Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Friday, October 30, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଶୀତଦିନରେ କେମିତି ନେବେ ମେକଅପ ଜାଣନ୍ତୁ.....

  • ଆଣ୍ଡାମାନ ନିକୋବର ଦ୍ୱୀପପୁଞ୍ଜରେ ...

  • ରେଳ ଷ୍ଟେସନରେ ଭୟଙ୍କର ଡ୍ରୋନ୍ ଆକ୍ରମଣ, ୧୩ ...

  • ୩୦ରେ ପ୍ରଦାନ କରାଯିବ ୨୪ତମ ପିଏମ୍-କିଷାନ ...

  • ସୁଦାନରେ ଡ୍ରୋନ୍ ଆକ୍ରମଣ, ୧୦୦ରୁ ଅଧିକ ...

  • ପୁଣିଥରେ ମା’ ହେବେ ଅନୁଷ୍କା ଶର୍ମା !

  • ‘ବିଗ୍ ବସ୍ ୨୦’ରେ ପ୍ରତିଯୋଗୀ ଧସ୍ତାଧସ୍ତି

  • ଫର୍ମ-୬ କୁ ନେଇ ନିର୍ବାଚନ ଆୟୋଗଙ୍କୁ ...

  • କରଭା ଚୌଥ ପାଇଁ ଚୁଡ଼ି ଏବଂ ବିନ୍ଦି ମାଗିଲେ ...

  • ଅର୍ଣ୍ଣବ ନେଲା ୮ ଜୀବନ

ବିଶେଷ
Home ›› ବିଶେଷ ››କର୍ମଜୀବୀ ଲୋକ କିପରି ହୃଦରୋଗକୁ କରିବେ ନିୟନ୍ତ୍ରଣ ଜାଣନ୍ତୁ......

କର୍ମଜୀବୀ ଲୋକ କିପରି ହୃଦରୋଗକୁ କରିବେ ନିୟନ୍ତ୍ରଣ ଜାଣନ୍ତୁ......

2024-04-01 11:13:55
16305
Share:
Facebook
Twitter
E-Mail
WhatsApp
Telegram
କର୍ମଜୀବୀ ଲୋକ କିପରି ହୃଦରୋଗକୁ କରିବେ ନିୟନ୍ତ୍ରଣ ଜାଣନ୍ତୁ......

ସମଗ୍ର ବିଶ୍ୱରେ ହୃଦରୋଗ ମାମଲା କ୍ରମାଗତ ଭାବେ ବୃଦ୍ଧି ପାଉଛି। ବିଶେଷ କରି ଯୁବପିଢ଼ି ଏହି ରୋଗର ଶିକାର ହେବା ଚିନ୍ତାରେ ପକାଇଛି। ଖରାପ ଜୀବନଶୈଳୀ, ଖାଦ୍ୟ ଅଭ୍ୟାସ ଏବଂ ଚାପ ରୋଗକୁ ବଢ଼ାଉଛି। କୋଭିଡ୍ କାରଣରୁ ମଧ୍ୟ ହୃଦଘାତ ହେବାର ସମ୍ଭାବନା ଥିବା ଅନୁସନ୍ଧାନରୁ ଜଣାପଡ଼ିଛି। ଏସବୁ ମଧ୍ୟରେ ହୃଦରୋଗର ସବୁଠୁ ବଡ଼ କାରଣ ହେଉଛି ଚାପ। ଆଉ କର୍ମଜୀବୀ ଲୋକମାନେ ବିଶେଷ କରି ଚାପର ଶିକାର ହୁଅନ୍ତି। ତେଣୁ କାର୍ୟ୍ୟରତ ବ୍ୟକ୍ତିମାନେ କିପରି ହୃଦରୋଗକୁ ନିୟନ୍ତ୍ରଣ କରିବେ, ଜାଣନ୍ତୁ ଏହି ଆଲେଖ୍ୟରୁ...

