Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Sunday, March 15, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଆଜି ୫ ରାଜ୍ୟର ବିଧାନସଭା ନିର୍ବାଚନ ପାଇଁ ...

  • ତୈଳ ଅଭାବର ପ୍ରଭାବ : ଥାଇଲାଣ୍ଡରେ ...

  • ସୁନା ଓ ରୂପା ଦର କେତେ ଅଛି ଜାଣନ୍ତୁ.....

  • LPG ସଙ୍କଟ : ୮୮ ଲକ୍ଷ ବୁକିଂ

  • ବିବାହ ବନ୍ଧନରେ ଷ୍ଟାର କ୍ରିକେଟର କୁଲଦୀପ

  • ବନ୍ଧୁତାର ହାତ : ଦୁଇ ଏଲ୍‌ପିଜି ...

  • ଗର୍ଭବତୀ ଖବର ପରେ ଏମିତି କହିଲେ ନୀନା...

  • ରନ୍ଧନଗ୍ୟାସ୍ ଅଭାବ: ମେନ୍ୟୁ କାଟ୍ ଛାଟ୍

  • ଗ୍ୟାସ୍ ଆଣିବାକୁ ଯାଇଥିଲେ, ଚାଲିଗଲା ଜୀବନ

  • ସୋନମ ୱାଙ୍ଗଚୁକଙ୍କ ମୁକ୍ତି ନେଇ ...

Home ›› ››ଗୁଳୁଗୁଳି ଓ ଝାଞ୍ଜିରେ ଆଉଟୁପାଉଟ ରାଜ୍ୟବାସୀ, ଆକାଶରୁ ଖସୁଛି ନିଆଁ ପିଣ୍ଡୁଳା

ଗୁଳୁଗୁଳି ଓ ଝାଞ୍ଜିରେ ଆଉଟୁପାଉଟ ରାଜ୍ୟବାସୀ, ଆକାଶରୁ ଖସୁଛି ନିଆଁ ପିଣ୍ଡୁଳା

2024-04-16 04:45:27
14075
Share:
Facebook
Twitter
E-Mail
WhatsApp
Telegram
ଗୁଳୁଗୁଳି ଓ ଝାଞ୍ଜିରେ ଆଉଟୁପାଉଟ ରାଜ୍ୟବାସୀ, ଆକାଶରୁ ଖସୁଛି ନିଆଁ ପିଣ୍ଡୁଳା

