Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Sunday, November 08, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ସବୁ ଚର୍ଚ୍ଚାରେ ପୂର୍ଣ୍ଣଚ୍ଛେଦ ପକାଇଲା ...

  • ଗୁପ୍‌ଚୁପ୍‌ ଖାଇ ୧୦୦ରୁ ଅଧିକ ଲୋକ ଅସୁସ୍ଥ

  • ଦୀପାବଳିରେ କର୍ମଚାରୀଙ୍କୁ ଲକ୍ଷେ ଟଙ୍କାର ...

  • ବାଦୁଡିଙ୍କ ପାଇଁ ୧୦୦ ବର୍ଷ ହେଲା ବାଣ ଫୁଟା ...

  • ଅବସର ଘୋଷଣା କଲେ ମହମ୍ମଦ ସାମି

  • ଜିଏସଟି ଡେପୁଟି କମିଶନର ଅନୁପମା ସରୋଜଙ୍କ ...

  • ଯବାନଙ୍କ ସହ ପ୍ରତ୍ୟେକ ଦୀପାବଳି ମୋ ପାଇଁ ...

  • ମୋଦିଙ୍କ ଛତିଶଗଡ଼ ବସ୍ତର ଗସ୍ତ, ସାହସୀ ...

  • ଝଲସି ଉଠିଲା ଅଯୋଧ୍ୟା ନଗରୀ, ୫୬ ଘାଟରେ ...

  • ଭିଏଏମ୍ଏଲ୍ ନୂତନ ସିଲେଇ ତାଲିମ କେନ୍ଦ୍ର ...

ଦେଶ-ଦେଶାନ୍ତର
Home ›› ଦେଶ-ଦେଶାନ୍ତର ››ଭୟଙ୍କର ସଡକ ଦୁର୍ଘଟଣା, ୬ ଛାତ୍ରଛାତ୍ରୀ ମୃତ

ଭୟଙ୍କର ସଡକ ଦୁର୍ଘଟଣା, ୬ ଛାତ୍ରଛାତ୍ରୀ ମୃତ

2024-04-12 12:02:45
15944
Share:
Facebook
Twitter
E-Mail
WhatsApp
Telegram
ଭୟଙ୍କର ସଡକ ଦୁର୍ଘଟଣା, ୬ ଛାତ୍ରଛାତ୍ରୀ ମୃତ

ଚଣ୍ଡୀଗଡ : ହରିୟାଣାର ମହେନ୍ଦ୍ରଗଡ ଜିଲ୍ଲାର କାନିନା ଦାଦ୍ରି ରାସ୍ତାରେ ଭୟଙ୍କର ସଡକ ଦୁର୍ଘଟଣା ଘଟି ୬ଜଣ ଛାତ୍ରଛାତ୍ରୀ ମୃତ୍ୟୁବରଣ କରିଛନ୍ତି । ସ୍କୁଲ ବସଟି ଭାରସାମ୍ୟ ହରାଇ ଓଲଟି   ପଡିବାରୁ ଏପରି ଦୁର୍ଘଟଣା ଘଟିଛି । ଏଥିରେ ୧୨ରୁ ଅଧିକ ପିଲା ଆହତ ହୋଇଛନ୍ତି । ସେମାନଙ୍କୁ ତୁରନ୍ତ ମେଡିକାଲରେ ଭର୍ତ୍ତି କରାଯାଇଛି । ବସଟି ଘରୋଇ ବିଦ୍ୟାଳୟ ଜିଏଲ  ପବ୍ଲିକ୍ ସ୍କୁଲର ଥିଲା । ଯେଉଁଥିରେ ପ୍ରାୟ ୩୫ରୁ ୪୦ପିଲା ଯାତ୍ରା କରୁଥିଲେ । ତେବେ ଦୁର୍ଘଟଣା ପରେ ଅନେକ
ପ୍ରଶ୍ନବାଚୀ ସୃଷ୍ଟି ହୋଇଛି । ଇଦ୍ ସରକାରୀ ଛୁଟି ଥାଇ ବି କେମିତି ଖୋଲାଥିଲା ବିଦ୍ୟାଳୟ । କର୍ତ୍ତୃପକ୍ଷ କେମିତି ପିଲାମାନଙ୍କୁ ନେବା ପାଇଁ ପଠାଇଥିଲେ ବସ୍ । ପୁଲିସ ପହଞ୍ଚି ଘଟଣାର ତଦନ୍ତ କରିବା ପରେ ସ୍କୁଲର ଅଧ୍ୟକ୍ଷ ସମେତ ୩ଜଣଙ୍କୁ ଗିରଫ କରିଥିବା ଜଣାପଡିଛି ।

Powered by Froala Editor

Tags Accident

Related articles Odisha News Lens 4.1

  • ଭିଏଏମ୍ଏଲ୍ ନୂତନ ସିଲେଇ ତାଲିମ କେନ୍ଦ୍ର ଜରିଆରେ କଳାହାଣ୍ଡିରେ ମହିଳା ଜୀବିକା ...
    ବାଣିଜ୍ୟ

    ଭିଏଏମ୍ଏଲ୍ ନୂତନ ସିଲେଇ ତାଲିମ କେନ୍ଦ୍ର ଜରିଆରେ କଳାହାଣ୍ଡିରେ ମହିଳା ଜୀବିକା ...

