Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Friday, June 26, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ସଙ୍କଟ ସମୟରେ ଠିଆ ହେଉଛୁ, ସମସ୍ତ ସହାୟତା ...

  • ହର୍ମୁଜ ପ୍ରଣାଳୀ ଦେଇ ଗତି କରୁଥିବା ...

  • ଭେନେଜୁଏଲାରେ ଦୁଇଟି ଶକ୍ତିଶାଳୀ ...

  • ଶିଶୁଙ୍କୁ ସୁନା ମୁଦି ଉପହାର ଦେବେ ସରକାର

  • ହୋର୍ମୁଜ୍ ପାର୍ କଲା ଆଉ ୩୦ ଜାହାଜ

  • ଭେନେଜୁଏଲାରେ ଦୁଇଟି ଶକ୍ତିଶାଳୀ ...

  • କାବେରୀରେ ଭାସିଗଲେ ୫ ଜଣ

  • ଥରେ ନୁହେଁ, ବାରମ୍ବାର କେତନଙ୍କୁ ...

  • ଇରାନ ରାଷ୍ଟ୍ରପତି ପ୍ରଧାନମନ୍ତ୍ରୀ ...

  • ଭୁଶୁଡ଼ିଲା ନିର୍ମାଣାଧୀନ ତିନି ମହଲା ...

ମନୋରଞ୍ଜନ
Home ›› ମନୋରଞ୍ଜନ ››ପୁରୁଷବନ୍ଧୁ ନାଁରେ ରାଣୀଙ୍କ ଏତଲା: ‘୮ ବର୍ଷ ଧରି ମୁଁ କଷ୍ଟ ପାଉଛି’

ପୁରୁଷବନ୍ଧୁ ନାଁରେ ରାଣୀଙ୍କ ଏତଲା: ‘୮ ବର୍ଷ ଧରି ମୁଁ କଷ୍ଟ ପାଉଛି’

2024-04-13 06:39:05
15181
Share:
Facebook
Twitter
E-Mail
WhatsApp
Telegram
ପୁରୁଷବନ୍ଧୁ ନାଁରେ ରାଣୀଙ୍କ ଏତଲା: ‘୮ ବର୍ଷ ଧରି ମୁଁ କଷ୍ଟ ପାଉଛି’

ପ୍ରେମରେ ପ୍ରତାରଣା ପାଇବା ପରେ ମହିଳା ଥାନାର ଦ୍ୱାରସ୍ଥ ହୋଇଛନ୍ତି ଯାତ୍ରା ଅଭିନେତ୍ରୀ ରାଣୀ ପଣ୍ଡା। ଦୀର୍ଘ ୮ ବର୍ଷ ଧରି ପ୍ରେମ ସମ୍ପର୍କରେ ରହିବା ସହ ବିବାହ ପ୍ରତିଶ୍ରୁତି ଦେଇଥିଲେ ହେଁ ପୁରୁଷ ବନ୍ଧୁ ଏବେ ଅନ୍ୟତ୍ର ବିବାହ କରୁଥିବା ଖବର ପାଇବା ପରେ ଶୁକ୍ରବାର ଥାନାର ଦ୍ୱାରସ୍ଥ ହୋଇଛନ୍ତି। ରାଣୀ ତାଙ୍କର ପ୍ରେମିକଙ୍କ ସମେତ ଅନ୍ୟ ୩ ଜଣଙ୍କ ନାମରେ ମହିଳା ଥାନାରେ ଏତଲା ଦେଇଛନ୍ତି ।

୮ ବର୍ଷ ଏକା ସାଙ୍ଗେ ଲିଭ୍ ଇନରେ ରହୁଥିଲେ ରାଣୀ ଓ ତାଙ୍କ ପୁରୁଷ ବନ୍ଧୁ କାହ୍ନା। ରାଣୀ ଗଣମାଧ୍ୟମକୁ ସାକ୍ଷାତ ଦେଇ କହିଛନ୍ତି, ପାଖାପାଖି ୮ ବର୍ଷ ଧରି ମୁଁ ବହୁ କଷ୍ଟ ସହି ଆସୁଛି । ଏତେ ଭଲପାଇବାର ପରିଣାମ ମୋତେ ଏଇଆ ମିଳିଲା । ମୁଁ ନ୍ୟାୟ ଚାହୁଁଛି । ମୋର ମାନ, ଇଜ୍ଜତ ସବୁ ମାଟିରେ ମିଶି ଯାଇଛି । ତେଣୁ ସେ ପିଲା ଓ ତାଙ୍କର ପରିବାର ଲୋକ ସମସ୍ତେ ଆସିବା ଦରକାର । ସେମାନେ ଆସି ମୋ ସହିତ ଆଲୋଚନା କରିବା ଦରକାର । ତାଙ୍କ ପୁଅଙ୍କ ଭୁଲ କି ମୋର ଭୁଲ ସେମାନେ ହିସାବ କରିବେ। ମୋତେ ବାହାହେଲେ ତାଙ୍କର ପରିବାରର ଇଜ୍ଜତ ଚାଲିଯିବ ବୋଲି ତାଙ୍କ ପୁଅ ମୋତେ କହିଛି । ସେ ଯଦି ଏହା ପୂର୍ବରୁ ଜାଣିଥିଲେ ତେବେ ମୋ ସହିତ ବର୍ଷ ବର୍ଷ ଧରି କାହିଁକି ସମ୍ପର୍କରେ ରହିଥିଲେ ବୋଲି ରାଣୀ ପ୍ରଶ୍ନ କରିଛନ୍ତି ।

