Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Wednesday, November 19, 2025, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଏହି ଖାଦ୍ୟ ଖାଆନ୍ତୁ, ଚିକ୍ ଚିକ୍ କରିବ ...

  • ଉପମୁଖ୍ୟମନ୍ତ୍ରୀ ଭାବେ କାର୍ଯ୍ୟ କରିବେ ...

  • ଅସ୍ତ୍ର ଛାଡି ମାଓବାଦୀଙ୍କୁ ଆତ୍ମସମର୍ପଣ ...

  • ପୁଣି ଥରେ ପାଲେଷ୍ଟାଇନବାସୀଙ୍କ ଉପରେ ...

  • ହନୁମାନଙ୍କ ବିରୋଧରେ କହି ବିବାଦରେ ...

  • ହିଡମା ମୁଣ୍ଡ ଉପରେ ଥିଲା ଏକ କୋଟି ଟଙ୍କାର ...

  • ଗାନ୍ଧୀ ମୈଦାନରେ ଶପଥ ନେବେ ନୀତିଶ କୁମାର

  • ସମାଜାବାଦୀ ପାର୍ଟ ମହାସଚିବ ଆଜମ ଖାନ୍ ଓ ...

  • ରାଷ୍ଟ୍ରପତିଙ୍କୁ ୨୦୨୬-୩୧ ଅବଧି ପାଇଁ ...

  • ଗଣହତ୍ୟା ମାମଲାରେ ପୂର୍ବତନ ...

ମନୋରଞ୍ଜନ
Home ›› ମନୋରଞ୍ଜନ ››ବିବାହ ପୂର୍ବରୁ ୧୧ ଜଣଙ୍କ ମନର ରାଣୀ ଥିଲେ ମନୀଷା, ଏବେ ବିତାଉଛନ୍ତି ନିଃସଙ୍ଗ ଜୀବନ

ବିବାହ ପୂର୍ବରୁ ୧୧ ଜଣଙ୍କ ମନର ରାଣୀ ଥିଲେ ମନୀଷା, ଏବେ ବିତାଉଛନ୍ତି ନିଃସଙ୍ଗ ଜୀବନ

2024-04-19 06:12:47
15918
Share:
Facebook
Twitter
E-Mail
WhatsApp
Telegram
ବିବାହ ପୂର୍ବରୁ ୧୧ ଜଣଙ୍କ ମନର ରାଣୀ ଥିଲେ ମନୀଷା, ଏବେ ବିତାଉଛନ୍ତି ନିଃସଙ୍ଗ ଜୀବନ

ବଲିଉଡରେ ଡେଟ୍ ନୂଆ କଥା ନୁହେଁ । ଆଜିକାଲିର ପିଢି ପ୍ରାୟତଃ ଡେଟ୍‌ରେ ଥିବା ଶୁଣିବାକୁ ମିଳୁଛି । ହେଲେ ଜାଣିଛନ୍ତି କି, ୯୦ ଦଶକରେ ଏମିତି ହିରୋଇନ ଥିଲେ ଯିଏ ୧୧ ଜଣଙ୍କ ମନର ରାଣୀ ଥିଲେ । ସେ ହେଉଛନ୍ତି ମନୀଷା କୋଇରାଲା । ଅବିବାହିତ ସମୟରେ ସେ ୧୧ ଜଣଙ୍କୁ ଡେଟ୍ କରିଥିଲେ ସତ କିନ୍ତୁ ବୈବାହିକ ଜୀବନ ସେତେ ଭଲ ଚାଲିନଥିଲା । ସେ ବର୍ତ୍ତମାନ ସ୍ୱାମୀଙ୍କୁ ଛାଡପତ୍ର ଦେଇ ଏକା ରହୁଛନ୍ତି । 

