Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Thursday, June 25, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଶିଶୁଙ୍କୁ ସୁନା ମୁଦି ଉପହାର ଦେବେ ସରକାର

  • ହୋର୍ମୁଜ୍ ପାର୍ କଲା ଆଉ ୩୦ ଜାହାଜ

  • ଭେନେଜୁଏଲାରେ ଦୁଇଟି ଶକ୍ତିଶାଳୀ ...

  • କାବେରୀରେ ଭାସିଗଲେ ୫ ଜଣ

  • ଥରେ ନୁହେଁ, ବାରମ୍ବାର କେତନଙ୍କୁ ...

  • ଇରାନ ରାଷ୍ଟ୍ରପତି ପ୍ରଧାନମନ୍ତ୍ରୀ ...

  • ଭୁଶୁଡ଼ିଲା ନିର୍ମାଣାଧୀନ ତିନି ମହଲା ...

  • ଦୈନନ୍ଦିନ ଖାଦ୍ୟ ତାଲିକାରେ ସାମିଲ ...

  • ଟେଲିଗ୍ରାମ ଉପରୁ ହଟିଲା ପ୍ରତିବନ୍ଧକ

  • ୨ ଫାଳ ଉଦ୍ଧବସେନା : ‘ଅପରେଶନ ଟାଇଗର’ ...

ଦେଶ-ଦେଶାନ୍ତର
Home ›› ଦେଶ-ଦେଶାନ୍ତର ››ସିଏଏ ସ୍ଥଗିତ ଆବେଦନ ଖାରଜ

ସିଏଏ ସ୍ଥଗିତ ଆବେଦନ ଖାରଜ

2024-03-19 19:39:41
15881
Share:
Facebook
Twitter
E-Mail
WhatsApp
Telegram
ସିଏଏ ସ୍ଥଗିତ ଆବେଦନ ଖାରଜ

ସର୍ବୋଚ୍ଚ ଅଦାଲତ ଶୁଣାଣି କରି ସିଏଏ ସ୍ଥଗିତ ରଖିବାକୁ ହୋଇଥିବା ଆବେଦନକୁ ଖାରଜ କରି ଦେଇଛନ୍ତି। ତଥାପି, ସୁପ୍ରିମକୋର୍ଟ ଏନେଇ କେନ୍ଦ୍ର ସରକାରଙ୍କୁ ଜବାବ ମାଗିଛନ୍ତି। ୨୩୭ଟି ଆବେଦନ ଉପରେ ଜବାବ ଦେବାକୁ କୋର୍ଟ ସରକାରଙ୍କୁ ତିନି ସପ୍ତାହ ସମୟ ଦେଇଛନ୍ତି।

ସୁପ୍ରିମକୋର୍ଟରେ ଶୁଣାଣି ସମୟରେ କେନ୍ଦ୍ର ପାଇଁ ହାଜର ହୋଇଥିବା ସଲିସିଟର ଜେନେରାଲ ତୁଷାର ମେହେଟ୍ଟା ଏହି ପ୍ରସଙ୍ଗରେ ଉତ୍ତର ଦାଖଲ କରିବାକୁ ସମୟ ମାଗିଛନ୍ତି। ଏହା ଉପରେ ଆବେଦନକାରୀଙ୍କ ପକ୍ଷରୁ ଇନ୍ଦିରା ଜୟସିଂହ ଯୁକ୍ତି ଦର୍ଶାଇଥିଲେ ଯେ ଏହି ଆଇନ ଉପରେ ପ୍ରତିବନ୍ଧକ ଲଗାଯିବା ଉଚିତ୍‌ ଏବଂ ମାମଲା ଏକ ବଡ଼ ବେଞ୍ଚ ସମ୍ମୁଖରେ ପଠାଯିବା ଉଚିତ୍‌। ଉଭୟ ପକ୍ଷର ଯୁକ୍ତି ଶୁଣିବା ପରେ ସୁପ୍ରିମକୋର୍ଟ କେନ୍ଦ୍ର ସରକାରଙ୍କୁ ଆଶ୍ୱସ୍ତି ପ୍ରଦାନ କରିଛନ୍ତି। ବର୍ତ୍ତମାନ ପର୍ଯ୍ୟନ୍ତ ସିଏଏ ବିଜ୍ଞପ୍ତିରେ ରହିବାକୁ ସୁପ୍ରିମକୋର୍ଟ ମନା କରି ଦେଇଛନ୍ତି। ଏପ୍ରିଲ ୯ରେ ଏହାର ଶୁଣାଣି ହେବ ବୋଲି ସୁପ୍ରିମକୋର୍ଟ କହିଛନ୍ତି। ସେପର୍ଯ୍ୟନ୍ତ କେନ୍ଦ୍ର ସରକାରଙ୍କୁ ୩ସପ୍ତାହ ମଧ୍ୟରେ ଜବାବ ଦେବାକୁ ପଡିବ।