ତାଙ୍କର ନେତା ମନ୍ତ୍ରୀ ଅଛନ୍ତି, ମୁଁ ତାଙ୍କର କିଛି କରିପାରିବି ନାହିଁ ବୋଲି କହିଥିଲେ । ସେ ମୋତେ ଯେଉଁ ଅପମାନ ଦେଇଛନ୍ତି, ଯେଉଁ ନିର୍ଯାତନା ଦେଇଛନ୍ତି ମୁଁ ତା’ର ନ୍ୟାୟ ଚାହୁଁଛି ବୋଲି ସେ କହିଛନ୍ତି।

Powered by Froala Editor

Tags rani

Related articles Odisha News Lens 4.1

  • ସଙ୍କଟ ସମୟରେ ଠିଆ ହେଉଛୁ, ସମସ୍ତ ସହାୟତା ଯୋଗାଇବାକୁ ପ୍ରସ୍ତୁତ ଅଛୁ: ମୋଦି
    ଦେଶ-ଦେଶାନ୍ତର

    ସଙ୍କଟ ସମୟରେ ଠିଆ ହେଉଛୁ, ସମସ୍ତ ସହାୟତା ଯୋଗାଇବାକୁ ପ୍ରସ୍ତୁତ ଅଛୁ: ମୋଦି

    14796
    Jun 25, 2026
  • ହର୍ମୁଜ ପ୍ରଣାଳୀ ଦେଇ ଗତି କରୁଥିବା ଜାହାଜଗୁଡ଼ିକ ଉପରୁ ଇରାନ କୌଣସି ପ୍ରକାରର ଟିକସ ...
    ଦେଶ-ଦେଶାନ୍ତର

    ହର୍ମୁଜ ପ୍ରଣାଳୀ ଦେଇ ଗତି କରୁଥିବା ଜାହାଜଗୁଡ଼ିକ ଉପରୁ ଇରାନ କୌଣସି ପ୍ରକାରର ଟିକସ ...

