Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Thursday, June 19, 2025, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
Breaking News

ଦାମ୍ପତ୍ୟ ଜୀବନରେ ଖୁସି ରହିବେ କେମିତି ...

ଦେଶ-ଦେଶାନ୍ତର
Home ›› ଦେଶ-ଦେଶାନ୍ତର ››ଦେଶର ୨୫୬ ଟି ଜିଲ୍ଲାରେ ସୁନା ହଲମାର୍କ ବାଧ୍ୟତାମୂଳକ

ଦେଶର ୨୫୬ ଟି ଜିଲ୍ଲାରେ ସୁନା ହଲମାର୍କ ବାଧ୍ୟତାମୂଳକ

2021-06-17 17:52:18
15183
Share:
Facebook
Twitter
E-Mail
WhatsApp
Telegram
ଦେଶର ୨୫୬ ଟି ଜିଲ୍ଲାରେ ସୁନା ହଲମାର୍କ ବାଧ୍ୟତାମୂଳକ

ଦେଶର ୨୫୬ ଟି ଜିଲ୍ଲାରେ ସୁନା ହଲମାର୍କକୁ ବାଧ୍ୟତାମୂଳକ କରାଯାଇଛି । କେନ୍ଦ୍ର ଉପଭୋକ୍ତା ମନ୍ତ୍ରାଳୟର ତଥ୍ୟ ଅନୁସାରେ, ତାମିଲନାଡୁରେ ୨୪ଟି, ଗୁଜରାଟରେ ୨୩ଟି,ମହାରାଷ୍ଟ୍ରରେ ୨୨ଟି, ଉତ୍ତରପ୍ରଦେଶ ଓ ପଶ୍ଚିମବଙ୍ଗରେ ୧୯ଟି ଲେଖାଏଁ,ରାଜସ୍ଥାନରେ ୧୮ଟି, ହରିୟାଣାରେ ୧୫ଟି, କର୍ଣ୍ଣାଟକରେ ୧୪ଟି, ବିହାର ଓ କେରଳରେ ୧୩ଟି ଜିଲ୍ଲା ଓ ଆନ୍ଧ୍ରପ୍ରଦେଶ ଓ ପଞ୍ଜାବର ୧୨ଟି ଜିଲ୍ଲାରେ ସୁନା ହଲମାର୍କିଂକୁ ବାଧ୍ୟତାମୁଳକ କରାଯାଇଛି।

ସୁନାର ଗୁଣବତ୍ତାକୁ ସୁନିଶ୍ଚିତ କରିବା ପାଇଁ ଗତକାଲିଠାରୁ କେନ୍ଦ୍ର ଉପଭୋକ୍ତା ମନ୍ତ୍ରାଳୟ ଦ୍ବାରା ସୁନାଗହଣାର ହଲମାର୍କିଂକୁ ବାଧ୍ୟତାମୁଳକ କରାଯାଇଥିବା ବେଳେ ଆଗାମୀ ଦିନରେ ଦେଶରେ ହଲମାର୍କିଂ କେନ୍ଦ୍ରମାନଙ୍କର ସଂଖ୍ୟା ମଧ୍ୟ ବଢାଇବାର ଲକ୍ଷ୍ୟ ରଖାଯାଇଥିବାର ଜଣାପଡିଛି। ତେଣୁ ପ୍ରାରମ୍ବିକ ପର୍ଯ୍ୟାୟରେ ଦେଶର ଯେଉଁ ୨୫୬ ଟି ଜିଲ୍ଲାରେ ସୁନା ହଲମାର୍କିଂକୁ ବାଧ୍ୟତାମୂଳକ କରାଯାଇଛି, ସେଥିରେ ଓଡିଶାର ବାଲେଶ୍ବର, ଭଦ୍ରକ, କଟକ, ଗଂଜାମ, ଯାଜପୁର, ଖୋର୍ଦ୍ଧା, ମୟୁରଭଂଜ ଓ ସମ୍ବଲପୁର ସାମିଲ ଅଛି। 


