ଜମୁଛି ଦୋଳ ମେଲଣ

ଆଜି ପବିତ୍ର ଦୋଳ ପୂର୍ଣ୍ଣିମା। ଗାଁଠୁ ସହର ଉତ୍ସବ ମୁଖର। ଜମୁଛି ଦୋଳ ମେଲଣ। ସାହିକୁ ସାହି ବୁଲି ଭୋଗ ଖାଇବା ସହ ରଙ୍ଗବେରଙ୍ଗ ଅବିରରେ ହୋଲି ଖେଳୁଛନ୍ତି ଦୋଳ ଗୋବିନ୍ଦ। ଭକ୍ତ ଭଗବାନଙ୍କ ମିଳନ ହେବ। ଏହି ଅବସରରେ ଅନେକ ସ୍ଥାନରେ ବାଡିଖେଳ ପରମ୍ପରା ମଧ୍ୟ ରହିଛି।
Powered by Froala Editor