Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Thursday, May 21, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଝିଅକୁ ହତ୍ୟା କରି ଖଣ୍ଡ ଖଣ୍ଡ କଲା ବାପା

  • ପୁଲୱାମା ଆକ୍ରମଣର ମାଷ୍ଟରମାଇଣ୍ଡ ...

  • ବନ୍ଧୁକ ମୁନରେ ଅପହରଣ କରି ପଞ୍ଜାବୀ ...

  • ଅଫିମ ଯୁଦ୍ଧର କଳା କାହାଣୀ ନେଇ ଆସୁଛି ...

  • ଯୁବକ ଓ ବାନ୍ଧବୀଙ୍କୁ ଆକ୍ରମଣ ଘଟଣା : ...

  • ରେକର୍ଡ ଭାଙ୍ଗିଲା ଉତ୍ତରପ୍ରଦେଶ ତାତି, ୪୭ ...

  • ମୋଦି-ମେଲୋଡି ଭିଡିଓକୁ ସର୍ବାଧିକ ଲାଇକ

  • ସ୍ଥଗିତ ହେଲା ପଞ୍ଜାବରେ ହେବାକୁ ଥିବା ...

  • ରୋମର ରାସ୍ତାରେ ଏକାଠି କାର ଯାତ୍ରା କଲେ ...

  • ଆହୁରି ୭ ଦିନ ହେବ ଭୟଙ୍କର ଗରମ

ଦେଶ-ଦେଶାନ୍ତର
Home ›› ଦେଶ-ଦେଶାନ୍ତର ››ପିଏଚ.ଡି ଆଡମିଶନ ପାଇଁ ଆଉ ଦରକାର ପଡିବନି ପ୍ରବେଶିକା ପରୀକ୍ଷା

ପିଏଚ.ଡି ଆଡମିଶନ ପାଇଁ ଆଉ ଦରକାର ପଡିବନି ପ୍ରବେଶିକା ପରୀକ୍ଷା

2024-03-29 06:52:47
14535
Share:
Facebook
Twitter
E-Mail
WhatsApp
Telegram
ପିଏଚ.ଡି ଆଡମିଶନ ପାଇଁ ଆଉ ଦରକାର ପଡିବନି ପ୍ରବେଶିକା ପରୀକ୍ଷା

ନୂଆଦିଲ୍ଲୀ:  ବିଶ୍ୱବିଦ୍ୟାଳୟ ଅନୁଦାନ ଆୟୋଗ ୟୁଜିସି)ର ବଡ ଘୋଷଣା । ପିଏଚ.ଡି ଆଡମିଶନ ପାଇଁ ଆଉ ଦରକାର ପଡିବନି ପ୍ରବେଶିକା ପରୀକ୍ଷା । ଏଣିକି ପିଏଚ.ଡି ପଢ଼ିବା ପାଇଁ ଜାତୀୟ ଯୋଗ୍ୟତା ପରୀକ୍ଷା  ସ୍କୋର୍ ଆବଶ୍ୟକ । ଆଶାୟୀ ଛାତ୍ରଛାତ୍ରୀ ପ୍ରବେଶିକା ପରୀକ୍ଷା ଦେବା ବଦଳରେ ଘଋଞ ପରୀକ୍ଷାରେ ରଖିଥିବା ସ୍କୋର୍ ଜରିଆରେ ପିଏଚ.ଡି ଆଡମିଶନ ପାଇଁ ଆବେଦନ କରିପାରିବେ । ୟୁଜିସି ପିଏଚ.ଡି ଆଡମିଶନ ପାଇଁ NET ସ୍କୋରକୁ ମାନ୍ୟତା ଦେବାକୁ ନିଷ୍ପତ୍ତି ନେଇଛି । ଏନେଇ  ଏକ ବିଜ୍ଞପ୍ତି ଜାରି କରି ଏ ସମ୍ପର୍କରେ ସୂଚନା ଦିଆଯାଇଛି ।

