Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Sunday, February 15, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ମେଟ୍ରୋ ପିଲାର ଭାଙ୍ଗିଲା : ଜଣେ ମୃତ, ...

  • ବିଷ ସ୍ୱାଦ ଚାଖୁଥିଲେ ୫ ନାବାଳିକା , ୪ ମୃତ

  • ହେଲମେଟ କାରଖାନାରେ ବଡ଼ ଅଗ୍ନିକାଣ୍ଡ

  • ପ୍ରେମିକାଙ୍କୁ ଗୁଳିକରି ଜୀନ ହାରିଲେ ଯୁବକ

  • ରାହୁଲ ଗାନ୍ଧୀ ପ୍ରତିଦିନ ମିଛ କହିବାର ଏକ ...

  • ପ୍ରଧାନମନ୍ତ୍ରୀଙ୍କ ଆସାମ ଗସ୍ତ

  • ଆଜି ପୁଲୱାମା ଆକ୍ରମଣକୁ ପୁରିଲା ୭ବର୍ଷ, ...

  • ଘରେ ରଖନ୍ତୁ ନାହିଁ ଭାଙ୍ଗି ଯାଇଥିବା କାଚ

  • ମୋଦୀଙ୍କ ଦ୍ଵାରା ଉଦଘାଟିତ ହେଲା ...

  • ମାର୍ଚ୍ଚ ୯ ପର୍ଯ୍ୟନ୍ତ ମୁଲତବୀ ହେଲା ...

ଦେଶ-ଦେଶାନ୍ତର
Home ›› ଦେଶ-ଦେଶାନ୍ତର ››ପ୍ରଥମ ପର୍ୟ୍ୟାୟ ମତଦାନ: ନିଜର ପ୍ରତିନିଧି ବାଛିବେ ୧୬ କୋଟି ୬୩ ଲକ୍ଷ ଭୋଟର

ପ୍ରଥମ ପର୍ୟ୍ୟାୟ ମତଦାନ: ନିଜର ପ୍ରତିନିଧି ବାଛିବେ ୧୬ କୋଟି ୬୩ ଲକ୍ଷ ଭୋଟର

2024-04-19 06:24:36
16136
Share:
Facebook
Twitter
E-Mail
WhatsApp
Telegram
ପ୍ରଥମ ପର୍ୟ୍ୟାୟ ମତଦାନ: ନିଜର ପ୍ରତିନିଧି ବାଛିବେ ୧୬ କୋଟି ୬୩ ଲକ୍ଷ ଭୋଟର

ନୂଆଦିଲ୍ଲୀ: ଆଜି ପ୍ରଥମ ପର୍ୟ୍ୟାୟ ମତଦାନ ସହ ଦେଶରେ ଆରମ୍ଭ ହୋଇଛି ସାଧାରଣ ନିର୍ବାଚନ। ଆଜି ୨୧ଟି ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳର ୧୦୨ଟି ଲୋକସଭା ଆସନରେ ମତଦାନ ହେଉଛି। ମକ୍ ପୋଲ୍ ପରେ ସକାଳ ୭ଟାରୁ ଆରମ୍ଭ ହୋଇଛି ଭୋଟିଂ। କଡ଼ା ସୁରକ୍ଷା ବ୍ୟବସ୍ଥା ଭିତରେ ଚାଲିଛି ଭୋଟ୍ ଗ୍ରହଣ।ଭୋଟିଂ ଲାଗି ମୋଟ ୧ ଲକ୍ଷ ୮୪ ହଜାର ବୁଥ୍ କରାଯାଇଛି। ଏହି ପର୍ୟ୍ୟାୟରେ ୧୬ କୋଟି ୬୩ ଲକ୍ଷ ଭୋଟର ନିଜର ପ୍ରତିନିଧି ବାଛିବେ। ପ୍ରଥମ ପର୍ୟ୍ୟାୟରେ ମଇଦାନରେ ଅଛନ୍ତି ୧ ହଜାର ୬୨୫ ପ୍ରାର୍ଥୀ। ସେମାନଙ୍କ ମଧ୍ୟରୁ ୧ ହଜାର ୪୯୧ ଜଣ ପୁରୁଷ ପ୍ରାର୍ଥୀ ଏବଂ ୧୩୪ ଜଣ ମହିଳା। ତାମିଲନାଡୁରେ ସର୍ବାଧିକ ପ୍ରାର୍ଥୀ ଅଛନ୍ତି ୯୫୦ ଜଣ। ଏମାନଙ୍କ ମଧ୍ୟରୁ ୩୯ଟି ସଂସଦୀୟ କ୍ଷେତ୍ରରେ ୭୬ ଜଣ ମହିଳା ପ୍ରାର୍ଥୀ ଅଛନ୍ତି। ସେହିପରି ଏହି ପର୍ୟ୍ୟାୟରେ ସବୁଠୁ କମ୍ ପ୍ରାର୍ଥୀ ଥିବା ରାଜ୍ୟ ହେଉଛି ନାଗାଲାଣ୍ଡ। ନାଗାଲାଣ୍ଡରେ ଗୋଟିଏ ମାତ୍ର ସଂସଦୀୟ କ୍ଷେତ୍ର ଥିବା ବେଳେ ସେହି ଆସନ ଲାଗି ଆଜି ଭୋଟ୍ ହେଉଛି। ଆଜି ଦେଶର ୧୦୨ଟି ଲୋକସଭା ଆସନ ସମେତ ଏକା ସାଙ୍ଗରେ ସିକିମ ଓ ଅରୁଣାଚଳ ପ୍ରଦେଶ ବିଧାନସଭା ନିର୍ବାଚନ ବି ହେଉଛି। ପ୍ରଥମ ପର୍ୟ୍ୟାୟରେ ପ୍ରମୁଖ ପ୍ରାର୍ଥୀଙ୍କ ମଧ୍ୟରେ ରହିଛନ୍ତି କେନ୍ଦ୍ରମନ୍ତ୍ରୀ ନୀତୀନ ଗଡ଼କରି, ନିଶିଥ ପାରମାଣିକ, ଏଲଜେପିର ଚିରାଗ ପାଶୱାନ, ତାମିଲନାଡୁ ବିଜେପି ମୁଖ୍ୟ କେ. ଆନ୍ନାମଲାଇ, ଡିଏମକେର କାନିମୋଈ ଓ ଏ. ରାଜା।

