Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Thursday, October 08, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଫ୍ରାନ୍ସର ହେନେରୀ ବି. କାଗନ ଓ ଜାପାନର ...

  • ପରଲୋକରେ ଅଭିନେତା ନାନା ପାଟେକର

  • ଚେକିଂ ଭୟରେ ଚଳନ୍ତା ଟ୍ରେନରୁ ଡେଇଁଲେ ...

  • ଭେଟେରାନ ଆକ୍ଟର ‘ନାନା ପାଟେକର’ଙ୍କ ପରଲୋକ

  • ଡଲାର ତୁଳନାରେ ଟଙ୍କା ବିନିମୟ ଦୁର୍ବଳ

  • ଦିଲ୍ଲୀ ଏନସିଆରରେ ଭୂକମ୍ପ ଝଟକା

  • କବିତାଙ୍କ ନିଷ୍ଠା ଅନ୍ୟମାନଙ୍କ ପାଇଁ ...

  • ରେପୋ ରେଟ୍‌ ୨୫ ବେସିସ୍‌ ପଏଣ୍ଟ ବୃଦ୍ଧି

  • ଲକ୍ଷ ଲକ୍ଷ ଶ୍ରମିକଙ୍କ ପାଇଁ ଉପହାର, ବଢିଲା ...

  • ଆସିଲା ନୂଆ ନିୟମ, ଆଧାର କାର୍ଡରେ ବନାନ ...

ବିଶେଷ
Home ›› ବିଶେଷ ››କଦଳୀଠୁ ଦୂରେଇ ରହନ୍ତୁ ଏହି ସମସ୍ୟା ଥିବା ବ୍ୟକ୍ତି

କଦଳୀଠୁ ଦୂରେଇ ରହନ୍ତୁ ଏହି ସମସ୍ୟା ଥିବା ବ୍ୟକ୍ତି

2024-03-21 05:54:18
15123
Share:
Facebook
Twitter
E-Mail
WhatsApp
Telegram
କଦଳୀଠୁ ଦୂରେଇ ରହନ୍ତୁ ଏହି ସମସ୍ୟା ଥିବା ବ୍ୟକ୍ତି

କଦଳୀ ଆମ ଶରୀର ପାଇଁ ଖୁବ୍‌ ସ୍ୱାସ୍ଥ୍ୟକର। କଦଳୀରେ ପୋଟାସିୟମ, ମ୍ୟାଗ୍ନେସିୟମ, ଭିଟାମିନ ଈ୬ ଏପରି ଅନେକ ପୁଷ୍ଠିକର ଉପାଦାନ ଥାଏ।  ଜଣେ ବ୍ୟକ୍ତି ଦିନକୁ ୨କି ୩ଟି କଦଳୀ ଖାଇବା ଦରକାର। ତଥାପି ଏମିତି କିଛି ସମସ୍ୟା ଅଛି ଯେଉଁ ସମୟରେ କଦଳୀ ଖାଇଲେ ସ୍ୱାସ୍ଥ୍ୟପ୍ରତି ହାନିକାରକ ହୋଇଥାଏ। କଦଳୀରେ ସୁଗାର, କାର୍ବୋହାଇଡ୍ରେଟସ୍‌ ଉପାଦାନ ରହିଥାଏ । ଯ଼ାହାକୁ ଅଧିକ ଖାଇଲେ ଶରୀରରେ ସମସ୍ୟା ଦେଖାଦେଇଥାଏ। ତେବେ ଆସନ୍ତୁ ଜାଣିବା ଶରୀରରେ କେଉଁ କେଉଁ ରୋଗର ଲକ୍ଷଣ ଥିଲେ କଦଳୀ ଖାଇବା ଅନୁଚିତ୍‌। ଦିଲ୍ଲୀ ଏମ୍ସର ଆସିଷ୍ଟାଣ୍ଟ ଡାଇଟିସିୟନ ରେଖା ପାଲ ସାହଙ୍କ ମତରେ ଶରୀରରେ ୭ଟି ରୋଗ ଥିବା ସମୟରେ କଦଳୀ ଖାଇବା ଅନୁଚିତ୍‌।

