Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Saturday, March 21, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ସମୁଦ୍ର ଶଯ୍ୟାରେ ବିଛାଯାଇଥିବା ଇଣ୍ଟରନେଟ ...

  • ଗ୍ରୀସର ବନ୍ଦର ଆଡକୁ ଅଗ୍ରସର ହେଉଛି ...

  • ଆକ୍ରମଣ ଦ୍ବାରା ଇରାନ ଆମକୁ ଯୁଦ୍ଧରେ ...

  • ‘ପଖାଳ’ ହେଉଛି ଓଡ଼ିଆଙ୍କ ସହ ଜଡ଼ିତ ...

  • ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟରେ ...

  • କଞ୍ଚାମାଲ ଅଭାବ ଯୋଗୁଁ ଔଷଧ ଉପରେ ପ୍ରଭାବ

  • ଅନିଲ ଅମ୍ବାନୀଙ୍କୁ ଦୁଇ ଦିନ ଜେରା

  • ଦୁଇ ଦିନରେ ଦୁଇ ଘରୁ ଚୋରି

  • ୨୭୮୦ ଟଙ୍କା ଶସ୍ତା ହେଲା ସୁନା

  • ସ୍ତ୍ରୀଙ୍କ ପାଖରେ ଏପରି ଗୁଣ ଥିଲେ ...

ରାଜନୀତି
Home ›› ରାଜନୀତି ››ବାରାମତୀରେ ଲଢ଼ିବେ ନଣନ୍ଦ-ଭାଉଜ

ବାରାମତୀରେ ଲଢ଼ିବେ ନଣନ୍ଦ-ଭାଉଜ

2024-03-30 19:05:54
15228
Share:
Facebook
Twitter
E-Mail
WhatsApp
Telegram
ବାରାମତୀରେ ଲଢ଼ିବେ ନଣନ୍ଦ-ଭାଉଜ

ମହାରାଷ୍ଟ୍ରରେ ଲୋକସଭା ନିର୍ବାଚନ ପାଇଁ ରାଷ୍ଟ୍ରବାଦୀ କଂଗ୍ରେସ ପାର୍ଟି (ଅଜିତ ପାୱାର ଗୋଷ୍ଠୀ) ନିଜର ପ୍ରାର୍ଥୀଙ୍କ ନାମ ଘୋଷଣା କରିଛି। ଦଳ ସୁନୀଲ ତଟକରେଙ୍କୁ ରାୟଗଡ଼ ଲୋକସଭା ଆସନରୁ ପ୍ରାର୍ଥୀ କରିଛି। ଅଜିତ ପାୱାରଙ୍କ ପତ୍ନୀ ସୁନେତ୍ରା ପାୱାରଙ୍କୁ ବାରାମତିରୁ ଟିକେଟ ଦିଆଯାଇଛି । ସୁନେତ୍ରା ପ୍ରାର୍ଥୀ ହେବା ପରେ ବାରାମତିରେ ଏବେ ନଣନ୍ଦ-ଭାଉଜଙ୍କ ମଧ୍ୟରେ ଲଢ଼େଇ ହେବ। କାରଣ ସୁପ୍ରିୟା ହେଉଛନ୍ତି ଅଜିତ ପାୱାରଙ୍କ ସମ୍ପର୍କୀୟ ଭଉଣୀ ତଥା ଶରଦ ପାୱାରଙ୍କ ଝିଅ।

