Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Wednesday, March 25, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ପଞ୍ଜାବୀ ଅଭିନେତ୍ରୀଙ୍କୁ ଦ୍ୱିତୀୟ ବିବାହ ...

  • ସିଗାରେଟ ଧୂଆଁ ନୁହେଁ, ଭୁଲ ବୁଝାମଣା

  • ଧର୍ମ ପରିବର୍ତ୍ତନ କଲେ କରିପାରିବନି ଏହି ...

  • ୧୩ ବର୍ଷର ସଂଘର୍ଷ ପରେ ଆଖି ବୁଜିଲେ ହରିଶ

  • ଯୁଦ୍ଧର ପ୍ରଭାବକୁ ହ୍ରାସ କରିବା ପାଇଁ ...

  • ପୁଣି କମିଲା ସୁନା ଦର, ଜାଣନ୍ତୁ କେତେ ?

  • ବିମାନ ଦୁର୍ଘଟଣାଗ୍ରସ୍ତ: ୬୬ ଯବାନଙ୍କ ...

  • କିଡ୍‌ନୀକୁ ସୁସ୍ଥ ରଖିବାର ଉପାୟ ...

  • ଇରାନ କେବଳ ଇସ୍ରାଏଲ ପାଇଁ ବିପଦ ନୁହେଁ ବରଂ ...

  • ୨୩,୦୦୦ରୁ ତଳକୁ ଖସିଲା ନିଫ୍ଟି

ଦେଶ-ଦେଶାନ୍ତର
Home ›› ଦେଶ-ଦେଶାନ୍ତର ››ଚାକିରି ହରାଇବେ ୩୦ ଲକ୍ଷ ଆଇଟି କର୍ମଚାରୀ

ଚାକିରି ହରାଇବେ ୩୦ ଲକ୍ଷ ଆଇଟି କର୍ମଚାରୀ

2021-06-17 19:15:06
15754
Share:
Facebook
Twitter
E-Mail
WhatsApp
Telegram
ଚାକିରି ହରାଇବେ ୩୦ ଲକ୍ଷ ଆଇଟି କର୍ମଚାରୀ

ମହାମାରୀରେ ବେକାରୀ ସମସ୍ୟା ବଢିଚାଲିଛି । ଲୋକେ ଜୀବିକା ହରାଉଛନ୍ତି । ଆଉ କିଛି ଅନ୍ୟ ପନ୍ଥା ଆପଣାଇ ବଞ୍ଚିବାକୁ ସଂଘର୍ଷ କରୁଛନ୍ତି । ଏଭଳି ସ୍ଥିତିରେ ପୁଣି ଏକ ବଡ ଖବର ମିଳିଛି । ଆଇଟି କମ୍ପାନୀ ମଧ୍ୟ ବଡ ଧରଣର ଛଟେଇ କରିବ ବୋଲି ସୂଚନା ମିଳିଛି । ଏପରି ହେଲେ ଆସନ୍ତା ୨୦୨୨ ସୁଦ୍ଧା ବିଭିନ୍ନ ଆଇଟି କ୍ଷେତ୍ରରୁ ପ୍ରାୟ ୩୦ ଲକ୍ଷ କର୍ମଚାରୀ ଚାକିରି ହରାଇପାରନ୍ତି ବୋଲି ରିପୋର୍ଟରେ କୁହାଯାଇଛି । ରୋବଟ ପ୍ରସେସ ଅଟୋମେସନ ପ୍ରକ୍ରିୟାରେ ୩୦ ଲକ୍ଷ କର୍ମଚାରୀ ହ୍ରାସ କରିବା ଲାଗି ଟିସିଏସ, ଇନଫୋସିସ, ୱିପ୍ରୋ, ଏଚସିଏଲ, ଟେକ୍ ମହିନ୍ଦ୍ରା ଓ କଗ୍ନିଜାଣ୍ଟ ଭଳି କମ୍ପାନି ଯୋଜନା କରୁଥିବା ଚର୍ଚ୍ଚା ହେଉଛି ।

