Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Saturday, October 17, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ପ୍ରକଳ୍ପ ସଙ୍ଗମ ଅଧୀନରେ ୩୩ଟି ଗ୍ରାମରେ ...

  • ପାନ ଖିଆରୁ ମାରପିଟ୍‌, ଯୁବକକୁ ଛୁରୀ ଭୁସି ...

  • ପାଣି ବୋତଲରେ ଅଧିକ ୨ ଟଙ୍କା ନେଇ ଫସିଲା ...

  • ରାଷ୍ଟ୍ରପତି ଭବନ ଉପରେ ହୁତି ...

  • ଜ୍ଞାନେଶଙ୍କ ସୁରକ୍ଷା ପାଇଁ ରାଜଧାନୀ ...

  • କୌଣସି କାରଣ ନଥାଇ ଘରେ ହେଉଛି କି ଝଗଡ଼ା, ...

  • ସୁପ୍ରିମକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ...

  • କଳାହାଣ୍ଡି ଓ ରାୟଗଡ଼ାରେ ନିର୍ଭରଯୋଗ୍ୟ ...

  • ଇମ୍ରାନ ଖାନଙ୍କୁ ଅକ୍ଟୋବର ୨୮ ସୁଦ୍ଧା ...

  • ୧୧ ବର୍ଷର ସମ୍ପର୍କ ଭାଙ୍ଗି ଚାଲିଗଲା ...

ରାଜ୍ୟ
Home ›› ରାଜ୍ୟ ››ପ୍ରବଳ ଖରା: ଆଉଟ୍‌ଡୋର ଖେଳ ଉପରେ ଲଗିଲା କଟକଣା

ପ୍ରବଳ ଖରା: ଆଉଟ୍‌ଡୋର ଖେଳ ଉପରେ ଲଗିଲା କଟକଣା

2024-04-06 10:08:27
14520
Share:
Facebook
Twitter
E-Mail
WhatsApp
Telegram
ପ୍ରବଳ ଖରା: ଆଉଟ୍‌ଡୋର ଖେଳ ଉପରେ ଲଗିଲା କଟକଣା

ଭୁବନେଶ୍ୱର: ପ୍ରବଳ ଖରାକୁ ଦେଖି ଆଉଟ୍‌ଡୋର ଖେଳ ଉପରେ କଟକଣା ଲଗାଇଛନ୍ତି ରାଜ୍ୟ ସରକାର। ଏନେଇ କ୍ରୀଡା ବିଭାଗ ନିର୍ଦ୍ଦେଶକଙ୍କୁ ଚିଠି ଲେଖିଛନ୍ତି ଏସ୍‌ଆରସି। ଖରାରେ କ୍ରିକେଟ୍‌, ହକି, ଫୁଟବଲ ଆଦି ନ ଖେଳିବାକୁ ନିର୍ଦ୍ଦେଶ। ଖରାରେ ବିଭିନ୍ନ ଜାଗାରେ ଖେଳ ଚାଲୁଥିବା ଜଣାପଡିବା ପରେ ତାଗିଦ କରାଯାଇଛି। ଚିଠିରେ ଦିନ ୧୧ଟାରୁ ୩ଟାପର୍ୟ୍ୟନ୍ତ ବାହାରକୁ ନ ବାହାରିବାକୁ ନିର୍ଦ୍ଦେଶାବଳୀ ଜାରି କରାଯାଇଛି।

ପ୍ରକାଶ ଯେ ରାଜ୍ୟ ତମାମ ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହ ଜାରି ରହିଛି। ପ୍ରବଳ ଗରମ ସାଙ୍ଗକୁ ଗୁଳୁଗୁଳି ଜୀବନ ଯାତ୍ରାକୁ ପ୍ରଭାବିତ କରିଛି। ଗତକାଲି ରାଜ୍ୟରେ ଅଂଶୁଘାତରେ ୮ ଜଣ ଆକ୍ରାନ୍ତ ହେଇଛନ୍ତି । ଅନୁଗୁଳରୁ ୫ଜଣ, ମୟୁରଭଞ୍ଜ , ସୁନ୍ଦରଗଡ଼ ଓ ଭୁବନେଶ୍ୱରରୁ ଜଣେ ଲେଖାଏଁ ଅଂଶୁଘାତର ଶିକାର ହୋଇଥିବା ଜଣାପଡ଼ିଛି।ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହକୁ ଦୃଷ୍ଟିରେ ରଖି ସବୁ ଡାକ୍ତରଖାନାକୁ ସତର୍କ ରହିବାକୁ କୁହାଯାଇଛି। ଜିଲ୍ଲା ହସ୍ପିଟାଲ ଗୁଡିକରେ ବେଡ଼ ବ୍ୟବସ୍ଥା ସହ ଆବଶ୍ୟକୀୟ ମେଡ଼ିସିନ ପ୍ରସ୍ତୁତ ରଖାଯାଇଛି। ଅଂଶୁଘାତ ମୃତ୍ୟୁ ହେଲେ ଇନକ୍ୱାରି କରିବା ପାଇଁ ଜିଲ୍ଲା ସ୍ତରରେ ଗୋଟିଏ ଟିମ ପ୍ରସ୍ତୁତ କରାଯାଇଛି।