ସୁନେତ୍ରା ପାୱାର ହେଉଛନ୍ତି ମହାରାଷ୍ଟ୍ର ର ଉପମୁଖ୍ୟମନ୍ତ୍ରୀ ଅଜିତ ପାୱାରଙ୍କ ପତ୍ନୀ । ସେ ପ୍ରଥମ ଥର ପାଇଁ ନିର୍ବାଚନ ରଣାଙ୍ଗନରେ ପ୍ରବେଶ କରୁଛନ୍ତି। ସୁନେତ୍ରା ରାଜନୈତିକ ପରିବାରରୁ ଆସିଛନ୍ତି। ତାଙ୍କ ଭାଇ ପଦ୍ମସିଂହ ପାଟିଲ ମହାରାଷ୍ଟ୍ର ସରକାରରେ ମନ୍ତ୍ରୀ ଥିଲେ। ସୁନେତ୍ରାଙ୍କର ଦୁଇ ପୁଅ ଜୟ ଏବଂ ପାର୍ଥ ପାୱାର ଅଛନ୍ତି । ସୁନେତ୍ରା ପାୱାର ସର୍ବଦା ସାମାଜିକ କାର୍ଯ୍ୟରେ ସକ୍ରିୟ ଅଂଶଗ୍ରହଣ କରି ଆସୁଛନ୍ତି। ସେ ଭାରତୀୟ ପରିବେଶ ଫୋରମ ନାମରେ ଏକ ଏନଜିଓ ମଧ୍ୟ ଗଠନ କରିଛନ୍ତି ।

ଏହାପୂର୍ବରୁ ଶରଦ ପାୱାରଙ୍କ ଏନସିପି ମହାରାଷ୍ଟ୍ରର ୫ ଲୋକସଭା ଆସନ ପାଇଁ ପ୍ରାର୍ଥୀଙ୍କ ନାଁ ଘୋଷଣା କରିଥିଲା। ବାରାମତିରୁ ପୁଣିଥରେ ସୁପ୍ରିୟା ସୁଲେଙ୍କୁ ଟିକେଟ ମିଳିଛି। ବାରାମତୀ ଲୋକସଭା ଆସନରେ ଶରଦ ପାୱାରଙ୍କ ପ୍ରାଧାନ୍ୟ ରହିଆସିଛି। ଏହି ଆସନ  କଂଗ୍ରେସ ଓ ଏବେ ଏନସିପିର ଗଡ଼ ଭାବେ ଗଣାଯାଇଥାଏ । ଶରଦ ପାୱାର ନିଜେ ୪ ଥର ଏଠାରୁ ସାଂସଦ ହୋଇଛନ୍ତି। ତାଙ୍କ ପରେ ତାଙ୍କ ଝିଅ ସୁପ୍ରିୟା ସୁଲେ ଏଠାରୁ ସାଂସଦ ଅଛନ୍ତି ।


Powered by Froala Editor

Tags pawar

Related articles Odisha News Lens 4.1

  • ଆକ୍ରମଣ ଦ୍ବାରା ଇରାନ ଆମକୁ ଯୁଦ୍ଧରେ ସାମିଲ ହେବାକୁ ଉସ୍‌କାଉଛି: ସାଉଦି ଆରବ
    ଦେଶ-ଦେଶାନ୍ତର