ବିଭିନ୍ନ ଟେକ୍ ଫାର୍ମ, ଆଇଟି କମ୍ପାନୀ ପକ୍ଷରୁ କରାଯାଉଥିବା ଅଟୋମେସନ ପ୍ରକ୍ରିୟାରେ କମ୍ପାନୀମାନେ ବାର୍ଷିକ ୧୦୦ ବିଲିୟନ ଡଲାର ବଞ୍ଚାଇ ପାରିବେ ବୋଲି ରିପୋର୍ଟରେ କୁହାଯାଇଛି ।ନ୍ୟାସନାଲ ଆସୋସିଏସନ ଅଫ ସଫ୍ଟୱେର ଆଣ୍ଡ ସର୍ଭିସ କମ୍ପାନୀଜ ବା ନାସକମ ପକ୍ଷରୁ ପ୍ରକାଶିତ ରିପୋର୍ଟରେ କୁହାଯାଇଛି ଯେ, ବିଭିନ୍ନ ଆଇଟି କମ୍ପାନୀରେ ଏବେ ୧୬ ନିୟୁତ କର୍ମଚାରୀ କାମ କରୁଛନ୍ତି । ସେହିପରି ବିଭିନ୍ନ ଲୋ-ସ୍କିଲ କ୍ଷେତ୍ର ଓ ବିପିଓରେ ପ୍ରାୟ ୯୦ ଲକ୍ଷ ଲୋକ କାମ କରୁଛନ୍ତି । ଏଭଳିସ୍ଥିତିରେ ଯଦି ଅଟୋମେସନ ହୁଏ, ତେବେ ସେମାନଙ୍କ ମଧ୍ୟରୁ ପ୍ରାୟ ୩୦ ଲକ୍ଷ କର୍ମଚାରୀ ଜୀବିକା ହରାଇବେ । ରୋବଟ ପ୍ରସେସ ଅଟୋମେସନ ଉପରେ ଏବେ ଅଧିକାଂଶ କମ୍ପାନୀ ଗୁରୁତ୍ବ ଦେଉଛନ୍ତି । କମ ଦିନ ଭିତରେ ଏହି ପ୍ରକ୍ରିୟାର ଫଳ କର୍ମଚାରୀମାନେ ଭୋଗ କରିବା ଆଶଙ୍କା ଦେଖାଦେଇଛି ।

Powered by Froala Editor

Tags IT

Related articles Odisha News Lens 4.1

  • ପଞ୍ଜାବୀ ଅଭିନେତ୍ରୀଙ୍କୁ ଦ୍ୱିତୀୟ ବିବାହ କଲେ ବାଦଶାହ
    ମନୋରଞ୍ଜନ

    ପଞ୍ଜାବୀ ଅଭିନେତ୍ରୀଙ୍କୁ ଦ୍ୱିତୀୟ ବିବାହ କଲେ ବାଦଶାହ

    13763
    Mar 24, 2026
  • ପୁଣି କମିଲା ସୁନା ଦର, ଜାଣନ୍ତୁ କେତେ ?
    ଦେଶ-ଦେଶାନ୍ତର

    ପୁଣି କମିଲା ସୁନା ଦର, ଜାଣନ୍ତୁ କେତେ ?

    15094
    Mar 24, 2026
  • ୧୩ ବର୍ଷର ସଂଘର୍ଷ ପରେ ଆଖି ବୁଜିଲେ ହରିଶ
    ଦେଶ-ଦେଶାନ୍ତର

    ୧୩ ବର୍ଷର ସଂଘର୍ଷ ପରେ ଆଖି ବୁଜିଲେ ହରିଶ

    15284
    Mar 24, 2026
  • କିଡ୍‌ନୀକୁ ସୁସ୍ଥ ରଖିବାର ଉପାୟ ଜାଣନ୍ତୁ....
    ବିଶେଷ

    କିଡ୍‌ନୀକୁ ସୁସ୍ଥ ରଖିବାର ଉପାୟ ଜାଣନ୍ତୁ....

