Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Wednesday, March 25, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ପଞ୍ଜାବୀ ଅଭିନେତ୍ରୀଙ୍କୁ ଦ୍ୱିତୀୟ ବିବାହ ...

  • ସିଗାରେଟ ଧୂଆଁ ନୁହେଁ, ଭୁଲ ବୁଝାମଣା

  • ଧର୍ମ ପରିବର୍ତ୍ତନ କଲେ କରିପାରିବନି ଏହି ...

  • ୧୩ ବର୍ଷର ସଂଘର୍ଷ ପରେ ଆଖି ବୁଜିଲେ ହରିଶ

  • ଯୁଦ୍ଧର ପ୍ରଭାବକୁ ହ୍ରାସ କରିବା ପାଇଁ ...

  • ପୁଣି କମିଲା ସୁନା ଦର, ଜାଣନ୍ତୁ କେତେ ?

  • ବିମାନ ଦୁର୍ଘଟଣାଗ୍ରସ୍ତ: ୬୬ ଯବାନଙ୍କ ...

  • କିଡ୍‌ନୀକୁ ସୁସ୍ଥ ରଖିବାର ଉପାୟ ...

  • ଇରାନ କେବଳ ଇସ୍ରାଏଲ ପାଇଁ ବିପଦ ନୁହେଁ ବରଂ ...

  • ୨୩,୦୦୦ରୁ ତଳକୁ ଖସିଲା ନିଫ୍ଟି

Home ›› ››ମାସକ ମଧ୍ୟରେ ଆସିପାରେ କରୋନାର ତୃତୀୟ ଲହର,ପ୍ରଭାବିତ ହେବେ ଶିଶୁ

ମାସକ ମଧ୍ୟରେ ଆସିପାରେ କରୋନାର ତୃତୀୟ ଲହର,ପ୍ରଭାବିତ ହେବେ ଶିଶୁ

2021-06-17 19:50:19
14448
Share:
Facebook
Twitter
E-Mail
WhatsApp
Telegram
ମାସକ ମଧ୍ୟରେ ଆସିପାରେ କରୋନାର ତୃତୀୟ ଲହର,ପ୍ରଭାବିତ ହେବେ ଶିଶୁ

କରୋନାର ପ୍ରଥମ ଲହର ପରେ ଦ୍ୱିତୀୟ ଲହର ତାର ପ୍ରଭାବ ବିସ୍ତାର କରିଛି । ଯଦିଓ ଦ୍ୱିତୀୟ ଲହର ଆଶିଂକ ଭାବରେ କମିଯାଇଛି, ତଥାପି ମୃତ୍ୟୁ ସଂଖ୍ୟା ସନ୍ତୋଷଜନକ ଭାବରେ ହ୍ରାସ ପାଇନାହିଁ । ଏହିସବୁ ଭିତରେ ତୃତୀୟ ଲହରର ସମ୍ଭାବ୍ୟକୁ ମୁକାବିଲା ପାଇଁ ପ୍ରସ୍ତୁତି ଆରମ୍ଭ କରିଛି ମହାରାଷ୍ଟ୍ର । ମହାରାଷ୍ଟ୍ରର ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେ ରାଜ୍ୟର କୋଭିଡ ଟାକ୍ସ ଫୋର୍ସ କମିଟି ସହ ଏକ ବୈଠକ କରିଛନ୍ତି । ଯେଉଁଥିରେ କମିଟି କହିଛି ଆଗାମୀ ଦୁଇ ରୁ ଚାରି ସପ୍ତାହ ମଧ୍ୟରେ ତୃତୀୟ ଲହର ଆସିବ ବୋଲି କହିଛନ୍ତି। ଟାସ୍କଫୋର୍ସ ଏହା ମଧ୍ୟ କହିଛି ଯେ ଏହି ଲହରରେ ୧୦ ପ୍ରତିଶତ ପିଲାଙ୍କୁ ପ୍ରଭାବିତ କରିବ । ରାଜ୍ୟରେ ଦେଖାଦେଇଥିବା ଡେଲଟା ପ୍ଲସ ଭେରିଆଣ୍ଟ କରୋନାର ତୃତୀୟ ଲହର ପାଇଁ ସହାୟକ ହୋଇପାରେ ବୋଲି ଟାସ୍କ ଫୋର୍ସ କମିଟି କହିଛି। ଦ୍ୱିତୀୟ ଲହର ବେଳର ସଂକମଣ ଅପେକ୍ଷା ଏବେ ଅଧିକ ଦୁଇଗୁଣ ହୋଇପାରେ। ଏହି ସମୟରେ କେବଳ ମହାରାଷ୍ଟ୍ରରେ ସଂକ୍ରମିତ ସଂଖ୍ୟା ୮ ରୁ ୧୦ ଲକ୍ଷ ପହଞ୍ଚିପାରେ। 

