Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Wednesday, October 21, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ବିଜୟାଦଶମୀରେ ୨୨୧ ଫୁଟ ଉଚ୍ଚ ରାବଣ ...

  • ସରକାର ପରିବର୍ତ୍ତନ ଦ୍ୱାରା ପରିସ୍ଥିତି ...

  • ବିଜୟାଦଶମୀ ଶୁଭେଚ୍ଛା ଜଣାଇଲେ ମୋଦି

  • ଫ୍ରାନ୍ସ ଦଙ୍ଗାକୁ ନେଇ ଗଭୀର ଅସନ୍ତୋଷ ...

  • ନବରାତ୍ରୀରେ ପନିର ଟିକ୍କା ବିରିୟାନୀରୁ ...

  • ଆଖି ଭ୍ରୁଲତାରେ ଦାନ୍ତ

  • ଟାଇଗର ଶ୍ରଫ୍ ଙ୍କୁ ଟାର୍ଗେଟ କରି ...

  • ନୁଡଲ୍ସ ଖାଇ ୫ ଜଣଙ୍କ ମୃତ୍ୟୁ ଘଟଣା : ...

  • ଦୁର୍ଗା ପୂଜା ମଣ୍ଡପରେ ଦଳାଚକଟାରେ ୧୯ ...

  • ୫ ଦିନ ଭିତରେ ପ୍ରେସ୍ ସଚିବ କେଟି ...

ଦେଶ-ଦେଶାନ୍ତର
Home ›› ଦେଶ-ଦେଶାନ୍ତର ›› ନିର୍ବାଚନୀ ଇସ୍ତାହାର: କଂଗ୍ରେସ ଦେଲା ୨୫ ଗ୍ୟାରେଣ୍ଟି, ୫ ନ୍ୟାୟ ପ୍ରତିଶ୍ରୁତି

ନିର୍ବାଚନୀ ଇସ୍ତାହାର: କଂଗ୍ରେସ ଦେଲା ୨୫ ଗ୍ୟାରେଣ୍ଟି, ୫ ନ୍ୟାୟ ପ୍ରତିଶ୍ରୁତି

2024-04-05 11:11:15
16226
Share:
Facebook
Twitter
E-Mail
WhatsApp
Telegram
 ନିର୍ବାଚନୀ ଇସ୍ତାହାର: କଂଗ୍ରେସ ଦେଲା ୨୫ ଗ୍ୟାରେଣ୍ଟି, ୫ ନ୍ୟାୟ ପ୍ରତିଶ୍ରୁତି

ଭୁବନେଶ୍ୱର: କଂଗ୍ରେସ ଘୋଷଣା କଲା ନିର୍ବାଚନୀ ଇସ୍ତାହାର । ଦେଲା ୨୫ ଗ୍ୟାରେଣ୍ଟି, ୫ ନ୍ୟାୟ ପ୍ରତିଶ୍ରୁତି । ୨୦୨୪ ସାଧାରଣ ନିର୍ବାଚନ ପାଇଁ ‘ନ୍ୟାୟ ପତ୍ର’ ନାଁରେ ଇସ୍ତାହାର ଘୋଷଣା କରିଛି କଂଗ୍ରେସ । ଏହି ଇସ୍ତାହାର ଅନୁସାରେ ଘୋଷଣାପତ୍ରରେ ଦଳ ୫ ନ୍ୟାୟ – ‘ ଭାଗିଦାରୀ ନ୍ୟାୟ’, କୃଷକ ନ୍ୟାୟ. ନାରୀ ନ୍ୟାୟ, ଶ୍ରମିକ ନ୍ୟାୟ ଓ ଯୁବା ନ୍ୟାୟକୁ ସାମିଲ କରିଛି ।

