Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Wednesday, October 21, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ହମାରା ବଚ୍‌ପନ ଟ୍ରଷ୍ଟ ରଜୋନିବୃତ୍ତି ...

  • କୃଷକଙ୍କ ପାଇଁ ଏମିତି ଅଫର ଦେଲେ ଟ୍ରମ୍ପ

  • ଟାଇଗର ଶ୍ରଫ୍‌ଙ୍କୁ ଫାୟାରିଂ ମାମଲାରେ ...

  • ବିଜୟାଦଶମୀରେ ୨୨୧ ଫୁଟ ଉଚ୍ଚ ରାବଣ ...

  • ସରକାର ପରିବର୍ତ୍ତନ ଦ୍ୱାରା ପରିସ୍ଥିତି ...

  • ବିଜୟାଦଶମୀ ଶୁଭେଚ୍ଛା ଜଣାଇଲେ ମୋଦି

  • ଫ୍ରାନ୍ସ ଦଙ୍ଗାକୁ ନେଇ ଗଭୀର ଅସନ୍ତୋଷ ...

  • ନବରାତ୍ରୀରେ ପନିର ଟିକ୍କା ବିରିୟାନୀରୁ ...

  • ଆଖି ଭ୍ରୁଲତାରେ ଦାନ୍ତ

  • ଟାଇଗର ଶ୍ରଫ୍ ଙ୍କୁ ଟାର୍ଗେଟ କରି ...

ରାଜନୀତି
Home ›› ରାଜନୀତି ››ସିଟ୍‌ ଫାଇନାଲ : ଶିବସେନା ୨୧, କଂଗ୍ରେସ ୧୭, ଏନସିପି ୧୦ଟି ଆସନରେ ଲଢିବ

ସିଟ୍‌ ଫାଇନାଲ : ଶିବସେନା ୨୧, କଂଗ୍ରେସ ୧୭, ଏନସିପି ୧୦ଟି ଆସନରେ ଲଢିବ

2024-04-09 20:12:02
14511
Share:
Facebook
Twitter
E-Mail
WhatsApp
Telegram
ସିଟ୍‌ ଫାଇନାଲ : ଶିବସେନା ୨୧, କଂଗ୍ରେସ ୧୭, ଏନସିପି ୧୦ଟି ଆସନରେ ଲଢିବ

ମହାରାଷ୍ଟ୍ରର ମହାବିକାଶ ଆଘାଡି ମେଣ୍ଟ ମଧ୍ୟରେ ସିଟ ଭାଗବଣ୍ଟାକୁ ନେଇ ଜାରି ରହିଥିବା ସମସ୍ୟାର ସମାଧାନ ହୋଇଛି। କେତେ ସିଟରେ କିଏ ପ୍ରତିଦ୍ୱନ୍ଦ୍ୱିତା କରିବେ ତାହା ମଧ୍ୟ ଘୋଷଣା କରାଯାଇଛି। ଉଦ୍ଧବ ଠାକରେଙ୍କ ଶିବସେନା ସର୍ବାଧିକ ୨୧ଟି ଆସନ, କଂଗ୍ରେସ ୧୭ଟି ଆସନ ଏବଂ ଶରଦ ପାୱାରଙ୍କ ଏନସିପି ୧୦ଟି ଆସନରେ ପ୍ରତିଦ୍ୱନ୍ଦ୍ୱିତା କରିବ। ଏନେଇ ମୁମ୍ବାଇରେ ହୋଇଥିବା ଏକ ସାମ୍ବାଦିକ ସମ୍ମିଳନୀରେ ମହାବିକାଶ ଅଘାଡି ମେଣ୍ଟର ନେତାମାନେ ଘୋଷଣା କରିଛନ୍ତି।

