Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Friday, March 13, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ରାଜ୍ୟଗୁଡିକୁ ୪୦,୦୦୦ ଲିଟର କିରାସିନି ...

  • ଏଲଓସି ନିକଟରୁ ଜବତ ହେଲା ୮ କୋଟିର ହେରୋଇନ

  • ନେତାଙ୍କ ଘରୁ ୫୫ ସିଲିଣ୍ଡର ଜବତ, ପ୍ରତି ...

  • ଭାରତରେ ପର୍ଯ୍ୟାପ୍ତ ଅଶୋଧିତ ତୈଳ ଅଛି : ...

  • ସେଲିବ୍ରେଶନ ସମୟରେ ଜାତୀୟ ପତାକାକୁ ...

  • ମାଲାୟଲମ ଅଭିନେତା ହରି ମୁରଲୀଙ୍କ ...

  • ହର୍ମୁଜ୍ ପ୍ରଣାଳୀରୁ ମୁମ୍ବାଇ ପହଞ୍ଚିଲା ...

  • ସପ୍ତାହରେ ତିନିରୁ ଚାରି ଥର ପିଅନ୍ତୁ ଚା

  • ପେଇଂ ଗେଷ୍ଟଙ୍କୁ ଦିନରେ କେବଳ ୨ ଥର ଖାଦ୍ୟ ...

  • ମୋଦୀଙ୍କ ପରାମର୍ଶ: ରନ୍ଧନ ଗ୍ୟାସ ଅଭାବକୁ ...

ରାଜ୍ୟ
Home ›› ରାଜ୍ୟ ››ସୁପ୍ରିମକୋର୍ଟ ଗଲେ ମୋକିମ, ୧୯ରେ ହେବ ମାମାଲାର ଶୁଣାଣି

ସୁପ୍ରିମକୋର୍ଟ ଗଲେ ମୋକିମ, ୧୯ରେ ହେବ ମାମାଲାର ଶୁଣାଣି

2024-04-14 07:12:06
13958
Share:
Facebook
Twitter
E-Mail
WhatsApp
Telegram
ସୁପ୍ରିମକୋର୍ଟ ଗଲେ ମୋକିମ, ୧୯ରେ  ହେବ ମାମାଲାର ଶୁଣାଣି