ସେହିପରି ନକୁଲ ନାଥ, ତାମିଲସାଇ ସୌନ୍ଦର୍ୟ୍ୟରାଜନ, ଜିତିନ ପ୍ରସାଦଙ୍କ ଭଳି ଅନେକ ହେଭିୱେଟ୍ ମଇଦାନରେ ଅଛନ୍ତି। ଲୋକ ଜନଶକ୍ତି ପାର୍ଟିର ମୁଖ୍ୟ ଅଟନ୍ତି ଚିରାଗ ପାଶୱ ବିହାରର ଜାମୁଇରୁ ଏଲଜେପି ପକ୍ଷରୁ ନିର୍ବାଚନ ଲଢୁଛନ୍ତି। ସେହିପରି କଂଗ୍ରେସ ନେତା ତଥା ମଧ୍ୟପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ କମଲନାଥଙ୍କ ପୁଅ ନକୁଲ ନାଥ ଏହି ପର୍ୟ୍ୟାୟରେ ନିର୍ବାଚନ ମଇଦାନରେ ଅଛନ୍ତି। ସେ ମଧ୍ୟପ୍ରଦେଶର ଛିନ୍ଦୱାରାରୁ କଂଗ୍ରେସ ପକ୍ଷରୁ ପ୍ରାର୍ଥୀ ହୋଇଛନ୍ତି।

ଅନ୍ୟତମ ହେଭିୱେଟଙ୍କ ମଧ୍ୟରେ ଅଛନ୍ତି ବିଜେପିର କେ. ଆନ୍ନାମଲାଇ। ତାମିଲନାଡୁ ବିଜେପି ମୁଖ୍ୟ କେ. ଆନ୍ନାମଲାଇ ଏଥର ତାମିଲନାଡୁର କୋଏମ୍ବାଟୁର ଆସନରୁ ଲଢୁଛନ୍ତି। ତେଲେଙ୍ଗାନାର ପୂର୍ବତନ ରାଜ୍ୟପାଳ ତାମିଲସାଇ ସୌନ୍ଦର୍ୟ୍ୟରାଜନ ଏଥର ମଇଦାନରେ ଅଛନ୍ତି। ସେ ବିଜେପି ପକ୍ଷରୁ ଚେନ୍ନାଇ ସାଉଥରୁ ପ୍ରାର୍ଥୀ ହୋଇଛନ୍ତି।

ସେହିପରି କାନିମୋଈ ଡିଏମକେ ପକ୍ଷରୁ ତାମିଲନାଡୁ ଥୁଟୁକୁଡ଼ିରୁ ନିର୍ବାଚନ ମଇଦାନରେ ଅଛନ୍ତି। ଜିତିନ ପ୍ରସାଦ ଉତ୍ତର ପ୍ରଦେଶ ପିଲିଭିତରୁ ବିଜେପି ପକ୍ଷରୁ ଲଢୁଛନ୍ତି। ସେହିପରି ନିଶିଥ ପାରମାଣିକ ପଶ୍ଚିମବଙ୍ଗ କୁଚବିହାରରୁ ବିଜେପି ପକ୍ଷରୁ ନିର୍ବାଚନ ଲଢ଼ୁଛନ୍ତି।

