Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Friday, August 14, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ହରିଦ୍ୱାରରେ ୭ ହଜାର ମେଟ୍ରିକ ଟନ୍ ...

  • ବାସଭବନରୁ ବିଡ଼ା ବିଡ଼ା ନଗଦ ଟଙ୍କା ମିଳିବା ...

  • ଆମେରିକୀୟ ସେନା ହେଲିକପ୍ଟର ...

  • JPSC ପରୀକ୍ଷା ଦୁର୍ନୀତି : ଆଉ ୭ ଅଭିଯୁକ୍ତଙ୍କ ...

  • ଲାଲକିଲ୍ଲା କାର୍ ବ୍ଲାଷ୍ଟ ଘଟଣାରେ ...

  • ଆଇଟିସି ଆଶୀର୍ବାଦ ସଲ୍ଟ ୬ ଲକ୍ଷ ପିଲାଙ୍କ ...

  • ୟୁକ୍ରେନ ଉପରେ ରୁଷର କ୍ଷେପଣାସ୍ତ୍ର ମାଡ଼: ...

  • ପ୍ରବଳ ହଙ୍ଗାମା ଓ ବିରୋଧ ପ୍ରଦର୍ଶନ: ...

  • ରୋଗର ପ୍ରଥମ ସଙ୍କେତ ଦିଏ ଓଠର ରଙ୍ଗ

  • ବେଦାନ୍ତ ଆଲୁମିନିୟମ ସମ୍ପ୍ରଦାୟର ଯୋଗଦାନ ...

ରାଜ୍ୟ
Home ›› ରାଜ୍ୟ ››ଦେଶରେ ୪୬୫୮ କୋଟି ଟଙ୍କାର ସାମଗ୍ରୀ ଜବତ

ଦେଶରେ ୪୬୫୮ କୋଟି ଟଙ୍କାର ସାମଗ୍ରୀ ଜବତ

2024-04-16 09:48:02
14745
Share:
Facebook
Twitter
E-Mail
WhatsApp
Telegram
ଦେଶରେ ୪୬୫୮ କୋଟି ଟଙ୍କାର ସାମଗ୍ରୀ ଜବତ