୧୯୭୦ରେ ମନୀଷା କୋଇରାଲା ନେପାଳରେ ଜନ୍ମ ହୋଇଥିଲେ । ମନୀଷା ୧୯୯୧ରେ ଅଭିନୟ କ୍ୟାରିୟର ଆରମ୍ଭ କରିଥିଲେ । ସେ ୩୩ ବର୍ଷ ଧରି ଫିଲ୍ମ ଇଣ୍ଡଷ୍ଟ୍ରିରେ ସକ୍ରିୟ ଅଛନ୍ତି । ବିବାହ ପୂର୍ବରୁ ମନୀଷା ୧୨ ଜଣଙ୍କୁ ଡେଟ କରିଥିଲେ । ତାଙ୍କ ଡେଟ୍ ତାଲିକାରେ ଅଭିନେତା, ବ୍ୟବସାୟୀ ଏବଂ ରାଷ୍ଟ୍ରଦୂତ ସାମିଲ୍।

ଫିଲ୍ମ ଦୁନିଆରେ ଏଣ୍ଟ୍ରି ସମୟରେ ମନୀଷାଙ୍କ ନାଁ ଅଭିନେତା ବିବେକ ମୁଶରାନଙ୍କୁ ଭେଟିଥିଲେ । ଦୁହେଁ ପ୍ରଥମେ ସୌଦାଗର ସେଟରେ ଭେଟିଥିଲେ । ଏହା ହେଉଛି ମନୀଷାଙ୍କର ପ୍ରଥମ ଚଳଚ୍ଚିତ୍ର । ତେବେ ଏହି ଫିଲ୍ମର ସୁଟିଂ ସମୟରେ ବିବେକ ଏବଂ ମନୀଷା ନିକଟତର ହୋଇଥିଲେ । କିନ୍ତୁ ସେମାନଙ୍କର ସମ୍ପର୍କ ଶୀଘ୍ର ଭାଙ୍ଗିଯାଇଥିଲା । ବିବେକ ମୁଶରାନଙ୍କ ପରେ ମନୀଷା ନାନା ପାଟେକରଙ୍କୁ ଡେଟ କରୁଥିଲେ । ନାନା ପାଟେକର ଖୋଲାଖୋଲି ଭାବେ ଏହି ସମ୍ପର୍କକୁ ଗ୍ରହଣ କରିଥିଲେ, କିନ୍ତୁ କିଛି ଦିନ ମଧ୍ୟରେ ସେମାନଙ୍କ ସମ୍ପର୍କ ଭାଙ୍ଗିଗଲା ।

ନାନା ପାଟେକରଙ୍କ ସହ ବ୍ରେକଅପ୍ ପରେ ମନୀଷା ଡିଜେ ହୁସେନ୍ଙ୍କ ପ୍ରେମରେ ପଡିଥିଲେ। କିନ୍ତୁ ଯେତେବେଳେ ଲଣ୍ଡନରେ ରହୁଥିବା ନାଇଜେରିଆର ବ୍ୟବସାୟୀ ସେସିଲ ଆନ୍ଥୋନି ମଣିଶାଙ୍କ ଜୀବନରେ ଆସିଥିଲେ ସେତେବେଳେ ସେମାନେ ଅଲଗା ହୋଇଗଲେ । ସେସିଲଙ୍କ ସହ ବ୍ରେକଅପ୍ ପରେ ଆର୍ଯ୍ୟନ୍ ବୈଦଙ୍କୁ ଡେଟ କରିଥିଲେ । ପରେ ନେପାଳରେ ଅଷ୍ଟ୍ରେଲୀୟ ରାଷ୍ଟ୍ରଦୂତ କ୍ରିସପିନ କନ୍ରୋଙ୍କୁ ଡେଟ କରୁଥିଲେ। କିନ୍ତୁ ତାଙ୍କ ସହ ମଧ୍ୟ ବ୍ରେକଅପ୍ ହୋଇଥିଲା। ମନୀଷା ବ୍ୟବସାୟୀ ଅଜିମ ପ୍ରେମଜୀଙ୍କ ପୁଅ ତାରିକ ପ୍ରେମଜୀ, ମଡେଲ ରାଜୀବ ମଲଚାନ୍ଦାନୀ, ସଙ୍ଗୀତ ରଚନା ସନ୍ଦୀପ ଚୈତନ୍ୟ ଏବଂ ଖ୍ରୀଷ୍ଟୋଫର ଡୋରିସଙ୍କୁ ଡେଟ କରିଛନ୍ତି।

