ରାଜ୍ୟରେ ୩୮୦୬ କରୋନା ପଜିଟିଭ୍ ଚିହ୍ନଟ
ଭୁବନେଶ୍ୱର: ରାଜ୍ୟରେ ଧୀରେ ଧୀରେ ତଳକୁ ଖସୁଛି ସଂକ୍ରମଣ । ଗତ ୨୪ ଘଣ୍ଟା ମଧ୍ୟରେ ୩୮୦୬ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୮୭୦୪୯୮ରେ ପହଞ୍ଚିଛି । ତେବେ ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୨୧୭୨ଜଣ କ୍ୱାରେଣ୍ଟାଇନ୍ରୁ ହୋଇଥିବା ବେଳେ ୧୬୩୪ଜଣ ଲୋକାଲ୍ କେସ୍ ରହିଛନ୍ତି ।
Powered by Froala Editor