Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Thursday, June 19, 2025, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
Breaking News

ଖୁବ୍ ଶୀଘ୍ର ସ୍କୋଡା ଇଣ୍ଡିଆ ଲଞ୍ଚ କରିବ ...

ଦେଶ-ଦେଶାନ୍ତର
Home ›› ଦେଶ-ଦେଶାନ୍ତର ››ପତିପତ୍ନୀ ଉଭୟ ସରକାରୀ ଚାକିରିଆ ହୋଇଥିଲେ ଜଣେ କରିବ ନିର୍ବାଚନ ଡ୍ୟୁଟି

ପତିପତ୍ନୀ ଉଭୟ ସରକାରୀ ଚାକିରିଆ ହୋଇଥିଲେ ଜଣେ କରିବ ନିର୍ବାଚନ ଡ୍ୟୁଟି

2024-04-14 10:06:44
13952
Share:
Facebook
Twitter
E-Mail
WhatsApp
Telegram
ପତିପତ୍ନୀ ଉଭୟ ସରକାରୀ ଚାକିରିଆ ହୋଇଥିଲେ ଜଣେ କରିବ ନିର୍ବାଚନ ଡ୍ୟୁଟି

ଲକ୍ଷ୍ନୌ: ଲୋକସଭା ନିର୍ବାଚନ ୨୦୨୪ରେ ସରକାରୀ କର୍ମଚାରୀମାନଙ୍କ ଡ୍ୟୁଟିକୁ ନେଇ ନିର୍ଦେଶନାମା ଜାରି କରାଯାଇଛି। ପତିପତ୍ନୀ ଉଭୟ ସରକାରୀ ଚାକିରିଆ ହୋଇଥିଲେ ଦୁଇଜଣ ଯାକ ନିର୍ବାଚନ ଡ୍ୟୁଟିରେ ନିୟୋଜିତ ହେବେନାହିଁ। ସେମାନଙ୍କ ମଧ୍ୟରୁ ଜଣଙ୍କର ହିଁ ନିର୍ବାଚନ ଡ୍ୟୁଟି ପଡ଼ିବ। ଏଥିପାଇଁ ଜିଲା ନିର୍ବାଚନ ଅଧିକାରୀଙ୍କୁ ଏକ ପ୍ରାର୍ଥନା ପତ୍ର ଦେବାକୁ ପଡ଼ିବ ଏବଂ ଏହି ଆଧାରରେ ଦମ୍ପତିଙ୍କ ମଧ୍ୟରୁ ଜଣଙ୍କୁ ଡ୍ୟୁଟିରୁ ମୁକ୍ତ କରିବାକୁ ଜିଲା ନିର୍ବାଚନ ଅଧିକାରୀ ନିଷ୍ପତ୍ତି ନେବେ। ଉତ୍ତରପ୍ରଦେଶର ମୁଖ୍ୟ ନିର୍ବାଚନ ଆୟୋଗଙ୍କ କାର୍ଯ୍ୟାଳୟ ପକ୍ଷରୁ ଏହି ନିର୍ଦ୍ଦଶେନମା ଜାରି କରାଯାଇଛି।

ନିର୍ଦ୍ଦଶେନମା  ଅନୁଯାୟୀ, ଯଦି ପତି-ପତ୍ନୀ ଉଭୟ ସରକାରୀ ସେବାରେ ଅଛନ୍ତି, ତେବେ ସେମାନଙ୍କ ସମସ୍ୟାକୁ ଦୃଷ୍ଟିରେ ରଖି ଉଭୟଙ୍କ ମଧ୍ୟରୁ ଜଣଙ୍କୁ ପ୍ରାର୍ଥନା ପତ୍ର ଆଧାରରେ ନିର୍ବାଚନ ଡ୍ୟୁଟିରୁ ମୁକ୍ତି ଦେବା ପାଇଁ ପୂର୍ବ ପରି ସମସ୍ତ ଜିଲା ନିର୍ବାଚନ ଅଧିକାରୀ/ସହକାରୀ ଜିଲା ନିର୍ବାଚନ ଅଧିକାରୀଙ୍କୁ ନିର୍ଦ୍ଦେଶ ରହିଛି। ସୂଚନାଯୋଗ୍ୟ, ଚଳିତ ଥର ୭ଟି ପର୍ଯ୍ୟାୟରେ ନିର୍ବାଚନ ଅନୁଷ୍ଠିତ ହେବ ଏବଂ ଏପ୍ରିଲ ୧୯ରୁ ପ୍ରଥମ ପର୍ଯ୍ୟାୟ ନିର୍ବାଚନ ଆରମ୍ଭ ହେବ। ଜୁନ୍‌ ୪ରେ ମତଗଣନା ହେବ।