ପୂର୍ବରୁ ସମସ୍ତ ବିଶ୍ୱବିଦ୍ୟାଳୟ ଭିନ୍ନ ଭିନ୍ନ ଭାବେ ପିଏଚ.ଡି ନାମଲେଖା ପାଇଁ ପ୍ରବେଶିକା ପରୀକ୍ଷା କରୁଥିଲେ । ଏହାଦ୍ୱାରା ଆଶାୟୀ ଛାତ୍ରଛାତ୍ରୀ ଏକାଧିକ ଥର ପରୀକ୍ଷା ଦେଉଥିଲେ । ଏକାଧିକ ଥର ଆବେଦନ କରିବା ଏବଂ ପରୀକ୍ଷା ଦେଉଥିବାରୁ ଅଧିକ ଖର୍ଚ୍ଚାନ୍ତ ମଧ୍ୟ ହେଉଥିଲେ । ପ୍ରବେଶିକା ପରୀକ୍ଷା ଫଳ ନେଇ ମଧ୍ୟ ବିଭିନ୍ନ ସମୟରେ ଅଭିଯୋଗ କରୁଥିଲେ ଛାତ୍ରୀଛାତ୍ରୀ । ଏହି ଅଭିଯୋଗ ଓ ଛାତ୍ରଛାତ୍ରୀଙ୍କ ସମସ୍ୟାକୁ ଦୃଷ୍ଟିରେ ରଖି ଏକକ ପ୍ରବେଶିକା ପରୀକ୍ଷା କରିବାକୁ ବିଶ୍ୱବିଦ୍ୟାଳୟ ଅନୁଦାନ ଆୟୋଗ (ୟୁଜିସି) ପକ୍ଷରୁ ଏକ ବିଶେଷଜ୍ଞ କମିଟି ଗଠନ କରାଯାଇଥିଲା । ବିଶେଷଜ୍ଞ କମିଟି ସୁପାରିସ ଆଧାରରେ  NET ସ୍କୋର ଆଧାରରେ ନାମଲେଖା ପାଇଁ ୟୁଜିସି ନିଷ୍ପତ୍ତି ନେଇଛି । ଆସନ୍ତା ୨୦୨୪- ୨୫ ଶିକ୍ଷାବର୍ଷରୁ ଏହା ଲାଗୁ କରାଯିବ।

 NET ସ୍କୋର ଅନୁଯାୟୀ, ଜୁନିଅର ରିସର୍ଚ୍ଚ ଫେଲୋଶିପ ଓ ସହାୟକ ଅଧ୍ୟାପକ ଚୟନ କରାଯାଉଛି । ଏହି ନିଷ୍ପତ୍ତି ପରେ ଘଋଞ ଯୋଗ୍ୟତା ହାସଲ କରିଥିବା ଛାତ୍ରଛାତ୍ରୀ ତିନୋଟି ବର୍ଗ ପାଇଁ ମନୋନୀତ ହୋଇପାରିବେ । ଏକକାଳୀନ ଜୁନିଅର ରିସର୍ଚ୍ଚ ଫେଲୋଶିପ, ସହାୟକ ଅଧ୍ୟାପକ ଓ ପିଏଚ.ଡି ନାମଲେଖା ପାଇଁ ଯୋଗ୍ୟ ହୋଇପାରିବେ । ଏନେଇ ୟୁଜିସି ପକ୍ଷରୁ ବିଜ୍ଞପ୍ତି ଜାରି ହୋଇଛି । ଏହା ସହିତ ୟୁଜିସି ପକ୍ଷରୁ ସମସ୍ତ କେନ୍ଦ୍ରୀୟ ବିଶ୍ଵବିଦ୍ୟାଳୟ, ରାଜ୍ୟ ସରକାରୀ ବିଶ୍ଵବିଦ୍ୟାଳୟ, ଡିମଡ ବିଶ୍ଵବିଦ୍ୟାଳୟ ଏବଂ ଘରୋଇ ବିଶ୍ୱବିଦ୍ୟାଳୟକୁ ଚିଠି ଲେଖି ଅବଗତ କରାଯାଇଛି । 