ଭୁବନେଶ୍ବର : ଉପକୂଳଠୁ ପଶ୍ଚିମ, ଉତ୍ତରରୁ ଦକ୍ଷିଣ ସବୁଠି ନିଆଁ ବର୍ଷା। ଗୁଳୁଗୁଳି ଓ ଝାଞ୍ଜିରେ ଆଉଟୁପାଉଟ ଜନଜୀବନ। ଆସନ୍ତା ୨୦ ତାରିଖ ଯାଏଁ ରାଜ୍ୟରେ ଏପରି ଭୀଷଣ ଗ୍ରୀଷ୍ମ ପ୍ରବାହ ଜାରି ରହିବ। ସୋମବାର ୧୮ଟି ସ୍ଥାନରେ ପାରଦ ୪୦ ଡିଗ୍ରୀ କିମ୍ବା ତା’ଠାରୁ ଅଧିକ ରହିଛି। ୪୧.୪ ଡିଗ୍ରୀ ସହ ବାରିପଦା ସବୁଠୁ ଉତ୍ତପ୍ତ ସହର ପାଲଟି ଥିବାବେଳେ ଭୁବନେଶ୍ବର, ନୂଆପଡ଼ା ଓ ଚାନ୍ଦବାଲିରେ ପାରଦ ୪୧.୨ ଡିଗ୍ରୀ ଲେଖାଏଁ ରହିଛି। ଭୁବନେଶ୍ବର ପାଣିପାଗ ବିଜ୍ଞାନ କେନ୍ଦ୍ରର ସୂଚନାନୁଯାୟୀ, ରାଜ୍ୟକୁ ପଶ୍ଚିମ ତଥା ଉତ୍ତରପଶ୍ଚିମ ଦିଗରୁ ଶୁଷ୍କ ବାୟୁ ପ୍ରବେଶ କରୁଛି ତଥା ସୂର୍ଯ୍ୟ କିରଣର ତୀବ୍ରତା ବୃଦ୍ଧି ପାଉଥିବାରୁ ଆଗାମୀ ୪ ରୁ ୫ ଦିନ ମଧ୍ୟରେ ରାଜ୍ୟରେ ଅନେକ ସ୍ଥାନରେ ଦିନ ତାପମାତ୍ରା ୪ ରୁ ୬ ଡିଗ୍ରୀ ଯାଇଁ ବୃଦ୍ଧି ହେବାର ସମ୍ଭାବନା ରହିଛି। ୧୭ ରୁ ୨୦ ତାରିଖ ମଧ୍ୟରେ କିଛି ଜିଲାରେ ୪୩ ରୁ ୪୫ ଡିଗ୍ରୀ ଯାଏଁ ତାପମାତ୍ରା ରେକର୍ଡ ହେବାର ସମ୍ଭାବନା ରହିଛି। ୨୧ ଓ ୨୨ରେ ରାଜ୍ୟର କେତେକ ସ୍ଥାନରେ କାଳବୈଶାଖୀ ସମ୍ଭାବନା ରହିଛି। ସୋମବାର ଅପରାହ୍ଣ ସାଢ଼େ ୨ଟା ସୁଦ୍ଧା ଭୁବନେଶ୍ୱରର ତାପମାତ୍ରା ୪୧.୨ ଡିଗ୍ରୀ ସେଲ୍‌ସିୟସ ରେକର୍ଡ କରାଯାଇଥିବାବେଳେ ଚାନ୍ଦବାଲିରେ ୪୧.୧, ଝାରସୁଗୁଡାରେ ୪୧ ଓ ବାଲେଶ୍ୱର ୪୦ ଡିଗ୍ରୀ ରେକର୍ଡ ହୋଇଥିଲା। ଏପରିକି ଦିନ ୧୧ଟା ୩୦ ସୁଦ୍ଧା ବାଲେଶ୍ୱର ଓ ଭୁବନେଶ୍ୱରର ତାପମାତ୍ରା ୩୯ ଡିଗ୍ରୀ ଅତିକ୍ରମ କରିଯାଇଥିଲା।

