Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Thursday, August 27, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ରାକ୍ଷୀ ବାନ୍ଧିବାର ଉଚିତ୍ ସମୟ ଜାଣନ୍ତୁ.....

  • ୨୦ ସାଂସଦଙ୍କୁ ସୁପ୍ରିମକୋର୍ଟଙ୍କ ନୋଟିସ୍ ...

  • ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ୬ ମୃତ

  • ହସପିଟାଲରେ ନିଆଁ ଲାଗି ଚାଲିଗଲା ୧୫ ନବଜାତ ...

  • କୃତି ସାନନଙ୍କ ବିଜ୍ଞାପନ ପ୍ରତ୍ୟାହାର ...

  • ‘ମହାକାଳୀ’ର ପ୍ରଥମ ଝଲକ

  • ବିହାରର ମୁଖ୍ୟମନ୍ତ୍ରୀଙ୍କ ଘୋଷଣା : ...

  • ସାଣ୍ଡୱିଚ୍‌ରୁ ଜିଅନ୍ତା ପୋକ

  • କାର୍‌ରେ ୩୪୦୦ ଚୁମ୍ବନ, କାର ମାଲିକଙ୍କୁ ...

  • ମୂଷାମାନେ କିପରି ଘରୁ ବାହାରିବେ ଜାଣନ୍ତୁ ...

ବିଶେଷ
Home ›› ବିଶେଷ ››କଦଳୀ ପତ୍ରରେ ଭୋଜନ ଖାଇଲେ ହୋଇଥାଏ ଲମ୍ବା ଆୟୁଷ

କଦଳୀ ପତ୍ରରେ ଭୋଜନ ଖାଇଲେ ହୋଇଥାଏ ଲମ୍ବା ଆୟୁଷ

2024-04-05 02:34:09
15166
Share:
Facebook
Twitter
E-Mail
WhatsApp
Telegram
କଦଳୀ ପତ୍ରରେ ଭୋଜନ ଖାଇଲେ ହୋଇଥାଏ ଲମ୍ବା ଆୟୁଷ

ଭୋଜନ କରିବା ପୂର୍ବରୁ କେତେକ ଦିଗ ପ୍ରତି ଧ୍ୟାନ ଦେବା ନିତାନ୍ତ ଆବଶ୍ୟକ। ହୁଏତ ସଭିଏଁ ଏହା ଜାଣିନଥିବେ। ଯାହାର ପ୍ରଭାବ ଆମ ସ୍ୱାସ୍ଥ୍ୟ ଉପରେ ମଧ୍ୟ ପଡିଥାଏ।
୧- ଦକ୍ଷିଣ ହସ୍ତରେ ଭୋଜନ..
ହିନ୍ଦୁଧର୍ମରେ ଭୋଜନକୁ ଯଜ୍ଞ ସହ ତୁଳନା କରାଯାଇଛି। ତେଣୁ ଯଜ୍ଞ ସର୍ବଦା ଦକ୍ଷିଣ ହସ୍ତରେ କରିବା ଦ୍ୱାରା ହିଁ ଏହାର ପ୍ରକୃତ ମହତ୍ତ୍ୱ ସାଧିତ ହୋଇଥାଏ। ତେଣୁ ଦକ୍ଷିଣ ହସ୍ତରେ ଖାଦ୍ୟ ଖାଇବା ଦ୍ୱାରା ମନ ଓ ଶରୀରକୁ ଶାନ୍ତି ପ୍ରାପ୍ତି ହୋଇଥାଏ।
ଦକ୍ଷିଣ ହସ୍ତକୁ ସୂର୍ୟ୍ୟ ନାଡ଼ିର ପ୍ରତିନିଧତ୍ୱ କୁହାଯାଇଥାଏ। ଏହି ହସ୍ତରେ ଭୋଜନ କରିବା ଦ୍ୱାରା ଶରୀରକୁ ସକରାତ୍ମକ ଶକ୍ତି ପ୍ରବେଶ କରିଥାଏ। ଖାଦ୍ୟ ସଠିକ୍‍ ଭାବେ ହଜମ ହୋଇଥାଏ।
ଏହି ହସ୍ତରେ ଖାଦ୍ୟ ଖାଇବା ପରେ ମଧ୍ୟ ଶାନ୍ତି ଅନୁଭବ ହୋଇଥାଏ ବୋଲି କୁହାଯାଏ।
ଶାସ୍ତ୍ର ଅନୁଯାୟୀ ଏହି ହସ୍ତରେ ଖାଦ୍ୟ ଖାଇବା ଦ୍ୱାରା ଶରୀର ସଂପୂର୍ଣ ଭାବେ ଖାଦ୍ୟ ଗ୍ରହଣ କରିଥାଏ ବୋଲି ଶାସ୍ତ୍ରରେ ଉଲ୍ଲେଖ ରହିଛି।
୨- ଶାସ୍ତ୍ର ଅନୁଯାୟୀ, ଭୋଜନ ଥାଳିରେ କଦାପି ଏକାସହ ୩ଟି ରୁଟି ରଖି ଖାଆନ୍ତୁ ନାହିଁ । ଏକାସହ ୩ଟି ରୁଟି ମଧ୍ୟ ପରଷନ୍ତୁ ନାହିଁ । କୌଣସି ଶୁଭ କାର୍ୟ୍ୟରେ ୩ ଅଙ୍କ ବିଶିଷ୍ଟ ଜିନିଷ ବାରଣ କରାଯାଇଥାଏ । ଭୋଜନ ମଧ୍ୟ ଶୁଭ। ତେଣୁ ଏକାସହ ୩ ସଂଖ୍ୟାରେ ପରଷା ଯିବା ଦ୍ୱାରା ସ୍ୱାସ୍ଥ୍ୟ ଉପରେ କୁପ୍ରଭାବ ପଡିଥାଏ ।
ଭୋଜନ କରିବା ପୂର୍ବରୁ ୨ ହାତ, ଗୋଡ, ମୁହଁକୁ ଭଲ ଭାବେ ଧୋଇ ଭୋଜନ କରିବା ଉଚିତ।

