Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Friday, August 14, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଇରାନ ରାଷ୍ଟ୍ରପତି ପେଜେଶକିୟାନ ଆସିବେ ...

  • କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ଜେପି ନଡ୍ଡା ...

  • ଦିଲ୍ଲୀକୁ ମିଳିଛି ବୋମା ବିସ୍ଫୋରଣ ଧମକ

  • ରାଷ୍ଟ୍ରପତି ପ୍ରଦାନ କଲେ ସଙ୍ଗୀତ ନାଟକ ...

  • ହରିଦ୍ୱାରରେ ୭ ହଜାର ମେଟ୍ରିକ ଟନ୍ ...

  • ବାସଭବନରୁ ବିଡ଼ା ବିଡ଼ା ନଗଦ ଟଙ୍କା ମିଳିବା ...

  • ଆମେରିକୀୟ ସେନା ହେଲିକପ୍ଟର ...

  • JPSC ପରୀକ୍ଷା ଦୁର୍ନୀତି : ଆଉ ୭ ଅଭିଯୁକ୍ତଙ୍କ ...

  • ଲାଲକିଲ୍ଲା କାର୍ ବ୍ଲାଷ୍ଟ ଘଟଣାରେ ...

  • ଆଇଟିସି ଆଶୀର୍ବାଦ ସଲ୍ଟ ୬ ଲକ୍ଷ ପିଲାଙ୍କ ...

ରାଜ୍ୟ
Home ›› ରାଜ୍ୟ ››ମୋଦୀଙ୍କୁ ଆଣିବାକୁ ହେଲେ ଅପରାଜିତାଙ୍କୁ ଜିତାଇବାକୁ ପଡ଼ିବ: ଅପରାଜିତା ଷଡ଼ଙ୍ଗୀ

ମୋଦୀଙ୍କୁ ଆଣିବାକୁ ହେଲେ ଅପରାଜିତାଙ୍କୁ ଜିତାଇବାକୁ ପଡ଼ିବ: ଅପରାଜିତା ଷଡ଼ଙ୍ଗୀ

2024-03-27 10:25:46
15043
Share:
Facebook
Twitter
E-Mail
WhatsApp
Telegram
ମୋଦୀଙ୍କୁ ଆଣିବାକୁ ହେଲେ ଅପରାଜିତାଙ୍କୁ ଜିତାଇବାକୁ ପଡ଼ିବ: ଅପରାଜିତା ଷଡ଼ଙ୍ଗୀ

ଭୁବନେଶ୍ୱର: ଟିକେଟ ଘୋଷଣା ପରେ ଭୁବନେଶ୍ୱର ଫେରିଛନ୍ତି ଅପରାଜିତା ଷଡ଼ଙ୍ଗୀ ।  ଭୁବନେଶ୍ୱର ଲୋକସଭା ଆସନ ପାଇଁ ସାଂସଦ ପ୍ରାର୍ଥୀଭାବେ ଅପରାଜିତାଙ୍କ ନାମ ଘୋଷଣା ପରେ ବୁଧବାର ସେ ଭୁବନେଶ୍ୱରରେ ପହଞ୍ଚିଛନ୍ତି । ଏହି ଅବସରରେ ତାଙ୍କୁ ବିପୁଳ ସ୍ୱାଗତ ସମ୍ବର୍ଦ୍ଧନା ପ୍ରଦାନ କରାଯାଇଛି । 

ଏହି ଅବସରରେ ସେ କହିଛନ୍ତି ଯେ ବିଗତ ୫ ବର୍ଷ ହେଲା ମୁଁ ନିଷ୍ଠାପର ଭାବେ ସମସ୍ତଙ୍କ ସେବା କରିଛି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ବିକଶିତ ଭାରତ ସ୍ୱପ୍ନରେ ଭୁବନେଶ୍ୱର ପ୍ରମୁଖ ସ୍ଥାନ ନେବ । ମୋଦୀଙ୍କୁ ଆଣିବାକୁ ହେଲେ ଅପରାଜିତାଙ୍କୁ ଜିତାଇବାକୁ ପଡ଼ିବ ବୋଲି ଅପରାଜିତା କହିଛନ୍ତି ।