କଂଗ୍ରେସ କହିଛି ଯେ, ଯଦି ଦଳ ଶାସନକୁ ଆସେ ତେବେ ଏସସି ଓ ଏସଟି ବର୍ଗଙ୍କ ସ୍ଥିତିକୁ ସଦୃଢ କରିବାକୁ ଦେଶରେ ଜାତି ଭିତ୍ତିକ ଜନଗଣନା କରାଇବ । ସମ୍ପୃକ୍ତ ଜାତିଙ୍କ ପାଇଁ ସ୍ୱତନ୍ତ୍ର ଆଜେଣ୍ଡା ପ୍ରସ୍ତୁତ କରିବ ।ଏସସି, ଏସଟି ଓ ଓବିସି ପାଇଁ ସଂରକ୍ଷଣ ସୀମାକୁ ୫୦- ପ୍ରତିଶତକୁ ବୃଦ୍ଧି କରାଯିବ ।ଆର୍ଥିକ ଅନଗ୍ରସର ବର୍ଗଙ୍କ ପାଇଁ ଚାକିରି ଓ ଶିକ୍ଷା କ୍ଷେତ୍ରରେ ୧୦ ପ୍ରତିଶତ ସଂରକ୍ଷଣ ରହିବ ।ଘର ନିର୍ମାଣ , ବ୍ୟବସାୟ କରିବାକୁ ଏସସି , ଏସଟି ବର୍ଗଙ୍କ ପାଇଁ ସଂସ୍ଥାଗତ ଋଣ ରାଣି ବୃଦ୍ଧି କରାଯିବ ।ଓବିସି, ଏସସି, ଏସଟି ଛାତ୍ର ଛାତ୍ରୀଙ୍କ ପାଇଁ ସ୍କଲାରସିପ ରାଶିକୁ ୨ ଗୁଣା ବଢଯିବ । ବିଶେଷ କରି ଉଚ୍ଚଶିକ୍ଷା କ୍ଷେତ୍ରରେ ଏହା ଲାଗୁ କରାଯିବ ।ଗରିବ, ଓ ଏସସି ,ଏସଟି ଛାତ୍ରଛାତ୍ରୀଙ୍କ ପାଇଁ ଏକ ଆବାସିକ ବିଦ୍ୟାଳୟ ବ୍ୟବସ୍ଥାର ନେଟୱାର୍କ କରାଯିବ ।