୩- କଦଳୀ ପତ୍ରକୁ ପୁରାଣରେ ସୁନାର ଥାଳି କୁହାଯାଇଛି । କଦଳୀ ପତ୍ରରେ ଖାଇବା ଦ୍ୱାରା ଆୟୁଷ ବଢ଼ିଥାଏ ବୋଲି ପୁରାଣରେ କୁହାଯାଇଛି। ଭଗବାନଙ୍କ ନିକଟରେ ଏହି ପତ୍ରରେ ଭୋଗ ଲଗାଯାଉଥିବାରୁ ଏଥିରେ ଖାଇବା ଦ୍ୱାରା ଧାର୍ମିକ ଭାବନା ସୃଷ୍ଟି ହୋଇଥାଏ। ଖାଦ୍ୟ ଅଧିକ ସ୍ୱାଦିଷ୍ଟ ଲାଗିଥାଏ।କଦଳୀ ପତ୍ରରେ ବହୁ ପ୍ରକାର ଆଣ୍ଟି-ଅକ୍ସିଡ଼ାଣ୍ଟ ରହିଛି। ଯାହା ବହୁ ପତ୍ର ବିଶିଷ୍ଟ ଶାଗରୁ ମିଳିଥାଏ। ତେଣୁ ଏହି ପତ୍ରରେ ଖାଦ୍ୟ ଖାଇବା ଦ୍ୱାରା ଆମକୁ ବିଭିନ୍ନ ଆଣ୍ଟି-ଅକ୍ସିଡ଼ାଣ୍ଟ ମିଳିଥାଏ। ଯାହା ଆମ ତ୍ୱଚା ପାଇଁ ଖୁବ ଲାଭଦାୟକ। ଖାଦ୍ୟ ଗରମ ଥିବା ସମୟରେ ଏହାକୁ କଦଳୀ ପତ୍ରରେ ଖାଇବା ଦ୍ୱାରା ଏହି ପତ୍ରରେ ଥିବା ପୋଷକ ତତ୍ତ୍ୱ ଖାଦ୍ୟକୁ ଆସିଥାଏ। ଯାହା ସ୍ୱାସ୍ଥ୍ୟ ପାଇଁ ଖୁବ ଉପକାରୀ ଅଟେ। ମାନସିକ ଶାନ୍ତି ମିଳିଥାଏ। ଖାଦ୍ୟ ଖାଇବା ମାତ୍ରେ ଏକ ଭିନ୍ନ ଆତ୍ମସନ୍ତୋଷ ଲାଭ ହୋଇଥାଏ। ନିୟମିତ କଦଳୀ ପତ୍ରରେ ଖାଦ୍ୟ ଖାଇଲେ କେଶ ସୁନ୍ଦର ଓ ଘନ ହୋଇଥାଏ। ଏଥିରେ ଖାଇବା ଦ୍ୱାରା ପେଟ ଜନିତ ସମସ୍ୟା ଯଥା କୋଷ୍ଠକାଠିନ୍ୟ, ଏସିଡ଼ିଟି, ବଦହଜମି ଆଦି ଦୂର ହୋଇଥାଏ।