୧୦ ପ୍ରତିଶତ ଶିଶୁ ଆକ୍ରାନ୍ତ ହୋଇପାରନ୍ତି ବୋଲି ଟାସ୍କ ଫୋର୍ସ କମିଟି ଉଦ୍ଧବଙ୍କ ଆଗରେ କହିଛନ୍ତି।ଏବେ ରାଜ୍ୟରେ ଡେଲାଟ ପ୍ଲସ ଭେରିଆଣ୍ଟ ଦେଖିବାକୁ ମିଳିଛି। ତେଣୁ ଏହାକୁ ନଜରରେ ରଖି ଏବଂ ତୃତୀୟ ଲହରର ସମ୍ଭାବନାକୁ ଆଖି ଆଗରେ ରଖି ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଥିଲା। ପ୍ରଥମ ଲହର ତୁଳନାରେ ଦ୍ୱିତୀୟ ଲହର ଅଧିକ ପ୍ରଭାବୀ ଥିଲା। ତେଣୁ ଡେଲ୍ଟା ଭେରିଆଣ୍ଟ କାରଣରୁ ତୃତୀୟ ଲହର ଅଧିକ ମାରାତ୍ମକ ହୋଇପାରେ ବୋଲି ଟାସ୍କଫୋର୍ସ କମିଟି ଆକଳନ କରିଛନ୍ତି।ମହାରାଷ୍ଟ୍ରରେ ପ୍ରଥମ ଲହରରେ ମୋଟ୍ ୧୯ ଲକ୍ଷ ସଂକ୍ରମିତ ସରକାରୀ ହିସାବରେ ଜଣାପଡ଼ିଥିବା ବେଳେ ଦ୍ୱିତୀୟ ଲହରରେ ପ୍ରାୟ ୪୦ ଲକ୍ଷ ସଂକ୍ରମିତ ହୋଇଛନ୍ତି। ତେଣୁ ତୃତୀୟ ଲହରରେ ସଂକ୍ରମିତ ସଂଖ୍ୟା ୮ ଲକ୍ଷ ହୋଇପାରେ ବୋଲି ଆକଳନ କରାଯାଉଛି।



Powered by Froala Editor

Tags corona virous

Related articles Odisha News Lens 4.1

  • କିଡ୍‌ନୀକୁ ସୁସ୍ଥ ରଖିବାର ଉପାୟ ଜାଣନ୍ତୁ....
    ବିଶେଷ

    କିଡ୍‌ନୀକୁ ସୁସ୍ଥ ରଖିବାର ଉପାୟ ଜାଣନ୍ତୁ....

    14644
    Mar 23, 2026
  • ପୁଣି କମିଲା ସୁନା ଦର, ଜାଣନ୍ତୁ କେତେ ?
    ଦେଶ-ଦେଶାନ୍ତର

    ପୁଣି କମିଲା ସୁନା ଦର, ଜାଣନ୍ତୁ କେତେ ?