ଏହାପରେ ସେ ୨୦୧୦ରେ ନେପାଳୀ ବ୍ୟବସାୟୀ ସମ୍ରାଟ ଦହଲଙ୍କୁ ବିବାହ କରିଥିଲେ। କିନ୍ତୁ ୨ ବର୍ଷ ମଧ୍ୟରେ ତାଙ୍କର ହୋଇଥିଲା ଛାଡପତ୍ର । ୫୩ ବର୍ଷିୟ ଅଭିନେତ୍ରୀ ବର୍ତ୍ତମାନ ଏକାକୀ ଜୀବନ ବିତାଉଛନ୍ତି । 

Powered by Froala Editor

Tags manisha

Related articles Odisha News Lens 4.1

  • ହିଡମା ମୁଣ୍ଡ ଉପରେ ଥିଲା ଏକ କୋଟି ଟଙ୍କାର ପୁରସ୍କାର
    ଦେଶ-ଦେଶାନ୍ତର

    ହିଡମା ମୁଣ୍ଡ ଉପରେ ଥିଲା ଏକ କୋଟି ଟଙ୍କାର ପୁରସ୍କାର

    13677
    Nov 18, 2025
  • ଗଣହତ୍ୟା ମାମଲାରେ ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ ହସିନାଙ୍କୁ ମୃତ୍ୟୁ ଦଣ୍ଡାଦେଶ
    ଦେଶ-ଦେଶାନ୍ତର

    ଗଣହତ୍ୟା ମାମଲାରେ ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ ହସିନାଙ୍କୁ ମୃତ୍ୟୁ ଦଣ୍ଡାଦେଶ