ପର୍ୟ୍ୟାପ୍ତ ଶୁଅନ୍ତୁ
ଚାପ ହୃଦରୋଗ ପାଇଁ ଏକ ମୁଖ୍ୟ ବିପଦ କାରଣ। ଚାପ ବଢ଼ିବା ସହିତ ହୃଦୟ ସମ୍ବନ୍ଧୀୟ ରୋଗ ଆରମ୍ଭ ହୁଏ। କାର୍ୟ୍ୟ କରୁଥିବା ଲୋକଙ୍କ ମଧ୍ୟରେ ଚାପ ଅତି ସାଧାରଣ। ଏଭଳି ପରିସ୍ଥିତିରେ ଏହି ଲୋକମାନଙ୍କର ହୃଦଘାତ ହେବାର ଆଶଙ୍କା ଅଧିକ ଥାଏ। ତେଣୁ ଯଥା ସମ୍ଭବ ଚାପରୁ ଦୂରରେ ରହିବାକୁ ଚେଷ୍ଟା କରନ୍ତୁ। ଚାପରୁ ରକ୍ଷା ପାଇବା ପାଇଁ ପର୍ୟ୍ୟାପ୍ତ ଶୋଇବା ଅଭ୍ୟାସ କରନ୍ତୁ। ଏହା ସହ ଧ୍ୟାନ ଏବଂ ସରଳ ଯୋଗ ମଧ୍ୟ କରନ୍ତୁ।

ଇକ୍ଷଗ୍ଦକ୍ଟ ଜରବୟ
ଜଳିଗଲା ଘର, ଜଣେ ଜୀବନ୍ତ ଦଗ୍ଧ
ଜଳିଗଲା ଘର, ଜଣେ ଜୀବନ୍ତ ଦଗ୍ଧ
ଆଇପିଏସ ବଦଳି: ଅରୁଣଙ୍କୁ ମିଳିଲା ଦାୟିତ୍ୱ, ବାଦ୍ ପଡ଼ିଲେ ନରୱଣେ
ଆଇପିଏସ ବଦଳି: ଅରୁଣଙ୍କୁ ମିଳିଲା ଦାୟିତ୍ୱ, ବାଦ୍ ପଡ଼ିଲେ ନରୱଣେ
୪ ଜଣଙ୍କୁ ଛାଡ଼ି ସମସ୍ତେ ଫୁସ୍‌, ପାକିସ୍ତାନକୁ ୨୦୫ ରନର ଟାର୍ଗେଟ
୪ ଜଣଙ୍କୁ ଛାଡ଼ି ସମସ୍ତେ ଫୁସ୍‌, ପାକିସ୍ତାନକୁ ୨୦୫ ରନର ଟାର୍ଗେଟ
ନିୟମିତ ସ୍ୱାସ୍ଥ୍ୟ ଯାଞ୍ଚ କରାନ୍ତୁ
ନିୟମିତ ସ୍ୱାସ୍ଥ୍ୟ ଯାଞ୍ଚ କରିବା ଦ୍ୱାରା ହୃଦରୋଗ ହେବାର ଆଶଙ୍କା କମ୍ ହୋଇପାରେ। ଏହା ଦ୍ୱାରା ପ୍ରାରମ୍ଭିକ ପର୍ୟ୍ୟାୟରେ ରୋଗ ଚିହ୍ନଟ ହୋଇଥାଏ ଏବଂ ଚିକିତ୍ସା କରାଯାଇଥାଏ। ତେଣୁ କାର୍ୟ୍ୟରତ ଲୋକମାନେ ବର୍ଷକୁ ଥରେ ହୃଦୟ ପରୀକ୍ଷା କରାଇନେବା ଆବଶ୍ୟକ। ଏଥିପାଇଁ ବ୍ଲଡ ପ୍ରେସର, ବ୍ଲଡ ସୁଗାର ଏବଂ କୋଲେଷ୍ଟ୍ରଲ ଯାଞ୍ଚ କରିବା ଉଚିତ୍।

ଧୂମପାନଠୁ ଦୂରେଇ ରୁହନ୍ତୁ
କାର୍ୟ୍ୟରତ ଲୋକମାନେ ପ୍ରାୟତଃ ଚାପ କିମ୍ବା ଚିନ୍ତା କମାଇବା ପାଇଁ ସିଗାରେଟ୍ ଟାଣନ୍ତି। କିନ୍ତୁ ସିଗାରେଟ୍ ଟାଣିବା ସାମଗ୍ରିକ ସ୍ୱାସ୍ଥ୍ୟକୁ କ୍ଷତି ପହଞ୍ଚାଏ। ଧୂମପାନ କେବଳ ଫୁସଫୁସକୁ ପ୍ରଭାବିତ କରେ ନାହିଁ, ବରଂ ହୃଦରୋଗର ଆଶଙ୍କାକୁ ମଧ୍ୟ ବଢ଼ାଇଥାଏ। ଏପରି ସ୍ଥିତିରେ, ସିଗାରେଟ୍ ଟାଣିବାଠାରୁ ଦୂରେଇ ରୁହନ୍ତୁ। ମଦ୍ୟପାନ କିମ୍ବା ଅନ୍ୟାନ୍ୟ ନିଶାଦ୍ରବ୍ୟ ସେବନରୁ ମଧ୍ୟ ନିବୃତ୍ତ ରହିବାକୁ ଚେଷ୍ଟା କରନ୍ତୁ।