ସିଟ୍‌ ଭାଗ ବଣ୍ଟା ନେଇ ଘୋଷଣା କରିବା ପରେ ଶରଦ ପାଓ୍ୱାର କହିଛନ୍ତି, 'ଆମେ ସମସ୍ତେ ଏକାଠି ଅଛୁ। ଆମ ଭିତରେ କୌଣସି ପାର୍ଥକ୍ୟ ନାହିଁ।' ସେହିପରି ଉଦ୍ଧବ ଠାକରେ କହିଛନ୍ତି ଯେ 'ସବୁ ସିଟରେ ଲଢିବାକୁ ସମସ୍ତଙ୍କର ଇଚ୍ଛା ଅଛି। ଏଥିରେ କୌଣସି ଭୁଲନାହିଁ । କିନ୍ତୁ ବିଜୟ କ୍ଷମତା ଥିବା ପ୍ରାର୍ଥୀଙ୍କୁ ପ୍ରାଥମିକତା ଦିଆଯିବ। ଏହି ଲଢେଇ ଆମ ସମସ୍ତଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ।'

ସେହିପରି କଂଗ୍ରେସ ନେତା ନାନା ପଟୋଲେ କହିଛନ୍ତି, କଂଗ୍ରେସ ଏକ ଜାତୀୟ ଦଳ। ଏହି ମେଣ୍ଟ ପାଇଁ ସୋନିଆ ଗାନ୍ଧିଙ୍କୁ ଇଡି ଅଫିସରେ ରଖାଗଲା। ଏକଛତ୍ରବାଦୀ ଶାସନ ବିରୋଧରେ ଲଢୁଛି କଂଗ୍ରେସ। ବିଜେପିକୁ ହରାଇବାକୁ ଆମ କାର୍ଯ୍ୟକର୍ତ୍ତାଙ୍କୁ ବଡ ହୃଦୟର ସହ ଆଗକୁ ଆସିବାକୁ ହେବ। ଆମ ମେଣ୍ଟକୁ ସେମାନେ ମୁସଲିମ୍ ଲିଗ ସହ ତୁଳନା କରୁଛନ୍ତି। ଆମ ସହ ପ୍ରକୃତ ଏନସିପି ଓ ପ୍ରକୃତ ଶିବସେନା ଅଛି। ସେମାନେ(ବିଜେପି) ଆମ ମେଣ୍ଟକୁ ଏବେ ଭୟ କରୁଛନ୍ତି।


Powered by Froala Editor

Tags sivaena

Related articles Odisha News Lens 4.1

  • ଫ୍ରାନ୍ସ ଦଙ୍ଗାକୁ ନେଇ ଗଭୀର ଅସନ୍ତୋଷ ପ୍ରକାଶ କଲେ ଟ୍ରମ୍ପ
    ଦେଶ-ଦେଶାନ୍ତର

    ଫ୍ରାନ୍ସ ଦଙ୍ଗାକୁ ନେଇ ଗଭୀର ଅସନ୍ତୋଷ ପ୍ରକାଶ କଲେ ଟ୍ରମ୍ପ

    15446
    Oct 20, 2026
  • ଟାଇଗର ଶ୍ରଫ୍‌ଙ୍କୁ ଫାୟାରିଂ ମାମଲାରେ ବଡ଼ ଖୁଲାସା: ସଲମାନ୍ ଖାନ୍ ଥିଲେ ପ୍ରଥମ ...
    ଦେଶ-ଦେଶାନ୍ତର

    ଟାଇଗର ଶ୍ରଫ୍‌ଙ୍କୁ ଫାୟାରିଂ ମାମଲାରେ ବଡ଼ ଖୁଲାସା: ସଲମାନ୍ ଖାନ୍ ଥିଲେ ପ୍ରଥମ ...

    13305
    Oct 21, 2026
  • ହମାରା ବଚ୍‌ପନ ଟ୍ରଷ୍ଟ ରଜୋନିବୃତ୍ତି ଦିବସ ୨୦୨୬ ପାଳନ କରିବାକୁ ଓଡ଼ିଶା ଓ ...
    ବାଣିଜ୍ୟ

    ହମାରା ବଚ୍‌ପନ ଟ୍ରଷ୍ଟ ରଜୋନିବୃତ୍ତି ଦିବସ ୨୦୨୬ ପାଳନ କରିବାକୁ ଓଡ଼ିଶା ଓ ...

