Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Sunday, August 23, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ବିବାହ ପାଇଁ ଭାରତ ଆସିଲେଣି ୧୫୦ ...

  • ଦେଶରେ ୮ ଲକ୍ଷ ୨୩ ହଜାର ୬୫୬ଟି ଅନୁମୋଦିତ ...

  • ଜାପାନର ହୋକ୍କାଇଡୋରେ ଜୋରଦାର ଭୂକମ୍ପ

  • ସ୍ୱାମୀଙ୍କ ଠାରୁ ଲୁଚାଇ ରଖିଥିଲେ ୧୨ ଲକ୍ଷ ...

  • ଏହି କାରଣରୁ ଅଭିଜିତ୍‌ ଦୀପ୍‌କେଙ୍କ ...

  • କାନାଡ଼ା ସାମଗ୍ରୀ ଉପରେ ଆମେରିକା ଲଗାଇଲା ...

  • ବନ୍ଦ ଘରୁ ବାପା, ମାଆ ଓ ଦୁଇ ସନ୍ତାନଙ୍କ ...

  • ଏହି ନେତାଙ୍କୁ ମିଳିବ ବୁଲେଟପ୍ରୁଫ୍ ...

  • ଜାତୀୟ ଶିକ୍ଷକ ପୁରସ୍କାର: ସମ୍ମାନିତ ହେବେ ...

  • ହୁତୁହୁତୁ ହୋଇ ଜଳୁଛି ଔଷଧ କମ୍ପାନୀ: ୨ ମୃତ, ...

ଦେଶ-ଦେଶାନ୍ତର
Home ›› ଦେଶ-ଦେଶାନ୍ତର ›› ମିଳିଲାନି ଆଶ୍ୱସ୍ତି, କେଜ୍ରିୱାଲଙ୍କ ଆବେଦନ ଖାରଜ

ମିଳିଲାନି ଆଶ୍ୱସ୍ତି, କେଜ୍ରିୱାଲଙ୍କ ଆବେଦନ ଖାରଜ

2024-04-15 10:06:04
14230
Share:
Facebook
Twitter
E-Mail
WhatsApp
Telegram
 ମିଳିଲାନି ଆଶ୍ୱସ୍ତି, କେଜ୍ରିୱାଲଙ୍କ ଆବେଦନ ଖାରଜ