ନୂଆଦିଲ୍ଲୀ: ଓଡ଼ିଶା ରୁରାଲ ହାଉସିଂ ଡେଭଲପମେଣ୍ଟ କର୍ପୋରେସନ ଦୁର୍ନୀତି ମାମଲାରେ ଓଡ଼ିଶା ହାଇକୋର୍ଟଙ୍କ ଏପ୍ରିଲ ୧୦ ରାୟକୁ କଟକ ବିଧାୟକ ମହମ୍ମଦ ମୋକିମ ସୁପ୍ରିମକୋର୍ଟରେ ଚ୍ୟାଲେଞ୍ଜ କରିଛନ୍ତି। ୧୯ ବର୍ଷ ପୂର୍ବର ଓଏଚଆରଡିସି ଦୁର୍ନୀତି ମାମଲାରେ ଭୁବନେଶ୍ୱର ସ୍ୱତନ୍ତ୍ର ଭିଜିଲାନସ ଅଦାଲତ ମେଟ୍ରୋ ବିଲଡର୍ସ ପ୍ରାଇଭେଟ ଲିମିଟେଡ଼ର ତତ୍କାଳୀନ ପରିଚାଳନା ନିର୍ଦେଶକ ମହମ୍ମଦ ମୋକିମଙ୍କୁ ଦେଇଥିବା ୩ ବର୍ଷ ଦଣ୍ଡାଦେଶକୁ ହାଇକୋର୍ଟ କାଏମ ରଖିଥିଲେ। ଯଦ୍ୱାରା ୨୦୨୪ ନିର୍ବାଚନରେ କଟକ-ବାରବାଟୀ ବିଧାନସଭା କ୍ଷେତ୍ରରୁ ମୋକିମଙ୍କ ନିର୍ବାଚନ ଲଢ଼ିବା ନେଇ ଅନିଶ୍ଚିତତା ସୃଷ୍ଟି ହୋଇଥିଲା ା ମେ’ ମାସରେ ଅନୁଷ୍ଠିତ ହେବାକୁ ଥିବା ଓଡ଼ିଶା ବିଧାନସଭା ନିର୍ବାଚନରେ ପ୍ରତିଦ୍ୱନ୍ଦିତା ସୁଯୋଗ ଦେବା ପାଇଁ କ୍ରିମିନାଲ ଅପିଲ ସଂଖ୍ୟା ୮୮୦/୨୦୨୨ରେ ଓଡ଼ିଶା ହାଇକୋର୍ଟଙ୍କ ୨୦୨୪ ଏପ୍ରିଲ ୧୦ ରାୟ ଉପରେ ରହିତାଦେଶ ଜାରି ସହ ଦଣ୍ଡାଦେଶ ଉପରେ ନିଲମ୍ବନ ଆଦେଶ ଜାରି କରିବାକୁ ନିବେଦନ କରାଯାଇଛି। ଏଥିସହ ସର୍ବୋଚ୍ଚ ନ୍ୟାୟାଳୟରେ ଏହି ମାମଲାର ବିଚାର ସମ୍ପୂର୍ଣ୍ଣ ନହେବା ପର୍ଯ୍ୟନ୍ତ ମହମ୍ମଦ ମୋକିମଙ୍କୁ ଜାମିନ ପ୍ରଦାନ ଏବଂ ଜୋରିମାନା ରାଶି ଆଦାୟ ଉପରେ ରୋକ ଲଗାଯିବା ପାଇଁ ଦୃଷ୍ଟି ଆକର୍ଷଣ କରାଯାଇଛି। ମାମଲାର ଶୁଣାଣି ଏପ୍ରିଲ ୧୯କୁ ଧାର୍ଯ୍ୟ ହୋଇଛି।

ମୋକିମଙ୍କ ଦ୍ୱାରା ଦାଖଲ ସ୍ୱତନ୍ତ୍ର ଲିଭ ପିଟିସନରେ ଦର୍ଶାଯାଇଛି ଯେ ଏହି ମାମଲାରେ ବ୍ୟବସାୟିକ ନେଣଦେଣ ୨୦୦୦ ମସିହାରେ ହୋଇଥିଲା। ସେତେବେଳେ ସେ ସାଧାରଣ ଜୀବନରେ ନଥିଲେ। ୨୦୦୫ରେ ଦୁର୍ନୀତି ନେଇ ଏତଲା ଦରଜ ହେବା ସହ ୨୦୨୨ରେ ବିଚାର ପ୍ରକ୍ରିୟା ସମ୍ପୂର୍ଣ୍ଣ ହୋଇ ୩ ବର୍ଷ ଦଣ୍ଡାଦେଶ ଘୋଷଣା ହୋଇଛି, ଯାହାକୁ ଓଡ଼ିଶା ଉଚ୍ଚ ନ୍ୟାୟାଳୟ କାଏମ ରଖିଛନ୍ତି। ଉଚ୍ଚ ନ୍ୟାୟାଳୟ ରାୟ ଦ୍ୱାରା ଜନପ୍ରତିନିଧି ଆଇନ ୮ (୩) ଅନୁଯାୟୀ କଟକ-ବାରବାଟୀ ବିଧାନସଭା ନିର୍ବାଚନ ମଣ୍ଡଳୀର ବିଧାୟକ ପଦ ପାଇଁ ସେ ଅଯୋଗ୍ୟ ହେବେ। ଏଥିସହ ଚଳିତ ବିଧାନସଭା ନିର୍ବାଚନ ଲଢ଼ି ପାରିବେ ନାହିଁ। ଏହି ଦୁର୍ନୀତି ମାମଲାରେ ସମୁଦାୟ ଋଣ ରାଶି ମୂଲ୍ୟ ୧.୫ କୋଟି ରହିଛି। ଭିଜିଲାନସ ଅଦାଲତ ତାଙ୍କୁ ଏହି ମାମଲାରେ ଦୁର୍ନୀତି ନିବାରଣ ଆଇନ ଅନୁଯାୟୀ ଦୋଷୀ ସାବ୍ୟସ୍ତ ନକରି ଆଇପିସିର ବିଭିନ୍ନ ଧାରାରେ ଦଣ୍ଡାଦେଶ ଶୁଣାଇଛନ୍ତି। ଝାଡ଼ଖଣ୍ଡର ଗରିଡିହୀ ବ୍ରହ୍ମଡିହା କୋଇଲା ବ୍ଲକ ଆବଣ୍ଟନ ଦୁର୍ନୀତିରେ ପୂର୍ବତନ କେନ୍ଦ୍ରମନ୍ତ୍ରୀ ଦିଲୀପ ରାୟଙ୍କ ସମ୍ପର୍କରେ ଦିଲ୍ଳୀ ହାଇକୋର୍ଟଙ୍କ ରାୟର ଅବତରଣା କରି ସେ ଦର୍ଶାଇଛନ୍ତି ଯେ ଆଗାମୀ ବିଧାନସଭା ନିର୍ବାଚନ ଲଢ଼ିବାକୁ ତାଙ୍କୁ ଅନୁମତି ନମିଳିଲେ ଅପୂରଣୀୟ କ୍ଷତି ଘଟିବ। ମୋକିମଙ୍କ ଏସଏଲପିକୁ ବିରୋଧ କରି ରାଜ୍ୟ ଭିଜିଲାନସ ବିଭାଗ ତରଫରୁ ଆଡ଼ଭୋକେଟ ଅନ ରେକର୍ଡ ପ୍ରକାଶ ନାୟକ ସୁପ୍ରିମକୋର୍ଟରେ କାଭିଏଟ ଦାଖଲ କରିଛନ୍ତି।