    13890
    Oct 21, 2026
  • ବିଜୟାଦଶମୀ ଶୁଭେଚ୍ଛା ଜଣାଇଲେ ମୋଦି
    ଦେଶ-ଦେଶାନ୍ତର

    ବିଜୟାଦଶମୀ ଶୁଭେଚ୍ଛା ଜଣାଇଲେ ମୋଦି

    14832
    Oct 20, 2026
  • ନବରାତ୍ରୀରେ ପନିର ଟିକ୍କା ବିରିୟାନୀରୁ ଚିକେନ୍ ଖଣ୍ଡ
    ଦେଶ-ଦେଶାନ୍ତର

    ନବରାତ୍ରୀରେ ପନିର ଟିକ୍କା ବିରିୟାନୀରୁ ଚିକେନ୍ ଖଣ୍ଡ

    14407
    Oct 19, 2026
  • ଟାଇଗର ଶ୍ରଫ୍ ଙ୍କୁ ଟାର୍ଗେଟ କରି ଗୁଳିମାଡ଼ : ୩ ସୁଟର ଗିରଫ
    ଦେଶ-ଦେଶାନ୍ତର

    ଟାଇଗର ଶ୍ରଫ୍ ଙ୍କୁ ଟାର୍ଗେଟ କରି ଗୁଳିମାଡ଼ : ୩ ସୁଟର ଗିରଫ

    15961
    Oct 19, 2026
  • ସରକାର ପରିବର୍ତ୍ତନ ଦ୍ୱାରା ପରିସ୍ଥିତି ବଦଳିଯାଏ ନାହିଁ: ମୋହନ ଭାଗବତ
    ଦେଶ-ଦେଶାନ୍ତର

    ସରକାର ପରିବର୍ତ୍ତନ ଦ୍ୱାରା ପରିସ୍ଥିତି ବଦଳିଯାଏ ନାହିଁ: ମୋହନ ଭାଗବତ

    15682
    Oct 20, 2026
  • କୃଷକଙ୍କ ପାଇଁ ଏମିତି ଅଫର ଦେଲେ ଟ୍ରମ୍ପ
    ଦେଶ-ଦେଶାନ୍ତର

    କୃଷକଙ୍କ ପାଇଁ ଏମିତି ଅଫର ଦେଲେ ଟ୍ରମ୍ପ

    13637
    Oct 21, 2026
  •  ବିଜୟାଦଶମୀରେ  ୨୨୧ ଫୁଟ ଉଚ୍ଚ ରାବଣ ପୁତ୍ତଳିକା ହେବ ଦହନ
    ଦେଶ-ଦେଶାନ୍ତର

    ବିଜୟାଦଶମୀରେ ୨୨୧ ଫୁଟ ଉଚ୍ଚ ରାବଣ ପୁତ୍ତଳିକା ହେବ ଦହନ

    15471
    Oct 20, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଟାଇଗର ଶ୍ରଫ୍‌ଙ୍କୁ ଫାୟାରିଂ ମାମଲାରେ ବଡ଼ ଖୁଲାସା: ସଲମାନ୍ ଖାନ୍ ଥିଲେ ପ୍ରଥମ ଟାର୍ଗେଟ୍

    13305
    Oct 21, 2026
  • ଦେଶ-ଦେଶାନ୍ତର

    ଫ୍ରାନ୍ସ ଦଙ୍ଗାକୁ ନେଇ ଗଭୀର ଅସନ୍ତୋଷ ପ୍ରକାଶ କଲେ ଟ୍ରମ୍ପ

    15446
    Oct 20, 2026
  • ଦେଶ-ଦେଶାନ୍ତର

    ବିଜୟାଦଶମୀ ଶୁଭେଚ୍ଛା ଜଣାଇଲେ ମୋଦି

    14832
    Oct 20, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17201
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17897
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17841
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18267
    Sep 06, 2023