Powered by Froala Editor

Tags Election

Related articles Odisha News Lens 4.1

  • ନିଜ ନାମରୁ 'ଆହୁଜା' ହଟାଇଲେ ସୁନିତା
    ମନୋରଞ୍ଜନ

    ନିଜ ନାମରୁ 'ଆହୁଜା' ହଟାଇଲେ ସୁନିତା

    15675
    Jun 18, 2025
  • ଓଡ଼ିଶାରେ ଚକ୍ଷୁ ଚିକିତ୍ସାର ଅଗ୍ରଦୂତ: ଏଲଭିପିଇଆଇ ଭୁବନେଶ୍ୱର ତରଫରୁ ଆରମ୍ଭ ହୋଇଛି ...
    ବାଣିଜ୍ୟ

    ଓଡ଼ିଶାରେ ଚକ୍ଷୁ ଚିକିତ୍ସାର ଅଗ୍ରଦୂତ: ଏଲଭିପିଇଆଇ ଭୁବନେଶ୍ୱର ତରଫରୁ ଆରମ୍ଭ ହୋଇଛି ...

    14434
    Jun 19, 2025
  • ୫ ବିଧାନସଭା ଆସନରେ ଉପନିର୍ବାଚନ ପାଇଁ ଚାଲିଛି ମତଦାନ
    ଦେଶ-ଦେଶାନ୍ତର

    ୫ ବିଧାନସଭା ଆସନରେ ଉପନିର୍ବାଚନ ପାଇଁ ଚାଲିଛି ମତଦାନ

    14936
    Jun 19, 2025
  • ଦାମ୍ପତ୍ୟ ଜୀବନରେ ଖୁସି ରହିବେ କେମିତି ଜାଣନ୍ତୁ ?
    ବିଶେଷ

    ଦାମ୍ପତ୍ୟ ଜୀବନରେ ଖୁସି ରହିବେ କେମିତି ଜାଣନ୍ତୁ ?

    14263
    Jun 19, 2025
  • ଜାପାନରେ ଶକ୍ତିଶାଳୀ ଭୂକମ୍ପ ଝଟକା ଅନୁଭୂତ
    ଦେଶ-ଦେଶାନ୍ତର

    ଜାପାନରେ ଶକ୍ତିଶାଳୀ ଭୂକମ୍ପ ଝଟକା ଅନୁଭୂତ

    13566
    Jun 19, 2025
  • ଜୁଲାଇ ୨୫ରେ ପରଦାକୁ ଆସିବ ‘ସନ୍‌ ଅଫ୍‌ ସର୍ଦ୍ଦାର ୨’
    ମନୋରଞ୍ଜନ

    ଜୁଲାଇ ୨୫ରେ ପରଦାକୁ ଆସିବ ‘ସନ୍‌ ଅଫ୍‌ ସର୍ଦ୍ଦାର ୨’

