Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Thursday, June 11, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ବିବାଦ ପରେ ଇନଷ୍ଟା ଆକାଉଣ୍ଟ ଡିଲିଟ କଲେ ...

  • ପୁଣି ଥରେ ଉତ୍ତେଜନା, ହୋର୍ମୁଜ ବନ୍ଦ କଲା ...

  • ଶତ୍ରୁଘ୍ନ ସିହ୍ନା, ୟୁସୁଫ୍ ପଠାନ୍ ଏବଂ ...

  • ପାକିସ୍ତାନୀ ସାମରିକ ଆକ୍ରମଣରେ ୧୩ ମୃତ

  • ପରମାଣୁ ରଣନୀତିରେ ବଡ ପରିବର୍ତ୍ତନ : ୧୨ଟି ...

  • ଇସ୍ରାଏଲ୍ ସେନା ପକ୍ଷରୁ ବଡ଼ଧରଣର ବିମାନ ...

  • ରିଲିଜ୍ ପୂର୍ବରୁ ଦିଲ୍ଲୀରେ ଟିକସମୁକ୍ତ ...

  • ନେହେରୁଙ୍କ ରେକର୍ଡ ଭାଙ୍ଗିଲେ ମୋଦି

  • ମହଙ୍ଗା ସେଲିବ୍ରିଟିଙ୍କ ତାଲିକାରେ ବିରାଟ ...

  • ଇନଷ୍ଟାଗ୍ରାମରେ ‘ବଣ୍ଟଓ୍ବାରା ୧୯୪୭’ର ...

ଦେଶ-ଦେଶାନ୍ତର
Home ›› ଦେଶ-ଦେଶାନ୍ତର ››ଟିକେଟ ନମିଳିବାରୁ କୀଟନାଶକ ପିଇ ଆତ୍ମହତ୍ୟା କଲେ ନେତା

ଟିକେଟ ନମିଳିବାରୁ କୀଟନାଶକ ପିଇ ଆତ୍ମହତ୍ୟା କଲେ ନେତା

2024-03-28 06:21:52
14569
Share:
Facebook
Twitter
E-Mail
WhatsApp
Telegram
ଟିକେଟ ନମିଳିବାରୁ କୀଟନାଶକ ପିଇ ଆତ୍ମହତ୍ୟା କଲେ ନେତା

ନୂଆଦିଲ୍ଲୀ: ତାମିଲନାଡୁର ଇରୋଡ ସାଂସଦ ତଥା ଏମ୍‌ଡିଏମ୍‌କେ ନେତା ଏ ଗଣେଶମୂର୍ତ୍ତିଙ୍କର ଆଜି ଭୋର ପ୍ରାୟ ୫ଟା ବେଳେ କୋଏମ୍ବାଟୁରର ଏକ ଘରୋଇ ଡାକ୍ତରଖାନାରେ ପରଲୋକ ହୋଇଯାଇଛି। ହୃଦ୍‌ଘାତରେ ତାଙ୍କ ମୃତ୍ୟୁ ହୋଇଛି ବୋଲି କୁହାଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ୭୬ ବର୍ଷ ହୋଇଥିଲା। ଚଳିତ ଲୋକସଭା ନିର୍ବାଚନ ପାଇଁ ଟିକେଟ ନମିଳିବାରୁ ସେ କୀଟନାଶକ ଖାଇ ଆତ୍ମହତ୍ୟା ଉଦ୍ୟମ କରିଥିଲେ ବୋଲି ଅଭିଯୋଗ ହୋଇଥିଲା।

ଅଭିଯୋଗ ଅନୁଯାୟୀ, ଗତ ରବିବାର ଏ ଗଣେଶମୂର୍ତ୍ତି କୀଟନାଶକ ପିଇ ଦେଇଥିଲେ। ଗୁରୁତର ଅବସ୍ଥାରେ ତାଙ୍କୁ ଇରୋଡର ଏକ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ସେଠାରେ ପ୍ରାଥମିକ ଚିକିତ୍ସା ପରେ ତାଙ୍କୁ କୋଏମ୍ବାଟୁର ସ୍ଥାନାନ୍ତର କରାଯାଇଥିଲା। ସେଠାରେ ମଧ୍ୟ ତାଙ୍କ ଅବସ୍ଥାରେ କୌଣସି ସୁଧାର ଆସି ନଥିଲା। ଆଉ ଆଜି ସେ ଶେଷ ନିଃଶ୍ୱାସ ତ୍ୟାଗ କରିଥିଲେ।