Powered by Froala Editor

Tags Mokim

Related articles Odisha News Lens 4.1

  • ଏଲଓସି ନିକଟରୁ ଜବତ ହେଲା ୮ କୋଟିର ହେରୋଇନ
    ଦେଶ-ଦେଶାନ୍ତର

    ଏଲଓସି ନିକଟରୁ ଜବତ ହେଲା ୮ କୋଟିର ହେରୋଇନ

    14094
    Mar 13, 2026
  • ଭାରତରେ ପର୍ଯ୍ୟାପ୍ତ ଅଶୋଧିତ ତୈଳ ଅଛି : ପେଟ୍ରୋଲିୟମ ମନ୍ତ୍ରୀ
    ଦେଶ-ଦେଶାନ୍ତର

    ଭାରତରେ ପର୍ଯ୍ୟାପ୍ତ ଅଶୋଧିତ ତୈଳ ଅଛି : ପେଟ୍ରୋଲିୟମ ମନ୍ତ୍ରୀ

    15008
    Mar 12, 2026
  • ନେତାଙ୍କ ଘରୁ ୫୫ ସିଲିଣ୍ଡର ଜବତ, ପ୍ରତି ସିଲିଣ୍ଡରକୁ ୨୦୦୦ ଟଙ୍କା ମୂଲ୍ୟରେ ବିକ୍ରି ...
    ଦେଶ-ଦେଶାନ୍ତର

    ନେତାଙ୍କ ଘରୁ ୫୫ ସିଲିଣ୍ଡର ଜବତ, ପ୍ରତି ସିଲିଣ୍ଡରକୁ ୨୦୦୦ ଟଙ୍କା ମୂଲ୍ୟରେ ବିକ୍ରି ...