    14630
    Mar 23, 2026
  • ବିମାନ ଦୁର୍ଘଟଣାଗ୍ରସ୍ତ: ୬୬ ଯବାନଙ୍କ ମୃତ୍ୟୁ
    ଦେଶ-ଦେଶାନ୍ତର

    ବିମାନ ଦୁର୍ଘଟଣାଗ୍ରସ୍ତ: ୬୬ ଯବାନଙ୍କ ମୃତ୍ୟୁ

    14578
    Mar 24, 2026
  • ଯୁଦ୍ଧର ପ୍ରଭାବକୁ ହ୍ରାସ କରିବା ପାଇଁ ପ୍ରୟାସ କରାଯାଉଛି: ମୋଦୀ
    ଦେଶ-ଦେଶାନ୍ତର

    ଯୁଦ୍ଧର ପ୍ରଭାବକୁ ହ୍ରାସ କରିବା ପାଇଁ ପ୍ରୟାସ କରାଯାଉଛି: ମୋଦୀ

    13762
    Mar 24, 2026
  • ୨୩,୦୦୦ରୁ ତଳକୁ ଖସିଲା ନିଫ୍ଟି
    ଦେଶ-ଦେଶାନ୍ତର

    ୨୩,୦୦୦ରୁ ତଳକୁ ଖସିଲା ନିଫ୍ଟି

    14566
    Mar 23, 2026
  • ଧର୍ମ ପରିବର୍ତ୍ତନ କଲେ କରିପାରିବନି ଏହି ଅଭିଯୋଗ
    ଦେଶ-ଦେଶାନ୍ତର

    ଧର୍ମ ପରିବର୍ତ୍ତନ କଲେ କରିପାରିବନି ଏହି ଅଭିଯୋଗ

    13298
    Mar 24, 2026
  • ସିଗାରେଟ ଧୂଆଁ ନୁହେଁ, ଭୁଲ ବୁଝାମଣା
    ମନୋରଞ୍ଜନ

    ସିଗାରେଟ ଧୂଆଁ ନୁହେଁ, ଭୁଲ ବୁଝାମଣା

    13755
    Mar 24, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ବିମାନ ଦୁର୍ଘଟଣାଗ୍ରସ୍ତ: ୬୬ ଯବାନଙ୍କ ମୃତ୍ୟୁ

    14578
    Mar 24, 2026
  • ମନୋରଞ୍ଜନ

    ସିଗାରେଟ ଧୂଆଁ ନୁହେଁ, ଭୁଲ ବୁଝାମଣା

    13755
    Mar 24, 2026
  • ବିଶେଷ

    କିଡ୍‌ନୀକୁ ସୁସ୍ଥ ରଖିବାର ଉପାୟ ଜାଣନ୍ତୁ....

    14630
    Mar 23, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17383
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17448
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17794
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16267
    Apr 03, 2021

ବିଶେଷ

  • କିଡ୍‌ନୀକୁ ସୁସ୍ଥ ରଖିବାର ଉପାୟ ଜାଣନ୍ତୁ....

    14630
    Mar 23, 2026
  • ବୟସ ବୃଦ୍ଧିକୁ ହ୍ରାସ କରେ ଏହି ଫଳ

    13832
    Mar 22, 2026
  • ‘ପଖାଳ’ ହେଉଛି ଓଡ଼ିଆଙ୍କ ସହ ଜଡ଼ିତ ଭାବପ୍ରବଣତା

    15061
    Mar 20, 2026
  • ସ୍ତ୍ରୀଙ୍କ ପାଖରେ ଏପରି ଗୁଣ ଥିଲେ ହୋଇଯାଆନ୍ତି ବରବାଦ

    15609
    Mar 19, 2026
  • ଗୋଟେ ଗ୍ଲାସ କମଳା ରସ ସହିତ ଆରମ୍ଭ କରନ୍ତୁ ସକାଳ

    15519
    Mar 18, 2026

ବାଣିଜ୍ୟ

ସୁନା୬,୭୦୦ ଟଙ୍କା କମିଲା

ଘରୋଇ ଫ୍ୟୁଚର୍ସ ବଜାରରେ ସୁନା ଏବଂ ରୂପାର ମୂଲ୍ୟରେ ହ୍ରାସ ହୋଇଛି । ସୋମବାର, ୨୩  ରିପୋର୍ଟ ଲେଖାଯିବା ସମୟରେ, ସୁନା ଫ୍ୟୁଚର୍ସ ମଲ୍ଟି କମୋଡିଟି ଏକ୍ସଚେଞ୍ଜ (MCX) ରେ ପ୍ରାୟ ୬,୭୦୬ ହ୍ରାସ ପାଉଥିଲା।

MCX ରେ, ସୁନା ୧,୪୦,୧୫୮ (ପ୍ରତି ୧୦ ଗ୍ରାମ) ରେ ଖୋଲିଥିଲା। ପୂର୍ବ MCX ରେ ସୁନା ୧,୪୪,୪୯୨ ରେ କା ...

  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

    15013
    Mar 22, 2026
  • ସୁନାରେ ବଡ଼ ହ୍ରାସ, ମଧ୍ୟବିତ୍ତଙ୍କ ପାଇଁ ଖୁସି

    15523
    Mar 22, 2026
  • ୨୭୮୦ ଟଙ୍କା ଶସ୍ତା ହେଲା ସୁନା

    13818
    Mar 20, 2026
  • ୟୁନିଭରସିଟି ଅଫ୍‌ ୱେଷ୍ଟର୍ଣ୍ଣ ଅଷ୍ଟ୍ରେଲିଆ ଏବଂ ସାଇନ୍ସ ଆଣ୍ଡ ଟେକ୍‌ନୋଲୋଜି (ଏସ୍‌ ଆଣ୍ଡ ଟି) କ୍ଲଷ୍ଟର୍ସ ବିଜ୍ଞାନ ଓ ନବସୃଜନ ସହଯୋଗୀତା ମଜଭୁତ କରିବାକୁ ରଣକୋ÷ଶଳାତ୍ମକ ଏମ୍‌ଓୟୁରେ ସ୍ୱାକ୍ଷର କଲେ

    14263
    Mar 05, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ୧୩ ବର୍ଷର ସଂଘର୍ଷ ପରେ ଆଖି ବୁଜିଲେ ହରିଶ

    15284
    Mar 24, 2026
  • ଯୁଦ୍ଧର ପ୍ରଭାବକୁ ହ୍ରାସ କରିବା ପାଇଁ ପ୍ରୟାସ କରାଯାଉଛି: ମୋଦୀ

    13762
    Mar 24, 2026
  • ସିଗାରେଟ ଧୂଆଁ ନୁହେଁ, ଭୁଲ ବୁଝାମଣା

    13755
    Mar 24, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In