ଏ ଗଣେଶମୂର୍ତ୍ତି ତିନି ଥର ଲୋକସଭାକୁ ନିର୍ବାଚିତ ହୋଇଥିଲେ। ଏଥର ତାଙ୍କୁ ଟିକେଟ ଦିଆଯାଇ ନଥିଲା। ତାଙ୍କ ବଦଳରେ ଏମ୍‌ଡିଏମ୍‌କେ ପ୍ରତିଷ୍ଠାତା ଭାଇକୋଙ୍କ ପୁଅ ଦୁରାଇ ଭାଇକୋଙ୍କୁ ଇରୋଡ ଲୋକସଭା ଆସନରୁ ପ୍ରାର୍ଥୀ କରାଯାଇଛି। ଉଭୟ ଏମ୍‌ଡିଏମ୍‌କେ ଓ ଡିଏମ୍‌କେ ମିଳିତ ଭାବେ ଦୁରାଇଙ୍କୁ ଏହି ଆସନରୁ ପ୍ରାର୍ଥୀ କରିଛନ୍ତି।ଦଳର ଏହି ନିଷ୍ପତ୍ତି ପରେ ଅସନ୍ତୋଷ ପ୍ରକାଶ କରିଥିଲେ ଏ ଗଣେଶମୂର୍ତ୍ତି। ଏହା ପରେ ସେ କୀଟନାଶକ ପିଇ ଦେଇଥିଲେ। କୀଟନାଶକ ପିଇ ଦେଇଥିବା କଥା ସେ ତାଙ୍କ ପରିବାର ଲୋକଙ୍କୁ କହିଥିଲେ ବୋଲି ଜଣାପଡ଼ିଛି।

Powered by Froala Editor

Tags Suicide

Related articles Odisha News Lens 4.1

  • ପୁଣି ଥରେ ଉତ୍ତେଜନା, ହୋର୍ମୁଜ ବନ୍ଦ କଲା ଇରାନ
    ଦେଶ-ଦେଶାନ୍ତର

    ପୁଣି ଥରେ ଉତ୍ତେଜନା, ହୋର୍ମୁଜ ବନ୍ଦ କଲା ଇରାନ

    13529
    Jun 11, 2026
  • ପାକିସ୍ତାନୀ ସାମରିକ ଆକ୍ରମଣରେ ୧୩ ମୃତ
    ଦେଶ-ଦେଶାନ୍ତର

    ପାକିସ୍ତାନୀ ସାମରିକ ଆକ୍ରମଣରେ ୧୩ ମୃତ

    14855
    Jun 10, 2026
  • ଶତ୍ରୁଘ୍ନ ସିହ୍ନା, ୟୁସୁଫ୍ ପଠାନ୍ ଏବଂ ସାୟୋନୀ ଘୋଷଙ୍କ ସମେତ ୧୯ ଜଣ ଲୋକସଭା ସାଂସଦ ...
    ରାଜନୀତି

    ଶତ୍ରୁଘ୍ନ ସିହ୍ନା, ୟୁସୁଫ୍ ପଠାନ୍ ଏବଂ ସାୟୋନୀ ଘୋଷଙ୍କ ସମେତ ୧୯ ଜଣ ଲୋକସଭା ସାଂସଦ ...

    14900
    Jun 11, 2026
  • ଇନଷ୍ଟାଗ୍ରାମରେ ‘ବଣ୍ଟଓ୍ବାରା ୧୯୪୭’ର ପ୍ରଥମ ଝଲକ
    ମନୋରଞ୍ଜନ

    ଇନଷ୍ଟାଗ୍ରାମରେ ‘ବଣ୍ଟଓ୍ବାରା ୧୯୪୭’ର ପ୍ରଥମ ଝଲକ

    14609
    Jun 10, 2026
  • ଇସ୍ରାଏଲ୍ ସେନା ପକ୍ଷରୁ ବଡ଼ଧରଣର ବିମାନ ଆକ୍ରମଣ, ୮ ମୃତ
    ଦେଶ-ଦେଶାନ୍ତର

    ଇସ୍ରାଏଲ୍ ସେନା ପକ୍ଷରୁ ବଡ଼ଧରଣର ବିମାନ ଆକ୍ରମଣ, ୮ ମୃତ

    13539
    Jun 10, 2026
  • ରିଲିଜ୍ ପୂର୍ବରୁ ଦିଲ୍ଲୀରେ ଟିକସମୁକ୍ତ ହେଲା 'ଭାରତ ଭାଗ୍ୟ ବିଧାତା'
    ମନୋରଞ୍ଜନ

    ରିଲିଜ୍ ପୂର୍ବରୁ ଦିଲ୍ଲୀରେ ଟିକସମୁକ୍ତ ହେଲା 'ଭାରତ ଭାଗ୍ୟ ବିଧାତା'

    14535
    Jun 10, 2026
  • ପରମାଣୁ ରଣନୀତିରେ ବଡ ପରିବର୍ତ୍ତନ : ୧୨ଟି ପରମାଣୁ ଯୁଦ୍ଧାସ୍ତ୍ରକୁ ଆଇଏନଏସ୍‌ ...
    ଦେଶ-ଦେଶାନ୍ତର

    ପରମାଣୁ ରଣନୀତିରେ ବଡ ପରିବର୍ତ୍ତନ : ୧୨ଟି ପରମାଣୁ ଯୁଦ୍ଧାସ୍ତ୍ରକୁ ଆଇଏନଏସ୍‌ ...

