Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Sunday, May 31, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଭାରତୀୟ ସେନା ଅପରେସନ ସିନ୍ଦୁର ୨.୦ ପାଇଁ ...

  • ଆମେ ବଙ୍ଗଳା ଖାଲି କରିବୁ ନାହିଁ: ରାବ୍ରୀ ...

  • ପୁଣି ବୃଦ୍ଧି ହେଲା CNG ମୂଲ୍ୟ

  • ନୂଆ ନେତା ନିର୍ବାଚନ ପାଇଁ ଆଜି କଂଗ୍ରେସ ...

  • ପ୍ରକୃତରେ ଅଣ୍ଡା ଫ୍ରିଜ୍‌ରେ ରଖିଲେ ଭଲ ନା ...

  • ସବୁବେଳେ ଭିଟାମିନ୍‌ଯୁକ୍ତ ଖାଦ୍ୟ ଖାଇଲେ ...

  • ହରମୁଜ୍ ପ୍ରଣାଳୀରେ ଜାହାଜ ଉପରେ ଆକ୍ରମଣ ...

  • ନିଟ୍-ୟୁଜି ପ୍ରଶ୍ନପତ୍ର ଲିକ୍ ଓ ...

  • ଟିଏମ୍‌ସି ନେତା ଦୀପଙ୍କର ଭଟ୍ଟାଚାର୍ଯ୍ୟ ...

  • ମୋଦୀଙ୍କୁ ଭେଟିଲେ ମୁଖ୍ଯମନ୍ତ୍ରୀ ସି. ...

ରାଜ୍ୟ
Home ›› ରାଜ୍ୟ ››ଜୁଲାଇ ୨୫ ଯାଏ ଭକ୍ତଙ୍କ ପାଇଁ ଶ୍ରୀମନ୍ଦିର ବନ୍ଦ

ଜୁଲାଇ ୨୫ ଯାଏ ଭକ୍ତଙ୍କ ପାଇଁ ଶ୍ରୀମନ୍ଦିର ବନ୍ଦ

2021-06-16 20:06:25
15481
Share:
Facebook
Twitter
E-Mail
WhatsApp
Telegram
ଜୁଲାଇ ୨୫ ଯାଏ ଭକ୍ତଙ୍କ ପାଇଁ ଶ୍ରୀମନ୍ଦିର ବନ୍ଦ

ରାଜ୍ୟ ସରକାର ଜୁଲାଇ ୧ ତାରିଖ ଯାଏଁ ଲକ୍‌ଡାଉନ୍‌ କଟକଣାରେ କୋହଳ କରିଛନ୍ତି। ଏଥିସହ ଜୁଲାଇ ୨୫ ପର୍ଯ୍ୟନ୍ତ ସାଧାରଣ ଭକ୍ତଙ୍କ ପାଇଁ ଶ୍ରୀମନ୍ଦିର ବନ୍ଦ ରହିବ ବୋଲି ନିଷ୍ପତ୍ତି ନିଆଯାଇଛି । ମୁଖ୍ୟ ପ୍ରଶାସକଙ୍କ ଅଧ୍ୟକ୍ଷତାରେ ବୁଧବାର ଅନୁଷ୍ଠିତ ବୈଠକରେ ଏହି ନିଷ୍ପତ୍ତି ନିଆଯାଇଛି। ଦେବସ୍ନାନ ପୂର୍ଣ୍ଣିମା ମଧ୍ୟ ବିନା ଭକ୍ତରେ ଅନୁଷ୍ଠିତ ହେବ । ମହାପ୍ରଭୁ ୧୦୮ ଗରା ପାଣିରେ ଗୋଧୋଇବେ । କିନ୍ତୁ ମହାବାହୁଙ୍କ ଏହି ଅପୂର୍ବ ଦୃଶ୍ୟ ଦେଖିବାକୁ ପାଇପାରିବେନି ସାଧାରଣ ଭକ୍ତ । କରୋନା ଭାଇରସ ମହାମାରୀ ଯୋଗୁଁ 

ଗତବର୍ଷ ଭଳି ଚଳିତ ଥର ମଧ୍ୟ ବିନାଭକ୍ତରେ ଶ୍ରୀଜିଉଙ୍କର ଦେବସ୍ନାନ ପୂର୍ଣ୍ଣିମା କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ । ଆଜି ଶ୍ରୀମନ୍ଦିର ପ୍ରଶାସକ କ୍ରିଷନ କୁମାରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ଏହି ନିଷ୍ପତ୍ତି ନିଆଯାଇଛି । 

ସୂଚନାଯୋଗ୍ୟ, ଆସନ୍ତା ଜୁଲାଇ ୧୨ ତାରିଖରେ ଶ୍ରୀକ୍ଷେତ୍ରରେ ପବିତ୍ର ରଥଯାତ୍ରା ଅନୁଷ୍ଠିତ ହେବ । ରାଜ୍ୟର ଅନ୍ୟ କୌଣସି ସ୍ଥାନରେ ରଥଯାତ୍ରା ହୋଇପାରିବ ନାହିଁ ବୋଲି ପୂର୍ବରୁ ରାଜ୍ୟ ସରକାର ଘୋଷଣା କରିସାରିଛନ୍ତି । ଅନ୍ୟ ଜଗନ୍ନାଥ ମନ୍ଦିର ଭିତରେ କେବଳ ରଥଯାତ୍ରା ନୀତି ଅନୁଷ୍ଠିତ ହେବ ।