ଅନ୍ୟପକ୍ଷରେ ଆସନ୍ତା ୨୪ ଘଣ୍ଟା ଯାଏଁ କିଛି ସ୍ଥାନରେ ହିଟୱେଭ୍ ଜାରି ରହିବ। ଏ ନେଇ ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ମିଳିଛି। କଟକ, ଭଦ୍ରକ, ନୟାଗଡ, ମୟୁରଭଞ୍ଜ, କଳାହାଣ୍ଡି ଏବଂ ବୌଦ୍ଧ, ମାଲକାନଗିରି, ନୂଆପଡା, ନବରଙ୍ଗପୁର, କନ୍ଧମାଳ ଏବଂ ବଲାଙ୍ଗୀର  ଜିଲ୍ଲାକୁ ସତର୍କତା ଜାରି କରାଯାଇଛି। ୮ ଜିଲ୍ଲାରେ ରାତି ଉଷ୍ମତା ଜାରି ରହିବା ନେଇ ସତର୍କ ସୂଚନା ଜାରି କରାଯାଇଛି। କେନ୍ଦୁଝର , ମୟୁରଭଞ୍ଜ, ସମ୍ବଲପୁର, ସୋନପୁର , ସୁନ୍ଦରଗଡ, କନ୍ଧମାଳ, ବୌଦ୍ଧ ଏବଂ ନୟାଗଡ, ଗଜପତି, ବାଲେଶ୍ବର, ଖୋର୍ଦ୍ଧା ଏବଂ ପୁରୀ ଜିଲ୍ଲାରେ ଗୁଳୁଗୁଳି ଜାରି ରହିବ। ସେପଟେ ଆଜି ଦିନ ସାଢେ ୮ଟା ସୁଦ୍ଧା କିଛି ସ୍ଥାନରେ ତାପମାତ୍ରା ୩୧ ଟପିଛି। ଚାନ୍ଦବାଲିରେ ୩୧.୬, କେନ୍ଦୁଝରରେ ୩୧, ସମ୍ବଲପୁର ଓ ଝାରସୁଗୁଡାରେ ୩୦ , ଭୁବନେଶ୍ବରରେ ତାପମାତ୍ରା ୨୯.୮ ଡିଗ୍ରୀ ରେକର୍ଡ କରାଯାଇଛି।

Powered by Froala Editor

Tags Game

Related articles Odisha News Lens 4.1

  • ପାନ ଖିଆରୁ ମାରପିଟ୍‌, ଯୁବକକୁ ଛୁରୀ ଭୁସି ହତ୍ୟା
    ଅପରାଧ

    ପାନ ଖିଆରୁ ମାରପିଟ୍‌, ଯୁବକକୁ ଛୁରୀ ଭୁସି ହତ୍ୟା

    13885
    Oct 16, 2026
  • କୌଣସି କାରଣ ନଥାଇ ଘରେ ହେଉଛି କି ଝଗଡ଼ା, କରନ୍ତୁ ଏହି ଉପାୟ....
    ବିଶେଷ

    କୌଣସି କାରଣ ନଥାଇ ଘରେ ହେଉଛି କି ଝଗଡ଼ା, କରନ୍ତୁ ଏହି ଉପାୟ....

    14926
    Oct 16, 2026
  • ଜ୍ଞାନେଶଙ୍କ ସୁରକ୍ଷା ପାଇଁ ରାଜଧାନୀ ଦିଲ୍ଲୀକୁ ଭାରତ-ପାକିସ୍ତାନ ସୀମାରେ ପରିଣତ ...
    ଦେଶ-ଦେଶାନ୍ତର

    ଜ୍ଞାନେଶଙ୍କ ସୁରକ୍ଷା ପାଇଁ ରାଜଧାନୀ ଦିଲ୍ଲୀକୁ ଭାରତ-ପାକିସ୍ତାନ ସୀମାରେ ପରିଣତ ...