    15650
    Nov 18, 2025
  • ଅସ୍ତ୍ର ଛାଡି ମାଓବାଦୀଙ୍କୁ ଆତ୍ମସମର୍ପଣ କରିବାକୁ ଅନୁରୋଧ କଲେ ଭୂପତି
    ଦେଶ-ଦେଶାନ୍ତର

    ଅସ୍ତ୍ର ଛାଡି ମାଓବାଦୀଙ୍କୁ ଆତ୍ମସମର୍ପଣ କରିବାକୁ ଅନୁରୋଧ କଲେ ଭୂପତି

    14733
    Nov 19, 2025
  • ପୁଣି ଥରେ ପାଲେଷ୍ଟାଇନବାସୀଙ୍କ ଉପରେ ଆକ୍ରମଣ କଲା ଇସ୍ରାଏଲ, ୧୧ ମୃତ
    ଦେଶ-ଦେଶାନ୍ତର

    ପୁଣି ଥରେ ପାଲେଷ୍ଟାଇନବାସୀଙ୍କ ଉପରେ ଆକ୍ରମଣ କଲା ଇସ୍ରାଏଲ, ୧୧ ମୃତ

    14411
    Nov 19, 2025
  • ଗାନ୍ଧୀ ମୈଦାନରେ ଶପଥ ନେବେ ନୀତିଶ କୁମାର
    ଦେଶ-ଦେଶାନ୍ତର

    ଗାନ୍ଧୀ ମୈଦାନରେ ଶପଥ ନେବେ ନୀତିଶ କୁମାର

    13902
    Nov 18, 2025
  • ହନୁମାନଙ୍କ ବିରୋଧରେ କହି ବିବାଦରେ ରାଜାମୌଳୀ
    ମନୋରଞ୍ଜନ

    ହନୁମାନଙ୍କ ବିରୋଧରେ କହି ବିବାଦରେ ରାଜାମୌଳୀ

    14727
    Nov 18, 2025
  •  ରାଷ୍ଟ୍ରପତିଙ୍କୁ ୨୦୨୬-୩୧ ଅବଧି ପାଇଁ ଷୋଡ଼ଶ ଅର୍ଥ ଆୟୋଗଙ୍କ ରିପୋର୍ଟ ପ୍ରଦାନ
    ଦେଶ-ଦେଶାନ୍ତର

    ରାଷ୍ଟ୍ରପତିଙ୍କୁ ୨୦୨୬-୩୧ ଅବଧି ପାଇଁ ଷୋଡ଼ଶ ଅର୍ଥ ଆୟୋଗଙ୍କ ରିପୋର୍ଟ ପ୍ରଦାନ

    14418
    Nov 18, 2025
  • ଉପମୁଖ୍ୟମନ୍ତ୍ରୀ ଭାବେ କାର୍ଯ୍ୟ କରିବେ ସମ୍ରାଟ ଚୌଧୁରୀ ଏବଂ ବିଜୟ ସିହ୍ନା
    ଦେଶ-ଦେଶାନ୍ତର

    ଉପମୁଖ୍ୟମନ୍ତ୍ରୀ ଭାବେ କାର୍ଯ୍ୟ କରିବେ ସମ୍ରାଟ ଚୌଧୁରୀ ଏବଂ ବିଜୟ ସିହ୍ନା

    13720
    Nov 19, 2025
  • ସମାଜାବାଦୀ ପାର୍ଟ ମହାସଚିବ ଆଜମ ଖାନ୍ ଓ ତାଙ୍କ ପୁଅ ଅବଦୁଲାଙ୍କୁ ଜେଲ
    ଦେଶ-ଦେଶାନ୍ତର

    ସମାଜାବାଦୀ ପାର୍ଟ ମହାସଚିବ ଆଜମ ଖାନ୍ ଓ ତାଙ୍କ ପୁଅ ଅବଦୁଲାଙ୍କୁ ଜେଲ

    14929
    Nov 18, 2025

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ପୁଣି ଥରେ ପାଲେଷ୍ଟାଇନବାସୀଙ୍କ ଉପରେ ଆକ୍ରମଣ କଲା ଇସ୍ରାଏଲ, ୧୧ ମୃତ

    14411
    Nov 19, 2025
  • ଦେଶ-ଦେଶାନ୍ତର

    ଗାନ୍ଧୀ ମୈଦାନରେ ଶପଥ ନେବେ ନୀତିଶ କୁମାର

    13902
    Nov 18, 2025
  • ଦେଶ-ଦେଶାନ୍ତର

    ରାଷ୍ଟ୍ରପତିଙ୍କୁ ୨୦୨୬-୩୧ ଅବଧି ପାଇଁ ଷୋଡ଼ଶ ଅର୍ଥ ଆୟୋଗଙ୍କ ରିପୋର୍ଟ ପ୍ରଦାନ

    14418
    Nov 18, 2025

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    16856
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    16952
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17297
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    15769
    Apr 03, 2021

ବିଶେଷ

  • ଏହି ଖାଦ୍ୟ ଖାଆନ୍ତୁ, ଚିକ୍ ଚିକ୍ କରିବ ତ୍ଵଚା

    14377
    Nov 19, 2025
  • ବାଳ ପାଇଁ ଅତ୍ୟନ୍ତ ଲାଭଦାୟକ ଅଣ୍ଡା ତେଲ

    14360
    Nov 17, 2025
  • ଏହି କାରଣରୁ ବିନ୍ଧିଥାଏ ଗୋଡ

    16148
    Nov 16, 2025
  • ଶୀତଦିନ ପାଇଁ ସୁପର୍ ଫୁଡ

    15164
    Nov 15, 2025
  • ଏହି ଦିନ ପାଦରେ ପିନ୍ଧନ୍ତୁ ଝୁଣ୍ଟିଆ

    14440
    Nov 13, 2025

ବାଣିଜ୍ୟ

ଓଡ଼ିଶାସ୍ଥିତ ସ୍ୱେଚ୍ଛାସେବୀ ସଂଗଠନ ଏ .ଜେ.ଏସ୍‌.ଏ ଇଣ୍ଡିଆକୁ କପ୍‌ ୩୦ ସମ୍ମିଳନୀରେ ମିଳିଲା ବିଶ୍ୱସ୍ତରୀୟ ମାନ୍ୟତା