    15574
    Mar 13, 2026
  • ମାଲାୟଲମ ଅଭିନେତା ହରି ମୁରଲୀଙ୍କ ଦେହାନ୍ତ, କାରଣ ଜଣାପଡ଼ିନାହିଁ
    ଦେଶ-ଦେଶାନ୍ତର

    ମାଲାୟଲମ ଅଭିନେତା ହରି ମୁରଲୀଙ୍କ ଦେହାନ୍ତ, କାରଣ ଜଣାପଡ଼ିନାହିଁ

    14898
    Mar 12, 2026
  • ରାଜ୍ୟଗୁଡିକୁ ୪୦,୦୦୦ ଲିଟର କିରାସିନି ଯୋଗାଇ ଦେବାକୁ ନିଷ୍ପତ୍ତି
    ଦେଶ-ଦେଶାନ୍ତର

    ରାଜ୍ୟଗୁଡିକୁ ୪୦,୦୦୦ ଲିଟର କିରାସିନି ଯୋଗାଇ ଦେବାକୁ ନିଷ୍ପତ୍ତି

    13502
    Mar 13, 2026
  • ସପ୍ତାହରେ ତିନିରୁ ଚାରି ଥର ପିଅନ୍ତୁ ଚା
    ବିଶେଷ

    ସପ୍ତାହରେ ତିନିରୁ ଚାରି ଥର ପିଅନ୍ତୁ ଚା

    13582
    Mar 12, 2026
  • ସେଲିବ୍ରେଶନ ସମୟରେ ଜାତୀୟ ପତାକାକୁ ଅସମ୍ମାନ
    ଖେଳ ଖବର

    ସେଲିବ୍ରେଶନ ସମୟରେ ଜାତୀୟ ପତାକାକୁ ଅସମ୍ମାନ

    13790
    Mar 12, 2026
  • ହର୍ମୁଜ୍ ପ୍ରଣାଳୀରୁ ମୁମ୍ବାଇ ପହଞ୍ଚିଲା ଭାରତ ତୈଳ ଟ୍ୟାଙ୍କର୍
    ଦେଶ-ଦେଶାନ୍ତର

    ହର୍ମୁଜ୍ ପ୍ରଣାଳୀରୁ ମୁମ୍ବାଇ ପହଞ୍ଚିଲା ଭାରତ ତୈଳ ଟ୍ୟାଙ୍କର୍

    15408
    Mar 12, 2026
  •  ମୋଦୀଙ୍କ ପରାମର୍ଶ: ରନ୍ଧନ ଗ୍ୟାସ ଅଭାବକୁ ନେଇ କୌଣସି ପ୍ରକାର ଆତଙ୍କିତ ହେବାର ନାହିଁ
    ଦେଶ-ଦେଶାନ୍ତର

    ମୋଦୀଙ୍କ ପରାମର୍ଶ: ରନ୍ଧନ ଗ୍ୟାସ ଅଭାବକୁ ନେଇ କୌଣସି ପ୍ରକାର ଆତଙ୍କିତ ହେବାର ନାହିଁ

    15759
    Mar 12, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ମାଲାୟଲମ ଅଭିନେତା ହରି ମୁରଲୀଙ୍କ ଦେହାନ୍ତ, କାରଣ ଜଣାପଡ଼ିନାହିଁ

    14898
    Mar 12, 2026
  • ଦେଶ-ଦେଶାନ୍ତର

    ରାଜ୍ୟଗୁଡିକୁ ୪୦,୦୦୦ ଲିଟର କିରାସିନି ଯୋଗାଇ ଦେବାକୁ ନିଷ୍ପତ୍ତି

    13502
    Mar 13, 2026
  • ଖେଳ ଖବର

    ସେଲିବ୍ରେଶନ ସମୟରେ ଜାତୀୟ ପତାକାକୁ ଅସମ୍ମାନ

    13790
    Mar 12, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17367
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17430
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17778
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16250
    Apr 03, 2021