Powered by Froala Editor

Tags Ugc

Related articles Odisha News Lens 4.1

  • ମୋଦି-ମେଲୋଡି ଭିଡିଓକୁ ସର୍ବାଧିକ ଲାଇକ
    ଦେଶ-ଦେଶାନ୍ତର

    ମୋଦି-ମେଲୋଡି ଭିଡିଓକୁ ସର୍ବାଧିକ ଲାଇକ

    14048
    May 21, 2026
  • ବନ୍ଧୁକ ମୁନରେ ଅପହରଣ କରି ପଞ୍ଜାବୀ ଗାୟିକାଙ୍କୁ ହତ୍ୟା
    ଦେଶ-ଦେଶାନ୍ତର

    ବନ୍ଧୁକ ମୁନରେ ଅପହରଣ କରି ପଞ୍ଜାବୀ ଗାୟିକାଙ୍କୁ ହତ୍ୟା

    15022
    May 21, 2026
  • ଆହୁରି ୭ ଦିନ ହେବ ଭୟଙ୍କର ଗରମ
    ଦେଶ-ଦେଶାନ୍ତର

    ଆହୁରି ୭ ଦିନ ହେବ ଭୟଙ୍କର ଗରମ

    14587
    May 20, 2026
  • ଅଫିମ ଯୁଦ୍ଧର କଳା କାହାଣୀ ନେଇ ଆସୁଛି ‘ଡ୍ରାଗନ’
    ମନୋରଞ୍ଜନ

    ଅଫିମ ଯୁଦ୍ଧର କଳା କାହାଣୀ ନେଇ ଆସୁଛି ‘ଡ୍ରାଗନ’