    ଆକ୍ରମଣ ଦ୍ବାରା ଇରାନ ଆମକୁ ଯୁଦ୍ଧରେ ସାମିଲ ହେବାକୁ ଉସ୍‌କାଉଛି: ସାଉଦି ଆରବ

    14577
    Mar 20, 2026
  • ଗ୍ରୀସର ବନ୍ଦର ଆଡକୁ ଅଗ୍ରସର ହେଉଛି ଆମେରିକାର ବିମାନବାହୀ ଜାହାଜ
    ଦେଶ-ଦେଶାନ୍ତର

    ଗ୍ରୀସର ବନ୍ଦର ଆଡକୁ ଅଗ୍ରସର ହେଉଛି ଆମେରିକାର ବିମାନବାହୀ ଜାହାଜ

    15274
    Mar 20, 2026
  • ଦୁଇ ଦିନରେ ଦୁଇ ଘରୁ ଚୋରି
    ଜିଲ୍ଲା ପରିକ୍ରମା

    ଦୁଇ ଦିନରେ ଦୁଇ ଘରୁ ଚୋରି

    13879
    Mar 20, 2026
  • ସ୍ତ୍ରୀଙ୍କ ପାଖରେ ଏପରି ଗୁଣ ଥିଲେ ହୋଇଯାଆନ୍ତି ବରବାଦ
    ବିଶେଷ

    ସ୍ତ୍ରୀଙ୍କ ପାଖରେ ଏପରି ଗୁଣ ଥିଲେ ହୋଇଯାଆନ୍ତି ବରବାଦ

    15279
    Mar 19, 2026
  • ସମୁଦ୍ର ଶଯ୍ୟାରେ ବିଛାଯାଇଥିବା ଇଣ୍ଟରନେଟ କେବୁଲକୁ କାଟିବାକୁ ଚିନ୍ତା କରୁଛି ଇରାନ
    ଦେଶ-ଦେଶାନ୍ତର

    ସମୁଦ୍ର ଶଯ୍ୟାରେ ବିଛାଯାଇଥିବା ଇଣ୍ଟରନେଟ କେବୁଲକୁ କାଟିବାକୁ ଚିନ୍ତା କରୁଛି ଇରାନ

    14176
    Mar 20, 2026
  • ୨୭୮୦ ଟଙ୍କା ଶସ୍ତା ହେଲା ସୁନା
    ବାଣିଜ୍ୟ

    ୨୭୮୦ ଟଙ୍କା ଶସ୍ତା ହେଲା ସୁନା

    13505
    Mar 20, 2026
  •  ‘ପଖାଳ’ ହେଉଛି ଓଡ଼ିଆଙ୍କ ସହ ଜଡ଼ିତ ଭାବପ୍ରବଣତା
    ବିଶେଷ

    ‘ପଖାଳ’ ହେଉଛି ଓଡ଼ିଆଙ୍କ ସହ ଜଡ଼ିତ ଭାବପ୍ରବଣତା

    14567
    Mar 20, 2026
  • ଅନିଲ ଅମ୍ବାନୀଙ୍କୁ ଦୁଇ ଦିନ ଜେରା
    ଦେଶ-ଦେଶାନ୍ତର

    ଅନିଲ ଅମ୍ବାନୀଙ୍କୁ ଦୁଇ ଦିନ ଜେରା

    15331
    Mar 20, 2026
  • କଞ୍ଚାମାଲ ଅଭାବ ଯୋଗୁଁ ଔଷଧ ଉପରେ ପ୍ରଭାବ
    ଦେଶ-ଦେଶାନ୍ତର

    କଞ୍ଚାମାଲ ଅଭାବ ଯୋଗୁଁ ଔଷଧ ଉପରେ ପ୍ରଭାବ

    13951
    Mar 20, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଅନିଲ ଅମ୍ବାନୀଙ୍କୁ ଦୁଇ ଦିନ ଜେରା

    15331
    Mar 20, 2026
  • ଦେଶ-ଦେଶାନ୍ତର

    କଞ୍ଚାମାଲ ଅଭାବ ଯୋଗୁଁ ଔଷଧ ଉପରେ ପ୍ରଭାବ

    13951
    Mar 20, 2026
  • ଦେଶ-ଦେଶାନ୍ତର

    ଗ୍ରୀସର ବନ୍ଦର ଆଡକୁ ଅଗ୍ରସର ହେଉଛି ଆମେରିକାର ବିମାନବାହୀ ଜାହାଜ

    15274
    Mar 20, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17380
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17444
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17791
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16264
    Apr 03, 2021