Powered by Froala Editor

Tags Banana leaf

Related articles Odisha News Lens 4.1

  • ‘ମହାକାଳୀ’ର ପ୍ରଥମ ଝଲକ
    ମନୋରଞ୍ଜନ

    ‘ମହାକାଳୀ’ର ପ୍ରଥମ ଝଲକ

    14315
    Aug 26, 2026
  • ବିହାରର ମୁଖ୍ୟମନ୍ତ୍ରୀଙ୍କ ଘୋଷଣା : ଇଣ୍ଟରକାଷ୍ଟ ମ୍ୟାରେଜ୍ କଲେ ମିଳିବ ୨.୫ ଲକ୍ଷ ...
    ଦେଶ-ଦେଶାନ୍ତର

    ବିହାରର ମୁଖ୍ୟମନ୍ତ୍ରୀଙ୍କ ଘୋଷଣା : ଇଣ୍ଟରକାଷ୍ଟ ମ୍ୟାରେଜ୍ କଲେ ମିଳିବ ୨.୫ ଲକ୍ଷ ...

    13513
    Aug 26, 2026
  • ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ୬ ମୃତ
    ଦେଶ-ଦେଶାନ୍ତର

    ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ୬ ମୃତ

    14672
    Aug 26, 2026
  • ରାକ୍ଷୀ ବାନ୍ଧିବାର ଉଚିତ୍ ସମୟ ଜାଣନ୍ତୁ.....
    ବିଶେଷ

    ରାକ୍ଷୀ ବାନ୍ଧିବାର ଉଚିତ୍ ସମୟ ଜାଣନ୍ତୁ.....

    14086
    Aug 27, 2026
  • କାର୍‌ରେ ୩୪୦୦ ଚୁମ୍ବନ, କାର ମାଲିକଙ୍କୁ ୫୫୦୦ଟଙ୍କା ଜରିମାନା
    ଦେଶ-ଦେଶାନ୍ତର

    କାର୍‌ରେ ୩୪୦୦ ଚୁମ୍ବନ, କାର ମାଲିକଙ୍କୁ ୫୫୦୦ଟଙ୍କା ଜରିମାନା

    14861
    Aug 26, 2026
  • କୃତି ସାନନଙ୍କ ବିଜ୍ଞାପନ ପ୍ରତ୍ୟାହାର କଲା GIVA
    ମନୋରଞ୍ଜନ

    କୃତି ସାନନଙ୍କ ବିଜ୍ଞାପନ ପ୍ରତ୍ୟାହାର କଲା GIVA

    13817
    Aug 26, 2026
  • ସାଣ୍ଡୱିଚ୍‌ରୁ ଜିଅନ୍ତା ପୋକ
    ଦେଶ-ଦେଶାନ୍ତର

    ସାଣ୍ଡୱିଚ୍‌ରୁ ଜିଅନ୍ତା ପୋକ

    14193
    Aug 26, 2026
  • ୨୦ ସାଂସଦଙ୍କୁ ସୁପ୍ରିମକୋର୍ଟଙ୍କ ନୋଟିସ୍ ଜାରି
    ଦେଶ-ଦେଶାନ୍ତର

    ୨୦ ସାଂସଦଙ୍କୁ ସୁପ୍ରିମକୋର୍ଟଙ୍କ ନୋଟିସ୍ ଜାରି

    15488
    Aug 26, 2026
  • ମୂଷାମାନେ କିପରି ଘରୁ ବାହାରିବେ ଜାଣନ୍ତୁ ଟିପ୍ସ
    ବିଶେଷ

    ମୂଷାମାନେ କିପରି ଘରୁ ବାହାରିବେ ଜାଣନ୍ତୁ ଟିପ୍ସ

    13668
    Aug 26, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ବିହାରର ମୁଖ୍ୟମନ୍ତ୍ରୀଙ୍କ ଘୋଷଣା : ଇଣ୍ଟରକାଷ୍ଟ ମ୍ୟାରେଜ୍ କଲେ ମିଳିବ ୨.୫ ଲକ୍ଷ ଟଙ୍କା

    13513
    Aug 26, 2026
  • ଦେଶ-ଦେଶାନ୍ତର

    ହସପିଟାଲରେ ନିଆଁ ଲାଗି ଚାଲିଗଲା ୧୫ ନବଜାତ ଶିଶୁଙ୍କ ଜୀବନ

    13505
    Aug 26, 2026
  • ଦେଶ-ଦେଶାନ୍ତର

    ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ୬ ମୃତ

    14672
    Aug 26, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17052
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17684
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17726
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18122
    Sep 06, 2023

ବିଶେଷ

  • ରାକ୍ଷୀ ବାନ୍ଧିବାର ଉଚିତ୍ ସମୟ ଜାଣନ୍ତୁ.....