ନୂଆଦିଲ୍ଲୀ :  ଅବକାରୀ ନୀତି ଦୁର୍ନୀତି ମାମଲାରେ ଗିରଫ ହୋଇଥିବା ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କୁ ମିଳିଲାନି କୌଣସି ଆଶ୍ୱସ୍ତି । ଇଡି ଗିରଫଦାରୀ ଓ ରିମାଣ୍ଡ ବିରୋଧରେ ସେ ଦିଲ୍ଲୀ ହାଇକୋର୍ଟରେ କରିଥିବା ଆବେଦନ ଖାରଜ ହୋଇଯାଇଛି । ଦିଲ୍ଲୀ ହାଇକୋର୍ଟ କେଜ୍ରିୱାଲଙ୍କ ଗିରଫଦାରୀକୁ ଯଥାର୍ଥ ବୋଲି କହିବା ସହ ତାଙ୍କର ସମସ୍ତ ଯୁକ୍ତିକୁ ଅଗ୍ରାହ୍ୟ କରି ଦେଇଛନ୍ତି । ଇଡି ତଦନ୍ତ ବେଳେ ପାଇଥିବା ସାମଗ୍ରୀ ଗିରଫଦାରୀ ପାଇଁ ଯଥେଷ୍ଟ ବୋଲି କୋର୍ଟ କହିଛନ୍ତି । ସେ କହିଛନ୍ତି ଅଦଲାତ ଆଇନ ଅନୁସାରେ କାର୍ଯ୍ୟ କରନ୍ତି । ବି·ରପତିମାନେ କୌଣସି ରାଜନୀତିକ ·ପରେ ପରି·ଳିତ ନୁହନ୍ତି । ରାୟ ଆଇନଗତ ନୀତି ଦ୍ୱାରା ଲେଖାଯାଏ । ରାଜନୀତି ସଂଗଠନ ଦ୍ୱାରା ନୁହେଁ । ହାଇକୋର୍ଟ କେଜ୍ରିୱାଲଙ୍କ ଆବେଦନକୁ ଖାରଜ କରି ଦେଇଥିବାରୁ ସେ ପୂର୍ବଭଳି ତିହାର ଜେଲରେ ରହିବେ । କାରଣ ଏପ୍ରିଲ ୧୫ ଯାଏ ତଳ କୋର୍ଟ କେଜ୍ରିୱାଲଙ୍କୁ ବି·ର ବିଭାଗୀୟ ହାଜତକୁ ପଠାଇ ଦେଇଥିଲା । ତେବେ ହାଇକୋର୍ଟଙ୍କ ରାୟ ବିରୋଧରେ କେଜ୍ରିୱାଲଙ୍କ ଆପ ସୁପ୍ରିମକୋର୍ଟ ଯିବ ବୋଲି କହିଛି ।
ମାର୍ଚ୍ଚ ୨୧ରେ ଇଡି କେଜ୍ରିୱାଲଙ୍କୁ ଗିରଫ କରିଥିଲା । ଏହା ବିରୋଧରେ ସେ ହାଇକୋର୍ଟକୁ ଯାଇଥିଲେ । ଆଜି ଶୁଣାଣି ବେଳେ କୋର୍ଟ କହିଛନ୍ତି, ଇଡି ଜବତ କରିଥିବା ସାମଗ୍ରୀରୁ ସ୍ପଷ୍ଟ ହୋଇଛି ଯେ କେଜ୍ରିୱାଲ ଅନ୍ୟମାନଙ୍କ ସହ ମିଶି ଷଡ଼ଯନ୍ତ୍ର କରିଥିଲେ ।
ନିଜର ବ୍ୟକ୍ତିଗତ କ୍ଷମତା ଓ ଆପର ଜାତୀୟ ଆବାହକ ଭାବେ ସେ ଅନ୍ୟମାନଙ୍କ ସହ ମିଶି ଷଡ଼ଯନ୍ତ୍ର କରିଥିଲେ । ଇଡି ପାଖରେ ଏମିତି କିଛି ସାମଗ୍ରୀ ରହିଛି, ଯାହା ମନିଲଣ୍ଡରିଂ ମାମଲାରେ କେଜ୍ରିୱାଲଙ୍କୁ ଗିରଫ କରିବା ପାଇଁ ଯଥେଷ୍ଟ । ପ୍ରଥମେ ଗିରଫ ଓ ପରେ ରାଜସାକ୍ଷୀ ବନିଥିବା କିଛି ଲୋକଙ୍କ ବୟାନ ଆଧାରରେ ଇଡି କେଜ୍ରିୱାଲଙ୍କୁ ଗିରଫ କରିବା ଠିକ ନୁହେଁ ବୋଲି କୋର୍ଟରେ ତାଙ୍କ ଓକିଲ ଯୁକ୍ତି ବାଢିଥିଲେ । କିନ୍ତୁ ଏହାକୁ ମଧ୍ୟ କୋର୍ଟ ଗ୍ରହଣ କରି ନାହାନ୍ତି । କୋର୍ଟ କହିଛନ୍ତି, ରାଜସାକ୍ଷୀଙ୍କୁ କ୍ଷମା ଦେବା ଇଡିର କ୍ଷମତା ନୁହେଁ । ଏହା ନ୍ୟାୟିକ ପ୍ରକ୍ରିୟା ।

