Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Friday, May 01, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଏପରି ନିଅନ୍ତୁ ନିଜର ଯତ୍ନ

  • କର୍ଣ୍ଣାଟକରେ ମୁଖ୍ୟମନ୍ତ୍ରୀ ...

  • ଭାରତ ନିଜ ଇଚ୍ଛା ଏବଂ ସର୍ତ୍ତରେ ଅପରେସନ ...

  • ପାକିସ୍ତାନକୁ ଜମ୍ମୁ ଏବଂ କାଶ୍ମୀରରେ ...

  • କ୍ରାନ୍ତି ନା ବିଭ୍ରାନ୍ତି : ଭୂତଳ ଜଳ ଶେଷ ...

  • କ୍ଲୋରିନ ଗ୍ୟାସ୍ ଲିକ୍ ହୋଇ ୨୪ ଅସୁସ୍ଥ, ...

  • ଏକଜିଟ ପୋଲ, ବାଜିମାରି ନେବେ ବିଜୟ

  • ମସ୍ତିଷ୍କକୁ ଗ୍ଲୁକୋଜ୍ ଯୋଗାଇଥାଏ ସକାଳ ...

  • ବାଂଲାଦେଶରେ ମିଳିମିଳା ମହାମାରୀ !୨୫୦ ...

  • ଖଡଗପୁରରେ ପୁଣି ଛାତ୍ର ମୃତ୍ୟୁ, ୧୦ ଦିନରେ ...

ଦେଶ-ଦେଶାନ୍ତର
Home ›› ଦେଶ-ଦେଶାନ୍ତର ››ପଞ୍ଜାବରେ ବିଷାକ୍ତ ମଦ ପିଇ ୨୧ ମୃତ, ତଦନ୍ତ କରିବେ ୪ ଜଣିଆ ଏସ୍ଆଇଟି

ପଞ୍ଜାବରେ ବିଷାକ୍ତ ମଦ ପିଇ ୨୧ ମୃତ, ତଦନ୍ତ କରିବେ ୪ ଜଣିଆ ଏସ୍ଆଇଟି

2024-03-23 20:19:48
15723
Share:
Facebook
Twitter
E-Mail
WhatsApp
Telegram
ପଞ୍ଜାବରେ ବିଷାକ୍ତ ମଦ ପିଇ ୨୧ ମୃତ, ତଦନ୍ତ କରିବେ ୪ ଜଣିଆ ଏସ୍ଆଇଟି

ପଞ୍ଜାବର ସଙ୍ଗରୁର ଜିଲ୍ଲାରେ ବିଷାକ୍ତ ମଦ ଜନିତ ମୃତ୍ୟୁସଂଖ୍ୟା ବଢିଚାଲିଛି । ମୃତ୍ୟୁସଂଖ୍ୟା ୨୧ରେ ପହଞ୍ଚିଥିବା ସୂଚନା ମିଳିଛି। ପୂରା ଘଟଣାର ତଦନ୍ତ ପାଇଁ ପ୍ରଶାସନ ଏକ ଉଚ୍ଚସ୍ତରୀୟ କମିଟି ଗଠନ କରିଛି। ଏଡିଜି ଆଇନ ଶୃଙ୍ଖଳା ଗୁରିନ୍ଦର ଧିଲନଙ୍କ ନେତୃତ୍ୱରେ ପଟିଆଲା ରେଞ୍ଜଡିଆଇଜି ହରଚରଣ ଭୁଲ୍ଲର ଆଇପିଏସ୍, ଏସଏସପି ସଙ୍ଗରୁର ସରତାଜ ଚହଲ ଆଇପିଏସ୍ ଏବଂ ଅତିରିକ୍ତ କମିସନର (ଅବକାରୀ) ନରେଶ ଦୁବେଙ୍କୁ ନେଇ ଗଠିତ ୪ ଜଣିଆ ଏସ୍ଆଇଟି ତଦନ୍ତ ତଦାରଖ କରିବେ।

ସାଙ୍ଗରୁରର ମୁଖ୍ୟ ଚିକିତ୍ସା ଅଧିକାରୀ (ସିଏମଓ)ଙ୍କ କହିବା ଅନୁଯାୟୀ, ଇଥାନଲ ମିଶ୍ରିତ ବିଷାକ୍ତ ମଦ ପିଇବା ପରେ ଅତି କମରେ ୪୦ ଜଣ ଡାକ୍ତରଖାନାରେ ଭର୍ତ୍ତି ହୋଇଥିଲା। ମାର୍ଚ୍ଚ ୨୦, ବୁଧବାର ଚାରି ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ପରଦିନ ପଟିଆଲାର ରଜିନ୍ଦ୍ର ଡାକ୍ତରଖାନାରେ ଚିକିତ୍ସା ସମୟରେ ଆଉ ଚାରି ଜଣଙ୍କର ମୃତ୍ୟୁ ଘଟିଥିଲା। ମାର୍ଚ୍ଚ ୨୨ ଆଠ ଜଣ ଏବଂ ପରଦିନ ପାଞ୍ଚ ଜଣଙ୍କର ଜୀବନ ଯିବା ପରେ ମୃତ୍ୟୁସଂଖ୍ୟା ୨୧ରେ ପହଞ୍ଚିଛି। ଏହି ମାମଲାରେ ପୁଲିସ ଦୁଇ ଜଣଙ୍କୁ ଗିରଫ କରିଛି। ଏଥିସହ ୬ ଜଣଙ୍କୁ ଅଟକ ରଖି ପଚରାଉଚରା କରୁଛି।


