Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Thursday, March 05, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ମହାରାଷ୍ଟ୍ରରୁ ବିଜେପି ରାଜ୍ୟସଭା ପାଇଁ ୪ ...

  • ଏହି କାରଣରୁ ଧୋନୀଙ୍କୁ ନୋଟିସ ଜାରି

  • ଇରାନୀୟ ଜାହାଜ ଉପରେ ଆକ୍ରମଣ: ୧୦୧ ନିଖୋଜ, ...

  • ଲାଗିରହିଛି ଯୁଦ୍ଧ: ଭାରତୀୟ ସେୟାର ବଜାରରେ ...

  • ସୁରକ୍ଷିତ ଭାବେ ଭାରତ ଫେରିଲେ ପିଭି ...

  • ଗେରାଶ ସହରରେ ଶକ୍ତିଶାଳୀ ଭୂମିକମ୍ପ, ଲୋକେ ...

  • ଗ୍ରହଣ ଦିନ ଜନ୍ମିତ ଶିଶୁ ହୋଇଥାନ୍ତି ...

  • ନିୟମିତ ମିଶ୍ରି ଖାଇଲେ ଦୃଷ୍ଟିଶକ୍ତିଜନିତ ...

  • ଯୁକ୍ତରାଷ୍ଟ୍ରର ପୃଥିବୀର ସବୁଠାରୁ ...

  • ଟେଲିଫୋନରେ ନେତାନ୍ୟାହୁ ଓ ମୋଦୀଙ୍କ ...

ଦେଶ-ଦେଶାନ୍ତର
Home ›› ଦେଶ-ଦେଶାନ୍ତର ››ଦ୍ରୌପଦୀ ମୁର୍ମୁଙ୍କ ବିରୋଧରେ ପିଟିସନ ଦାଏର କଲା କେରଳ

ଦ୍ରୌପଦୀ ମୁର୍ମୁଙ୍କ ବିରୋଧରେ ପିଟିସନ ଦାଏର କଲା କେରଳ

2024-03-24 10:13:33
16219
Share:
Facebook
Twitter
E-Mail
WhatsApp
Telegram
ଦ୍ରୌପଦୀ ମୁର୍ମୁଙ୍କ ବିରୋଧରେ ପିଟିସନ ଦାଏର କଲା କେରଳ