ସେହିପରି ବିଜେଡି ପ୍ରାର୍ଥୀଙ୍କ ସମ୍ପର୍କରେ ସେ କହିଛନ୍ତି ଯେ ବିଗତ କିଛି ଦିନ ହେବ ଜଣେ ମହିଳାଙ୍କୁ ପ୍ରର୍ଥୀ କରାଯାଉଥିବା କୁହାଯାଉଥିଲା । ଏମିତିକି ସମ୍ପୃକ୍ତ ମହିଳା ବି ବିଭିନ୍ନ ଅଞ୍ଚଳରେ ବୁଲାବୁଲି ଆରମ୍ଭ କରିଥିଲେ । ଏବେ ସମ୍ପୃକ୍ତ ମହିଳାଙ୍କୁ ହଟାଇ ଆଉ ଜଣଙ୍କୁ ପ୍ରାର୍ଥୀ କରାଯାଉଥିବା ନେଇ ଚର୍ଚ୍ଚା ହେଉଛି । ଜଣେ ମହିଳାଙ୍କୁ ହଟାଯାଇ ଆଉ ଜଣଙ୍କୁ ପ୍ରାର୍ଥୀ କରାଯିବା ଉଚିତ କି ବୋଲି ଅପରାଜିତା ପ୍ରଶ୍ନ କରିଛନ୍ତି । 

ସେହିପରି ବିଜେଡି ଉଦେ୍ଧଶ୍ୟରେ ଅପରାଜିତା ଚର୍ଚ୍ଚିତ ଗବର ସିଂ ଡାଏଲଗ ବି କହିଛନ୍ତି ।ଯୋ ଡରଗୟା, ୱ ମରଗୟା ବୋଲି କହି ଅପରାଜିତା କଟାକ୍ଷ କରିଛନ୍ତି । 

ପ୍ରକାଶ ଯେ  ଭୁବନେଶ୍ୱର ସଂସଦୀୟ କ୍ଷେତ୍ର ପାଇଁ ପ୍ରାର୍ଥୀ ଘୋଷଣା ପରେ ଆଜି ରାଜଧାନୀରେ ବିରାଟ ପଦଯାତ୍ରା କରିବେ ଭୁବନେଶ୍ୱର ସାଂସଦ ଅପରାଜିତା ଷଡଙ୍ଗୀ । ଏହସହ ୨୦୨୪ ନିର୍ବାଚନ ପାଇଁ ଆଜିଠୁ ପ୍ରସ୍ତୁତି ଆରମ୍ଭ କରିବେ । ଭୁବନେଶ୍ୱର ଏୟାରପୋର୍ଟରୁ ପଦଯାତ୍ରାରେ ବାହାରି ଲିଙ୍ଗରାଜ ମନ୍ଦିର ପର୍ୟ୍ୟନ୍ତ ପଦଯାତ୍ରାରେ ଯିବେ । ସେଠାରେ ବାବା ଲିଙ୍ଗରାଜଙ୍କୁ ଦର୍ଶନ କରି ଆଶୀର୍ବାଦ ଭିକ୍ଷା ନେବେ । ଏହି ପଦଯାତ୍ରାରେ ବହୁ ଦଳୀୟ କର୍ମୀ ସାମିଲ ହୋଇ ଅପରାଜିତାଙ୍କୁ ସ୍ୱାଗତ କରିବାର କାର୍ୟ୍ୟକ୍ରମ ରହିଛି ।

Powered by Froala Editor

Tags Aparajita sadangi

Related articles Odisha News Lens 4.1

  • କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ଜେପି ନଡ୍ଡା ଅସୁସ୍ଥ
    ଦେଶ-ଦେଶାନ୍ତର

    କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ଜେପି ନଡ୍ଡା ଅସୁସ୍ଥ

    13415
    Aug 14, 2026
  • JPSC ପରୀକ୍ଷା ଦୁର୍ନୀତି : ଆଉ ୭ ଅଭିଯୁକ୍ତଙ୍କ ବିରୋଧରେ ୱାରେଣ୍ଟ
    ଦେଶ-ଦେଶାନ୍ତର

    JPSC ପରୀକ୍ଷା ଦୁର୍ନୀତି : ଆଉ ୭ ଅଭିଯୁକ୍ତଙ୍କ ବିରୋଧରେ ୱାରେଣ୍ଟ

    15689
    Aug 13, 2026
  • ଆମେରିକୀୟ ସେନା ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ
    ଦେଶ-ଦେଶାନ୍ତର

    ଆମେରିକୀୟ ସେନା ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ

    15597
    Aug 13, 2026
  • ଲାଲକିଲ୍ଲା କାର୍ ବ୍ଲାଷ୍ଟ ଘଟଣାରେ ଅଲ୍-କାଏଦା ଦାୟୀ
    ଦେଶ-ଦେଶାନ୍ତର

    ଲାଲକିଲ୍ଲା କାର୍ ବ୍ଲାଷ୍ଟ ଘଟଣାରେ ଅଲ୍-କାଏଦା ଦାୟୀ

    13681
    Aug 13, 2026
  • ଦିଲ୍ଲୀକୁ ମିଳିଛି ବୋମା ବିସ୍ଫୋରଣ ଧମକ
    ଦେଶ-ଦେଶାନ୍ତର

    ଦିଲ୍ଲୀକୁ ମିଳିଛି ବୋମା ବିସ୍ଫୋରଣ ଧମକ

    15200
    Aug 14, 2026
  • ହରିଦ୍ୱାରରେ ୭ ହଜାର ମେଟ୍ରିକ ଟନ୍ ଆବର୍ଜନା ଜମା
    ଦେଶ-ଦେଶାନ୍ତର

    ହରିଦ୍ୱାରରେ ୭ ହଜାର ମେଟ୍ରିକ ଟନ୍ ଆବର୍ଜନା ଜମା

    13895
    Aug 13, 2026
  • ଆଇଟିସି ଆଶୀର୍ବାଦ ସଲ୍ଟ ୬ ଲକ୍ଷ ପିଲାଙ୍କ ଭୋଜନକୁ ଆୟୋଡିନ ପୋଷଣ ଯୋଗାଉଛି
    ବାଣିଜ୍ୟ

    ଆଇଟିସି ଆଶୀର୍ବାଦ ସଲ୍ଟ ୬ ଲକ୍ଷ ପିଲାଙ୍କ ଭୋଜନକୁ ଆୟୋଡିନ ପୋଷଣ ଯୋଗାଉଛି

    13445
    Aug 13, 2026
  • ବାସଭବନରୁ ବିଡ଼ା ବିଡ଼ା ନଗଦ ଟଙ୍କା ମିଳିବା ଘଟଣା : ଜଷ୍ଟିସ୍ ଯଶୱନ୍ତ ବର୍ମା ଦୋଷୀ
    ଦେଶ-ଦେଶାନ୍ତର

    ବାସଭବନରୁ ବିଡ଼ା ବିଡ଼ା ନଗଦ ଟଙ୍କା ମିଳିବା ଘଟଣା : ଜଷ୍ଟିସ୍ ଯଶୱନ୍ତ ବର୍ମା ଦୋଷୀ

    13756
    Aug 13, 2026
  • ଇରାନ ରାଷ୍ଟ୍ରପତି ପେଜେଶକିୟାନ ଆସିବେ ଭାରତ,  ୧୮ତମ ବ୍ରିକ୍ସ ସମ୍ମିଳନୀରେ ଦେବେ ଯୋଗ
    ଦେଶ-ଦେଶାନ୍ତର

    ଇରାନ ରାଷ୍ଟ୍ରପତି ପେଜେଶକିୟାନ ଆସିବେ ଭାରତ, ୧୮ତମ ବ୍ରିକ୍ସ ସମ୍ମିଳନୀରେ ଦେବେ ଯୋଗ

    14000
    Aug 14, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ରାଷ୍ଟ୍ରପତି ପ୍ରଦାନ କଲେ ସଙ୍ଗୀତ ନାଟକ ଏକାଡେମୀ ଫେଲୋସିପ୍ ଏବଂ ସଙ୍ଗୀତ ନାଟକ ଏକାଡେମୀ ପୁରସ୍କାର

    14149
    Aug 14, 2026
  • ବାଣିଜ୍ୟ

    ଆଇଟିସି ଆଶୀର୍ବାଦ ସଲ୍ଟ ୬ ଲକ୍ଷ ପିଲାଙ୍କ ଭୋଜନକୁ ଆୟୋଡିନ ପୋଷଣ ଯୋଗାଉଛି

    13445
    Aug 13, 2026
  • ଦେଶ-ଦେଶାନ୍ତର

    JPSC ପରୀକ୍ଷା ଦୁର୍ନୀତି : ଆଉ ୭ ଅଭିଯୁକ୍ତଙ୍କ ବିରୋଧରେ ୱାରେଣ୍ଟ

    15689
    Aug 13, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17028
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17642
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17693
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18092
    Sep 06, 2023