    13951
    Oct 16, 2026
  •  ସୁପ୍ରିମକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ରାୟ: ଧର୍ମ ପରିବର୍ତ୍ତନ କଲାମାତ୍ରେ ସଂରକ୍ଷଣର ...
    ଦେଶ-ଦେଶାନ୍ତର

    ସୁପ୍ରିମକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ରାୟ: ଧର୍ମ ପରିବର୍ତ୍ତନ କଲାମାତ୍ରେ ସଂରକ୍ଷଣର ...

    15609
    Oct 15, 2026
  • କଳାହାଣ୍ଡି ଓ ରାୟଗଡ଼ାରେ ନିର୍ଭରଯୋଗ୍ୟ ଆଲୋକ ଓ ପାନୀୟ ଜଳ ବ୍ୟବସ୍ଥା ପାଇଁ ବେଦାନ୍ତ ...
    ବାଣିଜ୍ୟ

    କଳାହାଣ୍ଡି ଓ ରାୟଗଡ଼ାରେ ନିର୍ଭରଯୋଗ୍ୟ ଆଲୋକ ଓ ପାନୀୟ ଜଳ ବ୍ୟବସ୍ଥା ପାଇଁ ବେଦାନ୍ତ ...

    14426
    Oct 15, 2026
  • ପ୍ରକଳ୍ପ ସଙ୍ଗମ ଅଧୀନରେ ୩୩ଟି ଗ୍ରାମରେ କୃଷି ଯାନ୍ତ୍ରିକୀକରଣକୁ ପ୍ରୋତ୍ସାହିତ ...
    ବାଣିଜ୍ୟ

    ପ୍ରକଳ୍ପ ସଙ୍ଗମ ଅଧୀନରେ ୩୩ଟି ଗ୍ରାମରେ କୃଷି ଯାନ୍ତ୍ରିକୀକରଣକୁ ପ୍ରୋତ୍ସାହିତ ...

    14037
    Oct 16, 2026
  •  ଇମ୍ରାନ ଖାନଙ୍କୁ  ଅକ୍ଟୋବର ୨୮ ସୁଦ୍ଧା ଭାରତ ଛାଡିବାକୁ ନିର୍ଦ୍ଦେଶ
    ଦେଶ-ଦେଶାନ୍ତର

    ଇମ୍ରାନ ଖାନଙ୍କୁ ଅକ୍ଟୋବର ୨୮ ସୁଦ୍ଧା ଭାରତ ଛାଡିବାକୁ ନିର୍ଦ୍ଦେଶ

    14779
    Oct 15, 2026
  • ପାଣି ବୋତଲରେ ଅଧିକ ୨ ଟଙ୍କା ନେଇ ଫସିଲା ରେସ୍ତୋରାଁ, ଲକ୍ଷେ ଟଙ୍କାର ଜରିମାନା
    ଦେଶ-ଦେଶାନ୍ତର

    ପାଣି ବୋତଲରେ ଅଧିକ ୨ ଟଙ୍କା ନେଇ ଫସିଲା ରେସ୍ତୋରାଁ, ଲକ୍ଷେ ଟଙ୍କାର ଜରିମାନା

    13669
    Oct 16, 2026
  • ୧୧ ବର୍ଷର ସମ୍ପର୍କ ଭାଙ୍ଗି ଚାଲିଗଲା ଷ୍ଟେଫି
    ଦେଶ-ଦେଶାନ୍ତର

    ୧୧ ବର୍ଷର ସମ୍ପର୍କ ଭାଙ୍ଗି ଚାଲିଗଲା ଷ୍ଟେଫି

    13962
    Oct 15, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ପାଣି ବୋତଲରେ ଅଧିକ ୨ ଟଙ୍କା ନେଇ ଫସିଲା ରେସ୍ତୋରାଁ, ଲକ୍ଷେ ଟଙ୍କାର ଜରିମାନା

    13669
    Oct 16, 2026
  • ଦେଶ-ଦେଶାନ୍ତର

    ଇମ୍ରାନ ଖାନଙ୍କୁ ଅକ୍ଟୋବର ୨୮ ସୁଦ୍ଧା ଭାରତ ଛାଡିବାକୁ ନିର୍ଦ୍ଦେଶ

    14779
    Oct 15, 2026
  • ଦେଶ-ଦେଶାନ୍ତର

    ସୁପ୍ରିମକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ରାୟ: ଧର୍ମ ପରିବର୍ତ୍ତନ କଲାମାତ୍ରେ ସଂରକ୍ଷଣର ଅଧିକାର ଶେଷ ହୋଇଯାଏ

    15609
    Oct 15, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17188
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17882
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17830
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18252
    Sep 06, 2023

ବିଶେଷ

  • କୌଣସି କାରଣ ନଥାଇ ଘରେ ହେଉଛି କି ଝଗଡ଼ା, କରନ୍ତୁ ଏହି ଉପାୟ....