    14086
    Aug 27, 2026
  • ମୂଷାମାନେ କିପରି ଘରୁ ବାହାରିବେ ଜାଣନ୍ତୁ ଟିପ୍ସ

    13668
    Aug 26, 2026
  • ବିନା ମୋଜାରେ ଜୋତା ପିନ୍ଧିଲେ ଶରୀର ଉପରେ ପଡିଥାଏ କୁପ୍ରଭାବ

    15237
    Aug 24, 2026
  • ସ୍ୱାସ୍ଥ ପାଇଁ ମହୋଷଧି ଭୃଷଙ୍ଗ ପତ୍ର

    15596
    Aug 21, 2026
  • ଏହା କଲେ ହେବ ନାହିଁ ଗ୍ୟାସ୍

    16127
    Aug 17, 2026

ବାଣିଜ୍ୟ

ବେଦାନ୍ତ ଆଲୁମିନିୟମ କୋଇଲା ଖଣି ପ୍ରକଳ୍ପ ଜ୍ୟୋତି ଅଧୀନରେ ଝାରସୁଗୁଡ଼ା ଏବଂ ସୁନ୍ଦରଗଡ ଜିଲ୍ଲାର ୨୨,୦୦୦ ପରିବାରକୁ ସୌର ଶକ୍ତି ଚାଳିତ ଆଲୋକ ପ୍ରଦାନ କରୁଛି

ସମସ୍ତଙ୍କ ପାଇଁ ସୁରକ୍ଷା, ଗତିଶୀଳତା ଏବଂ ଯୋଗାଯୋଗରେ ଉନ୍ନତି ଆଣିବା ଲାଗି ଏକ ସ୍ୱଚ୍ଛ-ଶକ୍ତି ପଦକ୍ଷେପ

ଭୁବନେଶ୍ୱର, ୨୫/୦୮/୨୦୨୬: ଭାରତର ସର୍ବବୃହତ ଆଲୁମିନିୟମ ଉତ୍ପାଦକ ବେଦାନ୍ତ ଆଲୁମିନିୟମ କୋ ...

  • ପରମ୍ପରାରୁ ବାହାରି ଉତ୍କର୍ଷତା ନିର୍ମାଣ : ବେଦାନ୍ତ ଆଲୁମିନିୟମ୍ ଲାଞ୍ଜିଗଡ଼ର କଣ୍ଟ୍ରୋଲ୍ ରୁମରେ ମହିଳା ଶକ୍ତି

    14448
    Aug 21, 2026
  • ବେଦାନ୍ତ ଆଲୁମିନିୟମ୍ କୋଇଲା ଖଣି: ପ୍ରତିଭାର ଶକ୍ତିରେ ପ୍ରଗତିର ପଥେ

    15977
    Aug 19, 2026
  • ଆଇଟିସି ଆଶୀର୍ବାଦ ସଲ୍ଟ ୬ ଲକ୍ଷ ପିଲାଙ୍କ ଭୋଜନକୁ ଆୟୋଡିନ ପୋଷଣ ଯୋଗାଉଛି

    14012
    Aug 13, 2026
  • ବେଦାନ୍ତ ଆଲୁମିନିୟମ ସମ୍ପ୍ରଦାୟର ଯୋଗଦାନ ମାଧ୍ୟମରେ ବିଶ୍ୱ ଜନଜାତି ଦିବସ ପାଳନ କରିଛି

    14276
    Aug 12, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ରାକ୍ଷୀ ବାନ୍ଧିବାର ଉଚିତ୍ ସମୟ ଜାଣନ୍ତୁ.....

    14086
    Aug 27, 2026
  • କାର୍‌ରେ ୩୪୦୦ ଚୁମ୍ବନ, କାର ମାଲିକଙ୍କୁ ୫୫୦୦ଟଙ୍କା ଜରିମାନା

    14861
    Aug 26, 2026
  • ମୂଷାମାନେ କିପରି ଘରୁ ବାହାରିବେ ଜାଣନ୍ତୁ ଟିପ୍ସ

    13668
    Aug 26, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In