ଭୁବନେଶ୍ୱର : ନିର୍ବାଚନ ବେଳେ ଭୋଟରଙ୍କୁ ପ୍ରଭାବିତ କରିବା ଆଜିକାଲି ସାଧାରଣ କଥାରେ ପରିଣତ ହେଲାଣି  । ତେବେ ଏହା ଉପରେ ନିର୍ବାଚନ କମିଶନ ନିଘା ରଖିଛନ୍ତି  । ଯେଉଁଥିପାଇଁ ନିର୍ବାଚନ ପୂର୍ବରୁ ରେକର୍ଡ଼ ପରିମାଣର ଟଙ୍କା, ମଦ ଓ ଅନ୍ୟାନ୍ୟ ସାମଗ୍ରୀ ଜବତ ହୋଇସାରିଲାଣି  । ନିର୍ବାଚନ କମିଶନଙ୍କ ତଥ୍ୟ ଅନୁଯାୟୀ, ଏଯାବତ ଦେଶରେ ୪୬୫୮ କୋଟି ଟଙ୍କାର ସାମଗ୍ରୀ ଜବତ ହୋଇଥିବାବେଳେ ଓଡ଼ିଶାରୁ ୧୦୭ କୋଟିରୁ ଉଦ୍ଧ୍ୱର୍ ମୂଲ୍ୟର ଟଙ୍କା, ଡ୍ରଗ୍ସ ଓ ଅନ୍ୟାନ୍ୟ ପ୍ରଲୋଭନ ସାମଗ୍ରୀ ଜବତ ହୋଇଛି  ।
ନିର୍ବାଚନ କମିଶନଙ୍କ ପକ୍ଷରୁ ପ୍ରଦତ୍ତ ସୂଚନା ଅନୁଯାୟୀ, ଏଯାବତ ଦେଶରେ ୩୯୫ କୋଟିର ନଗଦ ଟଙ୍କା ଜବତ ହୋଇଛି  । ସେହିପରି ସାଢ଼େ ୩ କୋଟି ଲିଟର ମଦ ଜବତ ହୋଇଥିବାବେଳେ ଏହାର ମୂଲ୍ୟ ୪୮୯ କୋଟିରୁ ଅଧିକ ହେବ  । ଅପରପକ୍ଷରେ ୨୦୬୮ କୋଟି ଟଙ୍କାର ଡ୍ରଗ୍ସ, ୫୬୨ କୋଟି ଟଙ୍କାର ମୂଲ୍ୟବାନ ଧାତବ ସାମଗ୍ରୀ ଓ ୧୧୪୨ କୋଟିର ପ୍ରଲୋଭନ ସାମଗ୍ରୀ ଜବତ କରାଯାଇଛି  ।
ଯେତେବେଳେକି ଓଡ଼ିଶାରୁ ୧ କୋଟି ୪୭ ଲକ୍ଷ ନଗଦ ଟଙ୍କା ଜବତ ହୋଇସାରିଛି  । ଏହାଛଡ଼ା ୧୬ କୋଟି ଟଙ୍କାର ୧୩ ଲକ୍ଷ ଲିଟରରୁ ଅଧିକ ମଦ, ୩୯ କୋଟିର ଡ୍ରଗ୍ସ, ୬ କୋଟିର ମୂଲ୍ୟବାନ ପଥର, ପ୍ରାୟ ୪୪ କୋଟିର ପ୍ରଲୋଭନ ସାମଗ୍ରୀ ଜବତ ହୋଇଛି  ।
୨୦୨୪ ସାଧାରଣ ନିର୍ବାଚନ ଜାରି ରହିଥିବା ବେଳେ ଦେଶରେ ଲୋକସଭା ନିର୍ବାଚନର ୭୫ ବର୍ଷର ଇତିହାସରେ ସର୍ବାଧିକ ପ୍ରଲୋଭନ ସାମଗ୍ରୀ ଜବତ କରାଯାଇଛି  । ୨୦୧୯ ଲୋକସଭା ନିର୍ବାଚନରେ ମୋଟ ଉପରେ ୩୪୭୫ କୋଟି ଟଙ୍କାର ସାମଗ୍ରୀ ଜବତ କରାଯାଇଥିଲା  । ମୁଖ୍ୟ ନିର୍ବାଚନ କମିଶନର ରାଜୀବ କୁମାର ନିର୍ବାଚନ ଘୋଷଣା କରିବା ସମୟରେ ଅର୍ଥ ବଳ ବା ମନି ପାୱାରକୁ ବଡ଼ ଆହ୍ୱାନ ଭାବେ ଦର୍ଶାଇଥିଲେ  ।