Powered by Froala Editor

Tags Election

Related articles Odisha News Lens 4.1

  • ପ୍ରଧାନମନ୍ତ୍ରୀଙ୍କ ଆସାମ ଗସ୍ତ
    ଦେଶ-ଦେଶାନ୍ତର

    ପ୍ରଧାନମନ୍ତ୍ରୀଙ୍କ ଆସାମ ଗସ୍ତ

    13872
    Feb 14, 2026
  • ମୋଦୀଙ୍କ ଦ୍ଵାରା ଉଦଘାଟିତ ହେଲା ସେବାତୀର୍ଥ ଓ କର୍ତ୍ତବ୍ୟ ଭବନ
    ଦେଶ-ଦେଶାନ୍ତର

    ମୋଦୀଙ୍କ ଦ୍ଵାରା ଉଦଘାଟିତ ହେଲା ସେବାତୀର୍ଥ ଓ କର୍ତ୍ତବ୍ୟ ଭବନ

    15060
    Feb 13, 2026
  • ପ୍ରେମିକାଙ୍କୁ ଗୁଳିକରି ଜୀନ ହାରିଲେ ଯୁବକ
    ଦେଶ-ଦେଶାନ୍ତର

    ପ୍ରେମିକାଙ୍କୁ ଗୁଳିକରି ଜୀନ ହାରିଲେ ଯୁବକ

    14885
    Feb 14, 2026
  • ରାହୁଲ ଗାନ୍ଧୀ ପ୍ରତିଦିନ ମିଛ କହିବାର ଏକ ନୂତନ ପରମ୍ପରା ଚଲାଉଛନ୍ତି: ଶାହ
    ଦେଶ-ଦେଶାନ୍ତର

    ରାହୁଲ ଗାନ୍ଧୀ ପ୍ରତିଦିନ ମିଛ କହିବାର ଏକ ନୂତନ ପରମ୍ପରା ଚଲାଉଛନ୍ତି: ଶାହ

    15413
    Feb 14, 2026
  • ମେଟ୍ରୋ ପିଲାର ଭାଙ୍ଗିଲା : ଜଣେ ମୃତ, ଦୁଇଜଣ ଆହତ
    ଦେଶ-ଦେଶାନ୍ତର

    ମେଟ୍ରୋ ପିଲାର ଭାଙ୍ଗିଲା : ଜଣେ ମୃତ, ଦୁଇଜଣ ଆହତ

    14998
    Feb 14, 2026
  • ବିଷ ସ୍ୱାଦ ଚାଖୁଥିଲେ ୫ ନାବାଳିକା , ୪ ମୃତ
    ଦେଶ-ଦେଶାନ୍ତର

    ବିଷ ସ୍ୱାଦ ଚାଖୁଥିଲେ ୫ ନାବାଳିକା , ୪ ମୃତ

    15450
    Feb 14, 2026
  • ଘରେ ରଖନ୍ତୁ ନାହିଁ ଭାଙ୍ଗି ଯାଇଥିବା କାଚ
    ବିଶେଷ

    ଘରେ ରଖନ୍ତୁ ନାହିଁ ଭାଙ୍ଗି ଯାଇଥିବା କାଚ

    15346
    Feb 14, 2026
  • ହେଲମେଟ କାରଖାନାରେ ବଡ଼ ଅଗ୍ନିକାଣ୍ଡ
    ଦେଶ-ଦେଶାନ୍ତର

    ହେଲମେଟ କାରଖାନାରେ ବଡ଼ ଅଗ୍ନିକାଣ୍ଡ

    15349
    Feb 14, 2026
  •  ମାର୍ଚ୍ଚ ୯ ପର୍ଯ୍ୟନ୍ତ ମୁଲତବୀ ହେଲା ଲୋକସଭା
    ଦେଶ-ଦେଶାନ୍ତର

    ମାର୍ଚ୍ଚ ୯ ପର୍ଯ୍ୟନ୍ତ ମୁଲତବୀ ହେଲା ଲୋକସଭା

    14212
    Feb 13, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ରାହୁଲ ଗାନ୍ଧୀ ପ୍ରତିଦିନ ମିଛ କହିବାର ଏକ ନୂତନ ପରମ୍ପରା ଚଲାଉଛନ୍ତି: ଶାହ