ଭୁବନେଶ୍ୱର: ଚଳିତବର୍ଷ ମିଳିତ ଜାତିସଂଘ ଓ ବ୍ରାଜିଲ ସରକାରଙ୍କ ମିଳିତ ଆନୁକୂଲ୍ୟରେ ବେଲେମ୍ସ ସହରରେ ଅନୁଷ୍ଠିତ ହେଉଥିବା କପ୍‌ ୩୦ ସମ୍ମିଳନୀରେ ଆୟୋଜିତ ଏକ ସ୍ୱତନ୍ତ୍ର ସଭାରେ ବ୍ରାଜିଲ ପ୍ରଥମ ମହିଳା ସମ୍ମାନନୀ ...

  • ଭାରତର ଉଦୀୟମାନ ଆର୍ଥିକ ଅଭିବୃଦ୍ଧି କାହାଣୀକୁ କବଜା କରିବା ପାଇଁ ବଜାଜ୍ ଫିନସର୍ଭ ଆସେଟ୍ ମ୍ୟାନେଜମେଣ୍ଟ ଲିମିଟେଡ୍ ଆରମ୍ଭ କରିଛି ଏହାର ବ୍ୟାଙ୍କିଂ ଏବଂ ଆର୍ଥିକ ସେବା ପାଣ୍ଠି

    14723
    Nov 10, 2025
  • ଆମୱେର ହୃଦୟରେ ଭାରତ ରହିଛି: ପ୍ରେସିଡେଣ୍ଟ ଓ ସିଇଓ ମାଇକେଲ ନେଲ୍‌ସନ

    14315
    Oct 30, 2025
  • ଷ୍ଟାର୍ଟଅପ୍ ମାନ୍ଦା, ବନ୍ଦ ହୋଇଗଲାଣି ଅଧାରୁ ଅଧିକ

    13959
    Oct 27, 2025
  • ବ୍ରିକ୍ସ ଆଇଏଲ୍‌ଏସ ୪ର୍ଥ ଷ୍ଟାର୍ଟଅପ୍‌ କନ୍‌କ୍ଲେଭରେ ନୁ୍ୟରୋକସ୍‌ମେଟିକ୍ସ ଦ୍ୱାରା ଅନୁପ୍ରେରିତ ହୋଇ ଜୀବଦା ପ୍ରଚଳନ କଲା ବିଶ୍ୱର ପ୍ରଥମ ଲକ୍‌ଜୁରୀ ଆୟୁର୍ବେଦ ବର୍ଗ

    15028
    Oct 13, 2025

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଗଣହତ୍ୟା ମାମଲାରେ ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ ହସିନାଙ୍କୁ ମୃତ୍ୟୁ ଦଣ୍ଡାଦେଶ

    15650
    Nov 18, 2025
  • ହିଡମା ମୁଣ୍ଡ ଉପରେ ଥିଲା ଏକ କୋଟି ଟଙ୍କାର ପୁରସ୍କାର

    13677
    Nov 18, 2025
  • ରାଷ୍ଟ୍ରପତିଙ୍କୁ ୨୦୨୬-୩୧ ଅବଧି ପାଇଁ ଷୋଡ଼ଶ ଅର୍ଥ ଆୟୋଗଙ୍କ ରିପୋର୍ଟ ପ୍ରଦାନ

    14418
    Nov 18, 2025

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In