ଏହାସହ ‘ଶ୍ରମ ନ୍ୟାୟ’ ଆଧାରରେ ଶ୍ରମିକଙ୍କ ସ୍ୱାସ୍ଥ୍ୟ ଅଧିକାର, ଦୈନିକ ସର୍ବନିମ୍ନ ମଜୁରି ୪୦୦ ଟଙ୍କା ସୁନିଶ୍ଚିତ କରିବା ଏବଂ ସହରାଂଚଳରେ ରୋଜଗାରର ଗ୍ୟାରେଂଟି ଦେବାକୁ କଂଗ୍ରେସ ପ୍ରତିଶ୍ରୁତି ଦେଇଛି । ଏହା ସହ ‘ମହିଳା ନ୍ୟାୟ’ ଅଧୀନରେ ମହାଲକ୍ଷ୍ମୀ ଗ୍ୟାରେଂଟି ଅଧୀନରେ ଗରିବ ପରିବାରର ମହିଳାମାନେ ବାର୍ଷିକ ଏକ ଲକ୍ଷ ଟଙ୍କା ଦେବା ସହ ଅନେକ ପ୍ରତିଶ୍ରୁତି ଦେଇଛି କଂଗ୍ରେସ । ଦଳ କ୍ଷମତାକୁ ଆସିଲେ କେନ୍ଦ୍ର ସରକାରରେ ବର୍ଷକୁ ୩୦ ଲକ୍ଷ ନିଯୁକ୍ତି, ଗରିବ ପରିବାରର ମହିଳାଙ୍କୁ ବାର୍ଷିକ ୧ ଲକ୍ଷ ଟଙ୍କା, ଜାତିଗତ ଜନଗଣନା, ଏମଏସପିକୁ ଆଇନଗତ ମାନ୍ୟତା, ମନରେଗା ମଜୁରି ୪୦୦ ଟଙ୍କା, ତଦନ୍ତକାରୀ ସଂସ୍ଥାର ଅପବ୍ୟବହାର ରୋକିବା ଏବଂ ପିଏମଏଲଏ ଆଇନରେ ପରିବର୍ତ୍ତନ ପାଇଁ ଘୋଷଣା କରାଯାଇଛି । କଂଗ୍ରେସର ଇସ୍ତାହାର ଦଳର ପାଂଚ ଜଣ ବିଚାରପତିଙ୍କୁ ଆଧାର କରି ପ୍ରସ୍ତୁତ ହୋଇଛି । ଇସ୍ତାହାର ପ୍ରକାଶ ପାଇବା ପୂର୍ବରୁ କଂଗ୍ରେସ ଘର ଘର ବୁଲି ଗ୍ୟାରେଂଟି ଅଭିଯାନ ଆରମ୍ଭ କରିଥିଲା । ଏହି ଅଭିଯାନର ଏକ ଅଂଶ ଭାବରେ କଂଗ୍ରେସ କର୍ମୀମାନେ ଆସନ୍ତା କିଛି ସପ୍ତାହ ମଧ୍ୟରେ ସମଗ୍ର ଭାରତରେ ୮ କୋଟି ପରିବାରକୁ ୧୪ଟି ଭିନ୍ନ ଭିନ୍ନ ଭାଷାରେ ଛପାଯାଇଥିବା କାର୍ଡ ବାଂଟିବେ ।

