଇଲଟ ହମ୍ମାନି, ପ୍ଲେନ୍ କ୍ରାସ କରିବା ପାଇଁ କରିଥିଲା ଯୋଜନା

    14169
    Oct 05, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଆଣ୍ଡିଜ୍‌ ପର୍ବତମାଳାରେ ନୂଆ ପ୍ରଜାତି ଏଣ୍ଡୁଅ ସନ୍ଧାନ

    13662
    Oct 05, 2026
  • ଦେଶ-ଦେଶାନ୍ତର

    ସ୍ମିତଙ୍କ ସ୍ବାସ୍ଥ୍ୟାବସ୍ଥା ପଚାରି ବୁଝିବା ସହ ଆଶୁ ଆରୋଗ୍ୟ କାମନା କଲେ ଇସ୍ରାଏଲ ପ୍ରଧାନମନ୍ତ୍ରୀ ନେତନ୍ୟାହୁ

    14345
    Oct 04, 2026
  • ଅପରାଧ

    ପ୍ରେସର୍ କୁକର୍, ପଥର, ଲାପଟପ୍ ଚାର୍ଜର କେବଲରେ ସ୍ତ୍ରୀକୁ ମାରୁଥିଲେ ସ୍ୱାମୀ

    14383
    Oct 05, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17153
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17844
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17806
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18222
    Sep 06, 2023

ବିଶେଷ

  • କେଶ ପାଇଁ ବ୍ୟବହାର କରନ୍ତୁ ଅଣ୍ଡା ତେଲ

    14349
    Oct 04, 2026
  • ଏମିତି ଘରକୁ ରଖନ୍ତୁ ଥଣ୍ଡା.....

    15455
    Sep 29, 2026
  • ବାରମ୍ବାର ରୋଗ ଗ୍ରସ୍ତ ହେଉଥିଲେ କରନ୍ତୁ ଏହି ଉପାୟ.......

    14128
    Sep 27, 2026
  • ଘରୁ ବାହାରକୁ ଗଲେ କାର୍ଯ୍ୟରେ ସଫଳତା ପ୍ରାପ୍ତି ପାଇଁ କରନ୍ତୁ ଏହି ଉପାୟ, ମିଳିବ ସଫଳତା

    15865
    Sep 23, 2026
  • ବ୍ରଶ୍‌‌ କରିବା ପରେ ତୁରନ୍ତ ଖାଇବା ଦ୍ୱାରା ହୋଇଥାଏ ଏହି ଅସୁବିଧା

    15433
    Sep 21, 2026

ବାଣିଜ୍ୟ

ପାର୍ବଣରେ ସୁନା ପରିବର୍ତ୍ତେ ରୁପାରେ ଆଗ୍ରହ

ପୂର୍ବରୁ ସୁନା ଚମକ ଆଗରେ ରୁପା ଫିକା ପଡ଼ିଥିଲା । ମାତ୍ର ଏବେ ରୁପାରେ ଚମକ ରହିଥିବା କହିଛନ୍ତି ବ୍ୟବସାୟୀ । ଲୋକେ ସୁନା ପରିବର୍ତ୍ତେ ରୁପା ମୁହାଁ ହୋଇଛନ୍ତି । ପାର୍ବଣରେ ଏହି ଧାରା ଆହୁରି ଦୃଢ଼ ହୋଇଛି । ଏହାକୁ ଦେଖି ସୁନା ଦୋକାନୀ ଏବଂ ବ୍ୟବସାୟୀମାନେ ବ୍ୟାପକ ବର୍ଗର ଗହଣା ରେଞ୍ଜ୍ ସହ ଆକର୍ଷଣୀୟ ଅଫର ଦେଉଛନ୍ତି ।

  • ବେଦାନ୍ତ ଆଲୁମିନିୟମ ରାୟଗଡ଼ା ଏବଂ କଳାହାଣ୍ଡିର ଗ୍ରାମାଞ୍ଚଳ ବିଦ୍ୟାଳୟରେ ଡିଜିଟାଲ ଶିକ୍ଷା ପ୍ରଦାନ କରୁଛି

    15388
    Oct 01, 2026
  • ଭାରତରେ ‘Apple Pay’ ପ୍ରବେଶ

    15051
    Sep 30, 2026
  • ଏଣିକି ୩୦ ଦିନର ରିଚାର୍ଜ ପ୍ଲାନ୍

    14402
    Sep 28, 2026
  • ଆକ୍ସନ ଟେସା ଜାତୀୟ ବଢେଇ ଦିବସ ପାଳନ କଲା, ବଢେଇମାନଙ୍କ ନିମନ୍ତେ ବୃହତ୍‌ କଲ୍ୟାଣକାରୀ କାର୍ଯ୍ୟକ୍ରମ ଘୋଷଣା କଲା

    14351
    Sep 26, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ସ୍ମିତଙ୍କ ସ୍ବାସ୍ଥ୍ୟାବସ୍ଥା ପଚାରି ବୁଝିବା ସହ ଆଶୁ ଆରୋଗ୍ୟ କାମନା କଲେ ଇସ୍ରାଏଲ ପ୍ରଧାନମନ୍ତ୍ରୀ ନେତନ୍ୟାହୁ

    14345
    Oct 04, 2026
  • ‘ଏଭରେଷ୍ଟ ଜିରା ପାଉଡର’ରେ FSSAI ର ବଡ଼ କାର୍ଯ୍ୟାନୁଷ୍ଠାନ

    15365
    Oct 05, 2026
  • ସବୁ ସତ କହିଲା ଓମାନୀ ପାଇଲଟ ହମ୍ମାନି, ପ୍ଲେନ୍ କ୍ରାସ କରିବା ପାଇଁ କରିଥିଲା ଯୋଜନା

    14169
    Oct 05, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In