    15455
    May 21, 2026
  • ସ୍ଥଗିତ ହେଲା ପଞ୍ଜାବରେ ହେବାକୁ ଥିବା ଅଦିନିଆ ରଥଯାତ୍ରା
    ଦେଶ-ଦେଶାନ୍ତର

    ସ୍ଥଗିତ ହେଲା ପଞ୍ଜାବରେ ହେବାକୁ ଥିବା ଅଦିନିଆ ରଥଯାତ୍ରା

    14745
    May 20, 2026
  • ପୁଲୱାମା ଆକ୍ରମଣର ମାଷ୍ଟରମାଇଣ୍ଡ ଆତଙ୍କବାଦୀ ହମଜା ବୁରହାନକୁ ଗୁଳି କରି ହତ୍ୟା
    ଦେଶ-ଦେଶାନ୍ତର

    ପୁଲୱାମା ଆକ୍ରମଣର ମାଷ୍ଟରମାଇଣ୍ଡ ଆତଙ୍କବାଦୀ ହମଜା ବୁରହାନକୁ ଗୁଳି କରି ହତ୍ୟା

    13750
    May 21, 2026
  • ଝିଅକୁ ହତ୍ୟା କରି ଖଣ୍ଡ ଖଣ୍ଡ କଲା ବାପା
    ଦେଶ-ଦେଶାନ୍ତର

    ଝିଅକୁ ହତ୍ୟା କରି ଖଣ୍ଡ ଖଣ୍ଡ କଲା ବାପା

    13463
    May 21, 2026
  • ରୋମର ରାସ୍ତାରେ ଏକାଠି କାର ଯାତ୍ରା କଲେ ମୋଦୀ ଓ ମେଲୋନି
    ଦେଶ-ଦେଶାନ୍ତର

    ରୋମର ରାସ୍ତାରେ ଏକାଠି କାର ଯାତ୍ରା କଲେ ମୋଦୀ ଓ ମେଲୋନି

    15047
    May 20, 2026
  • ଯୁବକ ଓ ବାନ୍ଧବୀଙ୍କୁ ଆକ୍ରମଣ ଘଟଣା :  ମୁଫତେଶକୁ ଏନକାଉଣ୍ଟର
    ଅପରାଧ

    ଯୁବକ ଓ ବାନ୍ଧବୀଙ୍କୁ ଆକ୍ରମଣ ଘଟଣା : ମୁଫତେଶକୁ ଏନକାଉଣ୍ଟର

    14585
    May 21, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ବନ୍ଧୁକ ମୁନରେ ଅପହରଣ କରି ପଞ୍ଜାବୀ ଗାୟିକାଙ୍କୁ ହତ୍ୟା

    15022
    May 21, 2026
  • ଦେଶ-ଦେଶାନ୍ତର

    ରେକର୍ଡ ଭାଙ୍ଗିଲା ଉତ୍ତରପ୍ରଦେଶ ତାତି, ୪୭ ଡିଗ୍ରୀ ଟପିଲା

    15482
    May 21, 2026
  • ଅପରାଧ

    ଯୁବକ ଓ ବାନ୍ଧବୀଙ୍କୁ ଆକ୍ରମଣ ଘଟଣା : ମୁଫତେଶକୁ ଏନକାଉଣ୍ଟର

    14585
    May 21, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    16871
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17486
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17538
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17922
    Sep 06, 2023

ବିଶେଷ

  • ଅନ୍ଧାରକଣା ସମସ୍ୟା ଥିବା ବ୍ୟକ୍ତି ନିୟମିତ ଖାଆନ୍ତୁ କଖାରୁ ଫୁଲ

    14097
    May 20, 2026
  • ପିଲାମାନେ ଖାଇବା ସମୟରେ ଏଭଳି ବାରମ୍ବାର କରୁଥିଲେ ଜାଣନ୍ତୁ କଣ କରିବେ?

    14412
    May 18, 2026
  • ଆଲୁମିନିୟମ ବାସନକୁସନର ବହୁଳ ବ୍ୟବହାର ହେଲେ କଣ ହୋଇଥାଏ ଜାଣନ୍ତୁ....

    15475
    May 17, 2026
  • ଝିଟିପିଟିକୁ ଦୂର କରିବାକୁ ଚାହାଁନ୍ତି କି, ଆପଣାନ୍ତୁ ଏହି ଉପାୟ.....

    15085
    May 15, 2026
  • ଏହା କଲେ ନିୟନ୍ତ୍ରଣରେ ରହିବ କୋଲେଷ୍ଟରଲ

    15585
    May 14, 2026

ବାଣିଜ୍ୟ

ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

ଆମେରିକା ସେନା ଇରାନ ଛାଡ଼ିବା ନେଇ ଟ୍ରମ୍ପଙ୍କ ଘୋଷଣା ପରେ ଉଛୁଳିଛି ସେୟାର ବଜାର ।  ବଜାର ଖୋଲିବାରୁ ସେନ୍‌ସେକ୍ସ ୧,୬୦୦ ପଏଣ୍ଟ୍ ବୃଦ୍ଧି ପାଇଥିଲା ପରେ ଏହା ୧୮୦୦ ପଏଣ୍ଟ ବୃଦ୍ଧି ପାଇଛି । ସେହିପରି ନିଫ୍ଟି ୫୦୦ ପଏଣ୍ଟ୍ ଉପରକୁ ଉଠିଛି । ନିଫ୍ଟି ୨୨ ହଜାର ୮୦୦ ପଏଣ୍ଟ ଉପରେ ରହିଥିବା ବେଳେ ସେନସେକ୍ସ ୭ ...

  • ସୁନା୬,୭୦୦ ଟଙ୍କା କମିଲା

    15412
    Mar 23, 2026
  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

    15151
    Mar 22, 2026
  • ସୁନାରେ ବଡ଼ ହ୍ରାସ, ମଧ୍ୟବିତ୍ତଙ୍କ ପାଇଁ ଖୁସି

    15643
    Mar 22, 2026
  • ୨୭୮୦ ଟଙ୍କା ଶସ୍ତା ହେଲା ସୁନା

    13974
    Mar 20, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ରୋମର ରାସ୍ତାରେ ଏକାଠି କାର ଯାତ୍ରା କଲେ ମୋଦୀ ଓ ମେଲୋନି

    15047
    May 20, 2026
  • ଆହୁରି ୭ ଦିନ ହେବ ଭୟଙ୍କର ଗରମ

    14587
    May 20, 2026
  • ଯୁବକ ଓ ବାନ୍ଧବୀଙ୍କୁ ଆକ୍ରମଣ ଘଟଣା : ମୁଫତେଶକୁ ଏନକାଉଣ୍ଟର

    14585
    May 21, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In