    14064
    Nov 07, 2026
  • ଅବସର ଘୋଷଣା କଲେ ମହମ୍ମଦ ସାମି
    ଖେଳ ଖବର

    ଅବସର ଘୋଷଣା କଲେ ମହମ୍ମଦ ସାମି

    14277
    Nov 08, 2026
  • ଯବାନଙ୍କ ସହ ପ୍ରତ୍ୟେକ ଦୀପାବଳି ମୋ ପାଇଁ ସ୍ମରଣୀୟ ରହିବ: ମୋଦୀ
    ଦେଶ-ଦେଶାନ୍ତର

    ଯବାନଙ୍କ ସହ ପ୍ରତ୍ୟେକ ଦୀପାବଳି ମୋ ପାଇଁ ସ୍ମରଣୀୟ ରହିବ: ମୋଦୀ

    14778
    Nov 08, 2026
  • ବାଦୁଡିଙ୍କ ପାଇଁ ୧୦୦ ବର୍ଷ ହେଲା ବାଣ ଫୁଟା ବ୍ୟାନ୍
    ବିଶେଷ

    ବାଦୁଡିଙ୍କ ପାଇଁ ୧୦୦ ବର୍ଷ ହେଲା ବାଣ ଫୁଟା ବ୍ୟାନ୍

    14936
    Nov 08, 2026
  • ମୋଦିଙ୍କ ଛତିଶଗଡ଼ ବସ୍ତର ଗସ୍ତ, ସାହସୀ ସୁରକ୍ଷାକର୍ମୀଙ୍କ ସହ ପାଳିବେ ଦୀପାବଳି
    ଦେଶ-ଦେଶାନ୍ତର

    ମୋଦିଙ୍କ ଛତିଶଗଡ଼ ବସ୍ତର ଗସ୍ତ, ସାହସୀ ସୁରକ୍ଷାକର୍ମୀଙ୍କ ସହ ପାଳିବେ ଦୀପାବଳି

    15065
    Nov 08, 2026
  • ସବୁ ଚର୍ଚ୍ଚାରେ ପୂର୍ଣ୍ଣଚ୍ଛେଦ ପକାଇଲା ଷ୍ଟାର୍ କପଲଙ୍କ କେମେଷ୍ଟ୍ରୀ
    ଦେଶ-ଦେଶାନ୍ତର

    ସବୁ ଚର୍ଚ୍ଚାରେ ପୂର୍ଣ୍ଣଚ୍ଛେଦ ପକାଇଲା ଷ୍ଟାର୍ କପଲଙ୍କ କେମେଷ୍ଟ୍ରୀ

    15144
    Nov 08, 2026
  • ଜିଏସଟି ଡେପୁଟି କମିଶନର ଅନୁପମା ସରୋଜଙ୍କ ସ୍ୱେଚ୍ଛାକୃତ ଅବସର
    ଦେଶ-ଦେଶାନ୍ତର

    ଜିଏସଟି ଡେପୁଟି କମିଶନର ଅନୁପମା ସରୋଜଙ୍କ ସ୍ୱେଚ୍ଛାକୃତ ଅବସର

    13278
    Nov 08, 2026
  • ଦୀପାବଳିରେ କର୍ମଚାରୀଙ୍କୁ ଲକ୍ଷେ ଟଙ୍କାର ବୋନସ୍
    ଦେଶ-ଦେଶାନ୍ତର

    ଦୀପାବଳିରେ କର୍ମଚାରୀଙ୍କୁ ଲକ୍ଷେ ଟଙ୍କାର ବୋନସ୍

    14122
    Nov 08, 2026
  • ଝଲସି ଉଠିଲା ଅଯୋଧ୍ୟା ନଗରୀ, ୫୬ ଘାଟରେ ପ୍ରଜ୍ୱଳିତ ହେଲା ୩୦ ଲକ୍ଷ ଦୀପ
    ଦେଶ-ଦେଶାନ୍ତର

    ଝଲସି ଉଠିଲା ଅଯୋଧ୍ୟା ନଗରୀ, ୫୬ ଘାଟରେ ପ୍ରଜ୍ୱଳିତ ହେଲା ୩୦ ଲକ୍ଷ ଦୀପ

    14271
    Nov 08, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ବିଶେଷ

    ବାଦୁଡିଙ୍କ ପାଇଁ ୧୦୦ ବର୍ଷ ହେଲା ବାଣ ଫୁଟା ବ୍ୟାନ୍

    14936
    Nov 08, 2026
  • ଦେଶ-ଦେଶାନ୍ତର

    ଜିଏସଟି ଡେପୁଟି କମିଶନର ଅନୁପମା ସରୋଜଙ୍କ ସ୍ୱେଚ୍ଛାକୃତ ଅବସର

    13278
    Nov 08, 2026
  • ଦେଶ-ଦେଶାନ୍ତର

    ଝଲସି ଉଠିଲା ଅଯୋଧ୍ୟା ନଗରୀ, ୫୬ ଘାଟରେ ପ୍ରଜ୍ୱଳିତ ହେଲା ୩୦ ଲକ୍ଷ ଦୀପ

    14271