Powered by Froala Editor

Tags Heat wave

Related articles Odisha News Lens 4.1

  • ବନ୍ଧୁତାର ହାତ : ଦୁଇ ଏଲ୍‌ପିଜି ଟ୍ୟାଙ୍କରକୁ ସୁରକ୍ଷିତ ଛାଡ଼ିଲା ଇରାନ
    ଦେଶ-ଦେଶାନ୍ତର

    ବନ୍ଧୁତାର ହାତ : ଦୁଇ ଏଲ୍‌ପିଜି ଟ୍ୟାଙ୍କରକୁ ସୁରକ୍ଷିତ ଛାଡ଼ିଲା ଇରାନ

    14548
    Mar 14, 2026
  • LPG ସଙ୍କଟ : ୮୮ ଲକ୍ଷ ବୁକିଂ
    ଦେଶ-ଦେଶାନ୍ତର

    LPG ସଙ୍କଟ : ୮୮ ଲକ୍ଷ ବୁକିଂ

    14117
    Mar 15, 2026
  • ରନ୍ଧନଗ୍ୟାସ୍ ଅଭାବ: ମେନ୍ୟୁ କାଟ୍ ଛାଟ୍
    ଦେଶ-ଦେଶାନ୍ତର

    ରନ୍ଧନଗ୍ୟାସ୍ ଅଭାବ: ମେନ୍ୟୁ କାଟ୍ ଛାଟ୍

    15575
    Mar 14, 2026
  • ଗ୍ୟାସ୍ ଆଣିବାକୁ ଯାଇଥିଲେ, ଚାଲିଗଲା ଜୀବନ
    ଦେଶ-ଦେଶାନ୍ତର

    ଗ୍ୟାସ୍ ଆଣିବାକୁ ଯାଇଥିଲେ, ଚାଲିଗଲା ଜୀବନ

    14351
    Mar 14, 2026
  • ବିବାହ ବନ୍ଧନରେ ଷ୍ଟାର କ୍ରିକେଟର କୁଲଦୀପ
    ମନୋରଞ୍ଜନ

    ବିବାହ ବନ୍ଧନରେ ଷ୍ଟାର କ୍ରିକେଟର କୁଲଦୀପ

    14440
    Mar 15, 2026
  • ତୈଳ ଅଭାବର ପ୍ରଭାବ : ଥାଇଲାଣ୍ଡରେ “ଓ଼୍ବାର୍କ ଫର୍ମ ହୋମ”, ଫିଲିପାଇନ୍ସରେ ୪ ଦିନିଆ ...
    ଦେଶ-ଦେଶାନ୍ତର

    ତୈଳ ଅଭାବର ପ୍ରଭାବ : ଥାଇଲାଣ୍ଡରେ “ଓ଼୍ବାର୍କ ଫର୍ମ ହୋମ”, ଫିଲିପାଇନ୍ସରେ ୪ ଦିନିଆ ...

    13439
    Mar 15, 2026
  • ସୋନମ ୱାଙ୍ଗଚୁକଙ୍କ ମୁକ୍ତି ନେଇ ଗୃହମନ୍ତ୍ରଣାଳୟର ବଡ଼ ନିଷ୍ପତ୍ତି
    ଦେଶ-ଦେଶାନ୍ତର

    ସୋନମ ୱାଙ୍ଗଚୁକଙ୍କ ମୁକ୍ତି ନେଇ ଗୃହମନ୍ତ୍ରଣାଳୟର ବଡ଼ ନିଷ୍ପତ୍ତି

    13519
    Mar 14, 2026
  • ଆଜି ୫ ରାଜ୍ୟର ବିଧାନସଭା ନିର୍ବାଚନ ପାଇଁ ତାରିଖ ହେବ ଘୋଷଣା
    ଦେଶ-ଦେଶାନ୍ତର

    ଆଜି ୫ ରାଜ୍ୟର ବିଧାନସଭା ନିର୍ବାଚନ ପାଇଁ ତାରିଖ ହେବ ଘୋଷଣା

    13462
    Mar 15, 2026
  • ସୁନା ଓ ରୂପା ଦର କେତେ ଅଛି ଜାଣନ୍ତୁ.....
    ଦେଶ-ଦେଶାନ୍ତର

    ସୁନା ଓ ରୂପା ଦର କେତେ ଅଛି ଜାଣନ୍ତୁ.....

    14790
    Mar 15, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ମନୋରଞ୍ଜନ

    ବିବାହ ବନ୍ଧନରେ ଷ୍ଟାର କ୍ରିକେଟର କୁଲଦୀପ

    14440
    Mar 15, 2026
  • ଦେଶ-ଦେଶାନ୍ତର

    ରନ୍ଧନଗ୍ୟାସ୍ ଅଭାବ: ମେନ୍ୟୁ କାଟ୍ ଛାଟ୍

    15575
    Mar 14, 2026
  • ଦେଶ-ଦେଶାନ୍ତର

    ତୈଳ ଅଭାବର ପ୍ରଭାବ : ଥାଇଲାଣ୍ଡରେ “ଓ଼୍ବାର୍କ ଫର୍ମ ହୋମ”, ଫିଲିପାଇନ୍ସରେ ୪ ଦିନିଆ କାର୍ଯ୍ୟ ସପ୍ତାହ ଲାଗୁ

    13439
    Mar 15, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17372
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17436
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17782
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16254
    Apr 03, 2021