ଚଳିତ ବର୍ଷ ମାର୍ଚ୍ଚ ୧୧ରେ କେନ୍ଦ୍ର ସରକାର ସିଏଏ ଲାଗୁ କରାଯିବା ନେଇ ଘୋଷଣା କରିଥିଲେ। ଏହି ଆଇନ ଅନୁସାରେ, ପାକିସ୍ତାନ, ବାଂଲାଦେଶ ଓ ଆଫଗାନିସ୍ତାନରେ ଧାର୍ମିକ ନିର୍ଯାତନାର ଶିକାର ହୋଇ ଭାରତରେ ଶରଣାର୍ଥୀ ଜୀବନ କାଟୁଥିବା ବ୍ୟକ୍ତିଙ୍କୁ ଭାରତର ନାଗରିକତା ମିଳିବ। ୨୦୧୪ ଡିସେମ୍ବର ୩୧ ପୂର୍ବରୁ ଭାରତରେ ଥିବା ମୁସଲିମଙ୍କୁ ଛାଡ଼ି ଅନ୍ୟ ଦେଶର ନାଗରିକଙ୍କୁ ସରକାର ନାଗରିକତା ପ୍ରଦାନ କରିବେ।


Powered by Froala Editor

Tags CAA

Related articles Odisha News Lens 4.1

  • ୨ ଫାଳ ଉଦ୍ଧବସେନା  : ‘ଅପରେଶନ ଟାଇଗର’ ସମ୍ପୂର୍ଣ୍ଣ
    ରାଜନୀତି

    ୨ ଫାଳ ଉଦ୍ଧବସେନା : ‘ଅପରେଶନ ଟାଇଗର’ ସମ୍ପୂର୍ଣ୍ଣ

    14192
    Jun 23, 2026
  • ଭୁଶୁଡ଼ିଲା ନିର୍ମାଣାଧୀନ ତିନି ମହଲା ଗୋଦାମ ଘର, ୬ ଶ୍ରମିକ ମୃତ
    ଦେଶ-ଦେଶାନ୍ତର

    ଭୁଶୁଡ଼ିଲା ନିର୍ମାଣାଧୀନ ତିନି ମହଲା ଗୋଦାମ ଘର, ୬ ଶ୍ରମିକ ମୃତ

    14737
    Jun 24, 2026
  • ଭେନେଜୁଏଲାରେ ଦୁଇଟି ଶକ୍ତିଶାଳୀ ଭୂମିକମ୍ପ
    ଦେଶ-ଦେଶାନ୍ତର

    ଭେନେଜୁଏଲାରେ ଦୁଇଟି ଶକ୍ତିଶାଳୀ ଭୂମିକମ୍ପ

    15425
    Jun 25, 2026
  • ଟେଲିଗ୍ରାମ ଉପରୁ ହଟିଲା ପ୍ରତିବନ୍ଧକ
    ଦେଶ-ଦେଶାନ୍ତର

    ଟେଲିଗ୍ରାମ ଉପରୁ ହଟିଲା ପ୍ରତିବନ୍ଧକ

    14174
    Jun 23, 2026
  • କାବେରୀରେ ଭାସିଗଲେ ୫ ଜଣ
    ଦେଶ-ଦେଶାନ୍ତର

    କାବେରୀରେ ଭାସିଗଲେ ୫ ଜଣ

    14995
    Jun 25, 2026
  • ହୋର୍ମୁଜ୍ ପାର୍ କଲା ଆଉ ୩୦ ଜାହାଜ
    ଦେଶ-ଦେଶାନ୍ତର

    ହୋର୍ମୁଜ୍ ପାର୍ କଲା ଆଉ ୩୦ ଜାହାଜ

    15088
    Jun 25, 2026
  • ଥରେ ନୁହେଁ, ବାରମ୍ବାର କେତନଙ୍କୁ ମାରିବାକୁ ଚେଷ୍ଟା କରିଥିଲେ ସିୟା
    ଅପରାଧ

    ଥରେ ନୁହେଁ, ବାରମ୍ବାର କେତନଙ୍କୁ ମାରିବାକୁ ଚେଷ୍ଟା କରିଥିଲେ ସିୟା

    13545
    Jun 25, 2026
  • ଇରାନ ରାଷ୍ଟ୍ରପତି ପ୍ରଧାନମନ୍ତ୍ରୀ ମୋଦୀଙ୍କୁ କଲେ ନିମନ୍ତ୍ରଣ
    ଦେଶ-ଦେଶାନ୍ତର

    ଇରାନ ରାଷ୍ଟ୍ରପତି ପ୍ରଧାନମନ୍ତ୍ରୀ ମୋଦୀଙ୍କୁ କଲେ ନିମନ୍ତ୍ରଣ

    15354
    Jun 24, 2026
  • ଦୈନନ୍ଦିନ ଖାଦ୍ୟ ତାଲିକାରେ ସାମିଲ କରନ୍ତୁ କଖାରୁ ଫୁଲ, ମିଳିବ ଏହି ଫାଇଦା
    ବିଶେଷ

    ଦୈନନ୍ଦିନ ଖାଦ୍ୟ ତାଲିକାରେ ସାମିଲ କରନ୍ତୁ କଖାରୁ ଫୁଲ, ମିଳିବ ଏହି ଫାଇଦା

    15020
    Jun 24, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    କାବେରୀରେ ଭାସିଗଲେ ୫ ଜଣ

    14995
    Jun 25, 2026
  • ଦେଶ-ଦେଶାନ୍ତର