ଫ୍ଲାଇଂ ସ୍କ୍ୱାଡ୍ ଜରିଆରେ ଚଢ଼ାଉ ଜୋରଦାର କରାଯାଇଛି । ଏପରିକି ଗୋଟିଏ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ ଗାଡ଼ି ଏବଂ ଅନ୍ୟ ରାଜ୍ୟରେ ଜଣେ ଉପ ମୁଖ୍ୟମନ୍ତ୍ରୀଙ୍କ ଗାଡ଼ି ଯାଞ୍ଚ କରିଛନ୍ତି । ନିର୍ବାଚନ ପ୍ରଚାରରେ ରାଜନେତାଙ୍କୁ ସହଯୋଗ କରୁଥିବା ପ୍ରାୟ ୧୦୬ ସରକାରୀ କର୍ମଚାରୀଙ୍କ ବିରୋଧରେ ମଧ୍ୟ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି । ଅସ୍ଥାୟୀ ଗୋଦାମ, ଅନ୍ତର୍ଜାତୀୟ ସୀମାପାର୍ ଚେକପୋଷ୍ଟ, ଅଣନିର୍ଦ୍ଧାରିତ ବିମାନ ଓ ହେଲିକପ୍ଟରରେ ଆୟକର ବିଭାଗ, ବିମାନ ବନ୍ଦର କର୍ତ୍ତୃପକ୍ଷ, ସୀମା ସୁରକ୍ଷା ଏଜେନ୍ସି, ସମ୍ପୃକ୍ତ ଜିଲ୍ଲାର ଏସପି ଓ ଜିଏସଟି ଅଧିକାରୀଙ୍କ ଦ୍ୱାରା ଯାଞ୍ଚ କରାଯାଉଛି । ସଡକ ପରିବହନ ପାଇଁ ଚେକପୋଷ୍ଟ ଓ ନାକାରେ, ଉପକୂଳ ମାର୍ଗରେ ତଟରକ୍ଷୀ ବାହିନୀ ଦ୍ୱାରା ଏବଂ ହେଲିକପ୍ଟର ଓ ଅଣନିର୍ଦ୍ଧାରିତ ବିମାନରେ ଜିଲ୍ଲାପାଳ ଓ ଏସପିଙ୍କ ଦ୍ୱାରା ଯାଞ୍ଚ ହେଉଥିବା ଦେଖିବାକୁ ମିଳୁଛି । ନିର୍ବାଚନ ଜବତ ପରିଚାଳନା ପ୍ରଣାଳୀ (ଇଏସଏମଏସ) ଟେକ୍ନୋଲୋଜିର ବ୍ୟବହାର ମାଧ୍ୟମରେ ସମସ୍ତ ଏନଫୋର୍ସମେଣ୍ଟ ଏଜେନ୍ସିକୁ ଗୋଟିଏ ପ୍ଲାଟଫର୍ମରେ ଆଣିବା ଦ୍ୱାରା ଏହା ଏକ ଗେମ୍ ଚେଞ୍ଜର ସାବ୍ୟସ୍ତ ହେଉଛି । ତଥ୍ୟ ଅନୁଯାୟୀ, ବିଭିନ୍ନ ଏଜେନ୍ସିର ୬୩୯୮ ଜିଲ୍ଲା ନୋଡାଲ ଅଫିସର, ୭୩୪ ଜଣ ରାଜ୍ୟ ନୋଡାଲ ଅଫିସର, ୫୯୦ ଫ୍ଲାଇଂ ସ୍କ୍ୱାଡ୍ (ଏଫ୍ଏସ୍) ଏବଂ ଷ୍ଟାଟିକ୍ସ ସର୍ଭିଲାନ୍ସ ଟିମ୍ (ଏସଏସଟି)କୁ ରିୟଲ ଟାଇମ୍ ମନିଟରିଂ ଏବଂ ଅପଡେଟ୍ ପାଇଁ ଇଏସ୍ଏମ୍ଏସ୍ ପ୍ଲାଟଫର୍ମରେ ନିୟୋଜିତ କରାଯାଇଛି । ସମସ୍ତ ନୋଡାଲ ଅଧିକାରୀଙ୍କୁ ଇଏସଏମଏସ ବ୍ୟବହାର କରିବାର ବିଭିନ୍ନ ଦିଗ ଉପରେ ପ୍ରଶିକ୍ଷଣ ଦିଆଯାଇଛି ।