Powered by Froala Editor

Tags sri mandir

Related articles Odisha News Lens 4.1

  •  ପୁଣି  ବୃଦ୍ଧି ହେଲା CNG ମୂଲ୍ୟ
    ଦେଶ-ଦେଶାନ୍ତର

    ପୁଣି ବୃଦ୍ଧି ହେଲା CNG ମୂଲ୍ୟ

    14551
    May 30, 2026
  • ଆମେ ବଙ୍ଗଳା ଖାଲି କରିବୁ ନାହିଁ: ରାବ୍ରୀ ଦେବୀ
    ଦେଶ-ଦେଶାନ୍ତର

    ଆମେ ବଙ୍ଗଳା ଖାଲି କରିବୁ ନାହିଁ: ରାବ୍ରୀ ଦେବୀ

    14077
    May 30, 2026
  • ସବୁବେଳେ ଭିଟାମିନ୍‌ଯୁକ୍ତ ଖାଦ୍ୟ ଖାଇଲେ ଅବସାଦଠାରୁ ରହିବେ ଦୂରେଇ
    ବିଶେଷ

    ସବୁବେଳେ ଭିଟାମିନ୍‌ଯୁକ୍ତ ଖାଦ୍ୟ ଖାଇଲେ ଅବସାଦଠାରୁ ରହିବେ ଦୂରେଇ

    14267
    May 29, 2026
  • ନିଟ୍-ୟୁଜି ପ୍ରଶ୍ନପତ୍ର ଲିକ୍ ଓ ସିବିଏସ୍‌ଇ ଦ୍ୱାଦଶ ଶ୍ରେଣୀ ପରୀକ୍ଷା ମୂଲ୍ୟାଙ୍କନ ...
    ଦେଶ-ଦେଶାନ୍ତର

    ନିଟ୍-ୟୁଜି ପ୍ରଶ୍ନପତ୍ର ଲିକ୍ ଓ ସିବିଏସ୍‌ଇ ଦ୍ୱାଦଶ ଶ୍ରେଣୀ ପରୀକ୍ଷା ମୂଲ୍ୟାଙ୍କନ ...

    15733
    May 29, 2026
  • ଟିଏମ୍‌ସି ନେତା ଦୀପଙ୍କର ଭଟ୍ଟାଚାର୍ଯ୍ୟ ଗିରଫ
    ଦେଶ-ଦେଶାନ୍ତର

    ଟିଏମ୍‌ସି ନେତା ଦୀପଙ୍କର ଭଟ୍ଟାଚାର୍ଯ୍ୟ ଗିରଫ

    15808
    May 29, 2026
  • ମୋଦୀଙ୍କୁ ଭେଟିଲେ ମୁଖ୍ଯମନ୍ତ୍ରୀ ସି. ଯୋଶେଫ ବିଜୟ
    ଦେଶ-ଦେଶାନ୍ତର

    ମୋଦୀଙ୍କୁ ଭେଟିଲେ ମୁଖ୍ଯମନ୍ତ୍ରୀ ସି. ଯୋଶେଫ ବିଜୟ

    15054
    May 28, 2026
  • ଭାରତୀୟ ସେନା ଅପରେସନ ସିନ୍ଦୁର ୨.୦ ପାଇଁ ଭଲ ଭାବରେ ପ୍ରସ୍ତୁତି କରୁଛନ୍ତି: ସେନା ମୁଖ୍ୟ
    ଦେଶ-ଦେଶାନ୍ତର

    ଭାରତୀୟ ସେନା ଅପରେସନ ସିନ୍ଦୁର ୨.୦ ପାଇଁ ଭଲ ଭାବରେ ପ୍ରସ୍ତୁତି କରୁଛନ୍ତି: ସେନା ମୁଖ୍ୟ

    15040
    May 30, 2026
  • ପ୍ରକୃତରେ ଅଣ୍ଡା ଫ୍ରିଜ୍‌ରେ ରଖିଲେ ଭଲ ନା ଖରାପ ଜାଣନ୍ତୁ.....
    ବିଶେଷ

    ପ୍ରକୃତରେ ଅଣ୍ଡା ଫ୍ରିଜ୍‌ରେ ରଖିଲେ ଭଲ ନା ଖରାପ ଜାଣନ୍ତୁ.....