Powered by Froala Editor

Tags HALLMARK

Related articles Odisha News Lens 4.1

  • ଆମୱେ ଇଣ୍ଡିଆ ଏହାର ରୋଗପ୍ରତିରୋଧ ବର୍ଗମାଳାକୁ ସୁଦୃଢ କଲା; ପ୍ରଚଳନ କଲା ...
    ବାଣିଜ୍ୟ

    ଆମୱେ ଇଣ୍ଡିଆ ଏହାର ରୋଗପ୍ରତିରୋଧ ବର୍ଗମାଳାକୁ ସୁଦୃଢ କଲା; ପ୍ରଚଳନ କଲା ...

    14367
    Jun 19, 2025
  • ଦିନେ ମାଳି ବିକୁଥିଲେ, ଆଜି କୋଟିଏ ଟଙ୍କାର କାର୍‌ରେ ବୁଲୁଛନ୍ତି
    ମନୋରଞ୍ଜନ

    ଦିନେ ମାଳି ବିକୁଥିଲେ, ଆଜି କୋଟିଏ ଟଙ୍କାର କାର୍‌ରେ ବୁଲୁଛନ୍ତି

    14512
    Jun 18, 2025
  • ଭିଡରେ ନିଜକୁ ପୁଣି ଥରେ ଖୋଜି ପାଇବାକୁ ଚାହେଁ...
    ମନୋରଞ୍ଜନ

    ଭିଡରେ ନିଜକୁ ପୁଣି ଥରେ ଖୋଜି ପାଇବାକୁ ଚାହେଁ...

    15412
    Jun 18, 2025
  • ଲକ୍ ହୋଇଗଲା ବିମାନ ଗେଟ୍, ୪୦ ମିନିଟ୍ ଫସିଲେ ପୂର୍ବତନ ମୁଖ୍ୟମନ୍ତ୍ରୀ
    ଦେଶ-ଦେଶାନ୍ତର

    ଲକ୍ ହୋଇଗଲା ବିମାନ ଗେଟ୍, ୪୦ ମିନିଟ୍ ଫସିଲେ ପୂର୍ବତନ ମୁଖ୍ୟମନ୍ତ୍ରୀ

    14701
    Jun 18, 2025
  • ଓଡ଼ିଶାରେ ଚକ୍ଷୁ ଚିକିତ୍ସାର ଅଗ୍ରଦୂତ: ଏଲଭିପିଇଆଇ ଭୁବନେଶ୍ୱର ତରଫରୁ ଆରମ୍ଭ ହୋଇଛି ...
    ବାଣିଜ୍ୟ

    ଓଡ଼ିଶାରେ ଚକ୍ଷୁ ଚିକିତ୍ସାର ଅଗ୍ରଦୂତ: ଏଲଭିପିଇଆଇ ଭୁବନେଶ୍ୱର ତରଫରୁ ଆରମ୍ଭ ହୋଇଛି ...