    15173
    Jun 19, 2025
  • ସବୁ କାର୍ଯ୍ୟରେ ସଫଳ ହେବାକୁ ଚାହୁଁଥିଲେ, ସକାଳୁ ଉଠି କରନ୍ତୁ ଏହା
    ବିଶେଷ

    ସବୁ କାର୍ଯ୍ୟରେ ସଫଳ ହେବାକୁ ଚାହୁଁଥିଲେ, ସକାଳୁ ଉଠି କରନ୍ତୁ ଏହା

    15148
    Jun 19, 2025
  • ଦୁଇ ଦେଶର ନେତା ମିଳିତ ଭାବେ ନେଇଥିଲେ ଯୁଦ୍ଧବିରତି ନିଷ୍ପତ୍ତି: ଟ୍ରମ୍ପ
    ଦେଶ-ଦେଶାନ୍ତର

    ଦୁଇ ଦେଶର ନେତା ମିଳିତ ଭାବେ ନେଇଥିଲେ ଯୁଦ୍ଧବିରତି ନିଷ୍ପତ୍ତି: ଟ୍ରମ୍ପ

    14977
    Jun 19, 2025
  • ଆମୱେ ଇଣ୍ଡିଆ ଏହାର ରୋଗପ୍ରତିରୋଧ ବର୍ଗମାଳାକୁ ସୁଦୃଢ କଲା; ପ୍ରଚଳନ କଲା ...
    ବାଣିଜ୍ୟ

    ଆମୱେ ଇଣ୍ଡିଆ ଏହାର ରୋଗପ୍ରତିରୋଧ ବର୍ଗମାଳାକୁ ସୁଦୃଢ କଲା; ପ୍ରଚଳନ କଲା ...

    14424
    Jun 19, 2025

ଆପଣ ଆଗ୍ରହୀ ହୋଇପାରନ୍ତି

  • ମନୋରଞ୍ଜନ

    ଜୁଲାଇ ୨୫ରେ ପରଦାକୁ ଆସିବ ‘ସନ୍‌ ଅଫ୍‌ ସର୍ଦ୍ଦାର ୨’

    15173
    Jun 19, 2025
  • ବାଣିଜ୍ୟ

    ଖୁବ୍ ଶୀଘ୍ର ସ୍କୋଡା ଇଣ୍ଡିଆ ଲଞ୍ଚ କରିବ ସିଏନଜି ଏସୟୁଭି

    14308
    Jun 19, 2025
  • ଦେଶ-ଦେଶାନ୍ତର

    ଦୁଇ ଦେଶର ନେତା ମିଳିତ ଭାବେ ନେଇଥିଲେ ଯୁଦ୍ଧବିରତି ନିଷ୍ପତ୍ତି: ଟ୍ରମ୍ପ

    14977
    Jun 19, 2025

Advertisement

ସଂସ୍କୃତି

୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

ଭୁବନେଶ୍ୱର : ଓଡ଼ିଶାର ଅଗ୍ରଣୀ ଓଡ଼ିଶୀ ନୃତ୍ୟ ଅନୁଷ୍ଠାନ ସୃଜନ ଓ ଶ୍ରୀ ଶ୍ରୀ ବିଶ୍ୱବିଦ୍ୟାଳୟର ମିଳିତ ସହଯୋଗରେ ଅନୁଷ୍ଠିତ ୨୯ତମ ଓଏମ୍‍ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଗତକାଲି  ଏକ ଭବ୍ୟ ସମାହାରରେ ଭୁବନେଶ୍ୱରର ରବିନ୍ଦ୍ର ମଣ୍ଡପରେ ଉଦ୍‍ଯାପିତ ହୋଇଯାଇଅଛି । ଚାରିଦିନ ଧରି ଅନୁଷ୍ଠିତ ଚମ ...

  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    16682
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    16987
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    15499
    Apr 03, 2021

ବିଶେଷ

  • ଦାମ୍ପତ୍ୟ ଜୀବନରେ ଖୁସି ରହିବେ କେମିତି ଜାଣନ୍ତୁ ?