    14538
    May 30, 2026
  • ନୂଆ ନେତା ନିର୍ବାଚନ ପାଇଁ ଆଜି କଂଗ୍ରେସ ବିଧାୟକ ଦଳ ବୈଠକ
    ଦେଶ-ଦେଶାନ୍ତର

    ନୂଆ ନେତା ନିର୍ବାଚନ ପାଇଁ ଆଜି କଂଗ୍ରେସ ବିଧାୟକ ଦଳ ବୈଠକ

    13371
    May 30, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ହରମୁଜ୍ ପ୍ରଣାଳୀରେ ଜାହାଜ ଉପରେ ଆକ୍ରମଣ କଲା ଇରାନ

    15610
    May 29, 2026
  • ଦେଶ-ଦେଶାନ୍ତର

    ନୂଆ ନେତା ନିର୍ବାଚନ ପାଇଁ ଆଜି କଂଗ୍ରେସ ବିଧାୟକ ଦଳ ବୈଠକ

    13371
    May 30, 2026
  • ଦେଶ-ଦେଶାନ୍ତର

    ନିଟ୍-ୟୁଜି ପ୍ରଶ୍ନପତ୍ର ଲିକ୍ ଓ ସିବିଏସ୍‌ଇ ଦ୍ୱାଦଶ ଶ୍ରେଣୀ ପରୀକ୍ଷା ମୂଲ୍ୟାଙ୍କନ ତ୍ରୁଟିକୁ ନେଇ କଡା ପ୍ରତିକ୍ରିୟା ରଖିଲେ ...

    15733
    May 29, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    16894
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17514
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17564
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17949
    Sep 06, 2023

ବିଶେଷ

  • ପ୍ରକୃତରେ ଅଣ୍ଡା ଫ୍ରିଜ୍‌ରେ ରଖିଲେ ଭଲ ନା ଖରାପ ଜାଣନ୍ତୁ.....

    14538
    May 30, 2026
  • ସବୁବେଳେ ଭିଟାମିନ୍‌ଯୁକ୍ତ ଖାଦ୍ୟ ଖାଇଲେ ଅବସାଦଠାରୁ ରହିବେ ଦୂରେଇ

    14267
    May 29, 2026
  • ସ୍ବାସ୍ଥ୍ୟ ପାଇଁ ଭିଟାମିନ୍‌ ‘ସି’ ଭାରି ଉପକାରୀ

    15332
    May 27, 2026
  • ନିଜ ମନ ପସନ୍ଦର ଗୀତ ଶୁଣିଲେ ବୃଦ୍ଧି ହୁଏ ସ୍ମରଣ ଶକ୍ତି

    14912
    May 26, 2026
  • ଏପରି କଲେ ନିଶାଦ୍ରବ୍ୟଠାରୁ ରହିପାରିବେ ଦୂରେଇ

    15838
    May 24, 2026

ବାଣିଜ୍ୟ

ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

ଆମେରିକା ସେନା ଇରାନ ଛାଡ଼ିବା ନେଇ ଟ୍ରମ୍ପଙ୍କ ଘୋଷଣା ପରେ ଉଛୁଳିଛି ସେୟାର ବଜାର ।  ବଜାର ଖୋଲିବାରୁ ସେନ୍‌ସେକ୍ସ ୧,୬୦୦ ପଏଣ୍ଟ୍ ବୃଦ୍ଧି ପାଇଥିଲା ପରେ ଏହା ୧୮୦୦ ପଏଣ୍ଟ ବୃଦ୍ଧି ପାଇଛି । ସେହିପରି ନିଫ୍ଟି ୫୦୦ ପଏଣ୍ଟ୍ ଉପରକୁ ଉଠିଛି । ନିଫ୍ଟି ୨୨ ହଜାର ୮୦୦ ପଏଣ୍ଟ ଉପରେ ରହିଥିବା ବେଳେ ସେନସେକ୍ସ ୭ ...

  • ସୁନା୬,୭୦୦ ଟଙ୍କା କମିଲା

    15440
    Mar 23, 2026
  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

    15183
    Mar 22, 2026
  • ସୁନାରେ ବଡ଼ ହ୍ରାସ, ମଧ୍ୟବିତ୍ତଙ୍କ ପାଇଁ ଖୁସି

    15666
    Mar 22, 2026
  • ୨୭୮୦ ଟଙ୍କା ଶସ୍ତା ହେଲା ସୁନା

    14005
    Mar 20, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ନିଟ୍-ୟୁଜି ପ୍ରଶ୍ନପତ୍ର ଲିକ୍ ଓ ସିବିଏସ୍‌ଇ ଦ୍ୱାଦଶ ଶ୍ରେଣୀ ପରୀକ୍ଷା ମୂଲ୍ୟାଙ୍କନ ତ୍ରୁଟିକୁ ନେଇ କଡା ପ୍ରତିକ୍ରିୟା ରଖିଲେ ଧର୍ମେନ୍ଦ୍ର

    15733
    May 29, 2026
  • ହରମୁଜ୍ ପ୍ରଣାଳୀରେ ଜାହାଜ ଉପରେ ଆକ୍ରମଣ କଲା ଇରାନ

    15610
    May 29, 2026
  • ଆମେ ବଙ୍ଗଳା ଖାଲି କରିବୁ ନାହିଁ: ରାବ୍ରୀ ଦେବୀ

    14077
    May 30, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In