    15413
    Feb 14, 2026
  • ଦେଶ-ଦେଶାନ୍ତର

    ବିଷ ସ୍ୱାଦ ଚାଖୁଥିଲେ ୫ ନାବାଳିକା , ୪ ମୃତ

    15450
    Feb 14, 2026
  • ଦେଶ-ଦେଶାନ୍ତର

    ମୋଦୀଙ୍କ ଦ୍ଵାରା ଉଦଘାଟିତ ହେଲା ସେବାତୀର୍ଥ ଓ କର୍ତ୍ତବ୍ୟ ଭବନ

    15060
    Feb 13, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17337
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17405
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17750
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16225
    Apr 03, 2021

ବିଶେଷ

  • ଘରେ ରଖନ୍ତୁ ନାହିଁ ଭାଙ୍ଗି ଯାଇଥିବା କାଚ

    15346
    Feb 14, 2026
  • ସବୁଜ କ୍ୟାପସିକମ ଏହି ରୋଗ ପାଇଁ ଭାରି ଉପକାରୀ

    15797
    Feb 13, 2026
  • ଆଜ୍‌ମା କମାଇବାକୁ ହେଲେ କରନ୍ତୁ ଏହା.......

    16280
    Feb 12, 2026
  • ଦୃଷ୍ଟିଶକ୍ତି ପ୍ରଖର କରେ ଅମୃତଭଣ୍ଡା

    14062
    Feb 11, 2026
  • ତଳିପାଦ ଦେଖି ରୋଗ ବିଷୟରେ ଜାଣନ୍ତୁ .....

    14707
    Feb 10, 2026

ବାଣିଜ୍ୟ

୧ ଏପ୍ରିଲରୁ ନୂତନ ଆୟକର ଆଇନ

୧ ଏପ୍ରିଲ, ୨୦୨୬ରୁ ବଡ଼ ପରିବର୍ତ୍ତନ ହେବାକୁ ଯାଉଛି। ଆୟକର ବିଭାଗ ଡ୍ରାଫ୍ଟ ଆୟକର ନିୟମ, ୨୦୨୬ ସହିତ ଡ୍ରାଫ୍ଟ ଟିକସ ରିଟର୍ନ ଫର୍ମ ପ୍ରକାଶ କରିଛି, ଯାହା ପ୍ରଥମ ଥର ପାଇଁ ନୂତନ ଆୟକର ଆଇନ, ୨୦୨୫ ପ୍ରକୃତରେ କିପରି କାମ କରିବ ତାହାର ଏକ ସ୍ପଷ୍ଟ ଚିତ୍ର ପ୍ରଦାନ କରିଛି।

ଦେଶରେ ବର୍ତ୍ତମାନର ଟିକସ ଆଇନ ୧୯୬୧ରୁ ...

  • ଓଡ଼ିଶା ଆପାର୍ଟମେଣ୍ଟ ମାଲିକାନା ଓ ପରିଚାଳନା ଆଇନ, ୨୦୨୩ ଅଧୀନରେ ଋୟାଲ ଆର୍କେଡ, ଭୁବନେଶ୍ୱର ଏକ ମାନଦଣ୍ଡ ସ୍ଥାପନ କଲା

    14949
    Feb 08, 2026
  • ଭୁଶୁଡିଲା ସେୟାର ମାର୍କେଟ

    14462
    Feb 01, 2026
  • ହିମାଳୟ ୱେଲ୍‌ନେସ୍‌ ଏବଂ ଆର୍‌ସିବି ମହିଳା ଟିମ୍‌ ଭାରତର ଭବିଷ୍ୟତ ମହିଳା କ୍ରିକେଟର ଗଢିତୋଳିବାକୁ ହାତ ମିଳାଇଲେ

    16068
    Jan 28, 2026
  • ଆମୱେ ଇଣ୍ଡିଆ ତ୍ୱଚା, କେଶ ଓ ନଖ ସ୍ୱାସ୍ଥ୍ୟକୁ ସମର୍ଥନ କରୁଥିବା ନୁ୍ୟଟ୍ରିଲାଇଟ୍‌ ବାୟୋଟିନ୍‌ ସି ପ୍ଲସ୍‌ (ଜିଙ୍କ୍‌ ଓ ବେଟା କାରୋଟିନ୍‌) ପ୍ରଚଳନ କଲା

    15350
    Jan 22, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ପ୍ରଧାନମନ୍ତ୍ରୀଙ୍କ ଆସାମ ଗସ୍ତ

    13872
    Feb 14, 2026
  • ମାର୍ଚ୍ଚ ୯ ପର୍ଯ୍ୟନ୍ତ ମୁଲତବୀ ହେଲା ଲୋକସଭା

    14212
    Feb 13, 2026
  • ଆଜି ପୁଲୱାମା ଆକ୍ରମଣକୁ ପୁରିଲା ୭ବର୍ଷ, ସହିଦ ଯବାନମାନଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଉଛି ସାରାଦେଶ

    15239
    Feb 14, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In