ବିଶେଷ

  • ରୋଗର ପ୍ରଥମ ସଙ୍କେତ ଦିଏ ଓଠର ରଙ୍ଗ

    14389
    Aug 13, 2026
  • ଝିଅମାନେ କାହିଁକି ଲୁଚାନ୍ତି ତାଙ୍କ ପାଖରେ ଥିବା ଏହି ଗୁଣ ଜାଣନ୍ତୁ....

    14514
    Aug 10, 2026
  • ଏହି ଉପାୟ ଆପଣାଇଲେ ଘର ଖାଦ୍ୟ ଖାଇବେ ପିଲା

    14352
    Aug 07, 2026
  • ଏହି ସ୍ଥାନରେ କଳାଜାଇ ଥିଲେ ସୁଖୀ ହୋଇଥାଏ ଦାମ୍ପତ୍ୟ ଜୀବନ

    15930
    Aug 05, 2026
  • ଏହି ୫ ଅଭ୍ୟାସ କରନ୍ତୁ, ସତେଜ ରହିବ ଆପଣଙ୍କ ଚର୍ମ ଏବଂ ଶରୀର

    16343
    Aug 02, 2026

ବାଣିଜ୍ୟ

ଆଇଟିସି ଆଶୀର୍ବାଦ ସଲ୍ଟ ୬ ଲକ୍ଷ ପିଲାଙ୍କ ଭୋଜନକୁ ଆୟୋଡିନ ପୋଷଣ ଯୋଗାଉଛି

ପୁରୀ ରଥ ଯାତ୍ରାରେ ଏହାର ‘ଆୟୋଡିନ କା ତିଲକ୍‌’ ପ୍ରୟାସ ପରେ ଏହି ବ୍ରାଣ୍ଡ୍‌ ପିଲାମାନଙ୍କ ନିମନ୍ତେ ଆୟୋଡିନ ପୋଷଣ ଯୋଗାଇବାକୁ ଚିଲ୍‌ଡ୍ରେନ୍ସ ଫାଉଣ୍ଡେସନଗୁଡିକ ସହିତ ସହଭାଗୀତା କରି ...

  • ବେଦାନ୍ତ ଆଲୁମିନିୟମ ସମ୍ପ୍ରଦାୟର ଯୋଗଦାନ ମାଧ୍ୟମରେ ବିଶ୍ୱ ଜନଜାତି ଦିବସ ପାଳନ କରିଛି

    13919
    Aug 12, 2026
  • ଆଶୀର୍ବାଦ ଅଟ୍ଟାର ଗୁଣାତ୍ମକ ପରମ୍ପରା ପୁରୀରେ ରଥ ନିର୍ମାଣକୁ ଜୀବନ୍ତ କରି ଗଢିତୋଳିଲା

    14358
    Aug 09, 2026
  • ବେଦାନ୍ତ ଆଲୁମିନିୟର ପ୍ରକଳ୍ପ ସଙ୍ଗମ କଳାହାଣ୍ଡିରେ ୪୦୦ରୁ ଉର୍ଦ୍ଧ କୃଷକଙ୍କୁ ନିରାପଦ ଏବଂ ଦୀର୍ଘସ୍ଥାୟୀ କୃଷି ପଦ୍ଧତି ଉପରେ ତାଲିମ ପ୍ରଦାନ କରିଛି

    15261
    Aug 09, 2026
  • ସୁଗନ୍ଧ ଉତ୍କର୍ଷର ୭୭ ବର୍ଷ ପାଳନ କରୁଛି, ସାଇକଲ ପିୟୋର୍‌ ଅଗରବତୀ ଭୁବନେଶ୍ୱରରେ ପାର୍ବଣ କାଳୀନ ନବସୃଜନ ଉନ୍ମୋଚନ କଲା

    14633
    Aug 07, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଇରାନ ରାଷ୍ଟ୍ରପତି ପେଜେଶକିୟାନ ଆସିବେ ଭାରତ, ୧୮ତମ ବ୍ରିକ୍ସ ସମ୍ମିଳନୀରେ ଦେବେ ଯୋଗ

    14000
    Aug 14, 2026
  • ଦିଲ୍ଲୀକୁ ମିଳିଛି ବୋମା ବିସ୍ଫୋରଣ ଧମକ

    15200
    Aug 14, 2026
  • ହରିଦ୍ୱାରରେ ୭ ହଜାର ମେଟ୍ରିକ ଟନ୍ ଆବର୍ଜନା ଜମା

    13895
    Aug 13, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In