    14909
    Jun 10, 2026
  • ମହଙ୍ଗା ସେଲିବ୍ରିଟିଙ୍କ ତାଲିକାରେ ବିରାଟ କୋହଲିଙ୍କ ସ୍ଥାନ ପ୍ରଥମ
    ମନୋରଞ୍ଜନ

    ମହଙ୍ଗା ସେଲିବ୍ରିଟିଙ୍କ ତାଲିକାରେ ବିରାଟ କୋହଲିଙ୍କ ସ୍ଥାନ ପ୍ରଥମ

    13461
    Jun 10, 2026
  • ନେହେରୁଙ୍କ ରେକର୍ଡ ଭାଙ୍ଗିଲେ ମୋଦି
    ଦେଶ-ଦେଶାନ୍ତର

    ନେହେରୁଙ୍କ ରେକର୍ଡ ଭାଙ୍ଗିଲେ ମୋଦି

    13851
    Jun 10, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ପାକିସ୍ତାନୀ ସାମରିକ ଆକ୍ରମଣରେ ୧୩ ମୃତ

    14855
    Jun 10, 2026
  • ଦେଶ-ଦେଶାନ୍ତର

    ପୁଣି ଥରେ ଉତ୍ତେଜନା, ହୋର୍ମୁଜ ବନ୍ଦ କଲା ଇରାନ

    13529
    Jun 11, 2026
  • ଦେଶ-ଦେଶାନ୍ତର

    ପରମାଣୁ ରଣନୀତିରେ ବଡ ପରିବର୍ତ୍ତନ : ୧୨ଟି ପରମାଣୁ ଯୁଦ୍ଧାସ୍ତ୍ରକୁ ଆଇଏନଏସ୍‌ ଅରିଘାତରେ ମୁତୟନ କଲା ଭାରତ

    14909
    Jun 10, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    16918
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17537
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17584
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17975
    Sep 06, 2023

ବିଶେଷ

  • ଶୋଇବା ପୂର୍ବରୁ ପାଣି ପିଇବା ଶରୀର ପାଇଁ ଭଲ କି ଖରାପ ଜାଣନ୍ତୁ.....

    13485
    Jun 10, 2026
  • ଥାଇରଏଡ୍‌କୁ ସୁସ୍ଥ କରିବା ପାଇଁ ଯୋଗ ନିହାତି ଜରୁରୀ

    15366
    Jun 09, 2026
  • ଶରୀରରେ ରକ୍ତ କମିଯାଉଥିଲେ ଖାଆନ୍ତୁ ଏହି ଖାଦ୍ୟ

    14158
    Jun 07, 2026
  • ଏହି ମସଲା ଖାଇଲେ ହେବନି ପେଟ ଗରମ

    14052
    Jun 05, 2026
  • ପିଲାଙ୍କ ମାନସିକତାକୁ ବୁଝି ଦିଅନ୍ତୁ ଖାଇବା

    14980
    Jun 03, 2026

ବାଣିଜ୍ୟ

ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

ଆମେରିକା ସେନା ଇରାନ ଛାଡ଼ିବା ନେଇ ଟ୍ରମ୍ପଙ୍କ ଘୋଷଣା ପରେ ଉଛୁଳିଛି ସେୟାର ବଜାର ।  ବଜାର ଖୋଲିବାରୁ ସେନ୍‌ସେକ୍ସ ୧,୬୦୦ ପଏଣ୍ଟ୍ ବୃଦ୍ଧି ପାଇଥିଲା ପରେ ଏହା ୧୮୦୦ ପଏଣ୍ଟ ବୃଦ୍ଧି ପାଇଛି । ସେହିପରି ନିଫ୍ଟି ୫୦୦ ପଏଣ୍ଟ୍ ଉପରକୁ ଉଠିଛି । ନିଫ୍ଟି ୨୨ ହଜାର ୮୦୦ ପଏଣ୍ଟ ଉପରେ ରହିଥିବା ବେଳେ ସେନସେକ୍ସ ୭ ...

  • ସୁନା୬,୭୦୦ ଟଙ୍କା କମିଲା

    15460
    Mar 23, 2026
  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

    15203
    Mar 22, 2026
  • ସୁନାରେ ବଡ଼ ହ୍ରାସ, ମଧ୍ୟବିତ୍ତଙ୍କ ପାଇଁ ଖୁସି

    15689
    Mar 22, 2026
  • ୨୭୮୦ ଟଙ୍କା ଶସ୍ତା ହେଲା ସୁନା

    14029
    Mar 20, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ପୁଣି ଥରେ ଉତ୍ତେଜନା, ହୋର୍ମୁଜ ବନ୍ଦ କଲା ଇରାନ

    13529
    Jun 11, 2026
  • ଶତ୍ରୁଘ୍ନ ସିହ୍ନା, ୟୁସୁଫ୍ ପଠାନ୍ ଏବଂ ସାୟୋନୀ ଘୋଷଙ୍କ ସମେତ ୧୯ ଜଣ ଲୋକସଭା ସାଂସଦ ମମତାଙ୍କ ହାତ ଛାଡ଼ିଲେ

    14900
    Jun 11, 2026
  • ବିବାଦ ପରେ ଇନଷ୍ଟା ଆକାଉଣ୍ଟ ଡିଲିଟ କଲେ ପ୍ରଣିତ

    15210
    Jun 11, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In