    ଶିଶୁଙ୍କୁ ସୁନା ମୁଦି ଉପହାର ଦେବେ ସରକାର

    14071
    Jun 25, 2026
  • ଅପରାଧ

    ଥରେ ନୁହେଁ, ବାରମ୍ବାର କେତନଙ୍କୁ ମାରିବାକୁ ଚେଷ୍ଟା କରିଥିଲେ ସିୟା

    13545
    Jun 25, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    16942
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17560
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17610
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18006
    Sep 06, 2023

ବିଶେଷ

  • ଦୈନନ୍ଦିନ ଖାଦ୍ୟ ତାଲିକାରେ ସାମିଲ କରନ୍ତୁ କଖାରୁ ଫୁଲ, ମିଳିବ ଏହି ଫାଇଦା

    15020
    Jun 24, 2026
  • ଇଣ୍ଡକସନରେ ଖାଦ୍ୟ ରୋଷେଇ କରୁଥିଲେ ଏହିସବୁକୁ ଦିଅନ୍ତୁ ଧ୍ୟାନ

    15185
    Jun 22, 2026
  • ରାତିରେ ଶୋଇବା ପୂର୍ବରୁ ଗାଧୋଇଲେ ମିଳିଥାଏ ଏହିସବୁ ଲାଭ

    15026
    Jun 21, 2026
  • ମସ୍ତିଷ୍କକୁ ବୟସ୍କ କରିଦିଏ ରାଗ

    15637
    Jun 20, 2026
  • ଅଧିକ ପିଆଜ ଖାଇଲେ କଣ କଣ ହୋଇଥାଏ ଜାଣନ୍ତୁ....

    14502
    Jun 19, 2026

ବାଣିଜ୍ୟ

ଜେରାଇ ଫିଟ୍‌ନେସ୍‌ ଲିମିଟେଡ (“ଜେରାଇ ଫିଟ୍‌ନେସ୍‌”) ରିବକ୍‌ର ଭାରତର ଶକ୍ତି, ଧୈର୍ଯ୍ୟ ଓ ମାନସିକ ଦୃଢତାର ପରୀକ୍ଷା ଦ୍ୱାରା ସଶକ୍ତ ‘ଲାଷ୍ଟ ୱାନ୍‌ ଷ୍ଟାଣ୍ଡିଂ’ ଶୁଭାରମ୍ଭ କଲା

ମୁମ୍ବାଇ, ଭାରତ । ଜୁନ ୧୬, ୨୦୨୬: ଭାରତରେ ଫିଟ୍‌ନେସ୍‌ ଉପକରଣର ସ୍ୱୟଂଚାଳିତ ଉତ୍ପାଦନ କ୍ଷେତ୍ରରେ ଏକ ଅଗ୍ରଣୀ କମ୍ପାନୀ ଜେରାଇ ଫିଟ୍‌ନେସ୍‌ ଲିମିଟେଡ ରିବକ୍‌କୁ ଏହାର ପଣ୍ୟଦ୍ରବ୍ୟ ଓ ...

  • ଖିମଜୀ ଜୁଏଲର୍ସ ପକ୍ଷରୁ ମହା ଆଡ଼ମ୍ବରରେ ସହ ସାରା ଓଡ଼ିଶାରେ “ରଜ ମଉଜ’ ପାଳନ

    13784
    Jun 16, 2026
  • ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

    14874
    Apr 01, 2026
  • ସୁନା୬,୭୦୦ ଟଙ୍କା କମିଲା

    15489
    Mar 23, 2026
  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

    15241
    Mar 22, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଇରାନ ରାଷ୍ଟ୍ରପତି ପ୍ରଧାନମନ୍ତ୍ରୀ ମୋଦୀଙ୍କୁ କଲେ ନିମନ୍ତ୍ରଣ

    15354
    Jun 24, 2026
  • ଭେନେଜୁଏଲାରେ ଦୁଇଟି ଶକ୍ତିଶାଳୀ ଭୂମିକମ୍ପ

    15425
    Jun 25, 2026
  • ଟେଲିଗ୍ରାମ ଉପରୁ ହଟିଲା ପ୍ରତିବନ୍ଧକ

    14174
    Jun 23, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In