Powered by Froala Editor

Tags Election

Related articles Odisha News Lens 4.1

  • ଆମେରିକୀୟ ସେନା ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ
    ଦେଶ-ଦେଶାନ୍ତର

    ଆମେରିକୀୟ ସେନା ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ

    15487
    Aug 13, 2026
  • ପ୍ରବଳ ହଙ୍ଗାମା ଓ ବିରୋଧ ପ୍ରଦର୍ଶନ: ଅନିର୍ଦ୍ଦିଷ୍ଟ କାଳ ପାଇଁ ସ୍ଥଗିତ ହେଲା ଲୋକସଭା
    ଦେଶ-ଦେଶାନ୍ତର

    ପ୍ରବଳ ହଙ୍ଗାମା ଓ ବିରୋଧ ପ୍ରଦର୍ଶନ: ଅନିର୍ଦ୍ଦିଷ୍ଟ କାଳ ପାଇଁ ସ୍ଥଗିତ ହେଲା ଲୋକସଭା

    13805
    Aug 13, 2026
  • ଲାଲକିଲ୍ଲା କାର୍ ବ୍ଲାଷ୍ଟ ଘଟଣାରେ ଅଲ୍-କାଏଦା ଦାୟୀ
    ଦେଶ-ଦେଶାନ୍ତର

    ଲାଲକିଲ୍ଲା କାର୍ ବ୍ଲାଷ୍ଟ ଘଟଣାରେ ଅଲ୍-କାଏଦା ଦାୟୀ

    13572
    Aug 13, 2026
  • ଆଇଟିସି ଆଶୀର୍ବାଦ ସଲ୍ଟ ୬ ଲକ୍ଷ ପିଲାଙ୍କ ଭୋଜନକୁ ଆୟୋଡିନ ପୋଷଣ ଯୋଗାଉଛି
    ବାଣିଜ୍ୟ

    ଆଇଟିସି ଆଶୀର୍ବାଦ ସଲ୍ଟ ୬ ଲକ୍ଷ ପିଲାଙ୍କ ଭୋଜନକୁ ଆୟୋଡିନ ପୋଷଣ ଯୋଗାଉଛି

    13350
    Aug 13, 2026
  • ୟୁକ୍ରେନ ଉପରେ ରୁଷର କ୍ଷେପଣାସ୍ତ୍ର ମାଡ଼: ୧୨ ମୃତ
    ଦେଶ-ଦେଶାନ୍ତର

    ୟୁକ୍ରେନ ଉପରେ ରୁଷର କ୍ଷେପଣାସ୍ତ୍ର ମାଡ଼: ୧୨ ମୃତ

    14639
    Aug 13, 2026
  • JPSC ପରୀକ୍ଷା ଦୁର୍ନୀତି : ଆଉ ୭ ଅଭିଯୁକ୍ତଙ୍କ ବିରୋଧରେ ୱାରେଣ୍ଟ
    ଦେଶ-ଦେଶାନ୍ତର

    JPSC ପରୀକ୍ଷା ଦୁର୍ନୀତି : ଆଉ ୭ ଅଭିଯୁକ୍ତଙ୍କ ବିରୋଧରେ ୱାରେଣ୍ଟ

    15579
    Aug 13, 2026
  • ରୋଗର ପ୍ରଥମ ସଙ୍କେତ ଦିଏ ଓଠର ରଙ୍ଗ
    ବିଶେଷ

    ରୋଗର ପ୍ରଥମ ସଙ୍କେତ ଦିଏ ଓଠର ରଙ୍ଗ

    14272
    Aug 13, 2026
  • ହରିଦ୍ୱାରରେ ୭ ହଜାର ମେଟ୍ରିକ ଟନ୍ ଆବର୍ଜନା ଜମା
    ଦେଶ-ଦେଶାନ୍ତର

    ହରିଦ୍ୱାରରେ ୭ ହଜାର ମେଟ୍ରିକ ଟନ୍ ଆବର୍ଜନା ଜମା

    13786
    Aug 13, 2026
  • ବାସଭବନରୁ ବିଡ଼ା ବିଡ଼ା ନଗଦ ଟଙ୍କା ମିଳିବା ଘଟଣା : ଜଷ୍ଟିସ୍ ଯଶୱନ୍ତ ବର୍ମା ଦୋଷୀ
    ଦେଶ-ଦେଶାନ୍ତର

    ବାସଭବନରୁ ବିଡ଼ା ବିଡ଼ା ନଗଦ ଟଙ୍କା ମିଳିବା ଘଟଣା : ଜଷ୍ଟିସ୍ ଯଶୱନ୍ତ ବର୍ମା ଦୋଷୀ

    13645
    Aug 13, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଆମେରିକୀୟ ସେନା ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ

    15487
    Aug 13, 2026
  • ଦେଶ-ଦେଶାନ୍ତର

    ହରିଦ୍ୱାରରେ ୭ ହଜାର ମେଟ୍ରିକ ଟନ୍ ଆବର୍ଜନା ଜମା

    13786
    Aug 13, 2026
  • ବାଣିଜ୍ୟ

    ଆଇଟିସି ଆଶୀର୍ବାଦ ସଲ୍ଟ ୬ ଲକ୍ଷ ପିଲାଙ୍କ ଭୋଜନକୁ ଆୟୋଡିନ ପୋଷଣ ଯୋଗାଉଛି

    13350
    Aug 13, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17027
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17641
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17692
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18091
    Sep 06, 2023