 ମେଦବହୁଳ ସମସ୍ୟା

କଦଳୀରେ ଅଧିକ କ୍ୟାଲୋରି , କାର୍ବୋହାଇଡ୍ରେଟସ ଏବଂ ସୁଗାର ରହିଥାଏ । ଯ଼ାହା ମୋଟା ହେବାରେ ସହାୟକ ହୋଇଥାଏ। ତେଣୁ ମେଦବହୁଳ ସମସ୍ୟା ଦେଇ ଗତି କରୁଥିବା ଲୋକେ କଦଳୀଠୁ ଦୂରେଇ ରହିବା ଉଚିତ ।

 ହାୟପରକେଲେମିଆ

କଦଳୀରେ ପୋଟାସିୟମ ଅଶଂ ଅଧିକ ପରିମାଣରେ ଥାଏ। । ଯ଼ାହାଦ୍ୱାରା ହାର୍ଟବିଟ ଜନିତ ସମସ୍ୟା ଦେଖା ଦେଇଥାଏ। ତେଣୁ ହାୟପରକେଲେମିଆରେ ପୀଡ଼ିତ ଥିବା ରୋଗୀ କଦଳୀ ଖାଇବା କଥା ନୁହଁ।

 ମାଇଗ୍ରେନ(ମୁଣ୍ଡବିନ୍ଧା) ସମସ୍ୟା

କଦଳୀରେ ଥିବା ଥାୟାମିନ ନାମକ ଏକ ଉପାଦାନ ମୁଣ୍ଡବିନ୍ଧା ସମସ୍ୟାକୁ ବଢାଇଥାଏ। ତେଣୁ  ମାଇଗ୍ରେନ ସମସ୍ୟାରେ ପିଡ଼ୀତ ରୋଗୀ କଦଳୀ ଖାଇବା କଥା ନୁହଁ।

ମଧୁମେୟ ରେଗୀ

କଦଳୀରେ ଅଧିକ ପରିମାଣରେ କାର୍ବୋହାଇଡ୍ରେଟ ଏବଂ ସୁଗାର  ରହିଥାଏ। ଯ଼ାହାକୁ ଖାଇବା ଦ୍ୱାରା ଦେହରେ ସୁଗାର ପରିମାଣ ବଢିଯ଼ାଇଥାଏ ।

 ଆଲର୍ଜି ସମସ୍ୟା

କଦଳୀ ଖାଇବା ଦ୍ୱାରା ଶରୀରରେ ଆଲର୍ଜି ଦେଖାଦେଇଥାଏ। , ଫଳସ୍ୱରୁପ ଦେହ କୁଣ୍ଡାଇହେବା ଓ ଶରୀର ନାଲି ପଡିଥାଏ। ତେଣୁ ଆଲର୍ଜି ସମସ୍ୟା  ଥିଲେ କଦଳୀ ଖାଇବା କଥା ନୁହଁ।

କିଡନୀ ସମସ୍ୟା

କଦଳୀରେ ଥିବା ପୋଟାସିୟମ କିଡନୀ ଉପରେ ଅଧିକ ପ୍ରଭାବ ପକାଇଥାଏ।।  ଯାହାଦ୍ୱାରା କିଡନି ସମସ୍ୟାକୁ ଦ୍ୱିଗୁଣିତ କରିଥାଏ।

Powered by Froala Editor

Tags Banana

Related articles Odisha News Lens 4.1

  • ଦିଲ୍ଲୀ ଏନସିଆରରେ ଭୂକମ୍ପ ଝଟକା
    ଦେଶ-ଦେଶାନ୍ତର

    ଦିଲ୍ଲୀ ଏନସିଆରରେ ଭୂକମ୍ପ ଝଟକା

    15154
    Oct 08, 2026
  • ଭେଟେରାନ ଆକ୍ଟର ‘ନାନା ପାଟେକର’ଙ୍କ ପରଲୋକ
    ମନୋରଞ୍ଜନ

    ଭେଟେରାନ ଆକ୍ଟର ‘ନାନା ପାଟେକର’ଙ୍କ ପରଲୋକ

    14321
    Oct 08, 2026
  • ଆସିଲା ନୂଆ ନିୟମ, ଆଧାର କାର୍ଡରେ ବନାନ ଭୁଲ୍ କିମ୍ବା ବିବାହ ପରେ ସାଙ୍ଗିଆ ବଦଳାଇବାକୁ ...
    ଦେଶ-ଦେଶାନ୍ତର

    ଆସିଲା ନୂଆ ନିୟମ, ଆଧାର କାର୍ଡରେ ବନାନ ଭୁଲ୍ କିମ୍ବା ବିବାହ ପରେ ସାଙ୍ଗିଆ ବଦଳାଇବାକୁ ...