    14926
    Oct 16, 2026
  • ମୂଳାଷ୍ଟମୀ କାହିଁକି ହୁଏ ପାଳନ, କ'ଣ ରହିଛି ତାତ୍ପର୍ଯ୍ୟ ଜାଣନ୍ତୁ.....

    14641
    Oct 06, 2026
  • କେଶ ପାଇଁ ବ୍ୟବହାର କରନ୍ତୁ ଅଣ୍ଡା ତେଲ

    14746
    Oct 04, 2026
  • ଏମିତି ଘରକୁ ରଖନ୍ତୁ ଥଣ୍ଡା.....

    15748
    Sep 29, 2026
  • ବାରମ୍ବାର ରୋଗ ଗ୍ରସ୍ତ ହେଉଥିଲେ କରନ୍ତୁ ଏହି ଉପାୟ.......

    14422
    Sep 27, 2026

ବାଣିଜ୍ୟ

ପ୍ରକଳ୍ପ ସଙ୍ଗମ ଅଧୀନରେ ୩୩ଟି ଗ୍ରାମରେ କୃଷି ଯାନ୍ତ୍ରିକୀକରଣକୁ ପ୍ରୋତ୍ସାହିତ କରୁଛି ବେଦାନ୍ତ ଆଲୁମିନିୟମ୍

କଳାହାଣ୍ଡିରେ ୩୩୮ଟି ବିଦ୍ୟୁତ୍ ଚାଳିତ ସ୍ପ୍ରେୟର ବଣ୍ଟନ ମାଧ୍ୟମରେ କୃଷି ଯାନ୍ତ୍ରିକୀକରଣକୁ ଆଗକୁ ବଢ଼ାଉଛି ପ୍ରକଳ୍ପ ସଙ୍ଗମ

ଭୁବନେଶ୍ୱର;୧୬, ୨୦୨୬: ସ୍ଥାୟୀ ଗ୍ରାମୀଣ ବିକାଶ ପ୍ରତି ନିଜର ପ୍ରତିବଦ୍ଧ ...

  • କଳାହାଣ୍ଡି ଓ ରାୟଗଡ଼ାରେ ନିର୍ଭରଯୋଗ୍ୟ ଆଲୋକ ଓ ପାନୀୟ ଜଳ ବ୍ୟବସ୍ଥା ପାଇଁ ବେଦାନ୍ତ ଆଲୁମିନିୟମ୍ ଦ୍ୱାରା ସୌର ଭିତ୍ତିଭୂମି ସ୍ଥାପନ

    14426
    Oct 15, 2026
  • BSE ସେନ୍‌ସେକ୍ସ ୧୧୦୯ ପଏଣ୍ଟ ବଢ଼ିଲା

    13984
    Oct 14, 2026
  • ବେଦାନ୍ତ ଆଲୁମିନିୟମ ୧୦୦ରୁ ଅଧିକ ଏସ୍ଏଚ୍‍ଜି ମହିଳାମାନଙ୍କୁ ଲାଞ୍ଜିଗଡ଼ରେ ମାଣ୍ଡିଆ ଭିତ୍ତିକ ଉଦ୍ୟୋଗୀ ସୁବିଧା ଯୋଗାଇ ଦେଇଛି

    15103
    Oct 09, 2026
  • ଡଲାର ତୁଳନାରେ ଟଙ୍କା ବିନିମୟ ଦୁର୍ବଳ

    15811
    Oct 08, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ସୁପ୍ରିମକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ରାୟ: ଧର୍ମ ପରିବର୍ତ୍ତନ କଲାମାତ୍ରେ ସଂରକ୍ଷଣର ଅଧିକାର ଶେଷ ହୋଇଯାଏ

    15609
    Oct 15, 2026
  • ପ୍ରକଳ୍ପ ସଙ୍ଗମ ଅଧୀନରେ ୩୩ଟି ଗ୍ରାମରେ କୃଷି ଯାନ୍ତ୍ରିକୀକରଣକୁ ପ୍ରୋତ୍ସାହିତ କରୁଛି ବେଦାନ୍ତ ଆଲୁମିନିୟମ୍

    14037
    Oct 16, 2026
  • ରାଷ୍ଟ୍ରପତି ଭବନ ଉପରେ ହୁତି ବିଦ୍ରୋହୀଙ୍କ ୫ ବାଲିଷ୍ଟିକ କ୍ଷେପଣାସ୍ତ୍ର ମାଡ଼

    14961
    Oct 16, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In