ବିଶେଷ

  • ‘ପଖାଳ’ ହେଉଛି ଓଡ଼ିଆଙ୍କ ସହ ଜଡ଼ିତ ଭାବପ୍ରବଣତା

    14567
    Mar 20, 2026
  • ସ୍ତ୍ରୀଙ୍କ ପାଖରେ ଏପରି ଗୁଣ ଥିଲେ ହୋଇଯାଆନ୍ତି ବରବାଦ

    15279
    Mar 19, 2026
  • ଗୋଟେ ଗ୍ଲାସ କମଳା ରସ ସହିତ ଆରମ୍ଭ କରନ୍ତୁ ସକାଳ

    15375
    Mar 18, 2026
  • ରାତ୍ରୀ ଭୋଜନରେ ଖାଆନ୍ତୁ ଏହି ଖାଦ୍ୟ, କମିବ ପେଟ

    14149
    Mar 17, 2026
  • ନିୟମିତ କ୍ଷୀର ପିଇଲେ ଦନ୍ତକ୍ଷୟଜନିତ ସମସ୍ୟା ହେବ ଦୂର

    14048
    Mar 15, 2026

ବାଣିଜ୍ୟ

୨୭୮୦ ଟଙ୍କା ଶସ୍ତା ହେଲା ସୁନା

ମଧ୍ୟପ୍ରାଚ୍ୟ ଯୁଦ୍ଧ ଘନଘଟାରେ ଶସ୍ତା ହୋଇଛି ସୁନା-ରୂପା । ରାଜଧାନୀ ଭୁବନେଶ୍ୱରରେ ୨୪ କ୍ୟାରେଟ ସୁନା ୧୦ଗ୍ରାମ ପ୍ରତି ୨୭୮୦ ଟଙ୍କା କିମି ୧ ଲକ୍ଷ ୫୪ ହଜାର ୬୪୦ ଟଙ୍କା ହୋଇଛି । ଅନ୍ୟପଟେ ରୂପା ଦର ମଧ୍ୟ କମିଛି । ଭୁବନେଶ୍ୱରରେ ରୁପା ମୂଲ୍ୟ କିଲୋ ପ୍ରତି ୧୦ ହଜାର ଟଙ୍କା କମି ୨ ଲକ୍ଷ ୬୫ ହଜାର ଟଙ୍କା ରହିଛି । ବୁଧବ ...

  • ୟୁନିଭରସିଟି ଅଫ୍‌ ୱେଷ୍ଟର୍ଣ୍ଣ ଅଷ୍ଟ୍ରେଲିଆ ଏବଂ ସାଇନ୍ସ ଆଣ୍ଡ ଟେକ୍‌ନୋଲୋଜି (ଏସ୍‌ ଆଣ୍ଡ ଟି) କ୍ଲଷ୍ଟର୍ସ ବିଜ୍ଞାନ ଓ ନବସୃଜନ ସହଯୋଗୀତା ମଜଭୁତ କରିବାକୁ ରଣକୋ÷ଶଳାତ୍ମକ ଏମ୍‌ଓୟୁରେ ସ୍ୱାକ୍ଷର କଲେ

    14258
    Mar 05, 2026
  • ନିଭାୟେଙ୍ଗେ ଅଲୱେଜ: ଖିମଜୀ ଜୁଏଲର୍ସ ପକ୍ଷରୁ ଚିରକାଳ ପ୍ରତିଶ୍ରୁତିର ଉତ୍ସବ ପାଳନ

    15694
    Feb 23, 2026
  • ୧ ଏପ୍ରିଲରୁ ନୂତନ ଆୟକର ଆଇନ

    15155
    Feb 09, 2026
  • ଓଡ଼ିଶା ଆପାର୍ଟମେଣ୍ଟ ମାଲିକାନା ଓ ପରିଚାଳନା ଆଇନ, ୨୦୨୩ ଅଧୀନରେ ଋୟାଲ ଆର୍କେଡ, ଭୁବନେଶ୍ୱର ଏକ ମାନଦଣ୍ଡ ସ୍ଥାପନ କଲା

    15001
    Feb 08, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଦୁଇ ଦିନରେ ଦୁଇ ଘରୁ ଚୋରି

    13879
    Mar 20, 2026
  • ‘ପଖାଳ’ ହେଉଛି ଓଡ଼ିଆଙ୍କ ସହ ଜଡ଼ିତ ଭାବପ୍ରବଣତା

    14567
    Mar 20, 2026
  • ସମୁଦ୍ର ଶଯ୍ୟାରେ ବିଛାଯାଇଥିବା ଇଣ୍ଟରନେଟ କେବୁଲକୁ କାଟିବାକୁ ଚିନ୍ତା କରୁଛି ଇରାନ

    14176
    Mar 20, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In