Powered by Froala Editor

Tags Congress

Related articles Odisha News Lens 4.1

  • ସରକାର ପରିବର୍ତ୍ତନ ଦ୍ୱାରା ପରିସ୍ଥିତି ବଦଳିଯାଏ ନାହିଁ: ମୋହନ ଭାଗବତ
    ଦେଶ-ଦେଶାନ୍ତର

    ସରକାର ପରିବର୍ତ୍ତନ ଦ୍ୱାରା ପରିସ୍ଥିତି ବଦଳିଯାଏ ନାହିଁ: ମୋହନ ଭାଗବତ

    15601
    Oct 20, 2026
  • ଆଖି ଭ୍ରୁଲତାରେ ଦାନ୍ତ
    ଦେଶ-ଦେଶାନ୍ତର

    ଆଖି ଭ୍ରୁଲତାରେ ଦାନ୍ତ

    15200
    Oct 19, 2026
  • ବିଜୟାଦଶମୀ ଶୁଭେଚ୍ଛା ଜଣାଇଲେ ମୋଦି
    ଦେଶ-ଦେଶାନ୍ତର

    ବିଜୟାଦଶମୀ ଶୁଭେଚ୍ଛା ଜଣାଇଲେ ମୋଦି

    14747
    Oct 20, 2026
  • ଟାଇଗର ଶ୍ରଫ୍ ଙ୍କୁ ଟାର୍ଗେଟ କରି ଗୁଳିମାଡ଼ : ୩ ସୁଟର ଗିରଫ
    ଦେଶ-ଦେଶାନ୍ତର

    ଟାଇଗର ଶ୍ରଫ୍ ଙ୍କୁ ଟାର୍ଗେଟ କରି ଗୁଳିମାଡ଼ : ୩ ସୁଟର ଗିରଫ

    15879
    Oct 19, 2026
  •  ବିଜୟାଦଶମୀରେ  ୨୨୧ ଫୁଟ ଉଚ୍ଚ ରାବଣ ପୁତ୍ତଳିକା ହେବ ଦହନ
    ଦେଶ-ଦେଶାନ୍ତର

    ବିଜୟାଦଶମୀରେ ୨୨୧ ଫୁଟ ଉଚ୍ଚ ରାବଣ ପୁତ୍ତଳିକା ହେବ ଦହନ

    15389
    Oct 20, 2026
  • ନବରାତ୍ରୀରେ ପନିର ଟିକ୍କା ବିରିୟାନୀରୁ ଚିକେନ୍ ଖଣ୍ଡ
    ଦେଶ-ଦେଶାନ୍ତର

    ନବରାତ୍ରୀରେ ପନିର ଟିକ୍କା ବିରିୟାନୀରୁ ଚିକେନ୍ ଖଣ୍ଡ

    14326
    Oct 19, 2026
  • ଫ୍ରାନ୍ସ ଦଙ୍ଗାକୁ ନେଇ ଗଭୀର ଅସନ୍ତୋଷ ପ୍ରକାଶ କଲେ ଟ୍ରମ୍ପ
    ଦେଶ-ଦେଶାନ୍ତର

    ଫ୍ରାନ୍ସ ଦଙ୍ଗାକୁ ନେଇ ଗଭୀର ଅସନ୍ତୋଷ ପ୍ରକାଶ କଲେ ଟ୍ରମ୍ପ

    15365
    Oct 20, 2026
  • ନୁଡଲ୍ସ ଖାଇ ୫ ଜଣଙ୍କ ମୃତ୍ୟୁ ଘଟଣା : ମୋବାଇଲ୍‌ ଅଡିଓ ରେକର୍ଡିଂକୁ ନେଇ ତଦନ୍ତ
    ଦେଶ-ଦେଶାନ୍ତର

    ନୁଡଲ୍ସ ଖାଇ ୫ ଜଣଙ୍କ ମୃତ୍ୟୁ ଘଟଣା : ମୋବାଇଲ୍‌ ଅଡିଓ ରେକର୍ଡିଂକୁ ନେଇ ତଦନ୍ତ

    15522
    Oct 19, 2026
  •  ଦୁର୍ଗା ପୂଜା ମଣ୍ଡପରେ ଦଳାଚକଟାରେ ୧୯ ଜଣଙ୍କ ମୃତ୍ୟୁ, ୭ ଗିରଫ
    ଦେଶ-ଦେଶାନ୍ତର

    ଦୁର୍ଗା ପୂଜା ମଣ୍ଡପରେ ଦଳାଚକଟାରେ ୧୯ ଜଣଙ୍କ ମୃତ୍ୟୁ, ୭ ଗିରଫ

    14351
    Oct 18, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଟାଇଗର ଶ୍ରଫ୍ ଙ୍କୁ ଟାର୍ଗେଟ କରି ଗୁଳିମାଡ଼ : ୩ ସୁଟର ଗିରଫ

    15879
    Oct 19, 2026
  • ଦେଶ-ଦେଶାନ୍ତର

    ଦୁର୍ଗା ପୂଜା ମଣ୍ଡପରେ ଦଳାଚକଟାରେ ୧୯ ଜଣଙ୍କ ମୃତ୍ୟୁ, ୭ ଗିରଫ

    14351
    Oct 18, 2026
  • ଦେଶ-ଦେଶାନ୍ତର

    ନବରାତ୍ରୀରେ ପନିର ଟିକ୍କା ବିରିୟାନୀରୁ ଚିକେନ୍ ଖଣ୍ଡ

    14326
    Oct 19, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17200
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17896
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17841
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18266
    Sep 06, 2023