    14376
    Jun 19, 2025
  • କେଦାରନାଥ ଧାମରେ ଭୂସ୍ଖଳନ: ଦୁଇ ମୃତ, ୩ ଆହତ
    ଦେଶ-ଦେଶାନ୍ତର

    କେଦାରନାଥ ଧାମରେ ଭୂସ୍ଖଳନ: ଦୁଇ ମୃତ, ୩ ଆହତ

    13472
    Jun 18, 2025
  • ସବୁ କାର୍ଯ୍ୟରେ ସଫଳ ହେବାକୁ ଚାହୁଁଥିଲେ, ସକାଳୁ ଉଠି କରନ୍ତୁ ଏହା
    ବିଶେଷ

    ସବୁ କାର୍ଯ୍ୟରେ ସଫଳ ହେବାକୁ ଚାହୁଁଥିଲେ, ସକାଳୁ ଉଠି କରନ୍ତୁ ଏହା

    15084
    Jun 19, 2025
  • ନିଜ ନାମରୁ 'ଆହୁଜା' ହଟାଇଲେ ସୁନିତା
    ମନୋରଞ୍ଜନ

    ନିଜ ନାମରୁ 'ଆହୁଜା' ହଟାଇଲେ ସୁନିତା

    15611
    Jun 18, 2025
  • ଦାମ୍ପତ୍ୟ ଜୀବନରେ ଖୁସି ରହିବେ କେମିତି ଜାଣନ୍ତୁ ?
    ବିଶେଷ

    ଦାମ୍ପତ୍ୟ ଜୀବନରେ ଖୁସି ରହିବେ କେମିତି ଜାଣନ୍ତୁ ?

    14199
    Jun 19, 2025

ଆପଣ ଆଗ୍ରହୀ ହୋଇପାରନ୍ତି

  • ମନୋରଞ୍ଜନ

    ଭିଡରେ ନିଜକୁ ପୁଣି ଥରେ ଖୋଜି ପାଇବାକୁ ଚାହେଁ...

    15412
    Jun 18, 2025
  • ଦେଶ-ଦେଶାନ୍ତର

    ଲକ୍ ହୋଇଗଲା ବିମାନ ଗେଟ୍, ୪୦ ମିନିଟ୍ ଫସିଲେ ପୂର୍ବତନ ମୁଖ୍ୟମନ୍ତ୍ରୀ

    14701
    Jun 18, 2025
  • ବାଣିଜ୍ୟ

    ଓଡ଼ିଶାରେ ଚକ୍ଷୁ ଚିକିତ୍ସାର ଅଗ୍ରଦୂତ: ଏଲଭିପିଇଆଇ ଭୁବନେଶ୍ୱର ତରଫରୁ ଆରମ୍ଭ ହୋଇଛି ଆଭ୍ୟନ୍ତରୀଣ ଜେନେଟିକ୍ ପରୀକ୍ଷଣ ସହିତ ...

    14376
    Jun 19, 2025

Advertisement

ସଂସ୍କୃତି

୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

ଭୁବନେଶ୍ୱର : ଓଡ଼ିଶାର ଅଗ୍ରଣୀ ଓଡ଼ିଶୀ ନୃତ୍ୟ ଅନୁଷ୍ଠାନ ସୃଜନ ଓ ଶ୍ରୀ ଶ୍ରୀ ବିଶ୍ୱବିଦ୍ୟାଳୟର ମିଳିତ ସହଯୋଗରେ ଅନୁଷ୍ଠିତ ୨୯ତମ ଓଏମ୍‍ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଗତକାଲି  ଏକ ଭବ୍ୟ ସମାହାରରେ ଭୁବନେଶ୍ୱରର ରବିନ୍ଦ୍ର ମଣ୍ଡପରେ ଉଦ୍‍ଯାପିତ ହୋଇଯାଇଅଛି । ଚାରିଦିନ ଧରି ଅନୁଷ୍ଠିତ ଚମ ...

  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    16679
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    16984
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    15499
    Apr 03, 2021

ବିଶେଷ

  • ଦାମ୍ପତ୍ୟ ଜୀବନରେ ଖୁସି ରହିବେ କେମିତି ଜାଣନ୍ତୁ ?