    14837
    Oct 08, 2026
  • ଲକ୍ଷ ଲକ୍ଷ ଶ୍ରମିକଙ୍କ ପାଇଁ ଉପହାର, ବଢିଲା ମଜୁରୀ
    ଦେଶ-ଦେଶାନ୍ତର

    ଲକ୍ଷ ଲକ୍ଷ ଶ୍ରମିକଙ୍କ ପାଇଁ ଉପହାର, ବଢିଲା ମଜୁରୀ

    15201
    Oct 08, 2026
  • ଚେକିଂ  ଭୟରେ ଚଳନ୍ତା ଟ୍ରେନରୁ ଡେଇଁଲେ ଯାତ୍ରୀ
    ଦେଶ-ଦେଶାନ୍ତର

    ଚେକିଂ ଭୟରେ ଚଳନ୍ତା ଟ୍ରେନରୁ ଡେଇଁଲେ ଯାତ୍ରୀ

    13577
    Oct 08, 2026
  • ଡଲାର ତୁଳନାରେ ଟଙ୍କା ବିନିମୟ ଦୁର୍ବଳ
    ବାଣିଜ୍ୟ

    ଡଲାର ତୁଳନାରେ ଟଙ୍କା ବିନିମୟ ଦୁର୍ବଳ

    15217
    Oct 08, 2026
  • କବିତାଙ୍କ ନିଷ୍ଠା ଅନ୍ୟମାନଙ୍କ ପାଇଁ ପ୍ରେରଣା, ଶାଢ଼ି ପିନ୍ଧି ୧,୬୦୦ ମିଟର ଦୌଡ଼ିଲେ
    ଦେଶ-ଦେଶାନ୍ତର

    କବିତାଙ୍କ ନିଷ୍ଠା ଅନ୍ୟମାନଙ୍କ ପାଇଁ ପ୍ରେରଣା, ଶାଢ଼ି ପିନ୍ଧି ୧,୬୦୦ ମିଟର ଦୌଡ଼ିଲେ

    14887
    Oct 08, 2026
  • ରେପୋ ରେଟ୍‌ ୨୫ ବେସିସ୍‌ ପଏଣ୍ଟ ବୃଦ୍ଧି
    ବାଣିଜ୍ୟ

    ରେପୋ ରେଟ୍‌ ୨୫ ବେସିସ୍‌ ପଏଣ୍ଟ ବୃଦ୍ଧି

    14506
    Oct 08, 2026
  • ପରଲୋକରେ ଅଭିନେତା ନାନା ପାଟେକର
    ଦେଶ-ଦେଶାନ୍ତର

    ପରଲୋକରେ ଅଭିନେତା ନାନା ପାଟେକର

    14867
    Oct 08, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଆସିଲା ନୂଆ ନିୟମ, ଆଧାର କାର୍ଡରେ ବନାନ ଭୁଲ୍ କିମ୍ବା ବିବାହ ପରେ ସାଙ୍ଗିଆ ବଦଳାଇବାକୁ ଚାହୁଁଥିଲେ କରନ୍ତୁ ଏହା

    14837
    Oct 08, 2026
  • ମନୋରଞ୍ଜନ

    ଭେଟେରାନ ଆକ୍ଟର ‘ନାନା ପାଟେକର’ଙ୍କ ପରଲୋକ

    14321
    Oct 08, 2026
  • ଦେଶ-ଦେଶାନ୍ତର

    ଲକ୍ଷ ଲକ୍ଷ ଶ୍ରମିକଙ୍କ ପାଇଁ ଉପହାର, ବଢିଲା ମଜୁରୀ

    15201
    Oct 08, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17161
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17854
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17811
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18228
    Sep 06, 2023

ବିଶେଷ

  • ମୂଳାଷ୍ଟମୀ କାହିଁକି ହୁଏ ପାଳନ, କ'ଣ ରହିଛି ତାତ୍ପର୍ଯ୍ୟ ଜାଣନ୍ତୁ.....