ନୂଆଦିଲ୍ଲୀ: କେରଳ ବିଧାନସଭାରେ ଗୃହୀତ ୪ ବିଲ୍‌କୁ ମଞ୍ଜୁରୀ ନ ଦେଇ ପକାଇରଖିଥିବାରୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ବିରୋଧରେ ରାଜ୍ୟ ସରକାର ସୁପ୍ରିମକୋର୍ଟରେ ପିଟିଶନ ଦାଏର କରିଛନ୍ତି। କେରଳର ସିପିଆଇ(ଏମ୍‌) ନେତୃତ୍ୱାଧୀନ ଏଲ୍‌ଡିଏଫ୍‌ ସରକାର ଏହି ମାମଲାରେ କେନ୍ଦ୍ର ସରକାର, ରାଷ୍ଟ୍ରପତିଙ୍କ ସଚିବ, କେରଳ ରାଜ୍ୟପାଳ ଅରିଫ ମହମ୍ମଦ ଖାନ୍‌ ଏବଂ ତାଙ୍କ ଅତିରିକ୍ତ ସଚିବଙ୍କୁ ପକ୍ଷଭୁକ୍ତ କରିଛନ୍ତି। ଆଇନଜୀବୀ ସି.କେ. ଶଶୀଙ୍କ ଜରିଆରେ ଦାଖଲ ହୋଇଥିବା ପିଟିଶନରେ କୁହାଯାଇଛି, କେରଳ ରାଜ୍ୟପାଳ ଖାନ୍‌ ୭ଟି ବିଲ୍‌କୁ ଅଟକାଇ ରଖିଛନ୍ତି। ୭ ବିଲ୍‌ରୁ କୌଣସି ଗୋଟିଏ ବି କେନ୍ଦ୍ର-ରାଜ୍ୟ ସମ୍ପର୍କ ସହ ଜଡ଼ିତ ନୁହେଁ। ରାଜ୍ୟପାଳ ବିଲ୍‌ଗୁଡ଼ିକୁ ୨ ବର୍ଷ ହେଲା ଅଟକାଇ ରଖିଥିବାରୁ ରାଜ୍ୟ ବିଧାନସଭା କାର୍ୟ୍ୟଧାରାକୁ ବିକୃତ କରିଛି ଏବଂ ଏହାର ଉପସ୍ଥିତି ପ୍ରଭାବହୀନ ହୋଇପଡ଼ିଛି। ସେଥିପାଇଁ ରାଜ୍ୟପାଳଙ୍କୁ ବେଆଇନ ଘୋଷଣା କରାଯାଉ ବୋଲି କେରଳ ସରକାର ପିଟିଶନରେ ନିବେଦନ କରିଛନ୍ତି।
ବିଲ୍‌ଗୁଡ଼ିକ ଜନସ୍ବାର୍ଥ ସମ୍ବଳିତ, ଯାହା କାର୍ୟ୍ୟକାରୀ ହୋଇଥିଲେ ଲୋକଙ୍କ ମଙ୍ଗଳ ହୋଇଥାନ୍ତା। ତେବେ ରାଜ୍ୟପାଳ ସେଗୁଡ଼ିକୁ ଚାପିରଖି ଅପ୍ରଭାବୀ କରିଦେଇଛନ୍ତି। ଅନୁଚ୍ଛେଦ ୨୦୦ର ବ୍ୟବସ୍ଥା ଅନୁଯାୟୀ ଉକ୍ତ ବିଲ୍‌ଗୁଡ଼ିକ ଯଥାସମ୍ଭବ ଶୀଘ୍ର ମଞ୍ଜୁରୀ ପାଇବା ଆବଶ୍ୟକ। ୭ ବିଲ୍‌ ମଧ୍ୟରୁ ରାଷ୍ଟ୍ରପତିଙ୍କ ପାଖରେ ୪ଟି ବିଲ୍‌ ପଡ଼ିରହିଥିବା ଗତ ଫେବୃଆରୀ ୨୩ ଏବଂ ୨୯ରେ ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ଜଣାଇଥିଲା। ସେହି ବିଲ୍‌ଗୁଡ଼ିକ ହେଲା, ବିଶ୍ୱବିଦ୍ୟାଳୟ ଆଇନ(ସଂଶୋଧନ)(୨ ନମ୍ବର) ବିଲ୍‌, ୨୦୨୧, କେରଳ କୋ-ଅପରେଟିଭ୍‌ ସୋସାଇଟିଜ୍‌ (ସଂଶୋଧନ) ବିଲ୍‌, ୨୦୨୨, ବିଶ୍‌ବିଦ୍ୟାଳୟ ଆଇନ (ସଂଶୋଧନ) ବିଲ୍‌, ୨୦୨୨ ଏବଂ ବିଶ୍ୱବିଦ୍ୟାଳୟ ଆଇନ (ସଂଶୋଧନ) (୩ ନମ୍ବର) ବିଲ୍‌, ୨୦୨୨। କୌଣସିି କାରଣ ନ ଦର୍ଶାଇ ବିଲ୍‌ଗୁଡ଼ିକୁ ରାଷ୍ଟ୍ରପତି ମଞ୍ଜୁରୀ ପ୍ରଦାନ ନ କରିବାକୁ ଅସାମ୍ବିଧାନିକ ଘୋଷଣା କରାଯାଉ ବୋଲି ପିଟିଶନରେ ନିବେଦନ କରାଯାଇଛି।