ପର୍ୟ୍ୟାପ୍ତ ପାଣି ପିଅନ୍ତୁ
କାର୍ୟ୍ୟରତ ଲୋକମାନେ ବ୍ୟସ୍ତ ଥିବାରୁ ପାଣି ପିଇବା ଏବଂ ଖାଇବା ପ୍ରତି ଧ୍ୟାନ ଦେଇପାରନ୍ତିନି। ସୁସ୍ଥ ରହିବାକୁ ହେଲେ ଶରୀରକୁ ହାଇଡ୍ରେଟ୍ ରଖିବା ନିହାତି ଜରୁରୀ। ଯଦି ଏପରି ସ୍ଥଳରେ ଜଣେ ବ୍ୟକ୍ତି ଆବଶ୍ୟକୀୟ ଜଳ ଗ୍ରହଣ ନକରନ୍ତି ତେବେ ଏହା ସାମୂହିକ ସ୍ୱାସ୍ଥ୍ୟ ସହ ହୃଦୟ ସ୍ୱାସ୍ଥ୍ୟକୁ ମଧ୍ୟ ବିଗାଡ଼ିଦିଏ। ତେଣୁ ପ୍ରତିଦିନ ୮-୧୦ ଗ୍ଲାସ୍ ପାଣି ପିଇବା ଅଭ୍ୟାସ କରନ୍ତୁ।

ଅଫିସରେ ସକ୍ରିୟ ରୁହନ୍ତୁ
ଅନେକ ଲୋକ ଅଫିସରେ ପୂରା ସମୟର ବ୍ୟସ୍ତ ରୁହନ୍ତି। ଦୀର୍ଘ ସମୟ ବସି ରହି କାର୍ୟ୍ୟ କରିବା ଫଳରେ ହୃଦୟ ସ୍ୱାସ୍ଥ୍ୟ ପ୍ରଭାବିତ ହୁଏ। ଏଥିପାଇଁ କାର୍ୟ୍ୟ କରିବା ସମୟରେ ପ୍ରତି ଘଣ୍ଟାଏରେ ଚାଲିବା ଆବଶ୍ୟକ। ଆହୁରି ମଧ୍ୟ, ଖାଦ୍ୟ ଖାଇବା ପରେ, ନିଶ୍ଚିତ ଭାବରେ ୧୦-୧୨ ମିନିଟ୍ ପାଇଁ ଚାଲନ୍ତୁ। ଏହା ଶରୀରରେ ରକ୍ତ ସଞ୍ଚାଳନରେ ଉନ୍ନତି ଆଣି ହୃଦୟକୁ ସୁସ୍ଥ ରଖିବାରେ ସହାୟକ ହେବ।

ଏକ ସନ୍ତୁଳିତ ଖାଦ୍ୟ ଗ୍ରହଣ କରନ୍ତୁ
କାର୍ୟ୍ୟରତ ଲୋକମାନେ ଖାଦ୍ୟ ପ୍ରତି ସମ୍ପୂର୍ଣ୍ଣ ଅବହେଳା କରିଦିଅନ୍ତି। ଯେତେବେଳେ ଯାଆ ପାଆନ୍ତି ଖାଇଦିଅନ୍ତି। ଅନେକ ଲୋକ ମଧ୍ୟାହ୍ନ ଭୋଜନରେ ମଧ୍ୟ ଫାଷ୍ଟଫୁଡ୍ କିମ୍ବା ଜଙ୍କ ଫୁଡ୍ ଖାଆନ୍ତି। ଜଙ୍କ୍ ଫୁଡ୍ ହୃଦୟ ସ୍ୱାସ୍ଥ୍ୟକୁ ଅଧିକ ପ୍ରଭାବିତ କରିଥାଏ। ତେଣୁ ଏକ ସନ୍ତୁଳିତ ଖାଦ୍ୟ ବଜାୟ ରଖିବାକୁ ଚେଷ୍ଟା କରନ୍ତୁ। ଏଥିପାଇଁ ଖାଦ୍ୟରେ ଫାଇବର, ପ୍ରୋଟିନ୍, ପୋଟାସିୟମ୍ ଇତ୍ୟାଦି ଅନ୍ତର୍ଭୁକ୍ତ କରନ୍ତୁ।