    15108
    Mar 24, 2026
  • ଧର୍ମ ପରିବର୍ତ୍ତନ କଲେ କରିପାରିବନି ଏହି ଅଭିଯୋଗ
    ଦେଶ-ଦେଶାନ୍ତର

    ଧର୍ମ ପରିବର୍ତ୍ତନ କଲେ କରିପାରିବନି ଏହି ଅଭିଯୋଗ

    13313
    Mar 24, 2026
  • ବିମାନ ଦୁର୍ଘଟଣାଗ୍ରସ୍ତ: ୬୬ ଯବାନଙ୍କ ମୃତ୍ୟୁ
    ଦେଶ-ଦେଶାନ୍ତର

    ବିମାନ ଦୁର୍ଘଟଣାଗ୍ରସ୍ତ: ୬୬ ଯବାନଙ୍କ ମୃତ୍ୟୁ

    14592
    Mar 24, 2026
  • ୧୩ ବର୍ଷର ସଂଘର୍ଷ ପରେ ଆଖି ବୁଜିଲେ ହରିଶ
    ଦେଶ-ଦେଶାନ୍ତର

    ୧୩ ବର୍ଷର ସଂଘର୍ଷ ପରେ ଆଖି ବୁଜିଲେ ହରିଶ

    15298
    Mar 24, 2026
  • ଯୁଦ୍ଧର ପ୍ରଭାବକୁ ହ୍ରାସ କରିବା ପାଇଁ ପ୍ରୟାସ କରାଯାଉଛି: ମୋଦୀ
    ଦେଶ-ଦେଶାନ୍ତର

    ଯୁଦ୍ଧର ପ୍ରଭାବକୁ ହ୍ରାସ କରିବା ପାଇଁ ପ୍ରୟାସ କରାଯାଉଛି: ମୋଦୀ

    13776
    Mar 24, 2026
  • ପଞ୍ଜାବୀ ଅଭିନେତ୍ରୀଙ୍କୁ ଦ୍ୱିତୀୟ ବିବାହ କଲେ ବାଦଶାହ
    ମନୋରଞ୍ଜନ

    ପଞ୍ଜାବୀ ଅଭିନେତ୍ରୀଙ୍କୁ ଦ୍ୱିତୀୟ ବିବାହ କଲେ ବାଦଶାହ

    13778
    Mar 24, 2026
  • ଇରାନ କେବଳ ଇସ୍ରାଏଲ ପାଇଁ ବିପଦ ନୁହେଁ ବରଂ ଏହା ସମଗ୍ର ବିଶ୍ବ ପାଇଁ ବିପଦ: ନେତାନ୍ୟାହୁ
    ଦେଶ-ଦେଶାନ୍ତର

    ଇରାନ କେବଳ ଇସ୍ରାଏଲ ପାଇଁ ବିପଦ ନୁହେଁ ବରଂ ଏହା ସମଗ୍ର ବିଶ୍ବ ପାଇଁ ବିପଦ: ନେତାନ୍ୟାହୁ

    14714
    Mar 23, 2026
  • ସିଗାରେଟ ଧୂଆଁ ନୁହେଁ, ଭୁଲ ବୁଝାମଣା
    ମନୋରଞ୍ଜନ

    ସିଗାରେଟ ଧୂଆଁ ନୁହେଁ, ଭୁଲ ବୁଝାମଣା

    13769
    Mar 24, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ୨୩,୦୦୦ରୁ ତଳକୁ ଖସିଲା ନିଫ୍ଟି

    14580
    Mar 23, 2026
  • ଦେଶ-ଦେଶାନ୍ତର

    ଇରାନ କେବଳ ଇସ୍ରାଏଲ ପାଇଁ ବିପଦ ନୁହେଁ ବରଂ ଏହା ସମଗ୍ର ବିଶ୍ବ ପାଇଁ ବିପଦ: ନେତାନ୍ୟାହୁ

    14714
    Mar 23, 2026
  • ଦେଶ-ଦେଶାନ୍ତର

    ବିମାନ ଦୁର୍ଘଟଣାଗ୍ରସ୍ତ: ୬୬ ଯବାନଙ୍କ ମୃତ୍ୟୁ

    14592
    Mar 24, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17383
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17448
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17794
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16267
    Apr 03, 2021

ବିଶେଷ

  • କିଡ୍‌ନୀକୁ ସୁସ୍ଥ ରଖିବାର ଉପାୟ ଜାଣନ୍ତୁ....