ବିଶେଷ

  • ରୋଗର ପ୍ରଥମ ସଙ୍କେତ ଦିଏ ଓଠର ରଙ୍ଗ

    14272
    Aug 13, 2026
  • ଝିଅମାନେ କାହିଁକି ଲୁଚାନ୍ତି ତାଙ୍କ ପାଖରେ ଥିବା ଏହି ଗୁଣ ଜାଣନ୍ତୁ....

    14501
    Aug 10, 2026
  • ଏହି ଉପାୟ ଆପଣାଇଲେ ଘର ଖାଦ୍ୟ ଖାଇବେ ପିଲା

    14332
    Aug 07, 2026
  • ଏହି ସ୍ଥାନରେ କଳାଜାଇ ଥିଲେ ସୁଖୀ ହୋଇଥାଏ ଦାମ୍ପତ୍ୟ ଜୀବନ

    15917
    Aug 05, 2026
  • ଏହି ୫ ଅଭ୍ୟାସ କରନ୍ତୁ, ସତେଜ ରହିବ ଆପଣଙ୍କ ଚର୍ମ ଏବଂ ଶରୀର

    16330
    Aug 02, 2026

ବାଣିଜ୍ୟ

ଆଇଟିସି ଆଶୀର୍ବାଦ ସଲ୍ଟ ୬ ଲକ୍ଷ ପିଲାଙ୍କ ଭୋଜନକୁ ଆୟୋଡିନ ପୋଷଣ ଯୋଗାଉଛି

ପୁରୀ ରଥ ଯାତ୍ରାରେ ଏହାର ‘ଆୟୋଡିନ କା ତିଲକ୍‌’ ପ୍ରୟାସ ପରେ ଏହି ବ୍ରାଣ୍ଡ୍‌ ପିଲାମାନଙ୍କ ନିମନ୍ତେ ଆୟୋଡିନ ପୋଷଣ ଯୋଗାଇବାକୁ ଚିଲ୍‌ଡ୍ରେନ୍ସ ଫାଉଣ୍ଡେସନଗୁଡିକ ସହିତ ସହଭାଗୀତା କରି ...

  • ବେଦାନ୍ତ ଆଲୁମିନିୟମ ସମ୍ପ୍ରଦାୟର ଯୋଗଦାନ ମାଧ୍ୟମରେ ବିଶ୍ୱ ଜନଜାତି ଦିବସ ପାଳନ କରିଛି

    13822
    Aug 12, 2026
  • ଆଶୀର୍ବାଦ ଅଟ୍ଟାର ଗୁଣାତ୍ମକ ପରମ୍ପରା ପୁରୀରେ ରଥ ନିର୍ମାଣକୁ ଜୀବନ୍ତ କରି ଗଢିତୋଳିଲା

    14356
    Aug 09, 2026
  • ବେଦାନ୍ତ ଆଲୁମିନିୟର ପ୍ରକଳ୍ପ ସଙ୍ଗମ କଳାହାଣ୍ଡିରେ ୪୦୦ରୁ ଉର୍ଦ୍ଧ କୃଷକଙ୍କୁ ନିରାପଦ ଏବଂ ଦୀର୍ଘସ୍ଥାୟୀ କୃଷି ପଦ୍ଧତି ଉପରେ ତାଲିମ ପ୍ରଦାନ କରିଛି

    15258
    Aug 09, 2026
  • ସୁଗନ୍ଧ ଉତ୍କର୍ଷର ୭୭ ବର୍ଷ ପାଳନ କରୁଛି, ସାଇକଲ ପିୟୋର୍‌ ଅଗରବତୀ ଭୁବନେଶ୍ୱରରେ ପାର୍ବଣ କାଳୀନ ନବସୃଜନ ଉନ୍ମୋଚନ କଲା

    14629
    Aug 07, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ୟୁକ୍ରେନ ଉପରେ ରୁଷର କ୍ଷେପଣାସ୍ତ୍ର ମାଡ଼: ୧୨ ମୃତ

    14639
    Aug 13, 2026
  • ଲାଲକିଲ୍ଲା କାର୍ ବ୍ଲାଷ୍ଟ ଘଟଣାରେ ଅଲ୍-କାଏଦା ଦାୟୀ

    13572
    Aug 13, 2026
  • ପ୍ରବଳ ହଙ୍ଗାମା ଓ ବିରୋଧ ପ୍ରଦର୍ଶନ: ଅନିର୍ଦ୍ଦିଷ୍ଟ କାଳ ପାଇଁ ସ୍ଥଗିତ ହେଲା ଲୋକସଭା

    13805
    Aug 13, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In