Powered by Froala Editor

Tags Heart care

Related articles Odisha News Lens 4.1

  • ଫର୍ମ-୬ କୁ ନେଇ ନିର୍ବାଚନ ଆୟୋଗଙ୍କୁ ମାଗିଲେ ଜବାବ  ସୁପ୍ରିମକୋର୍ଟ
    ଦେଶ-ଦେଶାନ୍ତର

    ଫର୍ମ-୬ କୁ ନେଇ ନିର୍ବାଚନ ଆୟୋଗଙ୍କୁ ମାଗିଲେ ଜବାବ ସୁପ୍ରିମକୋର୍ଟ

    14459
    Oct 29, 2026
  • ଆଣ୍ଡାମାନ ନିକୋବର ଦ୍ୱୀପପୁଞ୍ଜରେ ଶକ୍ତିଶାଳୀ ଭୂମିକମ୍ପ
    ଦେଶ-ଦେଶାନ୍ତର

    ଆଣ୍ଡାମାନ ନିକୋବର ଦ୍ୱୀପପୁଞ୍ଜରେ ଶକ୍ତିଶାଳୀ ଭୂମିକମ୍ପ

    13959
    Oct 29, 2026
  •  ୩୦ରେ ପ୍ରଦାନ କରାଯିବ ୨୪ତମ ପିଏମ୍-କିଷାନ କିସ୍ତି ଟଙ୍କା
    ଦେଶ-ଦେଶାନ୍ତର

    ୩୦ରେ ପ୍ରଦାନ କରାଯିବ ୨୪ତମ ପିଏମ୍-କିଷାନ କିସ୍ତି ଟଙ୍କା

    13689
    Oct 29, 2026
  • ‘ବିଗ୍ ବସ୍ ୨୦’ରେ ପ୍ରତିଯୋଗୀ ଧସ୍ତାଧସ୍ତି
    ଦେଶ-ଦେଶାନ୍ତର

    ‘ବିଗ୍ ବସ୍ ୨୦’ରେ ପ୍ରତିଯୋଗୀ ଧସ୍ତାଧସ୍ତି

    14240
    Oct 29, 2026
  • ଅର୍ଣ୍ଣବ ନେଲା ୮ ଜୀବନ
    ଦେଶ-ଦେଶାନ୍ତର

    ଅର୍ଣ୍ଣବ ନେଲା ୮ ଜୀବନ

    13863
    Oct 29, 2026
  • କରଭା ଚୌଥ ପାଇଁ ଚୁଡ଼ି ଏବଂ ବିନ୍ଦି ମାଗିଲେ ମୁସ୍କାନ
    ଦେଶ-ଦେଶାନ୍ତର

    କରଭା ଚୌଥ ପାଇଁ ଚୁଡ଼ି ଏବଂ ବିନ୍ଦି ମାଗିଲେ ମୁସ୍କାନ

    14088
    Oct 29, 2026
  • ଶୀତଦିନରେ କେମିତି ନେବେ ମେକଅପ ଜାଣନ୍ତୁ.....
    ବିଶେଷ

    ଶୀତଦିନରେ କେମିତି ନେବେ ମେକଅପ ଜାଣନ୍ତୁ.....

    14999
    Oct 30, 2026
  • ପୁଣିଥରେ ମା’ ହେବେ ଅନୁଷ୍କା ଶର୍ମା !
    ମନୋରଞ୍ଜନ

    ପୁଣିଥରେ ମା’ ହେବେ ଅନୁଷ୍କା ଶର୍ମା !

    14856
    Oct 29, 2026
  • ରେଳ ଷ୍ଟେସନରେ ଭୟଙ୍କର ଡ୍ରୋନ୍ ଆକ୍ରମଣ, ୧୩ ମୃତ
    ଦେଶ-ଦେଶାନ୍ତର

    ରେଳ ଷ୍ଟେସନରେ ଭୟଙ୍କର ଡ୍ରୋନ୍ ଆକ୍ରମଣ, ୧୩ ମୃତ

    14610
    Oct 29, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଆଣ୍ଡାମାନ ନିକୋବର ଦ୍ୱୀପପୁଞ୍ଜରେ ଶକ୍ତିଶାଳୀ ଭୂମିକମ୍ପ

    13959
    Oct 29, 2026
  • ବିଶେଷ

    ଶୀତଦିନରେ କେମିତି ନେବେ ମେକଅପ ଜାଣନ୍ତୁ.....