Powered by Froala Editor

Tags Kejriwal

Related articles Odisha News Lens 4.1

  • ହୁତୁହୁତୁ ହୋଇ ଜଳୁଛି ଔଷଧ କମ୍ପାନୀ:  ୨ ମୃତ, ୯ ଆହତ
    ଦେଶ-ଦେଶାନ୍ତର

    ହୁତୁହୁତୁ ହୋଇ ଜଳୁଛି ଔଷଧ କମ୍ପାନୀ: ୨ ମୃତ, ୯ ଆହତ

    15238
    Aug 22, 2026
  • ବନ୍ଦ ଘରୁ ବାପା, ମାଆ ଓ ଦୁଇ ସନ୍ତାନଙ୍କ ମୃତଦେହ ଉଦ୍ଧାର
    ଦେଶ-ଦେଶାନ୍ତର

    ବନ୍ଦ ଘରୁ ବାପା, ମାଆ ଓ ଦୁଇ ସନ୍ତାନଙ୍କ ମୃତଦେହ ଉଦ୍ଧାର

    15495
    Aug 23, 2026
  • ବିବାହ ପାଇଁ ଭାରତ ଆସିଲେଣି ୧୫୦ ପାକିସ୍ତାନୀ କନ୍ୟା
    ଦେଶ-ଦେଶାନ୍ତର

    ବିବାହ ପାଇଁ ଭାରତ ଆସିଲେଣି ୧୫୦ ପାକିସ୍ତାନୀ କନ୍ୟା

    15243
    Aug 23, 2026
  • ସ୍ୱାମୀଙ୍କ ଠାରୁ ଲୁଚାଇ ରଖିଥିଲେ ୧୨ ଲକ୍ଷ ଟଙ୍କା, ମୂଷା କାଟିଦେଲା
    ଦେଶ-ଦେଶାନ୍ତର

    ସ୍ୱାମୀଙ୍କ ଠାରୁ ଲୁଚାଇ ରଖିଥିଲେ ୧୨ ଲକ୍ଷ ଟଙ୍କା, ମୂଷା କାଟିଦେଲା

    15002
    Aug 23, 2026
  • କାନାଡ଼ା ସାମଗ୍ରୀ ଉପରେ ଆମେରିକା ଲଗାଇଲା ୫୦% ସୀମା ଶୁଳ୍କ
    ଦେଶ-ଦେଶାନ୍ତର

    କାନାଡ଼ା ସାମଗ୍ରୀ ଉପରେ ଆମେରିକା ଲଗାଇଲା ୫୦% ସୀମା ଶୁଳ୍କ

    15363
    Aug 23, 2026
  • ଜାପାନର ହୋକ୍କାଇଡୋରେ ଜୋରଦାର ଭୂକମ୍ପ
    ଦେଶ-ଦେଶାନ୍ତର

    ଜାପାନର ହୋକ୍କାଇଡୋରେ ଜୋରଦାର ଭୂକମ୍ପ

    13737
    Aug 23, 2026
  •  ଏହି ନେତାଙ୍କୁ ମିଳିବ ବୁଲେଟପ୍ରୁଫ୍ ଜ୍ୟାକେଟ୍
    ଦେଶ-ଦେଶାନ୍ତର

    ଏହି ନେତାଙ୍କୁ ମିଳିବ ବୁଲେଟପ୍ରୁଫ୍ ଜ୍ୟାକେଟ୍

    15621
    Aug 22, 2026
  • ଜାତୀୟ ଶିକ୍ଷକ ପୁରସ୍କାର: ସମ୍ମାନିତ ହେବେ ୪୮ ଜଣ ଶିକ୍ଷକ, ଓଡ଼ିଶାରୁ ପଦରାଜ ଉମାକାନ୍ତ ...
    ଦେଶ-ଦେଶାନ୍ତର

    ଜାତୀୟ ଶିକ୍ଷକ ପୁରସ୍କାର: ସମ୍ମାନିତ ହେବେ ୪୮ ଜଣ ଶିକ୍ଷକ, ଓଡ଼ିଶାରୁ ପଦରାଜ ଉମାକାନ୍ତ ...

    15694
    Aug 22, 2026
  • ଏହି କାରଣରୁ ଅଭିଜିତ୍‌ ଦୀପ୍‌କେଙ୍କ ବିରୋଧରେ ହେଲା ମାମଲା ରୁଜୁ
    ଦେଶ-ଦେଶାନ୍ତର

    ଏହି କାରଣରୁ ଅଭିଜିତ୍‌ ଦୀପ୍‌କେଙ୍କ ବିରୋଧରେ ହେଲା ମାମଲା ରୁଜୁ

    14072
    Aug 23, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଏହି କାରଣରୁ ଅଭିଜିତ୍‌ ଦୀପ୍‌କେଙ୍କ ବିରୋଧରେ ହେଲା ମାମଲା ରୁଜୁ

    14072
    Aug 23, 2026
  • ଦେଶ-ଦେଶାନ୍ତର

    ଜାତୀୟ ଶିକ୍ଷକ ପୁରସ୍କାର: ସମ୍ମାନିତ ହେବେ ୪୮ ଜଣ ଶିକ୍ଷକ, ଓଡ଼ିଶାରୁ ପଦରାଜ ଉମାକାନ୍ତ ନାୟକ

    15694
    Aug 22, 2026
  • ଦେଶ-ଦେଶାନ୍ତର

    ଏହି ନେତାଙ୍କୁ ମିଳିବ ବୁଲେଟପ୍ରୁଫ୍ ଜ୍ୟାକେଟ୍

    15621
    Aug 22, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17048
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17677
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17719
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18115
    Sep 06, 2023

