୫ ସଂସଦୀୟ କ୍ଷେତ୍ର ପାଇଁ ସଂଯୋଜକ ନିଯୁକ୍ତ କଲା ବିଜେଡି
ଭୁବନେଶ୍ୱର: ୫ ସଂସଦୀୟ କ୍ଷେତ୍ର ପାଇଁ ସଂଯୋଜକ ନିଯୁକ୍ତ କଲା ବିଜେଡି । ବ୍ରହ୍ମପୁର ସଂସଦୀୟ କ୍ଷେତ୍ର ପାଇଁ ଚନ୍ଦ୍ରଶେଖର ସାହୁଙ୍କୁ ଦାୟିତ୍ୱ ମିଳିଥିବାବେଳେ ଭଦ୍ରକ ପାଇଁ ମିଳିଛି ଦେବାଶିଷ ସାମନ୍ତରାୟଙ୍କୁ ଦାୟିତ୍ୱ । ସେହିପରି କେନ୍ଦ୍ରାପଡା ପାଇଁ ପ୍ରତାପ ଜେନା, କଳାହାଣ୍ଡି ପାଇଁ ସୁଜିତ କୁମାର ଓ ପୁରୀ ପାଇଁ ସୁଭାଷ ଖୁଣ୍ଟିଆଙ୍କୁ ସଂଯୋଜକ ଦାୟିତ୍ୱ ମିିଳିଛି ।
ବ୍ରହ୍ମପୁର ସାଂସଦ ଚନ୍ଦ୍ରଶେଖର ସାହୁଙ୍କୁ କିଛି ଦିନ ତଳେ ଦଳର ଉପସଭାପତି ଓ ଦଳର ଇସ୍ତାହାର କମିଟିର ଅଧ୍ୟକ୍ଷ ଦାୟିତ୍ୱ ମିିଳିଥିଲା । ଆଜି ମଧ୍ୟ ତାଙ୍କୁ ଆଉ ଏକ ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ ମିଳିଛି ।
Powered by Froala Editor