    14199
    Jun 19, 2025
  • ସବୁ କାର୍ଯ୍ୟରେ ସଫଳ ହେବାକୁ ଚାହୁଁଥିଲେ, ସକାଳୁ ଉଠି କରନ୍ତୁ ଏହା

    15084
    Jun 19, 2025
  • ଶଜନାଶାଗ ଖାଇଲେ ବଢ଼ାଏ ସୌନ୍ଦର୍ଯ୍ୟ

    14446
    Jun 18, 2025
  • ଶୋଇବା ପୂର୍ବରୁ ଖାଆନ୍ତୁ ମାତ୍ର ୨ ଗୁଜୁରାତି, ମିଳିବ ଚମତ୍କାର ଲାଭ

    14169
    Jun 18, 2025
  • ବିବାହ ପୂର୍ବରୁ ଏହି ୫ଟି ଭୁଲ ଏଡାଇବା ଗୁରୁତ୍ୱପୂର୍ଣ୍ଣ

    14665
    Jun 17, 2025

ବାଣିଜ୍ୟ

ଆମୱେ ଇଣ୍ଡିଆ ଏହାର ରୋଗପ୍ରତିରୋଧ ବର୍ଗମାଳାକୁ ସୁଦୃଢ କଲା; ପ୍ରଚଳନ କଲା ନୁ୍ୟଟ୍ରିଲାଇଟ ଟ୍ରପିଲ ପ୍ରୋଟେକ୍ଟ

ନୂଆଦିଲ୍ଲୀ: ବର୍ଦ୍ଧିତ ଜୀବନଶୈଳୀ ଜନିତ ରୋଗ ଏବଂ ସ୍ୱାସ୍ଥ୍ୟ ସଚେତନତା ବୃଦ୍ଧି ସହିତ ଭାରତ ସକାରାତ୍ମକ ସ୍ୱାସ୍ଥ୍ୟସେବା ପ୍ରତି ଏକ ସ୍ପଷ୍ଟ ସ୍ଥାନାନ୍ତରଣ ଲକ୍ଷ୍ୟ କରୁଛି । ଗ୍ରାହକଙ୍କର ପରିବର୍ତିତ ଆବଶ୍ୟକତା ସହିତ ...

  • ଓଡ଼ିଶାରେ ଚକ୍ଷୁ ଚିକିତ୍ସାର ଅଗ୍ରଦୂତ: ଏଲଭିପିଇଆଇ ଭୁବନେଶ୍ୱର ତରଫରୁ ଆରମ୍ଭ ହୋଇଛି ଆଭ୍ୟନ୍ତରୀଣ ଜେନେଟିକ୍ ପରୀକ୍ଷଣ ସହିତ ବଂଶାନୁକ୍ରମିକ ରେଟିନା ଡିଷ୍ଟ୍ରୋଫି କ୍ଲିନିକ୍

    14376
    Jun 19, 2025
  • ଅଜିମ ପ୍ରେମଜୀ ଫାଉଣ୍ଡେସନ ପକ୍ଷରୁ ପିଜି ଡାକ୍ତରଙ୍କ ପାଇଁ ଅଜିମ ପ୍ରେମଜୀ ହେଲ୍ଥ ଇକ୍ୱିଟି ଫେଲୋସିପ୍ ଘୋଷଣା

    13771
    Jun 17, 2025
  • ହିମାଳୟ ବେବିକେୟାର ପ୍ରଚଳନ କଲା #GentleAsDad ପ୍ରଚାର ଅଭିଯାନ

    15384
    Jun 14, 2025
  • କୃଷକଙ୍କୁ ସଶକ୍ତ କରୁଛି ହିଣ୍ଡାଲକୋର ‘ପ୍ରୋଜେକ୍ଟ ବସୁଧା’

    14487
    May 30, 2025

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଦାମ୍ପତ୍ୟ ଜୀବନରେ ଖୁସି ରହିବେ କେମିତି ଜାଣନ୍ତୁ ?

    14199
    Jun 19, 2025
  • ନିଜ ନାମରୁ 'ଆହୁଜା' ହଟାଇଲେ ସୁନିତା

    15611
    Jun 18, 2025
  • ସବୁ କାର୍ଯ୍ୟରେ ସଫଳ ହେବାକୁ ଚାହୁଁଥିଲେ, ସକାଳୁ ଉଠି କରନ୍ତୁ ଏହା

    15084
    Jun 19, 2025

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In