ବିଶେଷ

  • ସପ୍ତାହରେ ତିନିରୁ ଚାରି ଥର ପିଅନ୍ତୁ ଚା

    13582
    Mar 12, 2026
  • ଏହି ରୋଗୀ ଖାଆନ୍ତୁନି ତରଭୁଜ

    14256
    Mar 11, 2026
  • ପିଲାଙ୍କ ସୋସିଆଲ ସ୍କିଲ୍‌ ପାଇଁ ଆପଣାନ୍ତୁ ଏହିସବୁ ଟିପ୍ସ.....

    15059
    Mar 08, 2026
  • ଏହି ସ୍ଥାନରେ କଳାଜାଇ ଥିଲେ ଖୋଲେ ପୂର୍ବଜନ୍ମର ରହସ୍ୟ

    14814
    Mar 07, 2026
  • ହଠାତ୍ ଭୋକ ଲାଗିବା ବନ୍ଦ ହେଉଥିଲେ, ହୋଇପାରେ ସାଂଘାତିକ ରୋଗ

    15264
    Mar 05, 2026

ବାଣିଜ୍ୟ

ୟୁନିଭରସିଟି ଅଫ୍‌ ୱେଷ୍ଟର୍ଣ୍ଣ ଅଷ୍ଟ୍ରେଲିଆ ଏବଂ ସାଇନ୍ସ ଆଣ୍ଡ ଟେକ୍‌ନୋଲୋଜି (ଏସ୍‌ ଆଣ୍ଡ ଟି) କ୍ଲଷ୍ଟର୍ସ ବିଜ୍ଞାନ ଓ ନବସୃଜନ ସହଯୋଗୀତା ମଜଭୁତ କରିବାକୁ ରଣକୋ÷ଶଳାତ୍ମକ ଏମ୍‌ଓୟୁରେ ସ୍ୱାକ୍ଷର କଲେ

ଭୁବନେଶ୍ୱର: ଦି ୟୁନିଭରସିଟି ଅଫ୍‌ ୱେଷ୍ଟର୍ଣ୍ଣ ଅଷ୍ଟ୍ରେଲିଆ (ୟୁଡବ୍ଲୁ୍ଏ) ଏବଂ ସାଇନ୍ସ ଆଣ୍ଡ୍‌ ଟେକ୍‌ନୋଲୋଜି (ଏସ୍‌ ଆଣ୍ଡ ଟି) କ୍ଲଷ୍ଟର୍ସ (ଅଫିସ ଅଫ୍‌ ଦି ପ୍ରିନସିପାଲ ସାଇଣ୍ଟିଫିକ ...

  • ନିଭାୟେଙ୍ଗେ ଅଲୱେଜ: ଖିମଜୀ ଜୁଏଲର୍ସ ପକ୍ଷରୁ ଚିରକାଳ ପ୍ରତିଶ୍ରୁତିର ଉତ୍ସବ ପାଳନ

    15675
    Feb 23, 2026
  • ୧ ଏପ୍ରିଲରୁ ନୂତନ ଆୟକର ଆଇନ

    15136
    Feb 09, 2026
  • ଓଡ଼ିଶା ଆପାର୍ଟମେଣ୍ଟ ମାଲିକାନା ଓ ପରିଚାଳନା ଆଇନ, ୨୦୨୩ ଅଧୀନରେ ଋୟାଲ ଆର୍କେଡ, ଭୁବନେଶ୍ୱର ଏକ ମାନଦଣ୍ଡ ସ୍ଥାପନ କଲା

    14987
    Feb 08, 2026
  • ଭୁଶୁଡିଲା ସେୟାର ମାର୍କେଟ

    14498
    Feb 01, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ରାଜ୍ୟଗୁଡିକୁ ୪୦,୦୦୦ ଲିଟର କିରାସିନି ଯୋଗାଇ ଦେବାକୁ ନିଷ୍ପତ୍ତି

    13502
    Mar 13, 2026
  • ପେଇଂ ଗେଷ୍ଟଙ୍କୁ ଦିନରେ କେବଳ ୨ ଥର ଖାଦ୍ୟ ଦେବାପାଇଁ ନିଷ୍ପତ୍ତି

    15482
    Mar 12, 2026
  • ସେଲିବ୍ରେଶନ ସମୟରେ ଜାତୀୟ ପତାକାକୁ ଅସମ୍ମାନ

    13790
    Mar 12, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In