    14408
    Oct 06, 2026
  • କେଶ ପାଇଁ ବ୍ୟବହାର କରନ୍ତୁ ଅଣ୍ଡା ତେଲ

    14514
    Oct 04, 2026
  • ଏମିତି ଘରକୁ ରଖନ୍ତୁ ଥଣ୍ଡା.....

    15526
    Sep 29, 2026
  • ବାରମ୍ବାର ରୋଗ ଗ୍ରସ୍ତ ହେଉଥିଲେ କରନ୍ତୁ ଏହି ଉପାୟ.......

    14199
    Sep 27, 2026
  • ଘରୁ ବାହାରକୁ ଗଲେ କାର୍ଯ୍ୟରେ ସଫଳତା ପ୍ରାପ୍ତି ପାଇଁ କରନ୍ତୁ ଏହି ଉପାୟ, ମିଳିବ ସଫଳତା

    15936
    Sep 23, 2026

ବାଣିଜ୍ୟ

ଡଲାର ତୁଳନାରେ ଟଙ୍କା ବିନିମୟ ଦୁର୍ବଳ

ଡଲାର ତୁଳନାରେ ଟଙ୍କାର ବିନିମୟ ଦୁର୍ବଳ ହୋଇଚାଲିଛି । ଟଙ୍କା ମୂଲ୍ୟ ୯୭ ସ୍ତର ଛୁଇଁଛି । କାରବାର ସମୟରେ ବୁଧବାର ଟଙ୍କାର ମୂଲ୍ୟ ୯୭.୧୫୧ ସ୍ତର ଛୁଇଁଥିଲା । ଦିନ ମଧ୍ୟରେ ଟଙ୍କା ପ୍ରଥମେ ୯୬.୮୩ ସ୍ତରକୁ ଖସିଥିଲା । ଫଳରେ ଟଙ୍କା ଏସିଆର ସବୁଠାରୁ ଦୁର୍ବଳ ପ୍ରଦର୍ଶନକାରୀ ମୁଦ୍ରା ପାଲଟିଛି । କାରବାର ଶେଷ ବେଳକୁ ଟଙ୍କା ...

  • ରେପୋ ରେଟ୍‌ ୨୫ ବେସିସ୍‌ ପଏଣ୍ଟ ବୃଦ୍ଧି

    14506
    Oct 08, 2026
  • ବେଦକ୍ଷତା : ଗ୍ରାମାଞ୍ଚଳର ଯୁବକମାନଙ୍କ ପାଇଁ ଜୀବିକା ନିର୍ବାହର ମାର୍ଗ ସୃଷ୍ଟି କରୁଛି

    15228
    Oct 06, 2026
  • ପାର୍ବଣରେ ସୁନା ପରିବର୍ତ୍ତେ ରୁପାରେ ଆଗ୍ରହ

    14012
    Oct 03, 2026
  • ବେଦାନ୍ତ ଆଲୁମିନିୟମ ରାୟଗଡ଼ା ଏବଂ କଳାହାଣ୍ଡିର ଗ୍ରାମାଞ୍ଚଳ ବିଦ୍ୟାଳୟରେ ଡିଜିଟାଲ ଶିକ୍ଷା ପ୍ରଦାନ କରୁଛି

    15392
    Oct 01, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • କବିତାଙ୍କ ନିଷ୍ଠା ଅନ୍ୟମାନଙ୍କ ପାଇଁ ପ୍ରେରଣା, ଶାଢ଼ି ପିନ୍ଧି ୧,୬୦୦ ମିଟର ଦୌଡ଼ିଲେ

    14887
    Oct 08, 2026
  • ଫ୍ରାନ୍ସର ହେନେରୀ ବି. କାଗନ ଓ ଜାପାନର କେନ୍ସୋ ସୋଆଇଙ୍କୁ ନୋବେଲ୍ ପୁରସ୍କାର

    14758
    Oct 08, 2026
  • ଲକ୍ଷ ଲକ୍ଷ ଶ୍ରମିକଙ୍କ ପାଇଁ ଉପହାର, ବଢିଲା ମଜୁରୀ

    15201
    Oct 08, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In