ବିଶେଷ

  • ବର୍ଷେ ପୂର୍ବରୁ ପିଲାଙ୍କ ଖାଦ୍ୟରେ ଲୁଣ ଦେବା ସ୍ୱାସ୍ଥ୍ୟ ପାଇଁ ହୋଇପାରେ କ୍ଷତିକାରକ

    13947
    Mar 14, 2026
  • ସପ୍ତାହରେ ତିନିରୁ ଚାରି ଥର ପିଅନ୍ତୁ ଚା

    13911
    Mar 12, 2026
  • ଏହି ରୋଗୀ ଖାଆନ୍ତୁନି ତରଭୁଜ

    14484
    Mar 11, 2026
  • ପିଲାଙ୍କ ସୋସିଆଲ ସ୍କିଲ୍‌ ପାଇଁ ଆପଣାନ୍ତୁ ଏହିସବୁ ଟିପ୍ସ.....

    15100
    Mar 08, 2026
  • ଏହି ସ୍ଥାନରେ କଳାଜାଇ ଥିଲେ ଖୋଲେ ପୂର୍ବଜନ୍ମର ରହସ୍ୟ

    14855
    Mar 07, 2026

ବାଣିଜ୍ୟ

ୟୁନିଭରସିଟି ଅଫ୍‌ ୱେଷ୍ଟର୍ଣ୍ଣ ଅଷ୍ଟ୍ରେଲିଆ ଏବଂ ସାଇନ୍ସ ଆଣ୍ଡ ଟେକ୍‌ନୋଲୋଜି (ଏସ୍‌ ଆଣ୍ଡ ଟି) କ୍ଲଷ୍ଟର୍ସ ବିଜ୍ଞାନ ଓ ନବସୃଜନ ସହଯୋଗୀତା ମଜଭୁତ କରିବାକୁ ରଣକୋ÷ଶଳାତ୍ମକ ଏମ୍‌ଓୟୁରେ ସ୍ୱାକ୍ଷର କଲେ

ଭୁବନେଶ୍ୱର: ଦି ୟୁନିଭରସିଟି ଅଫ୍‌ ୱେଷ୍ଟର୍ଣ୍ଣ ଅଷ୍ଟ୍ରେଲିଆ (ୟୁଡବ୍ଲୁ୍ଏ) ଏବଂ ସାଇନ୍ସ ଆଣ୍ଡ୍‌ ଟେକ୍‌ନୋଲୋଜି (ଏସ୍‌ ଆଣ୍ଡ ଟି) କ୍ଲଷ୍ଟର୍ସ (ଅଫିସ ଅଫ୍‌ ଦି ପ୍ରିନସିପାଲ ସାଇଣ୍ଟିଫିକ ...

  • ନିଭାୟେଙ୍ଗେ ଅଲୱେଜ: ଖିମଜୀ ଜୁଏଲର୍ସ ପକ୍ଷରୁ ଚିରକାଳ ପ୍ରତିଶ୍ରୁତିର ଉତ୍ସବ ପାଳନ

    15681
    Feb 23, 2026
  • ୧ ଏପ୍ରିଲରୁ ନୂତନ ଆୟକର ଆଇନ

    15143
    Feb 09, 2026
  • ଓଡ଼ିଶା ଆପାର୍ଟମେଣ୍ଟ ମାଲିକାନା ଓ ପରିଚାଳନା ଆଇନ, ୨୦୨୩ ଅଧୀନରେ ଋୟାଲ ଆର୍କେଡ, ଭୁବନେଶ୍ୱର ଏକ ମାନଦଣ୍ଡ ସ୍ଥାପନ କଲା

    14992
    Feb 08, 2026
  • ଭୁଶୁଡିଲା ସେୟାର ମାର୍କେଟ

    14503
    Feb 01, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ତୈଳ ଅଭାବର ପ୍ରଭାବ : ଥାଇଲାଣ୍ଡରେ “ଓ଼୍ବାର୍କ ଫର୍ମ ହୋମ”, ଫିଲିପାଇନ୍ସରେ ୪ ଦିନିଆ କାର୍ଯ୍ୟ ସପ୍ତାହ ଲାଗୁ

    13439
    Mar 15, 2026
  • ଆଜି ୫ ରାଜ୍ୟର ବିଧାନସଭା ନିର୍ବାଚନ ପାଇଁ ତାରିଖ ହେବ ଘୋଷଣା

    13462
    Mar 15, 2026
  • ବନ୍ଧୁତାର ହାତ : ଦୁଇ ଏଲ୍‌ପିଜି ଟ୍ୟାଙ୍କରକୁ ସୁରକ୍ଷିତ ଛାଡ଼ିଲା ଇରାନ

    14548
    Mar 14, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In