    14999
    Oct 30, 2026
  • ଦେଶ-ଦେଶାନ୍ତର

    ସୁଦାନରେ ଡ୍ରୋନ୍ ଆକ୍ରମଣ, ୧୦୦ରୁ ଅଧିକ ଲୋକଙ୍କ ମୃତ୍ୟୁ

    14066
    Oct 29, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17235
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17933
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17876
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18300
    Sep 06, 2023

ବିଶେଷ

  • ଶୀତଦିନରେ କେମିତି ନେବେ ମେକଅପ ଜାଣନ୍ତୁ.....

    14999
    Oct 30, 2026
  • ଅଫିସ ଚାପରୁ ମୁକ୍ତି ପାଇବେ କିପରି, ଫୋଲୋ କରନ୍ତୁ ଏହି ଟିପ୍ସ....

    14823
    Oct 27, 2026
  • ଶୀତରେ ଶରୀରକୁ ଗରମ ରଖିବ ଏହି ଖାଦ୍ୟ, ଆଜି ହିଁ ଡାଇଟ୍‌ରେ କରନ୍ତୁ ସାମିଲ

    16017
    Oct 26, 2026
  • ଏଭଳି ନେତାଙ୍କୁ ଚିହ୍ନିଥାଏ ସାରା ବିଶ୍ଵ

    14944
    Oct 25, 2026
  • ଏହି ରଙ୍ଗର ଜୋତା ପିନ୍ଧିଲେ ସୌଭାଗ୍ୟ ପାଲଟିଯାଏ ଦୁର୍ଭାଗ୍ୟ

    15676
    Oct 23, 2026

ବାଣିଜ୍ୟ

କିଓରବେ ଦ୍ଵାରା ପରିଚାଳିତ ଶ୍ରୀ ଉଷା ଡାଏଗ୍ନୋଷ୍ଟିକ୍ସ ସ୍ତନ କର୍କଟ ସଚେତନତା ମାସ ନିମନ୍ତେ ଟଙ୍କପାଣି ରୋଡ କୋଠାକୁ ଗୋଲାପି ରଙ୍ଗରେ ଆଲୋକିତ କଲା

ଭୁବନେଶ୍ୱରର ଅଗ୍ରଣୀ ଡାଏଗ୍ନୋଷ୍ଟିକ ସେଣ୍ଟର ୨୦୨୬ ନଭେମ୍ବର ୧୫ ପର୍ଯ୍ୟନ୍ତ ସୋନୋମାମ୍ମୋଗ୍ରାଫି ଉପରେ ଫ୍ଲାଟ୍ ୧୫% ରିହାତି ଘୋଷଣା କଲା

ଭୁବନେଶ୍ୱର : ଭୁବନେଶ୍ୱର ଟଙ୍କପାଣି ରୋଡରେ କିଓରବେ ଦ୍ଵାରା ପ ...

  • ଆମୱେ ଇଣ୍ଡିଆ ବ୍ରହ୍ମପୁର ଓ ବାଲେଶ୍ୱରରେ ନବୀକୃତ ଓ ଉନ୍ନୀତ ଷ୍ଟୋରଗୁଡିକ ଖୋଲିଲା

    16101
    Oct 26, 2026
  • ଧନ୍‌ ତେରସ୍ ପୂର୍ବରୁ କମିଲା ସୁନା ଦର

    14293
    Oct 25, 2026
  • ଜିଓ ଆଇପିଓ ଆବେଦନ ସଂଖ୍ୟା କୋଟିଏ ଟପିଲା

    15135
    Oct 24, 2026
  • ଲକ୍ଷ୍ମୀପୁରରେ ଭିଏଏମ୍ଏଲ୍ ପକ୍ଷରୁ ଚକ୍ଷୁ ପରୀକ୍ଷା ଶିବିର ଆୟୋଜିତ, ପ୍ରାୟ ୨୦୦ ଜଣ ଗୋଷ୍ଠୀ ସଦସ୍ୟ ଉପକୃତ

    14834
    Oct 23, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଆଣ୍ଡାମାନ ନିକୋବର ଦ୍ୱୀପପୁଞ୍ଜରେ ଶକ୍ତିଶାଳୀ ଭୂମିକମ୍ପ

    13959
    Oct 29, 2026
  • ଅର୍ଣ୍ଣବ ନେଲା ୮ ଜୀବନ

    13863
    Oct 29, 2026
  • ଶୀତଦିନରେ କେମିତି ନେବେ ମେକଅପ ଜାଣନ୍ତୁ.....

    14999
    Oct 30, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In