    14644
    Mar 23, 2026
  • ବୟସ ବୃଦ୍ଧିକୁ ହ୍ରାସ କରେ ଏହି ଫଳ

    13846
    Mar 22, 2026
  • ‘ପଖାଳ’ ହେଉଛି ଓଡ଼ିଆଙ୍କ ସହ ଜଡ଼ିତ ଭାବପ୍ରବଣତା

    15063
    Mar 20, 2026
  • ସ୍ତ୍ରୀଙ୍କ ପାଖରେ ଏପରି ଗୁଣ ଥିଲେ ହୋଇଯାଆନ୍ତି ବରବାଦ

    15611
    Mar 19, 2026
  • ଗୋଟେ ଗ୍ଲାସ କମଳା ରସ ସହିତ ଆରମ୍ଭ କରନ୍ତୁ ସକାଳ

    15521
    Mar 18, 2026

ବାଣିଜ୍ୟ

ସୁନା୬,୭୦୦ ଟଙ୍କା କମିଲା

ଘରୋଇ ଫ୍ୟୁଚର୍ସ ବଜାରରେ ସୁନା ଏବଂ ରୂପାର ମୂଲ୍ୟରେ ହ୍ରାସ ହୋଇଛି । ସୋମବାର, ୨୩  ରିପୋର୍ଟ ଲେଖାଯିବା ସମୟରେ, ସୁନା ଫ୍ୟୁଚର୍ସ ମଲ୍ଟି କମୋଡିଟି ଏକ୍ସଚେଞ୍ଜ (MCX) ରେ ପ୍ରାୟ ୬,୭୦୬ ହ୍ରାସ ପାଉଥିଲା।

MCX ରେ, ସୁନା ୧,୪୦,୧୫୮ (ପ୍ରତି ୧୦ ଗ୍ରାମ) ରେ ଖୋଲିଥିଲା। ପୂର୍ବ MCX ରେ ସୁନା ୧,୪୪,୪୯୨ ରେ କା ...

  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

    15013
    Mar 22, 2026
  • ସୁନାରେ ବଡ଼ ହ୍ରାସ, ମଧ୍ୟବିତ୍ତଙ୍କ ପାଇଁ ଖୁସି

    15523
    Mar 22, 2026
  • ୨୭୮୦ ଟଙ୍କା ଶସ୍ତା ହେଲା ସୁନା

    13818
    Mar 20, 2026
  • ୟୁନିଭରସିଟି ଅଫ୍‌ ୱେଷ୍ଟର୍ଣ୍ଣ ଅଷ୍ଟ୍ରେଲିଆ ଏବଂ ସାଇନ୍ସ ଆଣ୍ଡ ଟେକ୍‌ନୋଲୋଜି (ଏସ୍‌ ଆଣ୍ଡ ଟି) କ୍ଲଷ୍ଟର୍ସ ବିଜ୍ଞାନ ଓ ନବସୃଜନ ସହଯୋଗୀତା ମଜଭୁତ କରିବାକୁ ରଣକୋ÷ଶଳାତ୍ମକ ଏମ୍‌ଓୟୁରେ ସ୍ୱାକ୍ଷର କଲେ

    14263
    Mar 05, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ସିଗାରେଟ ଧୂଆଁ ନୁହେଁ, ଭୁଲ ବୁଝାମଣା

    13769
    Mar 24, 2026
  • ପୁଣି କମିଲା ସୁନା ଦର, ଜାଣନ୍ତୁ କେତେ ?

    15108
    Mar 24, 2026
  • ଧର୍ମ ପରିବର୍ତ୍ତନ କଲେ କରିପାରିବନି ଏହି ଅଭିଯୋଗ

    13313
    Mar 24, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In