ବିଶେଷ

  • ଏହି ପାଣି ପିଅନ୍ତୁ ରହିବ ପେଟ ଥଣ୍ଡା

    14859
    Oct 18, 2026
  • କୌଣସି କାରଣ ନଥାଇ ଘରେ ହେଉଛି କି ଝଗଡ଼ା, କରନ୍ତୁ ଏହି ଉପାୟ....

    15425
    Oct 16, 2026
  • ମୂଳାଷ୍ଟମୀ କାହିଁକି ହୁଏ ପାଳନ, କ'ଣ ରହିଛି ତାତ୍ପର୍ଯ୍ୟ ଜାଣନ୍ତୁ.....

    14769
    Oct 06, 2026
  • କେଶ ପାଇଁ ବ୍ୟବହାର କରନ୍ତୁ ଅଣ୍ଡା ତେଲ

    14864
    Oct 04, 2026
  • ଏମିତି ଘରକୁ ରଖନ୍ତୁ ଥଣ୍ଡା.....

    15866
    Sep 29, 2026

ବାଣିଜ୍ୟ

ହମାରା ବଚ୍‌ପନ ଟ୍ରଷ୍ଟ ରଜୋନିବୃତ୍ତି ଦିବସ ୨୦୨୬ ପାଳନ କରିବାକୁ ଓଡ଼ିଶା ଓ ମଧ୍ୟପ୍ରଦେଶରେ ୨୫ଟି ସମ୍ପ୍ରଦାୟରେ ୧୦୦୦ରୁ ଅଧିକ ମହିଳାଙ୍କ ନିକଟରେ ପହଞ୍ଚିଲା

ଫ୍ୟୁଚର ରେଡି ଓମେନ୍‌ ପ୍ରୋଗ୍ରାମ ଅଧୀନରେ ଏହି ସର୍ବପ୍ରଥମ ପ୍ରୟାସ ରଜୋନିବୃତ୍ତି ସଚେତନତାକୁ ଓଡ଼ିଶାର ଚାରିଟି ଜିଲ୍ଲାରେ ଗ୍ରାମାଞ୍ଚଳ, ଆଦିବାସୀ ବହୁଳ ଓ ସହରାଞ୍ଚଳ ସମୁଦାୟଙ୍କ ନିକଟକୁ ଆଣିଛି

...

  • ପ୍ରକଳ୍ପ ସଙ୍ଗମ ଅଧୀନରେ ୩୩ଟି ଗ୍ରାମରେ କୃଷି ଯାନ୍ତ୍ରିକୀକରଣକୁ ପ୍ରୋତ୍ସାହିତ କରୁଛି ବେଦାନ୍ତ ଆଲୁମିନିୟମ୍

    14603
    Oct 16, 2026
  • କଳାହାଣ୍ଡି ଓ ରାୟଗଡ଼ାରେ ନିର୍ଭରଯୋଗ୍ୟ ଆଲୋକ ଓ ପାନୀୟ ଜଳ ବ୍ୟବସ୍ଥା ପାଇଁ ବେଦାନ୍ତ ଆଲୁମିନିୟମ୍ ଦ୍ୱାରା ସୌର ଭିତ୍ତିଭୂମି ସ୍ଥାପନ

    14630
    Oct 15, 2026
  • BSE ସେନ୍‌ସେକ୍ସ ୧୧୦୯ ପଏଣ୍ଟ ବଢ଼ିଲା

    13995
    Oct 14, 2026
  • ବେଦାନ୍ତ ଆଲୁମିନିୟମ ୧୦୦ରୁ ଅଧିକ ଏସ୍ଏଚ୍‍ଜି ମହିଳାମାନଙ୍କୁ ଲାଞ୍ଜିଗଡ଼ରେ ମାଣ୍ଡିଆ ଭିତ୍ତିକ ଉଦ୍ୟୋଗୀ ସୁବିଧା ଯୋଗାଇ ଦେଇଛି

    15114
    Oct 09, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ସରକାର ପରିବର୍ତ୍ତନ ଦ୍ୱାରା ପରିସ୍ଥିତି ବଦଳିଯାଏ ନାହିଁ: ମୋହନ ଭାଗବତ

    15682
    Oct 20, 2026
  • ଟାଇଗର ଶ୍ରଫ୍‌ଙ୍କୁ ଫାୟାରିଂ ମାମଲାରେ ବଡ଼ ଖୁଲାସା: ସଲମାନ୍ ଖାନ୍ ଥିଲେ ପ୍ରଥମ ଟାର୍ଗେଟ୍

    13305
    Oct 21, 2026
  • ନବରାତ୍ରୀରେ ପନିର ଟିକ୍କା ବିରିୟାନୀରୁ ଚିକେନ୍ ଖଣ୍ଡ

    14407
    Oct 19, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In