ବିଶେଷ

  • ଏହି ପାଣି ପିଅନ୍ତୁ ରହିବ ପେଟ ଥଣ୍ଡା

    14776
    Oct 18, 2026
  • କୌଣସି କାରଣ ନଥାଇ ଘରେ ହେଉଛି କି ଝଗଡ଼ା, କରନ୍ତୁ ଏହି ଉପାୟ....

    15416
    Oct 16, 2026
  • ମୂଳାଷ୍ଟମୀ କାହିଁକି ହୁଏ ପାଳନ, କ'ଣ ରହିଛି ତାତ୍ପର୍ଯ୍ୟ ଜାଣନ୍ତୁ.....

    14759
    Oct 06, 2026
  • କେଶ ପାଇଁ ବ୍ୟବହାର କରନ୍ତୁ ଅଣ୍ଡା ତେଲ

    14854
    Oct 04, 2026
  • ଏମିତି ଘରକୁ ରଖନ୍ତୁ ଥଣ୍ଡା.....

    15855
    Sep 29, 2026

ବାଣିଜ୍ୟ

ପ୍ରକଳ୍ପ ସଙ୍ଗମ ଅଧୀନରେ ୩୩ଟି ଗ୍ରାମରେ କୃଷି ଯାନ୍ତ୍ରିକୀକରଣକୁ ପ୍ରୋତ୍ସାହିତ କରୁଛି ବେଦାନ୍ତ ଆଲୁମିନିୟମ୍

କଳାହାଣ୍ଡିରେ ୩୩୮ଟି ବିଦ୍ୟୁତ୍ ଚାଳିତ ସ୍ପ୍ରେୟର ବଣ୍ଟନ ମାଧ୍ୟମରେ କୃଷି ଯାନ୍ତ୍ରିକୀକରଣକୁ ଆଗକୁ ବଢ଼ାଉଛି ପ୍ରକଳ୍ପ ସଙ୍ଗମ

ଭୁବନେଶ୍ୱର;୧୬, ୨୦୨୬: ସ୍ଥାୟୀ ଗ୍ରାମୀଣ ବିକାଶ ପ୍ରତି ନିଜର ପ୍ରତିବଦ୍ଧ ...

  • କଳାହାଣ୍ଡି ଓ ରାୟଗଡ଼ାରେ ନିର୍ଭରଯୋଗ୍ୟ ଆଲୋକ ଓ ପାନୀୟ ଜଳ ବ୍ୟବସ୍ଥା ପାଇଁ ବେଦାନ୍ତ ଆଲୁମିନିୟମ୍ ଦ୍ୱାରା ସୌର ଭିତ୍ତିଭୂମି ସ୍ଥାପନ

    14629
    Oct 15, 2026
  • BSE ସେନ୍‌ସେକ୍ସ ୧୧୦୯ ପଏଣ୍ଟ ବଢ଼ିଲା

    13995
    Oct 14, 2026
  • ବେଦାନ୍ତ ଆଲୁମିନିୟମ ୧୦୦ରୁ ଅଧିକ ଏସ୍ଏଚ୍‍ଜି ମହିଳାମାନଙ୍କୁ ଲାଞ୍ଜିଗଡ଼ରେ ମାଣ୍ଡିଆ ଭିତ୍ତିକ ଉଦ୍ୟୋଗୀ ସୁବିଧା ଯୋଗାଇ ଦେଇଛି

    15113
    Oct 09, 2026
  • ଡଲାର ତୁଳନାରେ ଟଙ୍କା ବିନିମୟ ଦୁର୍ବଳ

    15822
    Oct 08, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଦୁର୍ଗା ପୂଜା ମଣ୍ଡପରେ ଦଳାଚକଟାରେ ୧୯ ଜଣଙ୍କ ମୃତ୍ୟୁ, ୭ ଗିରଫ

    14351
    Oct 18, 2026
  • ୫ ଦିନ ଭିତରେ ପ୍ରେସ୍ ସଚିବ କେଟି ଜାକାରିଆଙ୍କୁ ପଦରୁ ହଟାଇଲେ ଟ୍ରମ୍ପ

    14385
    Oct 18, 2026
  • ବିଜୟାଦଶମୀ ଶୁଭେଚ୍ଛା ଜଣାଇଲେ ମୋଦି

    14747
    Oct 20, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In