    Nov 08, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17261
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17962
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17904
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18324
    Sep 06, 2023

ବିଶେଷ

  • ବାଦୁଡିଙ୍କ ପାଇଁ ୧୦୦ ବର୍ଷ ହେଲା ବାଣ ଫୁଟା ବ୍ୟାନ୍

    14936
    Nov 08, 2026
  • ଆସିଲା ଶୀତଦିନ, ଘରୋଇ ମଏଶ୍ଚରାଇଜର କରନ୍ତୁ ବ୍ୟବହାର

    13968
    Nov 07, 2026
  • ଶରୀରକୁ ଅନେକ ରୋଗ ସହ ଲଢିବାରେ ସହାୟକ ହୋଇଥାଏ ଏହି ସ୍ୱତନ୍ତ୍ର ଖାଦ୍ୟ

    14307
    Nov 05, 2026
  • କଦଳୀପତ୍ରରେ ଖାଇଲେ ସୁସ୍ଥ ରହିଥାଏ ଶରୀର ଓ ମନ

    14913
    Nov 01, 2026
  • ଶୀତଦିନରେ କେମିତି ନେବେ ମେକଅପ ଜାଣନ୍ତୁ.....

    15893
    Oct 30, 2026

ବାଣିଜ୍ୟ

ଭିଏଏମ୍ଏଲ୍ ନୂତନ ସିଲେଇ ତାଲିମ କେନ୍ଦ୍ର ଜରିଆରେ କଳାହାଣ୍ଡିରେ ମହିଳା ଜୀବିକା ଅଭିଯାନର ସମ୍ପ୍ରସାରଣ କରିଛି

ଭୁବନେଶ୍ୱର  : ମହିଳା ସଶକ୍ତିକରଣ ଏବଂ ଗ୍ରାମୀଣ ବିକାଶ ପ୍ରତି ନିଜର ପ୍ରତିବଦ୍ଧତାକୁ ସୁଦୃଢ଼ କରି ଭିଏଏମ୍ଏଲ୍ ଲାଞ୍ଜିଗଡ଼ ଏହାର ଫ୍ଲାଗସିପ୍ ମହିଳା ସଶକ୍ତିକରଣ କାର୍ଯ୍ୟକ୍ରମ ପ୍ରକଳ୍ପ 'ସଖୀ' ଅଧୀନରେ ...

  • ଫୁଲ ବଉଳ ବେଣୀ ସିଡନୀରେ ଓଡ଼ିଆ ଭାଷା, ସଂସ୍କୃତି ଓ ଐତିହ୍ୟକୁ ପାଳନ କଲା

    15420
    Nov 06, 2026
  • ରିଲାଏନ୍ସ ଇଣ୍ଡଷ୍ଟ୍ରିଜ୍ ସେୟାରରେ ରେକର୍ଡ ବୃଦ୍ଧି

    14146
    Nov 04, 2026
  • ଭି.ଏ.ଏମ୍.ଏଲ୍ କୋଇଲା ଖଣି ସୁରଭି ୨୦୨୬କୁ ସମର୍ଥନ କରିବା ସହିତ ଯୁବ ପ୍ରତିଭାଙ୍କ ପାଇଁ ଏକ ବ୍ୟାପକ ମଞ୍ଚ ସୃଷ୍ଟି କରିଛି

    14156
    Nov 03, 2026
  • ୨୦ ପ୍ରତିଶତ ଶସ୍ତା ହେଲା ସୁନା

    14425
    Nov 01, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ସବୁ ଚର୍ଚ୍ଚାରେ ପୂର୍ଣ୍ଣଚ୍ଛେଦ ପକାଇଲା ଷ୍ଟାର୍ କପଲଙ୍କ କେମେଷ୍ଟ୍ରୀ

    15144
    Nov 08, 2026
  • ଗୁପ୍‌ଚୁପ୍‌ ଖାଇ ୧୦୦ରୁ ଅଧିକ ଲୋକ ଅସୁସ୍ଥ

    13352
    Nov 08, 2026
  • ଜିଏସଟି ଡେପୁଟି କମିଶନର ଅନୁପମା ସରୋଜଙ୍କ ସ୍ୱେଚ୍ଛାକୃତ ଅବସର

    13278
    Nov 08, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In