ବିଶେଷ

  • ସ୍ୱାସ୍ଥ ପାଇଁ ମହୋଷଧି ଭୃଷଙ୍ଗ ପତ୍ର

    15504
    Aug 21, 2026
  • ଏହା କଲେ ହେବ ନାହିଁ ଗ୍ୟାସ୍

    16036
    Aug 17, 2026
  • ଟୟେଲେଟ୍ ଯିବାବେଳେ ବଦଳାନ୍ତୁ ଏହିସବୁ ଅଭ୍ୟାସ

    13957
    Aug 16, 2026
  • ରୋଗର ପ୍ରଥମ ସଙ୍କେତ ଦିଏ ଓଠର ରଙ୍ଗ

    14980
    Aug 13, 2026
  • ଝିଅମାନେ କାହିଁକି ଲୁଚାନ୍ତି ତାଙ୍କ ପାଖରେ ଥିବା ଏହି ଗୁଣ ଜାଣନ୍ତୁ....

    14753
    Aug 10, 2026

ବାଣିଜ୍ୟ

ପରମ୍ପରାରୁ ବାହାରି ଉତ୍କର୍ଷତା ନିର୍ମାଣ : ବେଦାନ୍ତ ଆଲୁମିନିୟମ୍ ଲାଞ୍ଜିଗଡ଼ର କଣ୍ଟ୍ରୋଲ୍ ରୁମରେ ମହିଳା ଶକ୍ତି

କଣ୍ଟ୍ରୋଲ ରୁମକୁ ଶକ୍ତି ଯୋଗାଉଛନ୍ତି  ବେଦାନ୍ତର ୧୦୦% ମହିଳା ଅପରେଟର

ଭୁବନେଶ୍ୱର : ଔଦ୍ୟୋଗିକ କାର୍ଯ୍ୟକଳାପର ମୂଳରେ ଥିବା ଦାୟିତ୍ୱ ଗ୍ରହଣ କରି, ଉତ୍ପାଦନ କ୍ଷେତ୍ରର ଭବିଷ୍ୟତକୁ ରୂପ ଦେବାରେ ...

  • ବେଦାନ୍ତ ଆଲୁମିନିୟମ୍ କୋଇଲା ଖଣି: ପ୍ରତିଭାର ଶକ୍ତିରେ ପ୍ରଗତିର ପଥେ

    15967
    Aug 19, 2026
  • ଆଇଟିସି ଆଶୀର୍ବାଦ ସଲ୍ଟ ୬ ଲକ୍ଷ ପିଲାଙ୍କ ଭୋଜନକୁ ଆୟୋଡିନ ପୋଷଣ ଯୋଗାଉଛି

    14003
    Aug 13, 2026
  • ବେଦାନ୍ତ ଆଲୁମିନିୟମ ସମ୍ପ୍ରଦାୟର ଯୋଗଦାନ ମାଧ୍ୟମରେ ବିଶ୍ୱ ଜନଜାତି ଦିବସ ପାଳନ କରିଛି

    14268
    Aug 12, 2026
  • ଆଶୀର୍ବାଦ ଅଟ୍ଟାର ଗୁଣାତ୍ମକ ପରମ୍ପରା ପୁରୀରେ ରଥ ନିର୍ମାଣକୁ ଜୀବନ୍ତ କରି ଗଢିତୋଳିଲା

    14392
    Aug 09, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଦେଶରେ ୮ ଲକ୍ଷ ୨୩ ହଜାର ୬୫୬ଟି ଅନୁମୋଦିତ ପଦ ଖାଲି

    13893
    Aug 23, 2026
  • ଏହି କାରଣରୁ ଅଭିଜିତ୍‌ ଦୀପ୍‌କେଙ୍କ ବିରୋଧରେ ହେଲା ମାମଲା ରୁଜୁ

    14072
    Aug 23, 2026
  • ଜାପାନର ହୋକ୍କାଇଡୋରେ ଜୋରଦାର ଭୂକମ୍ପ

    13737
    Aug 23, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In