    13571
    Jun 25, 2026
  • ଥରେ ନୁହେଁ, ବାରମ୍ବାର କେତନଙ୍କୁ ମାରିବାକୁ ଚେଷ୍ଟା କରିଥିଲେ ସିୟା
    ଅପରାଧ

    ଥରେ ନୁହେଁ, ବାରମ୍ବାର କେତନଙ୍କୁ ମାରିବାକୁ ଚେଷ୍ଟା କରିଥିଲେ ସିୟା

    13640
    Jun 25, 2026
  • କାବେରୀରେ ଭାସିଗଲେ ୫ ଜଣ
    ଦେଶ-ଦେଶାନ୍ତର

    କାବେରୀରେ ଭାସିଗଲେ ୫ ଜଣ

    15090
    Jun 25, 2026
  • ଭେନେଜୁଏଲାରେ ଦୁଇଟି ଶକ୍ତିଶାଳୀ ଭୂମିକମ୍ପ
    ଦେଶ-ଦେଶାନ୍ତର

    ଭେନେଜୁଏଲାରେ ଦୁଇଟି ଶକ୍ତିଶାଳୀ ଭୂମିକମ୍ପ

    15521
    Jun 25, 2026
  • ଭୁଶୁଡ଼ିଲା ନିର୍ମାଣାଧୀନ ତିନି ମହଲା ଗୋଦାମ ଘର, ୬ ଶ୍ରମିକ ମୃତ
    ଦେଶ-ଦେଶାନ୍ତର

    ଭୁଶୁଡ଼ିଲା ନିର୍ମାଣାଧୀନ ତିନି ମହଲା ଗୋଦାମ ଘର, ୬ ଶ୍ରମିକ ମୃତ

    14828
    Jun 24, 2026
  • ହୋର୍ମୁଜ୍ ପାର୍ କଲା ଆଉ ୩୦ ଜାହାଜ
    ଦେଶ-ଦେଶାନ୍ତର

    ହୋର୍ମୁଜ୍ ପାର୍ କଲା ଆଉ ୩୦ ଜାହାଜ

    15183
    Jun 25, 2026
  • ଇରାନ ରାଷ୍ଟ୍ରପତି ପ୍ରଧାନମନ୍ତ୍ରୀ ମୋଦୀଙ୍କୁ କଲେ ନିମନ୍ତ୍ରଣ
    ଦେଶ-ଦେଶାନ୍ତର

    ଇରାନ ରାଷ୍ଟ୍ରପତି ପ୍ରଧାନମନ୍ତ୍ରୀ ମୋଦୀଙ୍କୁ କଲେ ନିମନ୍ତ୍ରଣ

    15455
    Jun 24, 2026
  • ଭେନେଜୁଏଲାରେ ଦୁଇଟି ଶକ୍ତିଶାଳୀ ଭୂମିକମ୍ପ, ଏଯାଏଁ ୩୨ ମୃତ
    ଦେଶ-ଦେଶାନ୍ତର

    ଭେନେଜୁଏଲାରେ ଦୁଇଟି ଶକ୍ତିଶାଳୀ ଭୂମିକମ୍ପ, ଏଯାଏଁ ୩୨ ମୃତ

    14946
    Jun 25, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଭେନେଜୁଏଲାରେ ଦୁଇଟି ଶକ୍ତିଶାଳୀ ଭୂମିକମ୍ପ

    15521
    Jun 25, 2026
  • ଦେଶ-ଦେଶାନ୍ତର

    ସଙ୍କଟ ସମୟରେ ଠିଆ ହେଉଛୁ, ସମସ୍ତ ସହାୟତା ଯୋଗାଇବାକୁ ପ୍ରସ୍ତୁତ ଅଛୁ: ମୋଦି

    14796
    Jun 25, 2026
  • ଦେଶ-ଦେଶାନ୍ତର

    ଭୁଶୁଡ଼ିଲା ନିର୍ମାଣାଧୀନ ତିନି ମହଲା ଗୋଦାମ ଘର, ୬ ଶ୍ରମିକ ମୃତ

    14828
    Jun 24, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    16944
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17562
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17612
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18008
    Sep 06, 2023

ବିଶେଷ

  • ଦୈନନ୍ଦିନ ଖାଦ୍ୟ ତାଲିକାରେ ସାମିଲ କରନ୍ତୁ କଖାରୁ ଫୁଲ, ମିଳିବ ଏହି ଫାଇଦା

    15112
    Jun 24, 2026
  • ଇଣ୍ଡକସନରେ ଖାଦ୍ୟ ରୋଷେଇ କରୁଥିଲେ ଏହିସବୁକୁ ଦିଅନ୍ତୁ ଧ୍ୟାନ

    15210
    Jun 22, 2026
  • ରାତିରେ ଶୋଇବା ପୂର୍ବରୁ ଗାଧୋଇଲେ ମିଳିଥାଏ ଏହିସବୁ ଲାଭ

    15038
    Jun 21, 2026
  • ମସ୍ତିଷ୍କକୁ ବୟସ୍କ କରିଦିଏ ରାଗ

    15650
    Jun 20, 2026
  • ଅଧିକ ପିଆଜ ଖାଇଲେ କଣ କଣ ହୋଇଥାଏ ଜାଣନ୍ତୁ....

    14514
    Jun 19, 2026

ବାଣିଜ୍ୟ

ଜେରାଇ ଫିଟ୍‌ନେସ୍‌ ଲିମିଟେଡ (“ଜେରାଇ ଫିଟ୍‌ନେସ୍‌”) ରିବକ୍‌ର ଭାରତର ଶକ୍ତି, ଧୈର୍ଯ୍ୟ ଓ ମାନସିକ ଦୃଢତାର ପରୀକ୍ଷା ଦ୍ୱାରା ସଶକ୍ତ ‘ଲାଷ୍ଟ ୱାନ୍‌ ଷ୍ଟାଣ୍ଡିଂ’ ଶୁଭାରମ୍ଭ କଲା

ମୁମ୍ବାଇ, ଭାରତ । ଜୁନ ୧୬, ୨୦୨୬: ଭାରତରେ ଫିଟ୍‌ନେସ୍‌ ଉପକରଣର ସ୍ୱୟଂଚାଳିତ ଉତ୍ପାଦନ କ୍ଷେତ୍ରରେ ଏକ ଅଗ୍ରଣୀ କମ୍ପାନୀ ଜେରାଇ ଫିଟ୍‌ନେସ୍‌ ଲିମିଟେଡ ରିବକ୍‌କୁ ଏହାର ପଣ୍ୟଦ୍ରବ୍ୟ ଓ ...

  • ଖିମଜୀ ଜୁଏଲର୍ସ ପକ୍ଷରୁ ମହା ଆଡ଼ମ୍ବରରେ ସହ ସାରା ଓଡ଼ିଶାରେ “ରଜ ମଉଜ’ ପାଳନ

    13786
    Jun 16, 2026
  • ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

    14880
    Apr 01, 2026
  • ସୁନା୬,୭୦୦ ଟଙ୍କା କମିଲା

    15492
    Mar 23, 2026
  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

    15244
    Mar 22, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ସଙ୍କଟ ସମୟରେ ଠିଆ ହେଉଛୁ, ସମସ୍ତ ସହାୟତା ଯୋଗାଇବାକୁ ପ୍ରସ୍ତୁତ ଅଛୁ: ମୋଦି

    14796
    Jun 25, 2026
  • ଇରାନ ରାଷ୍ଟ୍ରପତି ପ୍ରଧାନମନ୍ତ୍ରୀ ମୋଦୀଙ୍କୁ କଲେ ନିମନ୍ତ୍ରଣ

    15455
    Jun 24, 2026
  • କାବେରୀରେ ଭାସିଗଲେ ୫ ଜଣ

    15090
    Jun 25, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In