Powered by Froala Editor

Tags president

Related articles Odisha News Lens 4.1

  • ମହାରାଷ୍ଟ୍ରରୁ ବିଜେପି ରାଜ୍ୟସଭା ପାଇଁ ୪ ଜଣ ପ୍ରାର୍ଥୀଙ୍କ ନାମ ମନୋନୀତ
    ଦେଶ-ଦେଶାନ୍ତର

    ମହାରାଷ୍ଟ୍ରରୁ ବିଜେପି ରାଜ୍ୟସଭା ପାଇଁ ୪ ଜଣ ପ୍ରାର୍ଥୀଙ୍କ ନାମ ମନୋନୀତ

    15092
    Mar 04, 2026
  • ଗ୍ରହଣ ଦିନ ଜନ୍ମିତ ଶିଶୁ ହୋଇଥାନ୍ତି ଏମିତି
    ବିଶେଷ

    ଗ୍ରହଣ ଦିନ ଜନ୍ମିତ ଶିଶୁ ହୋଇଥାନ୍ତି ଏମିତି

    14722
    Mar 03, 2026
  • ନିୟମିତ ମିଶ୍ରି ଖାଇଲେ ଦୃଷ୍ଟିଶକ୍ତିଜନିତ ସମସ୍ୟା କମିଥାଏ
    ବିଶେଷ

    ନିୟମିତ ମିଶ୍ରି ଖାଇଲେ ଦୃଷ୍ଟିଶକ୍ତିଜନିତ ସମସ୍ୟା କମିଥାଏ

    13932
    Mar 02, 2026
  • ଇରାନୀୟ ଜାହାଜ ଉପରେ ଆକ୍ରମଣ: ୧୦୧ ନିଖୋଜ, ୭୮ ଆହତ
    ଦେଶ-ଦେଶାନ୍ତର

    ଇରାନୀୟ ଜାହାଜ ଉପରେ ଆକ୍ରମଣ: ୧୦୧ ନିଖୋଜ, ୭୮ ଆହତ

    15425
    Mar 04, 2026
  • ଏହି କାରଣରୁ ଧୋନୀଙ୍କୁ ନୋଟିସ ଜାରି
    ଦେଶ-ଦେଶାନ୍ତର

    ଏହି କାରଣରୁ ଧୋନୀଙ୍କୁ ନୋଟିସ ଜାରି

    14173
    Mar 04, 2026
  • ଟେଲିଫୋନରେ ନେତାନ୍ୟାହୁ ଓ ମୋଦୀଙ୍କ କଥାବାର୍ତ୍ତା
    ଦେଶ-ଦେଶାନ୍ତର

    ଟେଲିଫୋନରେ ନେତାନ୍ୟାହୁ ଓ ମୋଦୀଙ୍କ କଥାବାର୍ତ୍ତା

    14443
    Mar 02, 2026
  • ସୁରକ୍ଷିତ ଭାବେ ଭାରତ ଫେରିଲେ ପିଭି ସିନ୍ଧୁ
    ଦେଶ-ଦେଶାନ୍ତର

    ସୁରକ୍ଷିତ ଭାବେ ଭାରତ ଫେରିଲେ ପିଭି ସିନ୍ଧୁ

    14695
    Mar 03, 2026
  • ଲାଗିରହିଛି ଯୁଦ୍ଧ: ଭାରତୀୟ ସେୟାର ବଜାରରେ ଭୂକମ୍ପ, ଷ୍ଟକ୍ ମୂଲ୍ୟରେ ଦ୍ରୁତ ହ୍ରାସ
    ଦେଶ-ଦେଶାନ୍ତର

    ଲାଗିରହିଛି ଯୁଦ୍ଧ: ଭାରତୀୟ ସେୟାର ବଜାରରେ ଭୂକମ୍ପ, ଷ୍ଟକ୍ ମୂଲ୍ୟରେ ଦ୍ରୁତ ହ୍ରାସ

    15106
    Mar 04, 2026
  • ଗେରାଶ ସହରରେ ଶକ୍ତିଶାଳୀ ଭୂମିକମ୍ପ, ଲୋକେ ଆତଙ୍କିତ
    ଦେଶ-ଦେଶାନ୍ତର

    ଗେରାଶ ସହରରେ ଶକ୍ତିଶାଳୀ ଭୂମିକମ୍ପ, ଲୋକେ ଆତଙ୍କିତ

    14332
    Mar 03, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ବିଶେଷ

    ନିୟମିତ ମିଶ୍ରି ଖାଇଲେ ଦୃଷ୍ଟିଶକ୍ତିଜନିତ ସମସ୍ୟା କମିଥାଏ

    13932
    Mar 02, 2026
  • ଦେଶ-ଦେଶାନ୍ତର

    ଏହି କାରଣରୁ ଧୋନୀଙ୍କୁ ନୋଟିସ ଜାରି

    14173
    Mar 04, 2026
  • ଦେଶ-ଦେଶାନ୍ତର

    ସୁରକ୍ଷିତ ଭାବେ ଭାରତ ଫେରିଲେ ପିଭି ସିନ୍ଧୁ

    14695
    Mar 03, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17360
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17427
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17773
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16246
    Apr 03, 2021