    14263
    Jun 19, 2025
  • ସବୁ କାର୍ଯ୍ୟରେ ସଫଳ ହେବାକୁ ଚାହୁଁଥିଲେ, ସକାଳୁ ଉଠି କରନ୍ତୁ ଏହା

    15148
    Jun 19, 2025
  • ଶଜନାଶାଗ ଖାଇଲେ ବଢ଼ାଏ ସୌନ୍ଦର୍ଯ୍ୟ

    14510
    Jun 18, 2025
  • ଶୋଇବା ପୂର୍ବରୁ ଖାଆନ୍ତୁ ମାତ୍ର ୨ ଗୁଜୁରାତି, ମିଳିବ ଚମତ୍କାର ଲାଭ

    14233
    Jun 18, 2025
  • ବିବାହ ପୂର୍ବରୁ ଏହି ୫ଟି ଭୁଲ ଏଡାଇବା ଗୁରୁତ୍ୱପୂର୍ଣ୍ଣ

    14674
    Jun 17, 2025

ବାଣିଜ୍ୟ

ଖୁବ୍ ଶୀଘ୍ର ସ୍କୋଡା ଇଣ୍ଡିଆ ଲଞ୍ଚ କରିବ ସିଏନଜି ଏସୟୁଭି

ଭାରତରେ ସ୍କୋଡା ଇଣ୍ଡିଆ ଖୁବ୍ ଶୀଘ୍ର ଏହାର ପ୍ରଥମ ସିଏନଜି ଏସୟୁଭି ଲଞ୍ଚ କରିପାରେ। କମ୍ପାନୀ ଏହାର ସଦ୍ୟ ଲଞ୍ଚ ହୋଇଥିବା କାଇଲାକ ସିଏନଜି ସଂସ୍କରଣ ଲଞ୍ଚ କରିପାରେ ବୋଲି ଶୁଣିବାକୁ ମିଳିଛି।  ସ୍କୋଡା ଇଣ୍ଡିଆ କାର ନିର୍ମାତାମାନେ ଏହି ସେଗମେଣ୍ଟ ଉପରେ ଧ୍ୟାନ ଦେଉଛନ୍ତି। 

କାଇଲାକ ସିଏନଜିରେ ୧.୦ ଲ ...

  • ଆମୱେ ଇଣ୍ଡିଆ ଏହାର ରୋଗପ୍ରତିରୋଧ ବର୍ଗମାଳାକୁ ସୁଦୃଢ କଲା; ପ୍ରଚଳନ କଲା ନୁ୍ୟଟ୍ରିଲାଇଟ ଟ୍ରପିଲ ପ୍ରୋଟେକ୍ଟ

    14424
    Jun 19, 2025
  • ଓଡ଼ିଶାରେ ଚକ୍ଷୁ ଚିକିତ୍ସାର ଅଗ୍ରଦୂତ: ଏଲଭିପିଇଆଇ ଭୁବନେଶ୍ୱର ତରଫରୁ ଆରମ୍ଭ ହୋଇଛି ଆଭ୍ୟନ୍ତରୀଣ ଜେନେଟିକ୍ ପରୀକ୍ଷଣ ସହିତ ବଂଶାନୁକ୍ରମିକ ରେଟିନା ଡିଷ୍ଟ୍ରୋଫି କ୍ଲିନିକ୍

    14434
    Jun 19, 2025
  • ଅଜିମ ପ୍ରେମଜୀ ଫାଉଣ୍ଡେସନ ପକ୍ଷରୁ ପିଜି ଡାକ୍ତରଙ୍କ ପାଇଁ ଅଜିମ ପ୍ରେମଜୀ ହେଲ୍ଥ ଇକ୍ୱିଟି ଫେଲୋସିପ୍ ଘୋଷଣା

    13775
    Jun 17, 2025
  • ହିମାଳୟ ବେବିକେୟାର ପ୍ରଚଳନ କଲା #GentleAsDad ପ୍ରଚାର ଅଭିଯାନ

    15384
    Jun 14, 2025

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଦୁଇ ଦେଶର ନେତା ମିଳିତ ଭାବେ ନେଇଥିଲେ ଯୁଦ୍ଧବିରତି ନିଷ୍ପତ୍ତି: ଟ୍ରମ୍ପ

    14977
    Jun 19, 2025
  • ଆମୱେ ଇଣ୍ଡିଆ ଏହାର ରୋଗପ୍ରତିରୋଧ ବର୍ଗମାଳାକୁ ସୁଦୃଢ କଲା; ପ୍ରଚଳନ କଲା ନୁ୍ୟଟ୍ରିଲାଇଟ ଟ୍ରପିଲ ପ୍ରୋଟେକ୍ଟ

    14424
    Jun 19, 2025
  • ଜାପାନରେ ଶକ୍ତିଶାଳୀ ଭୂକମ୍ପ ଝଟକା ଅନୁଭୂତ

    13566
    Jun 19, 2025

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In