Powered by Froala Editor

Tags wine

Related articles Odisha News Lens 4.1

  • କ୍ରାନ୍ତି ନା ବିଭ୍ରାନ୍ତି : ଭୂତଳ ଜଳ ଶେଷ କରିଦେବ ଇଥାନଲ
    ଦେଶ-ଦେଶାନ୍ତର

    କ୍ରାନ୍ତି ନା ବିଭ୍ରାନ୍ତି : ଭୂତଳ ଜଳ ଶେଷ କରିଦେବ ଇଥାନଲ

    13571
    Apr 30, 2026
  • ଭାରତ ନିଜ ଇଚ୍ଛା ଏବଂ ସର୍ତ୍ତରେ ଅପରେସନ ସିନ୍ଦୂର ବନ୍ଦ କରିବାକୁ ନିଷ୍ପତ୍ତି ...
    ଦେଶ-ଦେଶାନ୍ତର

    ଭାରତ ନିଜ ଇଚ୍ଛା ଏବଂ ସର୍ତ୍ତରେ ଅପରେସନ ସିନ୍ଦୂର ବନ୍ଦ କରିବାକୁ ନିଷ୍ପତ୍ତି ...

    15391
    Apr 30, 2026
  • ପାକିସ୍ତାନକୁ ଜମ୍ମୁ ଏବଂ କାଶ୍ମୀରରେ ହିଂସା ବନ୍ଦ କରିବାକୁ ଅନୁରୋଧ କଲେ ଫାରୁକ ...
    ଦେଶ-ଦେଶାନ୍ତର

    ପାକିସ୍ତାନକୁ ଜମ୍ମୁ ଏବଂ କାଶ୍ମୀରରେ ହିଂସା ବନ୍ଦ କରିବାକୁ ଅନୁରୋଧ କଲେ ଫାରୁକ ...