ବିଶେଷ

  • ଗ୍ରହଣ ଦିନ ଜନ୍ମିତ ଶିଶୁ ହୋଇଥାନ୍ତି ଏମିତି

    14722
    Mar 03, 2026
  • ନିୟମିତ ମିଶ୍ରି ଖାଇଲେ ଦୃଷ୍ଟିଶକ୍ତିଜନିତ ସମସ୍ୟା କମିଥାଏ

    13932
    Mar 02, 2026
  • ଅଜୀର୍ଣ୍ଣ ସମସ୍ୟାର ସମ୍ମୁଖୀନ ହେଉଥିଲେ ଆପଣାନ୍ତୁ ଏହି ଉପାୟ....

    15021
    Feb 28, 2026
  • ଖାଲି ପେଟରେ ଉଷୁମ ପାଣି ପିଇଲେ ମିଳେ ଏହିସବୁ ଲାଭ

    14642
    Feb 27, 2026
  • ବାସି ଭାତ ଖାଇଲେ ମିଳିଥାଏ ଏହିସବୁ ପ୍ରୋଟିନ୍

    14442
    Feb 26, 2026

ବାଣିଜ୍ୟ

ନିଭାୟେଙ୍ଗେ ଅଲୱେଜ: ଖିମଜୀ ଜୁଏଲର୍ସ ପକ୍ଷରୁ ଚିରକାଳ ପ୍ରତିଶ୍ରୁତିର ଉତ୍ସବ ପାଳନ

ଭୁବନେଶ୍ୱର: ଖିମଜୀ ଜୁଏଲର୍ସ ପକ୍ଷରୁ ନିଜର ନୂଆ ବିବାହ ଅଭିଯାନ ‘ନିଭାୟେଙ୍ଗେ ଅଲଓ୍ୱେଜ୍’ ଉନ୍ମୋଚନ କରାଯାଇଛି। ଏହା ହେଉଛି ବିବାହର ଚିରସ୍ଥାୟୀ ପ୍ରତିଶ୍ରୁତି ପ୍ରତି ଏକ ହୃଦୟସ୍ପର୍ଶୀ ସମ୍ମାନ। ଏହା କ ...

  • ୧ ଏପ୍ରିଲରୁ ନୂତନ ଆୟକର ଆଇନ

    15125
    Feb 09, 2026
  • ଓଡ଼ିଶା ଆପାର୍ଟମେଣ୍ଟ ମାଲିକାନା ଓ ପରିଚାଳନା ଆଇନ, ୨୦୨୩ ଅଧୀନରେ ଋୟାଲ ଆର୍କେଡ, ଭୁବନେଶ୍ୱର ଏକ ମାନଦଣ୍ଡ ସ୍ଥାପନ କଲା

    14976
    Feb 08, 2026
  • ଭୁଶୁଡିଲା ସେୟାର ମାର୍କେଟ

    14489
    Feb 01, 2026
  • ହିମାଳୟ ୱେଲ୍‌ନେସ୍‌ ଏବଂ ଆର୍‌ସିବି ମହିଳା ଟିମ୍‌ ଭାରତର ଭବିଷ୍ୟତ ମହିଳା କ୍ରିକେଟର ଗଢିତୋଳିବାକୁ ହାତ ମିଳାଇଲେ

    16109
    Jan 28, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଏହି କାରଣରୁ ଧୋନୀଙ୍କୁ ନୋଟିସ ଜାରି

    14173
    Mar 04, 2026
  • ସୁରକ୍ଷିତ ଭାବେ ଭାରତ ଫେରିଲେ ପିଭି ସିନ୍ଧୁ

    14695
    Mar 03, 2026
  • ଗେରାଶ ସହରରେ ଶକ୍ତିଶାଳୀ ଭୂମିକମ୍ପ, ଲୋକେ ଆତଙ୍କିତ

    14332
    Mar 03, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In