    15488
    Apr 30, 2026
  • କର୍ଣ୍ଣାଟକରେ ମୁଖ୍ୟମନ୍ତ୍ରୀ ପରିବର୍ତ୍ତନ ପ୍ରସଙ୍ଗରେ ଏହା କହିଲେ ଖଡ୍‌ଗେ
    ଦେଶ-ଦେଶାନ୍ତର

    କର୍ଣ୍ଣାଟକରେ ମୁଖ୍ୟମନ୍ତ୍ରୀ ପରିବର୍ତ୍ତନ ପ୍ରସଙ୍ଗରେ ଏହା କହିଲେ ଖଡ୍‌ଗେ

    15556
    Apr 30, 2026
  • ମସ୍ତିଷ୍କକୁ ଗ୍ଲୁକୋଜ୍ ଯୋଗାଇଥାଏ ସକାଳ ଜଳଖିଆ
    ବିଶେଷ

    ମସ୍ତିଷ୍କକୁ ଗ୍ଲୁକୋଜ୍ ଯୋଗାଇଥାଏ ସକାଳ ଜଳଖିଆ

    13773
    Apr 30, 2026
  • ଏକଜିଟ ପୋଲ, ବାଜିମାରି ନେବେ ବିଜୟ
    ଦେଶ-ଦେଶାନ୍ତର

    ଏକଜିଟ ପୋଲ, ବାଜିମାରି ନେବେ ବିଜୟ

    15361
    Apr 30, 2026
  • କ୍ଲୋରିନ ଗ୍ୟାସ୍ ଲିକ୍ ହୋଇ ୨୪ ଅସୁସ୍ଥ, ନିଶ୍ୱାସ ନେଇପାରିଲେନି ଲୋକେ
    ଦେଶ-ଦେଶାନ୍ତର

    କ୍ଲୋରିନ ଗ୍ୟାସ୍ ଲିକ୍ ହୋଇ ୨୪ ଅସୁସ୍ଥ, ନିଶ୍ୱାସ ନେଇପାରିଲେନି ଲୋକେ

    14374
    Apr 30, 2026
  • ବାଂଲାଦେଶରେ ମିଳିମିଳା ମହାମାରୀ  !୨୫୦ ଜଣଙ୍କ ମୃତ୍ୟୁ
    ଦେଶ-ଦେଶାନ୍ତର

    ବାଂଲାଦେଶରେ ମିଳିମିଳା ମହାମାରୀ !୨୫୦ ଜଣଙ୍କ ମୃତ୍ୟୁ

    14633
    Apr 29, 2026
  • ଖଡଗପୁରରେ ପୁଣି ଛାତ୍ର ମୃତ୍ୟୁ, ୧୦ ଦିନରେ ଦ୍ୱିତୀୟ ଘଟଣା
    ଦେଶ-ଦେଶାନ୍ତର

    ଖଡଗପୁରରେ ପୁଣି ଛାତ୍ର ମୃତ୍ୟୁ, ୧୦ ଦିନରେ ଦ୍ୱିତୀୟ ଘଟଣା

    15195
    Apr 29, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    କ୍ଲୋରିନ ଗ୍ୟାସ୍ ଲିକ୍ ହୋଇ ୨୪ ଅସୁସ୍ଥ, ନିଶ୍ୱାସ ନେଇପାରିଲେନି ଲୋକେ

    14374
    Apr 30, 2026
  • ଦେଶ-ଦେଶାନ୍ତର

    ଏକଜିଟ ପୋଲ, ବାଜିମାରି ନେବେ ବିଜୟ

    15361
    Apr 30, 2026
  • ଦେଶ-ଦେଶାନ୍ତର

    ଖଡଗପୁରରେ ପୁଣି ଛାତ୍ର ମୃତ୍ୟୁ, ୧୦ ଦିନରେ ଦ୍ୱିତୀୟ ଘଟଣା

    15195
    Apr 29, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17447
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17499
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17855
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16327
    Apr 03, 2021

ବିଶେଷ

  • ଏପରି ନିଅନ୍ତୁ ନିଜର ଯତ୍ନ

    13568
    May 01, 2026
  • ମସ୍ତିଷ୍କକୁ ଗ୍ଲୁକୋଜ୍ ଯୋଗାଇଥାଏ ସକାଳ ଜଳଖିଆ

    13773
    Apr 30, 2026
  • ଶରୀରରେ ଇନ୍‌ସୁଲିନ୍‌କୁ ନିୟନ୍ତ୍ରଣରେ ରଖେ ହଳଦୀ

    16009
    Apr 28, 2026
  • ଅତ୍ୟଧିକ ପାଣି ପିଇଲେ ହୋଇଥାଏ ଏହି ଅସୁବିଧା

    15955
    Apr 27, 2026
  • ଶୋଇବା ପୂର୍ବରୁ ସେବନ କରନ୍ତୁ ଅଳେଇଚ

    14571
    Apr 25, 2026

ବାଣିଜ୍ୟ

ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

ଆମେରିକା ସେନା ଇରାନ ଛାଡ଼ିବା ନେଇ ଟ୍ରମ୍ପଙ୍କ ଘୋଷଣା ପରେ ଉଛୁଳିଛି ସେୟାର ବଜାର ।  ବଜାର ଖୋଲିବାରୁ ସେନ୍‌ସେକ୍ସ ୧,୬୦୦ ପଏଣ୍ଟ୍ ବୃଦ୍ଧି ପାଇଥିଲା ପରେ ଏହା ୧୮୦୦ ପଏଣ୍ଟ ବୃଦ୍ଧି ପାଇଛି । ସେହିପରି ନିଫ୍ଟି ୫୦୦ ପଏଣ୍ଟ୍ ଉପରକୁ ଉଠିଛି । ନିଫ୍ଟି ୨୨ ହଜାର ୮୦୦ ପଏଣ୍ଟ ଉପରେ ରହିଥିବା ବେଳେ ସେନସେକ୍ସ ୭ ...

  • ସୁନା୬,୭୦୦ ଟଙ୍କା କମିଲା

    15366
    Mar 23, 2026
  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

    15101
    Mar 22, 2026
  • ସୁନାରେ ବଡ଼ ହ୍ରାସ, ମଧ୍ୟବିତ୍ତଙ୍କ ପାଇଁ ଖୁସି

    15596
    Mar 22, 2026
  • ୨୭୮୦ ଟଙ୍କା ଶସ୍ତା ହେଲା ସୁନା

    13906
    Mar 20, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ବାଂଲାଦେଶରେ ମିଳିମିଳା ମହାମାରୀ !୨୫୦ ଜଣଙ୍କ ମୃତ୍ୟୁ

    14633
    Apr 29, 2026
  • କ୍ଲୋରିନ ଗ୍ୟାସ୍ ଲିକ୍ ହୋଇ ୨୪ ଅସୁସ୍ଥ, ନିଶ୍ୱାସ ନେଇପାରିଲେନି ଲୋକେ

    14374
    Apr 30, 2026
  • ମସ୍ତିଷ୍କକୁ ଗ୍ଲୁକୋଜ୍ ଯୋଗାଇଥାଏ ସକାଳ ଜଳଖିଆ

    13773
    Apr 30, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In